କରୋନା ଭାଇରସ୍‌

ସ୍ନାନଯାତ୍ରାରେ ତ୍ରିସ୍ତରୀୟ ସୁରକ୍ଷା

ପୁରୀ ଅଫିସ, ୧୨ା୬: ଆସନ୍ତା ୨୪ ତାରିଖରେ ଦେବସ୍ନାନ ପୂର୍ଣ୍ଣିମା ତଥା ସ୍ନାନଯାତ୍ରା ପଡୁଛି। ଚଳିତବର୍ଷ କୋଭିଡ୍‌ କଟକଣା ମଧ୍ୟରେ ମହାପ୍ରଭୁଙ୍କ ସ୍ନାନଯାତ୍ରା ଆୟୋଜନ ନେଇ ପୁରୀ ଜିଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ଶୁକ୍ରବାର ଏସ୍‌ପି କନଓ୍ବର ବିଶାଲ…

କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ସଂଘ ଦେଲା ୩ ଲକ୍ଷ

ଭୁବନେଶ୍ୱର,୧୨ା୬(ବ୍ୟୁରୋ): କରୋନା ମୁକାବିଲା ପାଇଁ ଓଡ଼ିଶା କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ସଂଘ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠି(ସିଏମ୍‌ଆର୍‌ଏଫ୍‌)କୁ ୩ଲକ୍ଷ ଟଙ୍କା ଦାନ କରିଛି। ରାଜ୍ୟ ଲୋକସେବା ଭବନଠାରେ ସଂଘ ଅଧ୍ୟକ୍ଷ ଗୌରୀଶଙ୍କର ଦାଶ ଓ ସାଧାରଣ ସମ୍ପାଦକ ସାତ୍ତ୍ୱିକ ସ୍ବାଇଁ ମୁଖ୍ୟଶାସନ…

୧୭,୦୦୦ ଫାଭିପିରାଭିର ଟାବ୍‌ଲେଟ୍‌ ଜବତ

କଟକ ଅଫିସ,୧୨ା୬: କଟକ କନିକା ଛକରେ ଥିବା ଏକ ମେଡିସିନ ଗୋଦାମ ଉପରେ ଶୁକ୍ରବାର ରାଜ୍ୟ ଡ୍ରଗ୍ସ କଣ୍ଟ୍ରୋଲର ପକ୍ଷରୁ ଚଢାଉ କରାଯାଇଛି। ସେଠାରୁ ପ୍ରାୟ ୬୯ ଲକ୍ଷ ଟଙ୍କାର ନକଲି କରୋନା ଔଷଧ ଜବତ ହୋଇଛି। ଉତ୍ତରପ୍ରଦେଶର ମାକ୍ସ ରିଲିଫ…

ଜି ୭: ଭାରତ ପାଇଁ କ’ଣ

ଲଣ୍ଡନ/ନୂଆଦିଲ୍ଲୀ,୧୨ା୬: ବ୍ରିଟେନର କର୍ନଓ୍ବାଲସ୍ଥିତ ସେଣ୍ଟ ଆଇଭେସ୍‌ରେ ବିଶ୍ୱର ପ୍ରମୁଖ ୭ ଧନୀ ରାଷ୍ଟ୍ର ଏକତ୍ରିତ ହୋଇଛନ୍ତି। ଆମେରିକା, ବ୍ରିଟେନ, ଫ୍ରାନ୍ସ, ଜର୍ମାନୀ, ଇଟାଲୀ, କାନାଡା ଓ ଜାପାନକୁ ନେଇ ଗଠିତ ଏହି ରାଷ୍ଟ୍ର ସମୂହର ୩ ଦିନିଆ ସମ୍ମିଳନୀ ଶୁକ୍ରବାର କାର୍ବିସ୍‌…

ଟିକା ନେବାର ଘଣ୍ଟାକ ପରେ ମୃତ୍ୟୁ ଅଭିଯୋଗ

ଛେଣ୍ଡିପଦା,୧୨ା୬(ସ୍ବ.ପ୍ର.): କୋଭିଡ୍‌ ଟିକା ନେବାର ଘଣ୍ଟାକ ପରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ଶୁକ୍ରବାର ପରିବାର ପକ୍ଷରୁ ଅଭିଯୋଗ ହୋଇଛି। ମୃତକ ହେଲେ ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ଖମାର ଗ୍ରାମର ଶରତ ଚନ୍ଦ୍ର ସେନାପତି (୫୮)। ଅଭିଯୋଗ ପାଇ ଛେଣ୍ଡିପଦା…

ଥମୁନି କରୋନା ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ ଗଲା ୪୭ ଜୀବନ

ଭୁବନେଶ୍ୱର,୧୨।୬(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ସାମାନ୍ୟ ହ୍ରାସ ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା କିନ୍ତୁ ଦିନକୁ ଦିନ ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ କରୋନାଜନିତ ୪୭ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୩,୨୫୭କୁ ବୃଦ୍ଧି…

ରାଜ୍ୟରେ ୪ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୧୨।୬(ବ୍ୟୁରୋ): ଗତ ୧୦ ଦିନ ହେଲା ରାଜ୍ୟରେ କରୋନା ମିଟର ତଳମୁହାଁ ହୋଇଛି। ପ୍ରତିଦିନ ନୂଆ ଦୈନିକ ସଂକମ୍ରଣ ହ୍ରାସ ପାଉଛି। ଶୁକ୍ରବାର ରାଜ୍ୟରେ ୫ହଜାରରୁ ଉର୍ଦ୍ଧ୍ୱ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଶନିବାର ଏହି ସଂଖ୍ୟାରେ ହ୍ରାସ…

ପଶ୍ଚିମ ଓଡ଼ିଶାର ୧୧ ଜିଲାକୁ ୨୫ କୋଟି

ଭୁବନେଶ୍ୱର, ୧୨ା୬(ବ୍ୟୁରୋ): ପଶ୍ଚିମ ଓଡ଼ିଶାର ୧୧ଟି ଜିଲାକୁ କୋଭିଡ୍‌ ପରିଚାଳନା ପାଇଁ ମିଳିଛି ୨୫ କୋଟି ଟଙ୍କାର ସ୍ବତନ୍ତ୍ର ସହାୟତା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଭିଡିଓ କନ୍‌ଫରେନ୍ସରେ ଏହା ଘୋଷଣା କରିଛନ୍ତି। ଏଥିପୂର୍ବରୁ ଗତ ମାସରେ ପଶ୍ଚିମ ଓଡ଼ିଶାର ୧୧…

୨୩ ଯାଏ ଝୁଲିଲା ଗ୍ଲୋବାଲ ଟେଣ୍ଡର

ଭୁବନେଶ୍ୱର,୧୨ା୬(ବ୍ୟୁରୋ): କରୋନା ମହାମାରୀ ସଂକ୍ରମଣ ରୋକିବାକୁ ଟିକା ହିଁ ଏକମାତ୍ର ବିକଳ୍ପ। ତେବେ ରାଜ୍ୟରେ ଟିକାକରଣ କାର୍ଯ୍ୟକ୍ରମ ଧିମେଇ ଯାଇଛି। ଦୈନିକ ମାତ୍ର ୫୦ରୁ ୬୦ ହଜାର ବ୍ୟକ୍ତିଙ୍କୁ ଟିକାକରଣ କରାଯାଇ ପାରୁଛି। ଆବଶ୍ୟକ ଟିକା ନ ଥିବାରୁ ଏହି କାର୍ଯ୍ୟ…

ଦିଗ୍‌ବିଜୟ-ପି.ସି ଶର୍ମା ସମେତ ୩୦ଜଣଙ୍କ ବିରୋଧରେ ମାମଲା ରୁଜୁ

ଭୋପାଳ,୧୧।୬: କଂଗ୍ରେସ ନେତା ଦିଗ୍‌ବିଜୟ ସିଂହ ଓ ପି.ସି ଶର୍ମାଙ୍କ ସମେତ ୩୦ଜଣଙ୍କ ବିରୋଧରେ ମାମଲା ରୁଜୁ। ସରକାରଙ୍କ ଆଦେଶକୁ ଉଲ୍ଲଂଘନ ଓ ରାଲି ବାହାର କରିବା ଅଭିଯୋଗରେ ଆଇପିସି ଧାରା ୧୮୮ ଓ ୧୪୫ ଆଧାରରେ ଏହି ମାମଲା ରୁଜୁ…

କରୋନା ସଙ୍କଟ ମଧ୍ୟରେ ବୈଜ୍ଞାନିକ ତିଆରି କଲେ ପକେଟ ଭେଣ୍ଟିଲେଟର

କୋଲକାତା,୧୧।୬: ବର୍ତ୍ତମାନ ଦେଶରେ ଦୈନିକ ସଂକମ୍ରଣ ହ୍ରାସ ପାଉଥିବା ବେଳେ ମୃତ୍ୟୁସଂଖ୍ୟା କିନ୍ତୁ ଥମିବାର ନା ନେଉନି। କରୋନା କାଳରେ ଦେଶରେ ଭେଣ୍ଟିଲେଟରର ସମସ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ଫଳରେ ଲୋକମାନେ ହାହାକାର ହେଉଥିବା ବେଳେ ସେମାନଙ୍କର ଚିକିତ୍ସାରେ ବାଧା…

୫ ବର୍ଷରୁ କମ୍‌ ବୟସ୍କ ଛୋଟପିଲା ମାସ୍କ୍‌ ପିନ୍ଧିବା ନୁହେଁ ଜରୁରୀ: ଡିଜିଏଚଏସ୍‌…

ନୂଆଦିଲ୍ଲୀ,୧୦।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ଆତଙ୍କ ଦେଖାଦେଇଛି। ସଂକ୍ରମଣରୁ ସୁରକ୍ଷା ଲାଗି ସାର୍ବଜନୀକ ଟିକାକରଣ ଜାରି ରହିଛି। ଏପରିସ୍ଥଳେ କେନ୍ଦ୍ର ସରକାରଙ୍କ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅଧିନରେ କାର୍ଯ୍ୟ କରୁଥିବା ସ୍ବାସ୍ଥ୍ୟ ସେବା ମହାନିର୍ଦ୍ଦେଶାଳୟ(ଡିଜିଏଚଏସ୍‌) ପକ୍ଷରୁ କରୋନା ଲକ୍ଷଣ ପ୍ରକାଶ ପାଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?