କରୋନା ଭାଇରସ୍‌

ସିଜେଆଇଙ୍କୁ ଚିଠି ଲେଖିଲେ ଛାତ୍ରୀ

କରୋନାରେ ଲୋକଙ୍କ କଷ୍ଟ ବୁଝି ସେମାନଙ୍କ ଜୀବନ ବଞ୍ଚାଇବାକୁ ପ୍ରଭାବୀ ଢଙ୍ଗରେ ହସ୍ତକ୍ଷେପ କରିଥିବାରୁ ସିଜେଆଇ ଏନ୍‌. ଭି. ରମାନାଙ୍କୁ ଧନ୍ୟବାଦ ଜଣାଇଛନ୍ତି କେରଳର ୫ମ ଶ୍ରେଣୀ ଛାତ୍ରୀ ଲିଡ୍‌ଓ୍ବିନା ଜୋସେଫ୍‌। ମହାମାରୀ ସଙ୍କଟରେ ତୁରନ୍ତ ଅକ୍ସିଜେନ୍‌ ଯୋଗାଣ ବ୍ୟବସ୍ଥା ପାଇଁ…

ଅପଚୟ କଲେ କମ୍‌ ମିଳିବ

ନୂଆଦିଲ୍ଲୀ,୯ା୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜ୍ୟଗୁଡ଼ିକୁ ସାବାଳକଙ୍କ ପାଇଁ ମାଗଣାରେ ଟିକା ଦିଆଯିବ ବୋଲି ଘୋଷଣା କରିବାର ଦିନକ ପରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ନୂଆ ଗାଇଡ୍‌ଲାଇନ୍‌ ଜାରି କରାଯାଇଛି। କେଉଁ ରାଜ୍ୟକୁ କେତେ ଡୋଜ୍‌ ଆବଣ୍ଟନ କରାଯିବ ତାହା ଜନସଂଖ୍ୟା,…

ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଏବେ ଲକ୍ଷେରୁ କମ୍‌…

ନୂଆଦିଲ୍ଲୀ,୯।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା କମିବାରେ ଲାଗିଛି। ଲକ୍‌ଡାଉନ୍‌ ପ୍ରଭାବରୁ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା କମୁଛି। ତେବେ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନେ…

ରାଜ୍ୟରେ ମୁଣ୍ଡ ପରେ ମୁଣ୍ଡ ନେଇ ଚାଲିଛି କରୋନା: ଆଜି ୪୫ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର,୮।୬ (ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ୁଛି। ମଙ୍ଗଳବାର ରାଜ୍ୟରେ କରୋନା ଆଉ ୪୫ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୩୦୮୦କୁ ବୃଦ୍ଧି ପାଇଛି। ଏହି ୪୫…

ଭାରତକୁ ଚେତାବନୀ ଦେଲା ଡବ୍ଲ୍ୟୁଏଚ୍‌ଓ: ଶୀଘ୍ର ହଟାଅନି କରୋନା କଟକଣା…

ଜେନେଭା/ନୂଆଦିଲ୍ଲୀ,୮।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଏପରିସ୍ଥଳେ ଘୋଷଣା କରାଯାଇଥିବା ଲକ୍‌ଡାଉନ୍‌କୁ ଧୀରେଧୀରେ କୋହଳ କରାଯାଉଛି। ତେବେ ଭାରତକୁ ବିଶ୍ୱସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍‌ଓ) ପକ୍ଷରୁ ଚେତାବନୀ ଦିଆଯାଇଛି। ଦେଶରେ ଜାରି ରହିଥିବା କରୋନା କଟକଣା ଶୀଘ୍ର ନ ହଟାଇଇବାକୁ ଡବ୍ଲ୍ୟୁଏଚ୍‌ଓ…

ରାଜ୍ୟରେ ୬ ହଜାର ତଳକୁ ଖସିଲା ଦୈନିକ କରୋନା ସଂକ୍ରମଣ

ଭୁବନେଶ୍ୱର,୮।୬(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଥିବା ବେଳେ ମଙ୍ଗଳବାର ସଂକ୍ରମଣ ସଂଖ୍ୟା ସାମାନ୍ୟ ହ୍ରାସ ପାଇଛି। ଆଜି ରାଜ୍ୟରେ ୫,୮୯୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୩,୩୩୨ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୨,୫୬୪ ଜଣ…

ଡେଲ୍ଟା ଭାରିଆଣ୍ଟ୍‌ ଅଧିକ ଭୟଙ୍କର: ଏହା ଯୋଗୁ କମୁଛି ଶ୍ରବଣ ଶକ୍ତି, ବଢୁଛି ଅବସାଦ…

ଚେନ୍ନାଇ,୮।୬: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଭାରତରେ ଦେଖାଦେଇଥିବା ଡେଲ୍ଟା ଭାରିଆଣ୍ଟ୍‌ ଇତିମଧ୍ୟରେ ପୃଥିବୀର ୬୦ ଦେଶକୁ ବ୍ୟାପିଛି। ଡେଲ୍ଟା(ବି-୧-୬୧୭-୨) ଭାରିଆଣ୍ଟ୍‌ ଯୋଗୁ ଆକ୍ରାନ୍ତଙ୍କ ଶ୍ରବଣ ଶକ୍ତି କମିବା ସହିତ ଅବସାଦ ବଢୁଛି।…

ଭାକ୍ସିନ୍‌ର ୨ ଡୋଜ୍‌ ନେଲା ପରେ ବି ସୃଷ୍ଟି ହେଉନି ଆଣ୍ଟିବଡ଼ି, ବିଶେଷଜ୍ଞଙ୍କ ଚିନ୍ତା ବଢ଼ିଲା…

ଲକ୍ଷ୍ନୌ,୮।୬: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ସଂକ୍ରମଣରୁ ଦୂରେଇ ରହିବା ଲାଗି ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଜାରି ରହିଛି। ତେବେ ଭାକ୍ସିନ୍‌ର ୨ଟି ଡୋଜ୍‌ ନେବା ପରେ ବି ଶରୀରରେ…

କରୋନାରେ ୩୦ ହଜାର ପିଲା ଅନାଥ

ନୂଆଦିଲ୍ଲୀ, ୮ା୬: କରୋନାରେ ଦେଶର ୩୦,୦୭୧ ପିଲା ଅନାଥ ହୋଇଛନ୍ତି। ଜୁନ୍‌ ୫ ସୁଦ୍ଧା ରାଜ୍ୟଗୁଡ଼ିକ ପକ୍ଷରୁ ଏ ନେଇ ତଥ୍ୟ ଦାଖଲ ହୋଇଥିବା ଜାତୀୟ ଶିଶୁ ଅଧିକାର ସୁରକ୍ଷା କମିଶନ (ଏନ୍‌ସିପିସିଆର୍‌) ସୋମବାର ସୁପ୍ରିମକୋର୍ଟଙ୍କୁ ଜଣାଇଛନ୍ତି। ମୋଟ ୨୬,୧୭୬ ଜଣ…

କରୋନା ଗ୍ରାଫ୍‌ ତଳମୁହାଁ: ୨୪ ଘଣ୍ଟାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଲକ୍ଷେରୁ କମିଲା…

ନୂଆଦିଲ୍ଲୀ,୮।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା କମିବାରେ ଲାଗିଛି। ଲକ୍‌ଡାଉନ୍‌ ପ୍ରଭାବରୁ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା କମୁଛି। ୬୬ ଦିନ ପରେ ଦେଶରେ ନୂଆ କରୋନା ଆକ୍ରାନ୍ତ…

ଚାପରେ ଯାଚିଲେ ଟିକା

ନୂଆଦିଲ୍ଲୀ, ୮ା୬: କୋଭିଡ୍‌-୧୯କୁ ପ୍ରତିହତ କରିବା ଲାଗି ପ୍ରତିଷେଧକ ଭାବେ ଟିକାକୁ ସର୍ବାଧିକ ଗୁରୁତ୍ୱ ଦିଆଯାଉଛି। ହେଲେ ଜନସଂଖ୍ୟା ବହୁଳ ରାଷ୍ଟ୍ର ଭାରତରେ ଅଦ୍ୟାବଧି ମାତ୍ର ୨୩କୋଟିରୁ ସାମାନ୍ୟ ଊର୍ଦ୍ଧ୍ୱ ଲୋକଙ୍କୁ ଟିକା ଦିଆଯାଇଛି। ଚାହିଦା ମେଣ୍ଟାଇବା ପାଇଁ ଉତ୍ପାଦନ ଯଥେଷ୍ଟ…

ଉହାନ୍‌ ଲ୍ୟାବ୍‌ର ପର୍ଦ୍ଦାଫାଶ୍‌: ମାଙ୍କଡ-ଠେକୁଆ ସମେତ ୧,୦୦୦ ପ୍ରାଣୀଙ୍କ ଜିନ୍‌ ବଦଳା ଯାଇଛି…

ଲଣ୍ଡନ/ନୂଆଦିଲ୍ଲୀ,୭।୬: କରୋନା ମହାମାରୀ ଭୂତାଣୁର ଏନ୍ତୁଡ଼ିଶାଳ ପାଲଟିଥିବା ଚାଇନାର ଉହାନ ଲ୍ୟାବ୍‌କୁ ନେଇ ବିବାଦ ଥମିବାର ନାଁ ଧରୁନି। ସମ୍ପ୍ରତି ଜଣେ ବ୍ରିଟେନ୍‌ ଗଣମାଧ୍ୟମ ପ୍ରତିନିଧି ଦାବି କରିଛନ୍ତି ଯେ, ଉହାନ୍‌ ଲ୍ୟାବ୍‌ରେ ମାଙ୍କଡ ଏବଂ ଠେକୁଆ ସମେତ ୧,୦୦୦ ପ୍ରାଣୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?