ଭାକ୍ସିନ୍ ନେଲେ ବି ମାସ୍କ୍ ପିନ୍ଧିବା-ସାମାଜିକ ଦୂରତା ଜରୁରୀ…
ଓ୍ବାଶିଂଟନ,୭।୬: ପୃଥିବୀରେ କରୋନା ମହାମାରୀ ତାଣ୍ଡବ ରଚିଛି। ଏପରିସ୍ଥଳେ ଆମେରିକାର ନର୍ଥ କାରୋଲିନା ବିଶ୍ୱବିଦ୍ୟାଳୟର ଗବେଷକ ଭାକ୍ସିନ୍ ନେବା ପରେ କରୋନା ସଂକ୍ରମଣର ଆଶଙ୍କା ଦୂର ହୋଇ ନ ଥାଏ ବୋଲି ସୂଚନା ଦେଇଛନ୍ତି। ଭାକ୍ସିନ୍ ନେେଇ ଶରୀରରେ ରୋଗ ପ୍ରତିରୋଧକ…
ଟିକାଦାନ ଏବେ ଭୋଟ୍ କେନ୍ଦ୍ରରେ: ଘର ଘର ବୁଲି ଲୋକଙ୍କୁ ସଚେତନ କରିବେ ସରକାର…
ନୂଆଦିଲ୍ଲୀ,୭।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ରହିଛି। ଧୀରେଧୀରେ ଦିଲ୍ଲୀର କରୋନା ସଂକ୍ରମଣ ସ୍ଥିତିରେ ସୁଧାର ଆସୁଛି। ଏପରିସ୍ଥଳେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଲୋକଙ୍କ ସୁବିଧା ପାଇଁ ଭୋଟ କେନ୍ଦ୍ରରେ ଟିକାଦାନ କରାଯିବ ବୋଲି ଘୋଷଣା…
ନୂଆ ମାର୍ଗଦର୍ଶିକା ଜାରି କଲେ କେନ୍ଦ୍ର ସରକାର: ଭିଟାମିନ୍ ଟ୍ୟାବଲେଟ୍-ଷ୍ଟିମ୍ ନେବାକୁ ମନା …
ନୂଆଦିଲ୍ଲୀ,୭।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ରହିଛି। ଏପରିସ୍ଥଳେ କେନ୍ଦ୍ର ସରକାରଙ୍କ ପକ୍ଷରୁ ନୂଆ କରୋନା ମାର୍ଗଦର୍ଶିକା ଜାରି କରାଯାଇଛି। ଲକ୍ଷଣ ପ୍ରକାଶ ପାଉ ନ ଥିବା କରୋନା ଆକ୍ରାନ୍ତ ଭିଟାମିନ୍ ଟ୍ୟାବଲେଟ୍, ଷ୍ଟିମ୍ ନେବାକୁ…
କରୋନା ଲଢ଼େଇରେ ଜିତି ବି କାହିଁକି ଆକ୍ରାନ୍ତଙ୍କ ଘଟୁଛି ମୃତ୍ୟୁ, ବିଶେଷଜ୍ଞ ଦେଲେ ଉତ୍ତର…
ନୂଆଦିଲ୍ଲୀ,୭।୬: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ସଂକ୍ରମଣରୁ ସୁସ୍ଥ ହୋଇ ସାରିଥିବା ଆକ୍ରାନ୍ତଙ୍କ ମୃତ୍ୟୁ ଘଟୁଥିବାରୁ ଲୋକେ ଅଧିକ ଆତଙ୍କିତ ହୋଇ ପଡୁଛନ୍ତି। କରୋନା ଲଢ଼େଇରେ ଜିତି ଥିବା ଆକ୍ରାନ୍ତଙ୍କ ମୃତ୍ୟୁ ସମ୍ପର୍କିତ…
କୋଭିଶିଲ୍ଡ୍ ଡୋଜ୍ ଯୋଗୁ ଶରୀରରେ ଅଧିକ ଆଣ୍ଟିବଡ଼ି ସୃଷ୍ଟି ହେଉଛି…
ନୂଆଦିଲ୍ଲୀ,୭।୬: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ସଂକ୍ରମଣରୁ ଦୂରେଇ ରହିବା ଲାଗି ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଜାରି ରହିଛି। ଦେଶରେ ଭାରତ ବାୟୋଟେକ୍ ଦ୍ୱାରା ପ୍ରସ୍ତୁତ ହୋଇଥିବା କୋଭାକ୍ସିନ୍ ସହିତ…
ଆଜିଠାରୁ ୧୮ରୁ ୪୪ଙ୍କୁ ଦ୍ୱିତୀୟ ଡୋଜ୍ ଟିକା
ଭୁବନେଶ୍ୱର,୭।୬ (ବ୍ୟୁରୋ): ୧୮ରୁ ୪୪ବର୍ଷ ବୟସ୍କଙ୍କ ଟିକାକରଣକୁ ନେଇ ଉପୁଜିଥିବା ଆଶଙ୍କା ଶେଷରେ ଦୂର ହେବାକୁ ଯାଉଛି। ଏହି ବର୍ଗର ହିତାଧିକାରୀଙ୍କ ଦ୍ୱିତୀୟ ଡୋଜ୍ ପାଇଁ ବିଏମ୍ସି ପକ୍ଷରୁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ଟିକା ଅଭାବ ଭିତରେ ଦ୍ୱିତୀୟ ଡୋଜ୍ ଅବଧି…
ଥମୁଛି କରୋନା: ୨୪ ଘଣ୍ଟାରେ ଲକ୍ଷେ ୬୩୬ ନୂଆ ଆକ୍ରାନ୍ତ ଚିହ୍ନଟ…
ନୂଆଦିଲ୍ଲୀ,୭।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଲକ୍ଡାଉନ୍ ପ୍ରଭାବରୁ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା କମିବାରେ ଲାଗିଛି। ୬୧ ଦିନ ପରେ ଦେଶରେ…
ରାଜ୍ୟରେ କରୋନା ମୃତ୍ୟୁସଂଖ୍ୟା ୩୦୦୦ ଟପିଲା
ଭୁବନେଶ୍ୱର,୭ା୬(ବ୍ୟୁରୋ): ସୋମବାର ରାଜ୍ୟରୁ ୪୧ ଜଣଙ୍କ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୩୦୩୫କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା…
ଆଜି ରାଜ୍ୟରୁ ୬୧୧୮ କରୋନା ଆକ୍ରାନ୍ତ ଚିହ୍ନଟ, କଟକରୁ ସର୍ବାଧିକ
ଭୁବନେଶ୍ୱର,୭।୬(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଏହି କିଛିଦିନ ହେବ ଲଗାତର କମିବାରେ ଲାଗିଛି। ତେବେ ସୋମବାର ରାଜ୍ୟରୁ ୬୧୧୮ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮,୧୯,୨୧୪ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ…
ଉହାନ୍ ଲ୍ୟାବ୍ରୁ ଜାଣିଶୁଣି ଲିକ୍ କରାଯାଇଛି କରୋନା ଭୂତାଣୁ: ଭାରତୀୟ ବୈଜ୍ଞାନିକ ଦମ୍ପତି…
ପୁଣେ,୬।୬: କରୋନା ମହାମାରୀ ଯୋଗୁ ପୃଥିବୀରେ ଆତଙ୍କ ଦେଖାଦେଇଛି। କରୋନା ଭୁତାଣୁର ଉତ୍ପତ୍ତି ଚାଇନାର ଉହାନ୍ ଲ୍ୟାବ୍ ଅବା ସମୁଦ୍ରଜାତ ଖାଦ୍ୟପଦାର୍ଥ ବଜାର ସେ ନେଇ ନାନା ତର୍କ ଜାରି ରହିଛି। ଏପରିସ୍ଥଳେ ଭାରତୀୟ ବୈଜ୍ଞାନିକ ଦମ୍ପତି କରୋନା ଭୂତାଣୁ ଉହାନ୍…
ତାରାପ୍ରସାଦ ବାହିନୀପତି ଅସୁସ୍ଥ
ଭୁବନେଶ୍ୱର,୬ା୬(ବ୍ୟୁରୋ): ଜୟପୁର ବିଧାୟକ ତଥା କଂଗ୍ରେସର ବରିଷ୍ଠ ନେତା ତାରା ପ୍ରସାଦ ବାହିନୀପତି କରୋନାରେ ଆକ୍ରାନ୍ତ ହୋଇଥିବା ଜଣାଯାଇଛି। ତାଙ୍କୁ ଭୁବନେଶ୍ୱରସ୍ଥ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ବର୍ତ୍ତମାନ ତାଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ଥିବା ତାଙ୍କ ସ୍ତ୍ରୀ ମିନାକ୍ଷୀ ବାହିନୀପତି…
ଆଜି ଆଉ ୪୨ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୨୯୯୪କୁ ବୃଦ୍ଧି
ଭୁବନେଶ୍ୱର,୩ା୫(ବ୍ୟୁରୋ): ରବିବାର ରାଜ୍ୟରୁ ୪୨ ଜଣଙ୍କ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୨୯୯୪କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଅନୁଗୋଳ, କଟକ ଏବଂ ଖୋର୍ଦ୍ଧାରୁ…
Archives


