କରୋନା ଭାଇରସ୍‌

ପୁଣି ବିପଦ ମାଡ଼ି ଆସୁଛି: ଭାରତରେ ମାରାତ୍ମକ ନୂଆ ଭାରିଆଣ୍ଟ୍‌ ଚିହ୍ନଟ…

ନୂଆଦିଲ୍ଲୀ,୬।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଆତଙ୍କ ସୃଷ୍ଟି କରିଥିବାବେଳେ ବିପଦ ଉପରେ ପୁଣି ବିପଦ ମାଡ଼ି ଆସୁଛି। ଭାରତରେ ଆଲ୍ଫା, ବିଟା, ଗାମା ଏବଂ ଡେଲ୍ଟା ଭାରିଆଣ୍ଟ୍‌ ପରେ…

ଆଜି ରାଜ୍ୟରୁ ୭୦୦୨ କରୋନା ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୬।୬(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଏହି କିଛିଦିନ ହେବ କମିବାରେ ଲାଗିଛି। ତେବେ ରବିବାର ରାଜ୍ୟରୁ ୭,୦୦୨ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮,୧୩,୦୯୬ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ…

ମହିଳାଙ୍କ ଶରୀରରେ ୨୧୬ ଦିନ ରହି ୩୦ ଥର ମ୍ୟୁଟେଶନ କଲା କରୋନା ଭୂତାଣୁ …

ଜୋହାନ୍ସବର୍ଗ,୬।୬: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ କରୋନା ଭୂତାଣୁ କିଭଳି ଜଣେ ୩୬ ବର୍ଷ ବୟସ୍କା ଏଚ୍‌ଆଇଭି ପଜିଟିଭ୍‌ ମହିଳାଙ୍କ ଶରୀରରେ ୨୧୬ ଦିନ ରହି ୩୦ ଥର ମ୍ୟୁଟେଶନ କରିଛି ସେନେଇ ଏକ…

୬୦ ଦିନ ପରେ ସର୍ବନିମ୍ନ ନୂଆ ଆକ୍ରାନ୍ତ ଚିହ୍ନଟ…

ନୂଆଦିଲ୍ଲୀ,୬।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଆତଙ୍କ ସୃଷ୍ଟି କରିଛି। ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଲକ୍‌ଡାଉନ୍‌ ପ୍ରଭାବରୁ ସଂକ୍ରମଣ ଏବଂ ମୃତ୍ୟୁ…

ଭାରତର ପ୍ରତିନିଧିତ୍ୱ କରିବେ କିନ୍ନର ଶ୍ରୁତି

ଏକାଧିକ ସୌନ୍ଦର୍ଯ୍ୟ ପ୍ରତିଯୋଗିତାରେ ବିଜୟୀ ହୋଇଥିବା କେରଳର ଟ୍ରାନ୍ସଜେଣ୍ଡର ମଡେଲ ଶ୍ରୁତି ସିତାରା ଆଉ ଏକ ସଫଳତା ହାସଲ କରିଛନ୍ତି। ଲଣ୍ଡନରେ ଆସନ୍ତା ୧୨ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ମିସ୍‌ ଟ୍ରାନ୍ସ ଗ୍ଲୋବାଲ ସୁନ୍ଦରୀ ପ୍ରତିଯୋଗିତାରେ ସେ ଭାରତର ପ୍ରତିନିଧିତ୍ୱ…

୩ ଦେଶରେ ଟିକାକରଣର ୬୦%

ଜାତିସଂଘ,୬।୬(ପି.ଟି.): ସାରା ବିଶ୍ୱରେ ଏପର୍ଯ୍ୟନ୍ତ କୋଭିଡ୍‌-୧୯ ଟିକାର ୨୦୦ କୋଟି ଡୋଜ୍‌ ଆବଣ୍ଟନ ହୋଇଛି। ଏହାର ୬୦ ପ୍ରତିଶତ ଭାରତ, ଆମେରିକା ଓ ଚାଇନାରେ ଦିଆଯାଇଥିବା ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) ପକ୍ଷରୁ କୁହାଯାଇଛି। ଡବ୍ଲ୍ୟୁଏଚ୍‌ଓ ମହାନିର୍ଦ୍ଦେଶକ ଟେଡ୍ରୋସ୍‌ ଆଧାନମ ଘେବ୍ରେୟେସସ୍‌ଙ୍କ…

ଆଉ ସପ୍ତାହେ ବଢ଼ିଲା ଲକ୍‌ଡାଉନ

ଚେନ୍ନାଇ,୫।୬: ତାମଲିନାଡୁରେ ଆଉ ସପ୍ତାହେ ବଢ଼ିଲା ଲକ୍‌ଡାଉନ। ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍‌.କେ ଷ୍ଟାଲିନ ରାଜ୍ୟରେ କଟକଣା କୋହଳ କରିବା ସହ ଆଉ ସପ୍ତାହେ ଲକ୍‌ଡାଉନ ଅବଧିକୁ ବୃଦ୍ଧି କରିଛନ୍ତି। ଜୁନ ୧୪ଯାଏ ଏହି ଲକ୍‌ଡାଉନ ଜାରି ରହିବ ବୋଲି ଶନିବାର ରାଜ୍ୟସରକାରଙ୍କ…

ଅଡ୍‌ ଇଭିନ୍‌ରେ ଖୋଲିବ ଦୋକାନ, ୫୦ ପ୍ରତିଶତରେ ଚାଲିବ ମେଟ୍ରୋ…

ନୂଆଦିଲ୍ଲୀ,୫।୬: ରାଜଧାନୀ ଦିଲ୍ଲୀରେ ଲକ୍‌ଡାଉନ୍‌ ପରେ ଏବେ ଅନ୍‌ଲକ୍‌ ପ୍ରକ୍ରିୟା ଆରମ୍ଭ ହୋଇଛି। ଏନେଇ ଶନିବାର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଘୋଷଣା କରିଛନ୍ତି। ତେବେ ସୁରକ୍ଷା ବ୍ୟବସ୍ଥାକୁ ଗ୍ରହଣ କରି ରାଜଧାନୀର ସମସ୍ତ ଦୋକାନକୁ ଇଡ୍‌ ଇଭିନ୍‌ରେ ଖୋଲାଯିବ। ସେହିପରି ମେଟ୍ରୋ…

କରୋନା ସଂକଟରେ ରୋଜଗାର ହରାଇ ହାତବାନ୍ଧି ବସିଛନ୍ତି ଅଟୋ ଚାଳକ

ବୁଗୁଡ଼ା, ୫।୬(ଡି.ଏନ୍‌.ଏ.): ଚକ ଗଡ଼ିଲେ ଜଳୁଥିଲା ଚୁଲି। ଏବେ ତେଲ ପଇସା ମଧ୍ୟ ବାହାରୁନି। ଫଳରେ ଭୋକ ଉପାସରେ ଜୀବନ ବିତାଉଛନ୍ତି ଅଧିକାଂଶ ପରିବାର। କରୋନା ସଂକଟରେ ରୋଜଗାର ହରାଇ ଗଞ୍ଜାମ ଜିଲା ବୁଗୁଡ଼ା ସହରର ଅଟୋ ଚାଳକମାନେ ଏବେ ହାତବାନ୍ଧି…

ଦୁଇ ଡୋଜ୍‌ ମଧ୍ୟରେ କମ ସମୟ ସୀମା ଦ୍ୱାରା ବଢ଼ିବ ପ୍ରତିରୋଧକ ଶକ୍ତି…

ନୂଆଦିଲ୍ଲୀ,୫।୬: ଦେଶରେ କରୋନା ମହାମାରୀର ଦ୍ୱିତୀୟ ଲହର ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ଭାରତ ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଜାରି ରହିଛି। ଦେଶରେ ଦିଆଯାଉଥିବା କୋଭାକ୍ସିନ୍‌ ଏବଂ କୋଭିଶିଲ୍ଡ ଟିକାର ପ୍ରଥମ ଡୋଜ୍‌ ଏବଂ…

ବାଘ, ସିଂହର କରୋନା ମୃତ୍ୟୁ

ରାଞ୍ଚି/ଚେନ୍ନାଇ: ତାମିଲନାଡୁର ଭଣ୍ଡାଲୁରସ୍ଥିତ ଆରିଗ୍‌ନାର ଆନ୍ନା ଜାତୀୟ ଉଦ୍ୟାନରେ ୯ ସିଂହ କୋଭିଡ୍‌ ପଜିଟିଭ୍‌ ଚିହ୍ନଟ ହୋଇଥିଲେ। ସେମାନଙ୍କ ମଧ୍ୟରୁ ୯ ବର୍ଷର ଏକ ମାଈ ସିଂହର ମୃତ୍ୟୁ ଘଟିଛି। ଜୁଲୋଜିକାଲ ପାର୍କର ସଫାରି ଏରିଆରେ ରଖାଯାଇଥିବା ଏହି ସିଂହଟି ଗୁରୁବାର…

ବେକରେ ଛୁରି ଭୁସିଲେ କରୋନା ଆକ୍ରାନ୍ତ

କଟକ ଅଫିସ,୫।୬: କଟକ ଜିଲା ଟାଙ୍ଗୀଠାରେ ଥିବା ଏକ କୋଭିଡ୍‌ କେୟାର ସେଣ୍ଟର(ସିସିସି)ରେ ଜଣେ କରୋନା ଆକ୍ରାନ୍ତ ବେକରେ ଛୁରି ଭୁସି ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଗୁରୁତର ଅବସ୍ଥାରେ ତାଙ୍କୁ ଏସ୍‌ସିବି ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଅସ୍ତ୍ରୋପଚାର ପରେ ତାଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri