କରୋନାରୁ ସୁସ୍ଥ ହୃଦ୍ରୋଗୀ ହାର୍ଟ ଚେକ୍ ଅପ୍ କରିବାକୁ ପରାମର୍ଶ
ଭୁବନେଶ୍ୱର, ୫।୬(ବ୍ୟୁରୋ): କରୋନାର ଦ୍ୱିତୀୟ ଲହରରେ ଆରୋଗ୍ୟ ଲାଭ କରିବା ପରେ ଆକ୍ରାନ୍ତଙ୍କ ଶରୀରରେ ଅନ୍ୟାନ୍ୟ ଜଟିଳତା ଦେଖାଯାଉଛି। ଫଳରେ ରୋଗୀ ଗୁରୁତର ହୋଇ ହସ୍ପିଟାଲରେ ଭର୍ତ୍ତି ହେଉଛନ୍ତି। ଏଥିପ୍ରତି ହୃଦ୍ରୋଗୀମାନେ ଅଧିକ ଯତ୍ନବାନ ହେବା ପାଇଁ ପରାମର୍ଶ ଦେଇଛନ୍ତି ସ୍ବାସ୍ଥ୍ୟ…
ଦିନକୁ ୧ କୋଟିଙ୍କୁ ଟିକା ଦିଅ: କଂଗ୍ରେସ
ଭୁବନେଶ୍ୱର,୫।୬(ବ୍ୟୁରୋ): ନିଃଶୁଳ୍କ ସାର୍ବଜନୀନ ଟିକାକରଣ ସହ ଦୈନିକ ୧ କୋଟି ଭାରତୀୟଙ୍କୁ ଟିକା ଦେବାକୁ କଂଗ୍ରେସ ପକ୍ଷରୁ ଦାବି କରାଯାଇଛି। ପିସିସି କାର୍ଯ୍ୟକାରୀ ସଭାପତି ପ୍ରଦୀପ ମାଝି, ଏଆଇସିସି ସମ୍ପାଦକ ତଥା ଏମ୍ପି ସପ୍ତଗିରି ଉଲ୍ଲାକା, ବିଧାୟକ ସୁରେଶ ରାଉତରାୟ ଏବଂ…
ବଜାରରେ ବ୍ୟବସାୟୀଙ୍କ କୋଭିଡ୍ ପରୀକ୍ଷା
ଭୁବନେଶ୍ୱର, ୫।୬(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ପକ୍ଷରୁ କାର୍ଯ୍ୟସ୍ଥଳରେ ବ୍ୟବସାୟୀଙ୍କ କୋଭିଡ୍ ପରୀକ୍ଷଣ ଆରମ୍ଭ ହୋଇଛି। ଶୁକ୍ରବାର ନର୍ଥ ଜୋନ୍ ଅନ୍ତର୍ଗତ ନୀଳାଦ୍ରିବିହାର ତାରିଣୀ ମାର୍କେଟ୍ରେ ପରିବା, ମାଛ, ମାଂସ ବ୍ୟବସାୟୀଙ୍କ ନମୁନା ସଂଗ୍ରହ କରାଯାଇଥିଲା। ଅତିରିକ୍ତ କମିଶନର ଲକ୍ଷ୍ମୀକାନ୍ତ…
୧୮ରୁ ୪୪ ବର୍ଷୀୟଙ୍କୁ ଦ୍ୱିତୀୟ ଡୋଜ୍ ଟିକା ୮ରୁ
ଭୁବନେଶ୍ୱର, ୫।୬(ବ୍ୟୁରୋ): ରାଜଧାନୀରେ ୧୮ରୁ ୪୪ ବର୍ଷୀୟଙ୍କ ଦ୍ୱିତୀୟ ଡୋଜ୍ ଟିକାକରଣ ପାଇଁ ବିଏମ୍ସି ପକ୍ଷରୁ ସ୍ବତନ୍ତ୍ର ପ୍ରସ୍ତୁତି କରାଯାଇଛି। ଆସନ୍ତା ୮ ତାରିଖରୁ ଏନେଇ ସ୍ବତନ୍ତ୍ର ଡ୍ରାଇଭ୍ ଆରମ୍ଭ କରାଯିବ। ଗତ ମେ ୩, ୪ ଓ ୫ରେ ଟିକା…
ପୁଣି ବଢ଼ିଲା ମୃତକଙ୍କ ସଂଖ୍ୟା, କମିଲା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା…
ନୂଆଦିଲ୍ଲୀ,୫।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଆତଙ୍କ ସୃଷ୍ଟି କରିଛି। ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଲକ୍ଡାଉନ୍ ପ୍ରଭାବରୁ ସଂକ୍ରମଣ ଏବଂ ମୃତ୍ୟୁ…
ହତାଶାରେ ବିତୁଛି ଶିଳ୍ପୀ, ବୁଣାକାରଙ୍କ ଜୀବନ
ଭୁବନେଶ୍ୱର, ୫।୬ (ବ୍ୟୁରୋ): ଯେଉଁମାନଙ୍କ ପାଇଁ ଓଡ଼ିଶା ସାରା ବିଶ୍ୱରେ ସ୍ବତନ୍ତ୍ର ପରିଚୟ ପାଇଛି, ସେମାନେ ଆଜି ଦୁର୍ଦ୍ଦଶା ଓ ହତାଶାରେ ଜୀବନ ବିତାଉଛନ୍ତି। କୋଭିଡ୍ କଟକଣା ଭିତରେ ହାତବାନ୍ଧି ବସିଥିବା ଶିଳ୍ପୀ ଓ ବୁଣାକାରମାନେ ଜୀବନଜୀବିକାକୁ ନେଇ ଚିନ୍ତିତ ହୋଇପଡିଛନ୍ତି।…
କୋଭିଡ୍ ଟିକା ପ୍ରସଙ୍ଗ: ନବୀନଙ୍କୁ ପିନାରାୟୀଙ୍କ ସମର୍ଥନ
ଭୁବନେଶ୍ୱର, ୫।୬(ବ୍ୟୁରୋ): କୋଭିଡ୍-୧୯ ଟିକା କ୍ରୟ କରି ରାଜ୍ୟକୁ ଯୋଗାଇବାକୁ କେନ୍ଦ୍ର ସରକାର ଉପରେ ଚାପ ସୃଷ୍ଟି କରିବା ଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସହଯୋଗ କାମନା କରିଛନ୍ତି। ନବୀନଙ୍କ ଏହି ଉଦ୍ୟମକୁ କେରଳ ମୁଖ୍ୟମନ୍ତ୍ରୀ ପିନାରାୟୀ…
କିନ୍ନର ଚିନ୍ମୟୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଫୋନ୍, ପ୍ରଶଂସା
ଛେଣ୍ଡିପଦା,୫।୬(ସ୍ବ.ପ୍ର.): ୫୦ କିଲୋମିଟର ଦୂରରେ ଥିଲେ ମଧ୍ୟ ଫୋନ୍ କଲ୍ଟିଏ ପାଇ କୋଭିଡ୍ ସଂକ୍ରମିତଙ୍କ ମୃତଦେହ ସଂସ୍କାର ନିମନ୍ତେ ପହଞ୍ଚିଯାଉଥିବା ଅନୁଗୋଳ ଜିଲା ଜରପଡ଼ାର ସାମାଜିକ କର୍ମୀ କିନ୍ନର ଚିନ୍ମୟୀ ଦାସଙ୍କୁ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଫୋନ କରିବା ସହ…
ଟିକା ପ୍ରାଇସ୍ ବିଡିଂ ୯ରେ
ଭୁବନେଶ୍ୱର,୫।୬(ବ୍ୟୁରୋ): ଟିକା ପାଇଁ ଓଡ଼ିଶା ରାଜ୍ୟ ଔଷଧ ନିଗମ (ଓଏସ୍ଏମ୍ସିଏଲ) ପକ୍ଷରୁ ଡକାଯାଇଥିବା ଗ୍ଲୋବାଲ ଇ-ଟେଣ୍ଡରରେ ୨ ଜଣ ବିଡର ଅଂଶଗ୍ରହଣ କରିଛନ୍ତି। ସେମାନଙ୍କର ବିଡ୍କୁ ମୂଲ୍ୟାୟନ କରାଯାଉଛି। ଶୁକ୍ରବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ…
ଥମୁନି ମୃତ୍ୟୁସଂଖ୍ୟା: ରାଜ୍ୟରେ ପୁଣି କରୋନା ନେଲା ୪୦ ଜୀବନ
ଭୁବନେଶ୍ୱର,୫।୬(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ସାମାନ୍ୟ ହ୍ରାସ ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା କିନ୍ତୁ ଦିନକୁ ଦିନ ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ କରୋନାଜନିତ ୪୦ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୨,୯୫୨କୁ ବୃଦ୍ଧି…
ରାଜ୍ୟରେ ୭ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୫।୬(ବ୍ୟୁରୋ): ଗତ କିଛି ଦିନ ହେଲା ରାଜ୍ୟରେ କରୋନା ମିଟର ତଳମୁହାଁ ହୋଇଛି। ଗତ ୨ଦିନ ହେଲା ରାଜ୍ୟରେ ୭ହଜାରରୁ ଊର୍ଦ୍ଧ୍ୱ ରହିଛି ଆକ୍ରାନ୍ତଙ୍କ ସଂଖ୍ୟା। ଶୁକ୍ରବାର ରାଜ୍ୟରେ ୭,୭୨୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଶନିବାର ଏହି…
୧୨ରୁ ୧୫ ବର୍ଷର ପିଲାଙ୍କୁ ଦିଆଯିବ ଟିକା
ଲଣ୍ଡନ,୪।୬: କରୋନା ମହାମାରୀ ସାରା ବିଶ୍ୱରେ ତାଣ୍ଡବ ରଚିଛି। ଏହି ସଙ୍କଟରୁ ଶୀଘ୍ର ମୁକୁଳିବା ପାଇଁ ସମଗ୍ର ଦେଶ ଟିକାକରଣକୁ ଗୁରୁତ୍ୱ ଦେଇ ଏହି ଅଭିଯାନକୁ ତ୍ୱରାନ୍ବିତ କରିଛନ୍ତି। କରୋନା ଲଢ଼େଇରେ ସବୁଠାରୁ ବଡ଼ ଅସ୍ତ୍ର କୁହାଯାଉଥିବା ଭାକ୍ସିନର ଟିକାଦାନ ପାଇଁ…
Archives


