କରୋନା ଭାଇରସ୍‌

ବ୍ଲାକ୍‌ ଫଙ୍ଗସ୍‌ ନେଲା ୮୯ ଜୀବନ: ଦିଲ୍ଲୀରେ ଏପର୍ଯ୍ୟନ୍ତ ହଜାରେରୁ ଊର୍ଦ୍ଧ୍ୱ ରୋଗୀ ଚିହ୍ନଟ

ନୂଆଦିଲ୍ଲୀ,୩।୬: ଗତ କିଛି ଦିନ ପରେ ରାଜଧାନୀ ଦିଲ୍ଲୀରେ କାରୋନାର ସଂକ୍ରମଣ ହ୍ରାସ ପାଇଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ପଜିଟିଭ୍‌ ହାର ୧ପ୍ରତିଶତରୁ କମ୍‌ ରହିଛି। ଗୋଟିଏ ପଟେ କରୋନା ଆଶ୍ୱସ୍ତିକର ଖବର ଆଣିିଥିବା ବେଳେ ଅନ୍ୟପଟେ ରାଜ୍ୟରେ ବ୍ଲାକ୍‌…

ତୃତୀୟ ଲହର ଆତଙ୍କ: ରିପୋର୍ଟ ନେଗେଟିଭ୍‌ ଥିଲେ ବି ଫୁସ୍‌ଫୁସ୍‌ର ୯୦ ପ୍ରତିଶତ ସଂକ୍ରମିତ…

ପାଟନା,୩।୬: କରୋନା ମହାମାରୀର ଦ୍ୱିତୀୟ ଲହର ଯୋଗୁ ଦେଶରେ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ବିହାରରେ ତୃତୀୟ ଲହର ନେଇ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ରାଜ୍ୟରେ ୬୦୦ରୁ ଅଧିକ ଶିଶୁ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ତେବେ ରାଜଧାନୀ ପାଟନାର…

ସ୍ଫୁଟନିକ୍‌ ଭି ଭାକ୍ସିନ ତିଆରି ପାଇଁ ଡିସିଜିଆଇକୁ ଅନୁମତି ମାଗିଲା ସେରମ୍‌ ଇନ୍‌ଷ୍ଟିଚ୍ୟୁଟ

ନୂଆଦିଲ୍ଲୀ,୩।୬: ଆଗାମୀ ଦିନରେ ଭାରତରେ ରୁଷୀୟ ଭାକ୍ସିନ ସ୍ଫୁଟନିକ ଭିର ନିର୍ମାଣ କରିପାରେ ସେରମ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ଇଣ୍ଡିଆ (ସିଆଇଆଇ)। ଏନେଇ ସେରମ ଇନ୍‌ଷ୍ଟିଚ୍ୟୁଟ ପକ୍ଷରୁ ଡ୍ରଗ କଣ୍ଟ୍ରୋଲର ଜେନେରାଲ ଅଫ୍‌ ଇଣ୍ଡିଆ(ଡିସିଜିଆଇ)କୁ ଭାକ୍ସିନ ସ୍ଫୁଟନିକ ଭି ତିଆରି କରିବା ଲାଗି…

ବସ୍‌-ବନ୍ଦ ଘରେ କରୋନା ସଂକ୍ରମଣ ଆଶଙ୍କା ଅଧିକ…

ଲଣ୍ଡନ/ନୂଆଦିଲ୍ଲୀ,୩।୬: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ କରୋନା ସଂକ୍ରମଣ କେଉଁଠି ଅଧିକ ହୋଇଥାଏ ସେ ନେଇ ଏକ ରିପୋର୍ଟ ପ୍ରକାଶ ପାଇଛି। ଇଂଲଣ୍ଡର ଜନ୍‌ ହପକିନ୍ସ୍‌ ବି ବିଦ୍ୟାଳୟ ପକ୍ଷରୁ ହୋଇଥିବା ଏକ ଗବେଷଣା…

ଭାକ୍ସିନ୍‌ ନେଇ ଜୀବନ ଗଲେ କ୍ଷତି ପୂରଣ ଦେବନି କମ୍ପାନୀ: ମର୍ଡନା-ଫାଇଜର ପରେ ଏବେ ଦାବି କଲା ସେରମ୍‌…

ନୂଆଦିଲ୍ଲୀ,୩।୬:ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନା ସଂକ୍ରମଣରୁ ଦୂରେଇ ରହିବା ଲାଗି ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ତେବେ ଭାକ୍ସିନ୍‌ ଅଭାବ ଯୋଗୁ ଟିକାଦାନ ପ୍ରକ୍ରିୟାରେ ସାମୟିକ ବାଧା…

ଦ୍ୱିତୀୟ ଭଳି ଗମ୍ଭୀର ହୋଇପାରେ ତୃତୀୟ ଲହର

ନୂଆଦିଲ୍ଲୀ, ୩।୬: କରୋନାରେ ଦ୍ୱିତୀୟ ଲହର ଭଳି ଭାରତରେ ତୃତୀୟ ଲହର ମଧ୍ୟ ଅନୁରୂପ ଭୟାବହ ସ୍ଥିତି ସୃଷ୍ଟି କରିପାରେ। ଏହା ୯୮ ଦିନ ପର୍ଯ୍ୟନ୍ତ ରହିବ ବୋଲି ଏସ୍‌ବିଆଇ ଇକୋର଼୍ୟାପ୍‌ ରିପୋର୍ଟରେ କୁହାଯାଇଛି। ତୃତୀୟ ଲହର ଦ୍ୱିତୀୟଠାରୁ ଭିନ୍ନ ହେବ…

ଧାରଣା ଦେଲେ ପରିବାର

ଭୁବନେଶ୍ୱର,୩।୬(ବ୍ୟୁରୋ): କୋଭିଡ୍‌ ସଂକ୍ରମିତ ନିଖୋଜ ବାପାଙ୍କୁ ପୁଅ ଖୋଜୁଥିଲେ ମଧ୍ୟ ଏପର୍ଯ୍ୟନ୍ତ ପତ୍ତା ମିଳୁନାହିଁ। ଅନ୍ୟପକ୍ଷରେ ଏହି ଘଟଣାକୁ ନେଇ ଦ୍ୱନ୍ଦ୍ୱ ଓ ଚିନ୍ତାରେ ଥିବା ନିଖୋଜ ଏନ୍‌. ତ୍ରିନାଥଙ୍କ ସ୍ତ୍ରୀ ପୋଲିସକୁ ଜବାବ ମାଗିଛନ୍ତି। ଏପରି କି, ନ୍ୟାୟ ପାଇଁ…

ନିଃଶୁଳ୍କ ଅମ୍ଳଜାନ ଆଶ୍ରୟସ୍ଥଳୀ

ଭୁବନେଶ୍ୱର,୩।୬: କୋଭିଡ୍‌ ମହାମାରୀରେ ଅମ୍ଳଜାନର ଆବଶ୍ୟକତାକୁ ନଜରରେ ରଖି ସ୍ଲାଇଲ ପ୍ଲିଜ୍‌, ସ୍ପର୍ଶ ହସ୍ପିଟାଲ ଏବଂ ଓଡ଼ିଶା ସୋସାଇଟି ଅଫ୍‌ ଦ ଆମେରିକା ହେଲ୍‌ଥ ଆଣ୍ଡ ଓ୍ବେଲନେସ୍‌ ଗ୍ରୁପ୍‌ ପକ୍ଷରୁ (ଓଏସ୍‌ଏ-ଏଚ୍‌ଡବ୍ଲ୍ୟୁଜି) ନିଃଶୁଳ୍କ ଅମ୍ଳଜାନ ଆଶ୍ରୟସ୍ଥଳୀ ଆରମ୍ଭ କରାଯାଇଛି। ଭୁବନେଶ୍ୱର ଉତ୍ତର…

‘ଘରେ ଘରେ ମାସ୍କ’ କାର୍ଯ୍ୟକ୍ରମ

ଭୁବନେଶ୍ୱର/ ପୁରୁଣା ଭୁବନେଶ୍ୱର, ୩।୬(ବ୍ୟୁରୋ/ (ଡି.ଏନ୍‌.ଏ.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆହ୍ବାନ କ୍ରମେ ବୁଧବାର ଏକାମ୍ର ନିର୍ବାଚନମଣ୍ଡଳୀର ଗଙ୍ଗନଗର କମ୍ୟୁନିଟି ସେଣ୍ଟରରେ ଘରେ ଘରେ ମାସ୍କ ବଣ୍ଟନ କାର୍ଯ୍ୟକ୍ରମକୁ ସ୍ଥାନୀୟ ବିଧାୟକ ତଥା ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ଉଦ୍‌ଘାଟନ କରିଛନ୍ତି।…

ଲକ୍ଷ୍ୟ କେତେ ଦୂର

ନୂଆଦିଲ୍ଲୀ/ କୋଲକାତା,୩ା୬: ୨୦୨୧ ଡିସେମ୍ବର ସୁଦ୍ଧା କେନ୍ଦ୍ର ସରକାର ୧୦୦ କୋଟି ଭାରତୀୟଙ୍କୁ ଟିକା ଦେବା ପାଇଁ ସ୍ଥିର କରିଛନ୍ତି। ତେବେ ବର୍ତ୍ତମାନର ମନ୍ଥର ଟିକାକରଣକୁ ଦେଖିଲେ ଏହି ଲକ୍ଷ୍ୟ ଏତେ ସହଜରେ ପୂରଣ ହେବ ନାହିଁ ବୋଲି ବିଶେଷଜ୍ଞମାନେ ମତ…

ଟିକା ନେଲେ ଜରାଶ୍ରମ ଅନ୍ତେବାସୀ

ଭୁବନେଶ୍ୱର, ୩।୬(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)ରେ କେତେକ ସ୍ବତନ୍ତ୍ର ବର୍ଗଙ୍କ ପାଇଁ ଟିକା ବ୍ୟବସ୍ଥାକୁ ଏବେ ପ୍ରାଥମିକତା ଦିଆଯାଉଛି। ବିଶେଷକରି ବୟୋଜ୍ୟେଷ୍ଠ ବୃଦ୍ଧାବୃଦ୍ଧଙ୍କୁ ଅଧିକ ଗୁରୁତ୍ୱ ଦିଆଯାଉଛି। ଏହି ପରିପ୍ରେକ୍ଷୀରେ କମିଶନର ସଞ୍ଜୟ କୁମାର ସିଂହଙ୍କ ନିର୍ଦ୍ଦେଶରେ ଜରାଶ୍ରମ ଅନ୍ତେବାସୀଙ୍କୁ…

‘ଚାଇନା, ଦକ୍ଷିଣପୂର୍ବ ଏସିଆ ହଟ୍‌ସ୍ପଟ୍‌’

ନ୍ୟୁୟର୍କ, ୩।୬: ନୂଆ କରୋନା ଭୂତାଣୁ ପାଇଁ ଚାଇନା, ଜାପାନ, ଫିଲିପାଇନ୍ସ ଏବଂ ଥାଇଲାଣ୍ଡ ହଟ୍‌ସ୍ପଟ ହୋଇପାରେ ବୋଲି ଏକ ଅଧ୍ୟୟନରୁ ଜଣାପଡ଼ିଛି। ବାଦୁଡିବାହିତ ଏହି ଭୂତାଣୁ ପାଇଁ ଉପରୋକ୍ତ ଅଞ୍ଚଳ ଅନୁକୂଳ ହୋଇଥିବାବେଳେ ଉକ୍ତ ରୋଗ ବାଦୁଡି ଶରୀରରୁ ମଣିଷକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri