କରୋନା ଭାଇରସ୍‌

ଟିକା ନୀତି ସ୍ବେଚ୍ଛାଚାରୀ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୩ା୬(ପି.ଟି.): କରୋନା କାଳରେ ରାଜ୍ୟଗୁଡ଼ିକର ଆର୍ଥିକ ସ୍ଥିତି ଦୋହଲିଯାଇଛି। ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକ ହଜାର ହଜାର କୋଟି ଟଙ୍କା ଖର୍ଚ୍ଚ କରି ଟିକା କିଣିବା ଅବସ୍ଥାରେ ନାହାନ୍ତି। ତେଣୁ ଯୁବବର୍ଗଙ୍କ ଟିକାକରଣ ଦାୟିତ୍ୱ କେନ୍ଦ୍ର ସରକାର ବହନ କରନ୍ତୁ ବୋଲି…

ନୂଆ ଆକ୍ରାନ୍ତ ସଂଖ୍ୟା ବଢ଼ିଲା, ମୃତକଙ୍କ ସଂଖ୍ୟା କମିଲା…

ନୂଆଦିଲ୍ଲୀ,୩।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଆତଙ୍କ ସୃଷ୍ଟି କରିଛି। ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଲକ୍‌ଡାଉନ୍‌ ପ୍ରଭାବରୁ ସଂକ୍ରମଣ ଏବଂ ମୃତ୍ୟୁ…

ଦିନକୁ ଦିନ ବଢ଼ୁଛି ମୃତ୍ୟୁସଂଖ୍ୟା: ରାଜ୍ୟରେ ପୁଣି କରୋନା ନେଲା ୪୨ ଜୀବନ

ଭୁବନେଶ୍ୱର,୩।୬(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ସାମାନ୍ୟ ହ୍ରାସ ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା କିନ୍ତୁ ଦିନକୁ ଦିନ ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ କରୋନାଜନିତ ୪୨ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୨,୮୭୩କୁ ବୃଦ୍ଧି…

ରାଜ୍ୟରେ ୮ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୩।୬(ବ୍ୟୁରୋ): ଗତ କିଛି ଦିନ ହେଲା ରାଜ୍ୟରେ କରୋନା ମିଟର ତଳମୁହାଁ ହୋଇଛି। ଗତ ୨ଦିନ ହେଲା ରାଜ୍ୟରେ ୮ହଜାର ରହିଛି ଆକ୍ରାନ୍ତଙ୍କ ସଂଖ୍ୟା ବୁଧବାର ରାଜ୍ୟରେ ୮,୩୯୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଗରୁବାର ଏହି ସଂଖ୍ୟାରେ…

କରୋନିଲ ପରେ ଏବେ ବ୍ଲାକ୍‌ ଫଙ୍ଗସ୍‌ ଔଷଧ ତିଆରି କରୁଛି ପତଞ୍ଜଳୀ

ହରିଦ୍ୱାର,୨।୬: କରୋନାର ପ୍ରଥମ ଲହର ସମୟରେ ଯେତେବେଳେ ସମଗ୍ର ଦେଶ ଭାକ୍ସିନକୁ ନେଇ ଚର୍ଚ୍ଚା କରୁଥିଲା, ସେତେବେଳେ ଯୋଗଗୁରୁ ବାବା ରାମଦେବ କରୋନିଲ ଔଷଧ ତିଆରି କରି ସମସ୍ତଙ୍କୁ ଚକିତ କରିଦେଇଥିଲେ। କେବଳ ସେତିକି ନୁହେଁ, କରୋନିଲ ଲଞ୍ଚ ସମୟରେ ପତଞ୍ଜଳୀ…

ସିବିଏସ୍‌ଇ ପରେ ଏହି ରାଜ୍ୟ ବାତିଲ କଲା ଦ୍ୱାଦଶ ପରୀକ୍ଷା

ଭୋପାଳ,୨।୬: କରୋନା ମହାମାରୀ ଯୋଗୁ ସିବିଏସ୍‌ଇ ଓ ଆଇସିଏସ୍‌ଇ ଦ୍ୱାଦଶ ପରୀକ୍ଷାକୁ ବାତିଲ କରାଯାଇଛି। ମଙ୍ଗଳବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ଏହି ନିର୍ଣ୍ଣୟ ନିଆଯାଇଥିଲା। ତେବେ କେନ୍ଦ୍ରର ଏହି ନିଷ୍ପତ୍ତି ପରେ ମଧ୍ୟପ୍ରଦେଶରେ ପରୀକ୍ଷାକୁ ନେଇ…

ଭାକ୍ସିନକୁ ନେଇ ଲୋକଙ୍କ ମନରେ ରହିଛି ଅନ୍ଧବିଶ୍ୱାସ

ନୂଆଦିଲ୍ଲୀ,୨।୬: କରୋନା ସଙ୍କଟ ମଧ୍ୟରେ ଗୋଟିଏ ପଟେ ଟିକାକରଣ ଅଭିଯାନ ଯୁଦ୍ଧକାଳୀନ ସ୍ତରରେ ଜାରି ରହିଥିବା ବେଳେ ଅନ୍ୟପଟେ ଗ୍ରାମାଞ୍ଚଳରେ ଭାକ୍ସିନକୁ ନେଇ ଭୟ, ଅନ୍ଧବିଶ୍ୱାସ ଓ ଗୁଜବ ରହିଛି। ଏଥିଯୋଗୁ ଗାଁରେ ଟିକାକରଣ କାର୍ଯ୍ୟରେ ବାଧା ସୃଷ୍ଟି ହୋଇଛି। ଡିସେମ୍ବର…

ହସ୍ପିଟାଲରେ ମୃତଦେହ ଗଦା: ପରିବାର ସଦସ୍ୟଙ୍କୁ ଗୋଟି ଗୋଟି କରି ପଡୁଛି ଖୋଜିବାକୁ…

ଚେନ୍ନାଇ,୨।୬: କରୋନା ମହାମାରୀ ସଂକ୍ରମଣ ଯୋଗୁ ଦେଶରେ ସଙ୍କଟ ସୃଷ୍ଟି ହୋଇଛି। ପ୍ରତିଦିନ ମୃତକଙ୍କ ସଂଖ୍ୟା ବଢୁଥିବାରୁ ସ୍ଥିତି ଅଧିକ ଜଟିଳ ହେବାରେ ଲାଗିଛି। ବିଭିନ୍ନ ହସ୍ପିଟାଲରେ ମୃତକଙ୍କ ମୃତଦେହ ଗଦା  ହେବାରେ ଲାଗିଛି। ତାମିଲନାଡୁର ଥେନି ଅଞ୍ଚଳର ଓ୍ବିଲାକ୍କୁସ୍ଥିତ ସରକାରୀ…

କରୋନାର ଦ୍ୱିତୀୟ ଲହର ନେଇଛି ୫୯୪ଡାକ୍ତରଙ୍କ ଜୀବନ

ନୂଆଦିଲ୍ଲୀ,୨।୬: କରୋନା ମହାମାରୀ ଗତ ଏକ ବର୍ଷରୁ ଉର୍ଦ୍ଧ୍ୱ ହେବ ଦେଶରେ ସ୍ବାସ୍ଥ୍ୟ ବ୍ୟବସ୍ଥାକୁ ପୁରା ହଲାଇଦେଇଛି। ଏହି ମହାମାରୀ ଯୋଗୁ ଏପର୍ଯ୍ୟନ୍ତ ଲକ୍ଷ ଲକ୍ଷ ଲୋକଙ୍କ ମୃତ୍ୟୁ ହୋଇଥିବା ବେଳେ କୋଟି କୋଟି ଲୋକ ଆକ୍ରାନ୍ତ ହୋଇସାରିଛନ୍ତି। ଏହି କଠିନ…

ସ୍ତନ୍ୟପାନ କରାଉଥିବା ମା’ଙ୍କୁ ମିଳୁ ଓ୍ବାର୍କ ଫ୍ରମ୍‌ ହୋମ୍‌ ସୁବିଧା: ରାଜ୍ୟ ସରକାରଙ୍କୁ କେନ୍ଦ୍ରର ପରାମର୍ଶ …

ନୂଆଦିଲ୍ଲୀ,୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ସ୍ଥିତି ହୋଇଛି। ଏପରିସ୍ଥଳେ କେନ୍ଦ୍ର ସରକାରଙ୍କ ପକ୍ଷରୁ ସମସ୍ତ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳକୁ ନୂଆ ପରାମର୍ଶ ଦିଆଯାଇଛି। ସ୍ତନ୍ୟପାନ କରାଉଥିବା ମା’ଙ୍କୁ ଏକ ବର୍ଷ ପାଇଁ ଓ୍ବାର୍କ ଫର୍ମ ହୋମ୍‌…

ଭାକ୍ସିନ୍‌ ବେପାର: ଘରୋଇ ହସ୍ପିଟାଲରେ ଗୋଟିଏ ଡୋଜ୍‌ ଦାମ୍‌ ୯୦୦ରୁ ୧୪୦୦ ଟଙ୍କା…

ନୂଆଦିଲ୍ଲୀ,୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। କେତେକ ଘରୋଇ ହସ୍ପିଟାଲକୁ ଟିକାଦାନ ଲାଗି ଅନୁମତି ପ୍ରଦାନ କରାଯାଇଛି। ତେବେ ଭାକ୍ସିନ୍‌ ବେପାରରେ ଘରୋଇ…

ନୂଆ ଭାରିଆଣ୍ଟ୍‌ ଦ୍ୱାରା ୩ ପ୍ରତିଶତ ଶିଶୁ ହେବେ ଗୁରୁତର: ନୀତି ଆୟୋଗ…

ନୂଆଦିଲ୍ଲୀ,୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଏପରିସ୍ଥଳେ ନୀତି ଆୟୋଗ ପକ୍ଷରୁ କୁହାଯାଇଛି ଯେ, କରୋନା ମହାମାରୀ ଭୂତାଣୁର ରୂପ ବଦଳିଲେ ଯେଉଁ ନୂଆ ଭାରିଆଣ୍ଟ୍‌ ସୃଷ୍ଟି ହେବ ତାହାଦ୍ୱାରା ଦେଶର ୩…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri