କରୋନା ଭାଇରସ୍‌

ମେ’ ମାସରେ ରାଜଧାନୀରେ ୯୩୦୦ ଆକ୍ରାନ୍ତଙ୍କ ମୃତ୍ୟୁ: ପ୍ରତିଦିନ ୩୦୦ ଅନ୍ତିମ ସଂସ୍କାର…

ନୂଆଦିଲ୍ଲୀ,୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ମେ’ ମାସରେ କରୋନା ଘାତକ ସାଜିଛି। କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ସଂଖ୍ୟାରେ ଭାରତ ମେ’ ମାସରେ ପୃଥିବୀରେ ରେକର୍ଡ କରିଛି। ଗୋଟିଏ ମାସରେ ଦେଶରେ ୧…

୯୩୪୬ ଶିଶୁଙ୍କୁ ଅନାଥ କରିଛି କରୋନା: ଉତ୍ତରପ୍ରଦେଶରେ ସର୍ବାଧିକ…

ନୂଆଦିଲ୍ଲୀ,୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନା ସଂକ୍ରମଣ ଯୋଗୁ ୯୩୪୬ ଶିଶୁ ମାତାପିତାଙ୍କୁ ହରାଇ ଅନାଥ ହୋଇଛନ୍ତି। ଏନେଇ ରାଷ୍ଟ୍ରୀୟ ବାଳ ଅଧିକାର ସଂରକ୍ଷଣ ଆୟୋଗ(ଏନ୍‌ସିପିସିଆର୍‌) ପକ୍ଷରୁ ପ୍ରକାଶିତ ରିପୋର୍ଟରେ ଉଲ୍ଲେଖ…

ସିନୋଭାକ୍‌କୁ ଡବ୍ଲ୍ୟୁଏଚ୍‌ଓର ମଞ୍ଜୁରୀ

ଜେନେଭା, ୨ା୬: ଚାଇନା ଦ୍ୱିତୀୟ କରୋନା ଟିକା ସିନୋଭାକ୍‌ର ଜରୁରିକାଳୀନ ବ୍ୟବହାର ପାଇଁ ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ ମଞ୍ଜୁରୀ ଦେଇଛି। ଏହି ଟିକା ଉତ୍ପାଦନ, କାର୍ଯ୍ୟକାରିତା ଏବଂ ସୁରକ୍ଷା ସମ୍ବନ୍ଧିତ ସମସ୍ତ ଅନ୍ତର୍ଜାତୀୟ ମାନଦଣ୍ଡ ପୂରଣ କରୁଥିବା ନେଇ ଡବ୍ଲ୍ୟୁଏଚ୍‌ଓର ଏହି…

ରାଜ୍ୟକୁ ତଥ୍ୟ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨ା୬: ମହାମାରୀ ସମୟରେ ଜେଲରେ ଭିଡ଼ କମାଇବା ପାଇଁ କେତେଜଣ କଏଦୀଙ୍କୁ ଜାମିନ ଦିଆଯାଇଛି ସେନେଇ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକୁ ମଙ୍ଗଳବାର ସୁପ୍ରିମକୋର୍ଟ ବିସ୍ତୃତ ତଥ୍ୟ ମାଗିଛନ୍ତି। ଜେଲ୍‌ରେ କେତେ ବନ୍ଦୀ କୋଭିଡ୍‌ ସଂକ୍ରମିତ ହୋଇ ପ୍ରାଣ ହରାଇଛନ୍ତି ତାହାର…

କୋଭିଡ୍‌ ଅନାଥଙ୍କ ପାଇଁ ଯୋଜନା କ’ଣ

ନୂଆଦିଲ୍ଲୀ,୨ା୬: କରୋନା ମହାମାରୀର ଦ୍ୱିତୀୟ ଲହର ଅନେକ ପିଲାଙ୍କୁ ଅନାଥ କରିଦେଇଛି। ସେହି ଶିଶୁମାନଙ୍କୁ ଆଶ୍ୱସ୍ତି ପ୍ରଦାନ ଲାଗି କେନ୍ଦ୍ର ସରକାର କ’ଣ ସବୁ କଲ୍ୟାଣକାରୀ ଯୋଜନା ଗଢ଼ିଛନ୍ତି ତାହା ଜାଣିବା ପାଇଁ ଚାହିଁଛନ୍ତି ସୁପ୍ରିମକୋର୍ଟ। ଜଷ୍ଟିସ୍‌ ଏଲ୍‌. ନାଗେଶ୍ୱର ରାଓ…

ସଂକ୍ରମଣ ମାତ୍ରା କମାଏ ଭିଟାମିନ୍‌ ଡି

ହାଇଦ୍ରାବାଦ, ୨ା୬: ଶରୀରରେ ଯଥେଷ୍ଟ ମାତ୍ରାରେ ଭିଟାମିନ୍‌ ଡି କରୋନା ସଂକ୍ରମଣ ହ୍ରାସ କରିବାରେ ପ୍ରମୁଖ ଭୂମିକା ନେଇଥାଏ। ଏ ସଂକ୍ରାନ୍ତରେ ହାଇଦ୍ରାବାଦସ୍ଥିତ ନିଜାମ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ମେଡିକାଲ ସାଇନ୍ସ (ଏନ୍‌ଆଇଏମ୍‌ଏସ୍‌) ପକ୍ଷରୁ କରାଯାଇଥିବା ଏକ ଅଧ୍ୟୟନରୁ ଜଣାପଡ଼ିଛି। ବିଶେଷକରି ଶ୍ୱାସକ୍ରିୟାଜନିତ…

ସଂକ୍ରମଣ ପୁଣି ବଢ଼ିବା ଆଶଙ୍କା

ନୂଆଦିଲ୍ଲୀ, ୨ା୬: କୋଭିଡ୍‌ ମୁକାବିଲା ପାଇଁ ବିଭିନ୍ନ ରାଜ୍ୟ ପକ୍ଷରୁ ନିଆଯାଇଥିବା ପଦକ୍ଷେପର ସୁଫଳ ଦେଖିବାକୁ ମିଳିଛି। ୨୪ ଘଣ୍ଟାରେ ଦେଶରେ ୧,୨୭,୫୧୦ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଗତ ୫୪ ଦିନରେ ଏହି ସଂଖ୍ୟା ସର୍ବନିମ୍ନ। ଦୈନିକ ସଂକ୍ରମଣ…

ଭାକ୍ସିନ ମିଶ୍ରଣକୁ କେନ୍ଦ୍ରର ନା

ନୂଆଦିଲ୍ଲୀ,୨ା୬: କୋଭିଡ୍‌-୧୯ ନିରାକରଣ ପାଇଁ ଦୁଇ ପ୍ରକାର ଭାକ୍ସିନର ମିଶ୍ରଣକୁ ନେଇ ନାନା ମତ ପ୍ରକାଶ ପାଉଥିବାବେଳେ ମଙ୍ଗଳବାର କେନ୍ଦ୍ର ସରକାର ଏପରି ନ କରିବାକୁ ପରାମର୍ଶ ଦେଇଛନ୍ତି। ଅଧିକ ଅପ୍‌ଡେଟ୍‌ ନ ଆସିବା ପର୍ଯ୍ୟନ୍ତ ଭାକ୍ସିନଗୁଡ଼ିକୁ ମିଶାଇବା ଏକ ପ୍ରୋଟୋକଲ…

ପୁଣି ବଢ଼ିଲା ନୂଆ ଆକ୍ରାନ୍ତ-ମୃତକଙ୍କ ସଂଖ୍ୟା…

ନୂଆଦିଲ୍ଲୀ,୨।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଆତଙ୍କ ସୃଷ୍ଟି କରିଛି। ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଲକ୍‌ଡାଉନ୍‌ ପ୍ରଭାବରୁ ସଂକ୍ରମଣ ଏବଂ ମୃତ୍ୟୁ…

ଦ୍ୱାଦଶ ପରୀକ୍ଷା ବାତିଲ କରିବାକୁ କେନ୍ଦ୍ର ସରକାରଙ୍କୁ ନିବେଦନ କଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ, ୧।୬: ଦ୍ୱାଦଶ ବୋର୍ଡ ପରୀକ୍ଷା ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ସନ୍ଧ୍ୟାରେ ଏକ ବୈଠକ ବସିବ। ଏଥିରେ ପରୀକ୍ଷା ହେବ କି ନାହିଁ ସେନେଇ ଆଲୋଚନା କରାଯିବ। ଇତିମଧ୍ୟରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ କେନ୍ଦ୍ର ସରକାରଙ୍କୁ…

ଦ୍ୱାଦଶ ପରୀକ୍ଷା ନେଇ ସନ୍ଧ୍ୟାରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ

ନୂଆଦିଲ୍ଲୀ,୧।୬: ବୋର୍ଡ ପରୀକ୍ଷାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ସନ୍ଧ୍ୟାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିବେ। ମୋଦିଙ୍କ ଅଧ୍ୟକ୍ଷତାରେ ଏହି ବୈଠକରେ ଦ୍ୱାଦଶ ଶ୍ରେଣୀର ପରୀକ୍ଷାକୁ ନେଇ ସମସ୍ତ ସମ୍ଭାବ୍ୟ ଦିଗରେ ଉପରେ ଆଲୋଚନା କରାଯିବ। କରୋନା ସଙ୍କଟ ମଧ୍ୟରେ…

ଦ୍ୱାଦଶ ପିଲାଙ୍କୁ ଟିକାକରଣ କରାଇବାକୁ ଲକ୍ଷ୍ୟ: ସ୍ବାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର,୧।୬(ବ୍ୟୁରୋ): ରାଜ୍ୟରେ କରୋନା ସ୍ଥିତି ସାମାନ୍ୟ ନିୟନ୍ତ୍ରଣକୁ ଆସିଥିବା ବେଳେ ମୃତ୍ୟୁସଂଖ୍ୟା ଥମିବାର ନା ନେଉନି। କରୋନା ମୁକାବିଲା ପାଇଁ ବର୍ତ୍ତମାନ ରାଜ୍ୟରେ ଲକ୍‌ଡାଉନ ଜାରି ରହିଛି। କରୋନା ଯୋଗୁ ସମସ୍ତ ସ୍କୁଲ ଓ କଲେଜ ବନ୍ଦ ଥିବା ବେଳେ ପିଲାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?