କରୋନା ଭାଇରସ୍‌

ଭାକ୍ସିନ୍‌ର ଗୋଟିଏ ଡୋଜ୍‌ ରୋଗପ୍ରତିରୋଧକ ଶକ୍ତି ସୃଷ୍ଟି ପାଇଁ ପର୍ଯ୍ୟାପ୍ତ !…

ନୂଆଦିଲ୍ଲୀ,୧।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ସଙ୍କଟ ସୃଷ୍ଟି କରିଛି। ସଂକ୍ରମଣକୁ ରୋକିବା ପାଇଁ ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ଏ ରିସ୍ଥଳେ ବନାରସ ହିନ୍ଦୁ ବିଶ୍ୱବିଦ୍ୟାଳୟ ପକ୍ଷରୁ କୁହାଯାଇଛି ଯେ, ଭାକ୍ସିନ୍‌ର ଗୋଟିଏ ଡୋଜ୍‌ ଶରୀରରେ…

ଶିକ୍ଷାମନ୍ତ୍ରୀ ରମେଶ ପୋଖରିଆଲ ଏମ୍ସରେ ଭର୍ତ୍ତି

ନୂଆଦିଲ୍ଲୀ,୧।୬: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଡା. ରମେଶ ପୋଖରିଆଲଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। କରୋନାରେ ଆକ୍ରାନ୍ତ ହେବାର ପରବର୍ତ୍ତୀ ସମସ୍ୟା ଯୋଗୁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଡା. ରମେଶ ପୋଖରିଆଲ ଦିଲ୍ଲୀ ସ୍ଥିତ ଏମ୍ସ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି।…

ମାଡ଼ି ଆସୁଛି ନୂଆ ମହାମାରୀ: ଚାଇନାରେ ଲୋକଙ୍କଠାରେ ଏଚ୍‌-୧୦-ଏନ୍‌-୩ ଭୁତାଣୁ ଚିହ୍ନଟ…

ବେଜିଂ,୧।୬: କରୋନା ମହାମାରୀର ଅନ୍ତୁଡ଼ିଶାଳ ଚାଇନାର ଉହାନ୍‌ ସହର ପାଲଟିଥିଲା। ଏହାଯୋଗୁୂ ପୃଥିବୀରେ ଦେଖାଦେଇଥିବା ଆତଙ୍କ ଏବେ ବି ଥମିନି। ଏପରିସ୍ଥଳେ ଚାଇନାରେ ପୁଣି ଏକ ନୂଆ ମହାମାରୀ ଭୂତାଣୁ ସଂକ୍ରମଣ ଆରମ୍ଭ ହୋଇଛି। କରୋନାର ତୃତୀୟ ଲହର ନେଇ ଆତଙ୍କ…

ଭାରତୀୟ ଷ୍ଟ୍ରେନ୍‌କୁ ‘ଡେଲ୍ଟା’ ନାମ ଦେଲା ଡବ୍ଲ୍ୟୁଏଚ୍‌ଓ…

ଜେନେଭା/ନୂଆଦିଲ୍ଲୀ,୧।୬: ଭାରତରେ ଦେଖାଦେଇଥିବା କରୋନା ମହାମାରୀ ଭୂତାଣୁର ଷ୍ଟ୍ରେନ୍‌କୁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍‌ଓ) ପକ୍ଷରୁ ଗ୍ରୀକ୍‌ ଅକ୍ଷର ଡେଲ୍ଟଶ ଭାବେ ନାମକରଣ କରାଯାଇଛି। ଅକ୍ଟୋବର ୨୦୨୦ରେ ମିଳିଥିବା କରୋନା ଭୂତାଣୁ ଭାରିଆଣ୍ଟ୍‌ ବି-୧-୬୧୭-୨କୁ ଡେଲ୍ଟା ନାମ ଦିଆଯାଇଥିବାବେଳେ ବି-୧-୬୧୭-୧ ଭାରିଆଣ୍ଟ୍‌କୁ କେପ୍ପା…

ଦ୍ୱିତୀୟ ଲହର ଯୋଗୁ ଲୋକଙ୍କୁ ମିଳୁନି ଦୁଇମୁଠା ଖାଦ୍ୟ: ଏକ କୋଟିରୁ ଅଧିକ ବେରୋଜଗାର…

ନୂଆଦିଲ୍ଲୀ,୧।୬: କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ଦେଶର ସାଧାରଣ ଲୋକଙ୍କ ଆର୍ଥିକ ସ୍ଥିତି ସଙ୍କଟ ଜନକ ସ୍ଥିତିରେ ପହଞ୍ଚିଛି। କରୋନା ମହାମାରୀ ଯୋଗୁ ଦେଶରେ ୯୭ ପ୍ରତିଶତ ଲୋକଙ୍କ ରୋଜଗାର ହ୍ରାସ ପାଇଛି। ଏନେଇ ପ୍ରକାଶିତ ଏକ ରିପୋର୍ଟରେ…

ମେ’ ମାସ ସାଜିଲା ଘାତକ: ୯୯ ହଜାର ୬୮୦ କରୋନା ଆକ୍ରାନ୍ତଙ୍କ ଜୀବନ ନେଲା…

ନୂଆଦିଲ୍ଲୀ,୧।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ମେ’ ମାସରେ କରୋନା ଘାତକ ସାଜିଛି। ଏହି ମାସରେ ଦେଶରେ ସର୍ବାଧିକ ୯୯ ହଜାର ୬୮୦ କରୋନା ଆକ୍ରାନ୍ତ ଜୀବନ ଯାଇଛି। ଏହା ପୂର୍ବରୁ ୨୦୨୦…

ରାଜ୍ୟରେ ମୁଣ୍ଡ ପରେ ମୁଣ୍ଡ ନେଇ ଚାଲିଛି କରୋନା: ଆଜି ୩୭ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର,୧।୬(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ୁଛି। ମଙ୍ଗଳବାର ରାଜ୍ୟରେ କରୋନା ଆଉ ୩୭ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୨୭୯୧କୁ ବୃଦ୍ଧି ପାଇଛି। ଏହି ୩୭ ମୃତକଙ୍କ…

ରାଜ୍ୟରେ କରୋନାର ଭୟଙ୍କର ସ୍ଥିତି: କେବଳ ଖୋର୍ଦ୍ଧାରୁ…

ଭୁବନେଶ୍ୱର,୧।୬(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଛି। ପରିସ୍ଥିତି ଭୟଙ୍କର ହେବାରେ ଲାଗିଛି। ମଙ୍ଗଳବାର ରାଜ୍ୟରେ ୮,୭୩୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୪,୮୯୨ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୩୮୪୩ ଜଣ ଲୋକାଲ କେସ୍‌ ଥିବା…

ରାଜଧାନୀରେ ଲୋକଙ୍କୁ ଘରେ ଯୋଗାଇ ଦିଆଯିବ ମଦ: ମିଳିଲା ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ…

ନୂଆଦିଲ୍ଲୀ,୧।୬: କରୋନା ମହାମାରୀ ସଂକ୍ରମଣକୁ ଦୃଷ୍ଟିରେ ରଖି ଏବେ ଲୋକଙ୍କ ଘରେ ମଦ ପହଞ୍ଚାଇବା ପ୍ରସ୍ତାବକୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ସରକାରଙ୍କ ପକ୍ଷରୁ ମଞ୍ଜୁରୀ ମିଳିଛି। ଫଳରେ ଏଣିକି ରାଜଧାନୀରେ ଗ୍ରାହକଙ୍କୁ ଆଉ ମଦ ଦୋକାନ ଆଗରେ ଭିଡ଼ ଜମାଇବାକୁ…

କୋଭିଡ୍‌ ମୂଳକୁ ଖୋଜ

ଓ୍ବାଶିଂଟନ, ୧ା୬: କୋଭିଡ୍‌-୧୯ର ମୂଳ ଖୋଜି ବାହାର କରିବା ସହ ଭବିଷ୍ୟତ ମହାମାରୀ ଆଶଙ୍କାକୁ ରୋକିବାକୁ ହେବ। ଏଥିପାଇଁ ସାରା ବିଶ୍ୱ ଚାଇନା ସରକାରଙ୍କ ସହଯୋଗ ଚାହେଁ ବୋଲି ଆମେରିକାର ପ୍ରମୁଖ ରୋଗ ବିଶେଷଜ୍ଞ କହିଛନ୍ତି। ଚାଇନାର ଉହାନ୍‌ ଗବେଷଣାଗାରରୁ ସାର୍ସ-କୋଭ-୨…

ବାସ୍ତବତାକୁ ଦୃଷ୍ଟି ଦିଅ

ନୂଆଦିଲ୍ଲୀ, ୧ା୬: କରୋନା ସଂକ୍ରମଣରୁ ବର୍ତ୍ତିବା ଲାଗି ଜନସାଧାରଣ ଟିକା ଉପରେ ଭରସା କରୁଥିବାବେଳେ ଯୋଗାଣ ଅଭାବରୁ ଟିକାକରଣ ଅଭିଯାନ ଆଗେଇ ପାରୁନାହିଁ। ଲୋକେ ଅନ୍‌ଲାଇନରେ ସ୍ଲଟ୍‌ ବୁକ୍‌ କରିବା ସତ୍ତ୍ୱେ ଟିକା ପାଇପାରୁନାହାନ୍ତି। ଅନେକ କୋଓ୍ବିନ୍‌ ଆପ୍‌ରେ ନାମ ପଞ୍ଜୀକରଣ…

ନୂଆ ଆକ୍ରାନ୍ତ-ମୃତକଙ୍କ ସଂଖ୍ୟା ପୁଣି କମିଲା…

ନୂଆଦିଲ୍ଲୀ,୧।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଆତଙ୍କ ସୃଷ୍ଟି କରିଛି। ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଲଗାତାର ୫ ଦିନ ଧରି ୨ ଲକ୍ଷରୁ କମ୍‌ ରହିଛି। ଲକ୍‌ଡାଉନ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?