କରୋନାରେ ମୃତ୍ୟୁ ହୋଇଥିବା ଖବରଦାତାଙ୍କ ପରିବାରକୁ ମିଳିବ ୫ଲକ୍ଷ
ରାୟପୁର,୩୧।୫: ଦେଶରେ ଜାରି ରହିଥିବା କରୋନା ମହାମାରୀ ସମୟରେ ନିଜ ଜୀବନକୁ ବାଜି ଲଗାଇ ପ୍ରତ୍ୟେକଟି ଅପଡେଟ୍ ଖବରକୁ ଲୋକଙ୍କ ନିକଟକୁ ପହଞ୍ଚାଇ ଅନେକ ଖବରଦାତା ମୃତ୍ୟୁମୁଖରେ ପଡ଼ିଛନ୍ତି। ଏଭଳି ସ୍ଥିତିରେ ଖବରଦାତାଙ୍କ ପରିବାର ପାଇଁ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଏକ ବଡ଼…
କରୋନା ଯୋଗୁ ତୁଟିଲା ବାପ-ପୁଅ ସମ୍ପର୍କ
ଲକ୍ଷ୍ନୌ,୩୧।୫: କରୋନା ସମୟରେ ଅନେକ ଲୋକ ବିଭିନ୍ନ ସ୍ଥିତି ଦେଇ ଗତି କରୁଛନ୍ତି। କେହି ନିଜ ଆତ୍ମୀୟଙ୍କୁ ହରାଇଥିବା ବେଳେ ଆଉ କେହି ନିଜର ଚାକିରି ଓ ବ୍ୟବସାୟ ହରାଇଛନ୍ତି। କରୋନା ସଙ୍କଟରେ ବହୁ ସମୟରେ ଅମାନବୀୟ ଦୃଶ୍ୟ ଓ ମୃତଦେହକୁ…
କୋଭାକ୍ସିନ-କୋଭିଶିଲ୍ଡର ହେବ ମିଶ୍ରଣ ବ୍ୟବହାର ପରୀକ୍ଷା
ନୂଆଦିଲ୍ଲୀ,୩୧ା୫: ଦେଶରେ କରୋନା ସ୍ଥିତି ବିଗିଡ଼ିବାରେ ଲାଗିଛି। ଟିକାକୁ ନେଇ ବିଭିନ୍ନ ପ୍ରକାର ପରୀକ୍ଷା ନିରୀକ୍ଷା କରାଯାଉଛି। ଭାରତ ନିକଟରେ ବର୍ତ୍ତମାନ କୋଭିଶିଲ୍ଡ ଏବଂ କୋଭାକ୍ସିନ ଟିକା ରହିଛି। ତେବେ ଦେଶରେ ଏହି ଦୁଇ ଅଲଗା ଅଲଗା ଟିକାକୁ ମିଶାଇ ଟ୍ରାୟଲ…
ଜୁନ ୮ପର୍ଯ୍ୟନ୍ତ ରାଜ୍ୟରେ ବଢ଼ିଲା ଲକ୍ଡାଉନ: ଜାଣନ୍ତୁ କ’ଣ ଖୋଲା କ’ଣ ବନ୍ଦ
ପାଟନା,୩୧।୫: କରୋନା ସଙ୍କଟକୁ ଦୃଷ୍ଟିରେ ରଖି ବିହାରରେ ପୁଣିଥରେ ଲକ୍ଡାଉନ ବୃଦ୍ଧି କରାଯାଇଛି। ଏଣିକି ଜୁନ ୮ପର୍ଯ୍ୟନ୍ତ ରାଜ୍ୟରେ ପୂର୍ବଭଳି ରହିବ ଲକ୍ଡାଉନ କଟକଣା। ଏନେଇ ମୁଖ୍ୟମନ୍ତ୍ରୀ ନୀତିଶ କୁମାର ଟୁଇଟ କରି ଘୋଷଣା କରିଛନ୍ତି। ସୋମବାର କ୍ରାଇସିସ୍ ମ୍ୟାନେଜମେଣ୍ଟ ଗ୍ରୁପ୍…
କରୋନା ସଙ୍କଟ ମଧ୍ୟରେ ଧର୍ମଘଟ କଲେ ୩ହଜାର ଜୁନିଅର ଡାକ୍ତର
ଭୋପାଳ,୩୧।୫: ଦେଶରେ କରୋନା ସଙ୍କଟ ଜାରି ରହିଛି। ଇତିମଧ୍ୟରେ ମଧ୍ୟପ୍ରଦେଶରେ ପ୍ରାୟ ୩ହଜାର ଜୁନିଅର ଡାକ୍ତର ଧାରଣାରେ ଯାଇଛନ୍ତି। ସୋମବାର ଡାକ୍ତରମାନେ କୋଭିଡ ଡ୍ୟୁଟି ସମେତ ଓପିଡ଼ି, ଆଇପିଡ଼ି ଓ ଅନ୍ୟ ସ୍ବାସ୍ଥ୍ୟ ବିଭାଗ କାମ ଛାଡ଼ି ବିଭିନ୍ନ ଦାବିରେ ଧାରଣା…
ଗତ ୨୪ ଘଣ୍ଟାରେ ୪ ଶିଶୁଙ୍କ ମୃତ୍ୟୁ: ସେଥିରୁ ଜଣେ କରୋନା ପଜିଟିଭ୍
ପାଟନା,୩୧।୫: ଦେଶରେ କରୋନା ଭାଇରସ୍ର ଦ୍ୱିତୀୟ ଲହରର ପ୍ରକୋପ ଜାରି ରହିଛି। ଇତିମଧ୍ୟରେ ବିହାର ଦରଭଙ୍ଗାରୁ ଏକ ଚିନ୍ତାଜନକ ଘଟଣା ସାମ୍ନାକୁ ଆସିଛି। ଦରଭଙ୍ଗା ମେଡିକାଲ କଲେଜରେ ଗତ ୨୪ଘଣ୍ଟାରେ ୪ଜଣ ଶିଶୁଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ଉକ୍ତ ୪ଜଣ ଶିଶୁଙ୍କୁ…
ଚଳିତ ବର୍ଷ ଶେଷ ସୁଦ୍ଧା ସମସ୍ତ ୧୮ ବର୍ଷରୁ ଉର୍ଦ୍ଧ୍ୱ ବୟସ୍କଙ୍କୁ ଟିକା: ସୁପ୍ରିମ୍କୋର୍ଟଙ୍କୁ କହିଲେ କେନ୍ଦ୍ର ସରକାର …
ନୂଆଦିଲ୍ଲୀ,୩୧।୫: କରୋନା ସଂକ୍ରମଣକୁ ନେଇ ବିଭିନ୍ନ ମାମଲାର ବିଚାର ସୁପ୍ରିମ୍କୋର୍ଟରେ ଜାରି ରହିଛି। ଏକ ମାମଲାର ଶୁଣାଣି ସମୟରେ କେନ୍ଦ୍ର ସରକାର ପକ୍ଷରୁ ସୁପ୍ରିମ୍କୋର୍ଟଙ୍କ ସମ୍ମୁଖରେ କୁହାଯାଇଛି ଯେ, ଚଳିତ ୨୦୨୧ ବର୍ଷ ଶେଷ ସୁଦ୍ଧା ଦେଶର ସମସ୍ତ ୧୮ ବର୍ଷରୁ…
ଟିକାକରଣ ପରେ ଆଣ୍ଟିବଡ଼ି ତିଆରି ନ ହେବାରୁ କମ୍ପାନୀ ସମେତ ଅନେକଙ୍କ ବିରୋଧରେ ମାମଲା ରୁଜୁ
ଲକ୍ଷ୍ନୌ,୩୧।୫: ଉତ୍ତରପ୍ରଦେଶ ରାଜଧାନୀ ଲକ୍ଷ୍ନୌରୁ ଏକ ନିଆରା ଘଟଣା ସାମ୍ନାକୁ ଆସିଛି। ଜଣେ ବ୍ୟକ୍ତି ଟିକା ନେବା ପରେ ବି ତାଙ୍କ ଭିତରେ ଆଣ୍ଟିବଡ଼ି ତିଆରି ହୋଇପାରି ନ ଥିଲା। ଫଳରେ ଉକ୍ତ ବ୍ୟକ୍ତି ଜଣକ ସିରମ ଇନ୍ଷ୍ଟିଚ୍ୟୁଟ, ଆଇସିଏମ୍ଆର, ବିଶ୍ୱ…
ମୁଖ୍ୟ ସଚିବଙ୍କୁ କାର୍ଯ୍ୟମୁକ୍ତ ନ କରିବାକୁ ମମତା ମୋଦିଙ୍କୁ ଲେଖିଲେ ଚିଠି…
କୋଲକାତା,୩୧।୫: ମୁଖ୍ୟ ସଚିବ ଅଲପନ ବନ୍ଦୋପାଧ୍ୟାୟଙ୍କୁ କାର୍ଯ୍ୟମୁକ୍ତ ନ କରିବାକୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିଛନ୍ତି। ରାଜ୍ୟ ସରକାର ସମ୍ପ୍ରତି ସଙ୍କଟ ଜନକ ସ୍ଥିତିରେ ରହିଛନ୍ତି। ତେଣୁ ଅଲପନଙ୍କୁ ଏବେ କାର୍ଯ୍ୟମୁକ୍ତ କରିବା ସମ୍ଭବ ହେବ…
ଅଟକିବ ନାହିଁ ସେଣ୍ଟ୍ରାଲ ଭିଷ୍ଟା ପ୍ରୋଜେକ୍ଟ: ହାଇକୋର୍ଟ…
ନୂଆଦିଲ୍ଲୀ,୩୧।୫: ସେଣ୍ଟ୍ରାଲ ଭିଷ୍ଟା ପ୍ରୋଜେକ୍ଟ ଉପରେ ରୋକ ଲଗାଇବା ପାଇଁ ଦିଲ୍ଲୀ ହାଇକୋର୍ଟରେ କରାଯାଇଥିବା ଆବେଦନ ଖାଜର ହୋଇ ଯାଇଛି। ହାଇକୋର୍ଟ ସେଣ୍ଟ୍ରାଲ ଭିଷ୍ଟା ପ୍ରୋଜେକ୍ଟ ଅଟକିବ ନାହିଁ ବୋଲି କହିଛନ୍ତି। ଏହା ରାଷ୍ଟ୍ରୀୟ ମହତ୍ତ୍ୱ ରଖୁଥିବାରୁ ଏହାକୁ ରୋକା ଯାଇ…
କରୋନା ଆକ୍ରାନ୍ତଙ୍କ ଚିକିତ୍ସା ବିଲ୍ ୧୯ ଲକ୍ଷ: ୮ ଲକ୍ଷ ଦେବା ପରେ ବି ମୃତଦେହ ମିଳିଲାନି…
ଲକ୍ଷ୍ନୌ,୩୧।୫: ଜଣେ କରୋନା ଆକ୍ରାନ୍ତଙ୍କ ଚିକିତ୍ସା ବିଲ୍ ୧୯ ଲକ୍ଷ ୨୦ ହଜାର ଟଙ୍କାରେ ପହଞ୍ଚିଥିବାବେଳେ ହସ୍ପିଟାଲ କର୍ତ୍ତୃପକ୍ଷ ଟଙ୍କା ପୈଠ ନ କଲେ ମୃତଦେହ ହସ୍ତାନ୍ତର କରିବାକୁ ମନା କରିଛନ୍ତି। ମୃତକଙ୍କ ପରିବାର ସଦସ୍ୟ ୮ ଲକ୍ଷ ୮୫ ହଜାର…
ଦ୍ୱାଦଶ ପରୀକ୍ଷା ବିକଳ୍ପ ବିଚାର କରୁଛି ସିବିଏସ୍ଇ
ନୂଆଦିଲ୍ଲୀ, ୩୧।୫: ଦେଶରେ କରୋନା ସ୍ଥିତିକୁ ନଜରରେ ରଖି ସିବିଏସ୍ଇ ଏବଂ ସିଆଇଏସ୍ସିଇ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷାର ବିଭିନ୍ନ ବିକଳ୍ପକୁ ନେଇ ବିଚାର କରୁଛନ୍ତି। ଯଦି ପରୀକ୍ଷା ବାତିଲ ହୁଏ ତେବେ ନବମ, ଦଶମ ଓ ଏକାଦଶ ଶ୍ରେଣୀର ଫଳ…
Archives


