କରୋନା ଭାଇରସ୍‌

‘ଋତୁସ୍ରାବ ସମୟରେ ନେଇପାରିବେ କୋଭିଡ୍‌ ଟିକା’

ଭୁବନେଶ୍ୱର, ୨୯।୫(ବ୍ୟୁରୋ): କୁପୋଷଣରୁ କିଶୋରୀଙ୍କ ନିକଟରେ ରକ୍ତହୀନତା ଦେଖାଦେଇଥାଏ। ଅନେକ ସମୟରେ ଗର୍ଭାଶୟରେ ମଧ୍ୟ ଗୁରୁତର ସଂକ୍ରମଣ ହୋଇଥାଏ। ତେଣୁ ଉପଯୁକ୍ତ ପୁଷ୍ଟିସାଧନ ସହିତ ଋତୁସ୍ରାବ ସମୟରେ ପରିଚ୍ଛନ୍ନତା ରକ୍ଷା ଉପରେ କିଶୋରୀମାନଙ୍କୁ ଗୋଷ୍ଠୀସ୍ତରରେ ବ୍ୟାପକ ଭାବେ ସଚେତନ କରିବା ଆବଶ୍ୟକ।…

କମୁନି ମୃତ୍ୟୁସଂଖ୍ୟା: ରାଜ୍ୟରେ ପୁଣି କରୋନା ନେଲା ୩୫ ଜୀବନ

ଭୁବନେଶ୍ୱର,୨୯।୫(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ସାମାନ୍ୟ ହ୍ରାସ ପାଉଥିବା ବେଳେ ମୃତ୍ୟୁ ସଂଖ୍ୟା କିନ୍ତୁ ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ କରୋନାଜନିତ ୩୫ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୨,୬୮୬କୁ ବୃଦ୍ଧି ପାଇଛି। ଏନେଇ…

ରାଜ୍ୟରେ ୭ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୨୯।୫(ବ୍ୟୁରୋ): ଗତ କିଛି ଦିନ ହେଲା ରାଜ୍ୟରେ କରୋନା ମିଟର ତଳମୁହାଁ ହୋଇଛି। ଶନିବାର ରାଜ୍ୟରେ ୭,୧୮୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୪,୦୨୬ କ୍ୱାରାଣ୍ଟାଇନ୍‌ରୁ ହୋଇଥିବା ବେଳେ ୩,୧୬୨ ଲୋକାଲ କେସ୍‌…

ଗ୍ଲୋବାଲ ଟେଣ୍ଡର ପ୍ରକ୍ରିୟା ୭ ଦିନ ଘୁଞ୍ଚିଲା

ଭୁବନେଶ୍ୱର,୨୯।୫(ବ୍ୟୁରୋ): କରୋନା ଟିକା କିଣିବା ଲାଗି ଡକାଯାଇଥିବା ଗ୍ଲୋବାଲ ଟେଣ୍ଡରକୁ ରାଜ୍ୟ ସରକାର ଆଉ ଗୋଟିଏ ସପ୍ତାହ ପାଇଁ ଘୁଞ୍ଚାଇ ଦେଇଛନ୍ତି। ଶୁକ୍ରବାର ଟେଣ୍ଡର ଖୋଲିବା ପ୍ରକ୍ରିୟା ବନ୍ଦ କରାଯାଇଛି। ଫଳରେ ଆସନ୍ତା ଜୁନ୍‌ ୪କୁ ଏହା ଘୁଞ୍ଚାଇ ଦିଆଯାଇଛି। କୋଭିଡ୍‌…

ଟିକା ନେଇ ସମସ୍ତଙ୍କ ପାଇଁ ଉଦାହରଣ ସାଜିଲେ ୧୧୮ବର୍ଷୀୟ ବୃଦ୍ଧ

ଶ୍ରୀନଗର,୨୮।୫: କରୋନା ଭାଇରସ୍‌ର ଦ୍ୱିତୀୟ ଲହରର ପ୍ରକୋପ ମଧ୍ୟରେ ଦେଶରେ ଟିକାକରଣ ଅଭିଯାନକୁ ତ୍ୱରାନ୍ବିତ କରାଯାଇଛି। ଇତିମଧ୍ୟରେ ଜଣେ ୧୧୮ ବର୍ଷୀୟ ବୃଦ୍ଧ କରୋନା ଟିକା ନେଇ ସମସ୍ତଙ୍କ ପାଇଁ ଏକ ଉଦାହରଣ ପାଲଟିଛନ୍ତି। ସୂଚନାଯୋଗ୍ୟ, ଯେଉଁଠି ଅନେକ ଲୋକ କରୋନା…

କରୋନା ନେଗେଟିଭ୍‌ ମା’ଙ୍କ ନବଜାତ ଶିଶୁ ପଜିଟିଭ୍‌ ଚିହ୍ନଟ

ବାରାଣସୀ,୨୮।୫: ଦେଶରେ କରୋନାର ଦ୍ୱିତୀୟ ଲହର ପ୍ରକୋପ ଜାରି ରହିଥିବା ବେଳେ ଦୈନିକ ସଂକ୍ରମଣ ସାମାନ୍ୟ ହ୍ରାସ ପାଇଛି। ବୈଜ୍ଞାନିକଙ୍କ ତଥ୍ୟ ଅନୁସାରେ କୁହାଯାଉଛି, ତୃତୀୟ ଲହରରେ ପିଲାମାନେ ଅଧିକ ସଂକ୍ରମିତ ହେବେ। ଇତିମଧ୍ୟରେ ଉତ୍ତରପ୍ରଦେଶ ବାରାଣସୀରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା…

ରାଜଧାନୀରୁ ହଟିଲା ଲକ୍‌ଡାଉନ୍‌: ଜାଣନ୍ତୁ କ’ଣ ଖୋଲା କ’ଣ ବନ୍ଦ

ନୂଆଦିଲ୍ଲୀ,୨୮।୫: ଦିଲ୍ଲୀବାସୀଙ୍କ ପାଇଁ ଏକ ଖୁସି ଖବର। ଦେଶର ରାଜଧାନୀରେ କ୍ରମାଗତ ଭାବେ କରୋନା ପଜିଟିଭ୍‌ ହାର ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟରେ ଅନ୍‌ଲକ୍‌ ପାଇଁ ସରକାର ବ୍ୟବସ୍ଥା କରୁଥିବା ଜଣାପଡ଼ିଛି। ଏନେଇ ଶୁକ୍ରବାର ମୁଖ୍ୟମନ୍ତ୍ରୀ ଅରବିନ୍ଦ…

୨ରୁ ୮ବର୍ଷର ପିଲାଙ୍କ ଉପରେ କୋଭାକ୍ସିନ ଟ୍ରାଏଲ ଆରମ୍ଭ

ପାଟନା,୨୮।୫: ବିହାର ସମେତ ପୁରା ଦେଶରେ କରୋନା ଭାଇରସ୍‌ର ପ୍ରକୋପ ଜାରି ରହିଛି। ପ୍ରତିଦିନ ହଜାର ହଜାର ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେଉଥିବା ବେଳେ ମୃତ୍ୟୁ ସଂଖ୍ୟା କଥା ନ କହିଲେ ଭଲ। କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କ ମୃତଦେହର ଅନ୍ତିମ…

୧୨ ଘଣ୍ଟା ପରେ କରୋନା ମୃତକଙ୍କଠାରୁ ବ୍ୟାପି ନ ଥାଏ ସଂକ୍ରମଣ: ଏମ୍ସ୍‌ ବିଶେଷଜ୍ଞ…

ନୂଆଦିଲ୍ଲୀ,୨୭।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ସଙ୍କଟ ସୃଷ୍ଟି କରିଛି। ଏପରିସ୍ଥଳେ କରୋନା ମୃତକଙ୍କଠାରୁ ସଂକ୍ରମଣ ହେବ କି ନାହିଁ ସେ ନେଇ ବିଶେଷଜ୍ଞ ସୂଚନା ଦେଇଛନ୍ତି। ଗତ ଏକ ବର୍ଷ ଧରି ଏହା ଉପରେ ଗବେଷଣା ଜାରି ରହିଥିଲା। ଏନେଇ…

ବ୍ଲାକ୍‌ ଫଙ୍ଗସ୍‌ ଆତଙ୍କ: ୧୦ଲକ୍ଷ ଆମ୍ଫୋଟେରିସନ୍‌ ଇଞ୍ଜେକ୍ସନ୍‌ ଯୋଗାଇବ ଆମେରିକାର ଏହି କମ୍ପାନୀ

ନୂଆଦିଲ୍ଲୀ,୨୭।୫: ଦେଶରେ କରୋନା ପ୍ରକୋପ ଜାରି ରହିଛି। ଇତିମଧ୍ୟରେ ବର୍ଦ୍ଧିତ ବ୍ଲାକ୍‌ ଫଙ୍ଗସ୍‌ ସଂକ୍ରମଣ ଏବେ ସରକାରଙ୍କ ଚିନ୍ତା ବଢ଼ାଇଦେଇଛି। ଦେଶରେ ଏପର୍ଯ୍ୟନ୍ତ ପ୍ରାୟ ୧୧ହଜାରରୁ ଊର୍ଦ୍ଧ୍ୱ ବ୍ଲାକ୍‌ ଫଙ୍ଗସ୍‌ ରୋଗୀ ଚିହ୍ନଟ ହୋଇସାରିଛନ୍ତି। ଏଥିରେ ସବୁଠାରୁ ଅଧିକ ପ୍ରଭାବିତ ହୋଇଛି…

ଭାରତରେ ୬ କମ୍ପାନୀଙ୍କୁ ସ୍ପୁଟନିକ୍‌-ଭି ଉତ୍ପାଦନ ଦାୟିତ୍ୱ…

ନୂଆଦିଲ୍ଲୀ, ୨୭।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ସଙ୍କଟ ସୃଷ୍ଟି କରିଛି। ଏପରିସ୍ଥଳେ ଆବଶ୍ୟକ ଟିକା ଅଭାବରୁ ସାର୍ବଜନକୀ ଟିକାକରଣ କାର୍ଯ୍ୟକ୍ରମ ଧିମା ପଡ଼ିଯାଇଛି। ତେବେ ରୁଷିଆର ସ୍ପୁଟନିକ୍‌-ଭି ଟିକା ଦ୍ୱାରା ଟିକା ଅଭାବ ପୂରଣ ହୋଇପାରିବ ବୋଲି ଭାଜପା ପ୍ରବକ୍ତା…

ଜଣେ ଯାତ୍ରୀଙ୍କୁ ନେଇ ମୁମ୍ବାଇରୁ ଦୁବାଇ ଉଡ଼ାଣ କଲା ବିମାନ…

ମୁମ୍ବାଇ,୨୭।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଏପରିସ୍ଥଳେ ବିଦେଶ ବିମାନ ଉଡ଼ାଣ ଉପରେ କଟକଣା ଜାରି ହୋଇଛି। ସମ୍ପ୍ରତି ମୁମ୍ବାଇରୁ ଜଣେ ଯାତ୍ରୀଙ୍କୁ ନେଇ ଇମିରାତ ବିମାନ ଦୁବାଇ ଯାତ୍ରା କରିଥିବାର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?