କରୋନା ଭାଇରସ୍‌

ଭାରତକୁ କରୋନା ମୁକ୍ତ କରିବା ପାଇଁ ୩୬ ଲକ୍ଷ କୋଟିର ନିବେଶ ପ୍ରତିଶ୍ରୁତି

ନୂଆଦିଲ୍ଲୀ, ୨୬ା୫: ଖୁବ୍‌ କମ୍‌ ଜଣାଶୁଣା ଆମେରିକାର ଏକ କମ୍ପାନୀ ଲାଣ୍ଡୋମସ୍‌ ରିୟଲ୍‌ଟି ଭେଞ୍ଚର୍ସ ଭାରତରେ ୫ ଶହ ବିଲିୟନ ଡଲାର (୩୬ ଲକ୍ଷ କୋଟିରୁ ଊର୍ଦ୍ଧ୍ୱ ଟଙ୍କା) ନିବେଶ କରି ଦେଶକୁ କରୋନା ମୁକ୍ତ କରିବାକୁ ପ୍ରତିଶ୍ରୁତି ଦେଇଛି। ଭାରତରୁ…

ମୃତ୍ୟୁ ସଂଖ୍ୟା ପୁଣି ବଢ଼ିଲା: ଶ୍ମଶାନରୁ ଜଣାପଡୁଛି ସ୍ଥିତି…

ନୂଆଦିଲ୍ଲୀ,୨୬।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଆତଙ୍କ ସୃଷ୍ଟି କରିଛି। ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନେ କମିଲେ ପୁଣି ତା ପରଦିନ ବଢ଼ିବାରେ ଲାଗିଛି। ମଙ୍ଗଳବାର କରୋନାରେ…

ଇନ୍ଦୋରରେ ଅନ୍‌ଲକ୍‌ ପାଇଁ ପ୍ରସ୍ତୁତି: ସାନିଟାଇଜ୍‌ କରାଗଲା ଫଳ, ପନିପରିବା ଦୋକାନ

ଇନ୍ଦୋର,୨୫।୫: ଦେଶରେ କରୋନାର ଦ୍ୱିତୀୟ ଲହରର ପ୍ରକୋପ ଜାରି ରହିଥିବା ବେଳେ ମଧ୍ୟପ୍ରଦେଶ ସରକାର ସହର ଅନ୍‌ଲକ୍‌ ପାଇଁ ପ୍ରସ୍ତୁତ ହେଉଛନ୍ତି। ରାଜ୍ୟର ସବୁଠାରୁ ଅଧିକ କରୋନା ପ୍ରଭାବିତ ସହର ଇନ୍ଦୋରକୁ ଜୁନ୍‌ ୧ରୁ ଅନ୍‌ଲକ୍‌ କରିବାକୁ ନିଷ୍ପତ୍ତି ନିଆଯାଇଛି। ଗତ…

ଉହାନ୍‌ ଲ୍ୟାବ୍‌ରେ ଏପର୍ଯ୍ୟନ୍ତ କେହି କରୋନାରେ ଆକ୍ରାନ୍ତ ହୋଇ ନାହାନ୍ତି, ଆମେରିକା କହୁଛି ମିଛ: ଚାଇନା…

ବେଜିଂ,୨୫।୫: କରୋନା ମହାମାରୀ ଭୂତାଣୁ ସଂକ୍ରମଣ ପ୍ରଥମେ ଚାଇନାର ଉହାନରେ ଦେଖାଦେଇଥିଲା। ଉହାନ୍‌ ଲ୍ୟାବ୍‌ରୁ ଏହା ଅସାବଧାନତାରୁ ବାହାରକୁ ଆସିଥିବାର ସନ୍ଦେହ ଏବେ ସତ୍ୟରେ ପରିଣତ ହେବାକୁ ଯାଉଛି। ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ନ ବ୍ୟାପିବା ପୂର୍ବରୁ ଉହାନ୍‌ ଲ୍ୟାବ୍‌ରେ…

୪୫ ଅକ୍ସିଜେନ କନ୍‌ସନ୍‌ଟ୍ରେଟର ଦେଲା ଗୋପାଳପୁର ପୋର୍ଟ

ଛତ୍ରପୁର,୨୫।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲାପ୍ରଶାସନକୁ ଗୋପାଳପୁର ପୋର୍ଟ ପକ୍ଷରୁ ୪୫ଟି ଅକ୍ସିଜେନ କନ୍‌ସନ୍‌ଟ୍ରେଟର ପ୍ରଦାନ କରାଯାଇଛି। ଏନେଇ ଗଞ୍ଜାମ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ପି.ଡି. ସିନ୍ଧେ ଦତ୍ତାତ୍ରୟ ଭାଉସାହେବ ଟୁଇଟ କରି ସୂଚନା ଦେଇଛନ୍ତି। ଏଥିପାଇଁ ପୋର୍ଟ କର୍ତ୍ତୃପକ୍ଷଙ୍କୁ…

ପୁଣି ୨ମୁଣ୍ଡ ନେଲା କରୋନା: ଗଞ୍ଜାମରେ ୧୧.୨୮ଲକ୍ଷ ଲୋକଙ୍କ ହେଲାଣି ସ୍ବାସ୍ଥ୍ୟ ସ୍କ୍ରିନିଂ

ଛତ୍ରପୁର,୨୫।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ଦିନକୁ ଦିନ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ମଙ୍ଗଳବାର ଜିଲାରେ ୨୫୪ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୨ଜଣଙ୍କ ଜୀବନ ନେଇଛି କରୋନା। କୋଭିଡରେ ମୃତ ବ୍ୟକ୍ତିଙ୍କ ମଧୁମେହ, ରକ୍ତଚାପ ଆଦି ଅନ୍ୟ…

କରୋନା ତୁଳନାରେ ଅଧିକ ମାରାତ୍ମକ ଭୂତାଣୁ ଆସିବା ଆଶଙ୍କା ରହିଛ: ଡବ୍ଲ୍ୟୁଏଚ୍‌ଓ ଦେଲା ଚେତାବନୀ…

ଜେନେଭା,୨୫।୫: ଏବେ କରୋନା ମହାମାରୀ ସଂକ୍ରମଣ ନେଇ ପୃଥିବୀରେ ଆତଙ୍କ ଦେଖାଦେଇଛି। ତେବେ ଏହାଠାରୁ ଅଧିକ ମାରାତ୍ମକ ଭୂତାଣୁ ଆସିବାର ଆଶଙ୍କା ରହିଛି ବୋଲି ବିଶ୍ୱସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍‌ଓ) ପକ୍ଷରୁ ଚେତାବନୀ ଦିଆଯାଇଛି। ବିଶ୍ୱସ୍ବାସ୍ଥ୍ୟ ସଂଗଠନ ମୁଖ୍ୟ ଟ୍ରେଡୋସ୍‌ ଆଧାନୋମ୍‌ ଘେବ୍ରେୟିସସ୍‌ ପୃଥିବୀର…

୧୮ ଜିଲାରେ ଘରେ କରୋନା ଆକ୍ରାନ୍ତଙ୍କ ଚିକିତ୍ସା ମନା: ଯିବାକୁ ପଡ଼ିବ ଆଇସୋଲେଶନ ସେଣ୍ଟର…

ମୁମ୍ବାଇ,୨୫।୫: ଏବେ କରୋନା ଆକ୍ରାନ୍ତଙ୍କ ଚିକିତ୍ସାକୁ ଘରେ ନ କରାଯିବାକୁ ମହାରାଷ୍ଟ୍ର ସରକାର ନିର୍ଦ୍ଦେଶ ଦେଇଛନ୍ତି। କରୋନା ପଜିଟିଭ୍‌ ହେଲେ ଆକ୍ରାନ୍ତଙ୍କୁ ଆଇସୋଲେଶନ ସେଣ୍ଟର ଯିବାକୁ ପଡ଼ିବ ବୋଲି ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ସରକାର କହିଛନ୍ତି। ରାଜ୍ୟର ୧୮ ଜିଲାରେ ଏହି…

କରୋନାରେ ଆକ୍ରାନ୍ତ ହୋଇଛନ୍ତି କି ନାହିଁ, ଏକ ମିନିଟ୍‌ରେ ଏପରି ଜାଣିପାରିବେ…

ସିଙ୍ଗାପୁର,୨୫।୫:  ଜଣେ କରୋନାରେ ଆକ୍ରାନ୍ତ ହୋଇଛନ୍ତି କି ନାହିଁ ଏବେ ତାହା ମାତ୍ର ଏକ ମିନିଟ୍‌ ମଧ୍ୟରେ ସହଜରେ ଜଣାପଡ଼ିଯିବ। ସିଙ୍ଗାପୁର ବିଶ୍ୱବିଦ୍ୟାଳୟର ୩ ଜଣ ଗ୍ରାଜୁଏଟ୍‌ ଶିକ୍ଷାର୍ଥୀ ଏବଂ ଜଣେ ମୂଳ ଭାରତୀୟ ପ୍ରଫେସର ଟି. ଭେଙ୍କେୟା ଭେଙ୍କଟେସାନ୍‌ଙ୍କ ମିଳିତ…

ରାସ୍ତାରେ କରୋନା ଟେଷ୍ଟ: ବିରୋଧ କରିବାରୁ ମାଡ଼ ମାରିଲେ ସ୍ବାସ୍ଥ୍ୟ ଅଧିକାରୀ

ବେଙ୍ଗାଲୁରୁ,୨୫।୫: ଛତିଶଗଡ଼ ଓ ମଧ୍ୟପ୍ରଦେଶରେ ଲକ୍‌ଡାଉନ୍‌ ସମୟରେ ନିୟମ ଉଲ୍ଲଂଘନ କରୁଥିବା ଲୋକଙ୍କ ସହ ର୍ଦୁବ୍ୟବହାର କରାଯାଇଥିବା ଘଟଣା ଅନେକ ଥର ସାମ୍ନାକୁ ଆସିଛି। ହେଲେ ଏବେ କର୍ନାଟକର ନଗରଥପେଟରୁ ଏକ ଅମାନବୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଯାହାର ଏକ ଭିଡିଓ…

କରୋନାକୁ ହରାଇ ପାରିବନି ଗୋଟିଏ ଦେଶ, ମିଳିତ ଲଢ଼େଇ ଆବଶ୍ୟକ: ଜାତିସଂଘ…

ଜୋନେଭା/ନୂଆଦିଲ୍ଲୀ,୨୫।୫: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ତେବେ କରୋନା ବିରୋଧରେ ଲଢ଼େଇ କରିବା କୌଣସି ଗୋଟିଏ ଦେଶ ପକ୍ଷେ ସମ୍ଭବ ନୁହେଁ। ଏହାଦ୍ୱାରା କରୋନାକୁ ହରାଇ ହେବନି। ଏକ୍ଷେତ୍ରରେ ପୃଥିବୀର ସମସ୍ତ ଦେଶ ପକ୍ଷରୁ ମିଳିତ…

କୋଭିଡ ଚିକିତ୍ସାରେ ଏବେ ସାମିଲ ହେବ ଆୟୁର୍ବେଦିକ ଚିକିତ୍ସା: ମାଗଣାରେ ରୋଗୀଙ୍କୁ ବଣ୍ଟାଯିବ ୧ଲକ୍ଷ କରୋନିଲ୍‌ କିଟ୍‌

ଚଣ୍ଡିଗଡ଼,୨୫।୫: ଗୋଟିଏ ପଟେ ଯୋଗ ଗୁରୁ ବାବା ରାମଦେବ କ୍ରମାଗତ ଭାବେ ନିଜ ବୟାନକୁ ନେଇ ଚର୍ଚ୍ଚାରେ ରହୁଥିବା ବେଳେ ଏବେ ହରିଆଣାରେ କରୋନା ରୋଗୀଙ୍କୁ ନେଇ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। କରୋନା ରୋଗୀଙ୍କ ଶୀଘ୍ର ଆଶୁ ଆରୋଗ୍ୟ ପାଇଁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri