କରୋନା ଭାଇରସ୍‌

ରାଜ୍ୟରେ ମୁଣ୍ଡ ପରେ ମୁଣ୍ଡ ନେଇ ଚାଲିଛି କରୋନା: ଆଜି ୩୩ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର,୨୫।୫(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ୁଛି। ମଙ୍ଗଳବାର ରାଜ୍ୟରେ କରୋନା ଆଉ ୩୩ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୨୫୪୯କୁ ବୃଦ୍ଧି ପାଇଛି। ଏହି ୩୩ ମୃତକଙ୍କ ମଧ୍ୟରୁ…

କୋଭାକ୍ସିନ୍‌ ସମ୍ପର୍କିତ ୯୦ ପ୍ରତିଶତ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଡବ୍ଲ୍ୟୁଏଚ୍‌ଓରେ ଦାଖଲ ହୋଇଛି: ଭାରତ ବାୟୋଟେକ୍‌…

ନୂଆଦିଲ୍ଲୀ,୨୫।୫: ଭାରତରେ ଦେଖାଦେଇଥିବା କରୋନା ମହାମାରୀ ଭୂତାଣୁ ସଂକ୍ରମଣ ଯୋଗୁ ସଙ୍କଟ ଦେଖାଦେଇଛି। ଦେଶରେ ସେରମ୍‌ ଇନଷ୍ଟିଚ୍ୟୁଟ୍‌ର କୋଭିଶିଲ୍ଡ ଏବଂ ଭାରତ ବାୟୋଟେକ୍‌ ଦ୍ୱାରା ପ୍ରସ୍ତୁତ ହୋଇଥିବା କୋଭାକ୍ସିନ୍‌ ଟିକାକୁ ସାର୍ବଜନୀକ ଟିକାକରଣ ଅଭିଯାନରେ ସାମିଲ କରାଯାଇଛି। ତେବେ ଭାରତ ବାୟୋଟେକ୍‌…

ସରକାରୀ ଟିକାକେନ୍ଦ୍ରରେ ପଞ୍ଜୀକରଣ କରିପାରିବେ ସାବାଳକ

ନୂଆଦିଲ୍ଲୀ, ୨୫।୫: ଟିକାକରଣ ଲାଗି ୧୮ରୁ ୪୪ ବର୍ଷୀୟଙ୍କ ପାଇଁ କୋଓ୍ବିନ ପ୍ଲାଟ୍‌ଫର୍ମରେ ନାମ ପଞ୍ଜୀକରଣ ବାଧ୍ୟତାମୂଳକ କରାଯାଇଥିଲା। ଏହି ବୟସ ବର୍ଗର ଯେଉଁ ହିତାଧିକାରୀମାନେ ସ୍ମାର୍ଟଫୋନ୍‌ କିମ୍ବା ଇଣ୍ଟରନେଟ ସୁବିଧା ଅଭାବରୁ କୋଓ୍ବିନ ଡିଜିଟାଲ ପ୍ଲାଟ୍‌ଫର୍ମରେ ନାମ ପଞ୍ଜୀକରଣ କରିପାରୁ…

ମୃତ୍ୟୁ ପ୍ରମାଣପତ୍ର ନୀତି ଉପରେ କେନ୍ଦ୍ରକୁ ଜବାବ ତଲବ

ନୂଆଦିଲ୍ଲୀ, ୨୫।୫(ଆଇଏଏନ୍‌ଏସ୍‌): କୋଭିଡ୍‌-୧୯ରେ ଆକ୍ରାନ୍ତ ହୋଇ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ମୃତ୍ୟୁ ପ୍ରମାଣପତ୍ର ଇସ୍ୟୁ କଲାବେଳେ ସମାନ ନୀତି ଓ ନିର୍ଦ୍ଦିଷ୍ଟ ଗାଇଡ୍‌ଲାଇନର ଅବଲମ୍ବନ କରାଯିବା ଆବଶ୍ୟକ ବୋଲି ସୁପ୍ରିମକୋର୍ଟ ସୋମବାର କହିଛନ୍ତି। ଅନେକ ସମୟରେ ମୃତ୍ୟୁର କାରଣ ହୃଦ୍‌ଘାତ…

୫୭% ଟିକା ବ୍ୟବହାର, ବାକି ଯାଉଛି କୁଆଡ଼େ

ନୂଆଦିଲ୍ଲୀ, ୨୫ା୫: ଦେଶରେ ଆବଶ୍ୟକ କୋଭିଡ୍‌ ଭାକ୍ସିନ ଅଭାବରୁ ଟିକାକରଣ କାର୍ଯ୍ୟକ୍ରମ ଆଶାନୁରୂପ ଆଗେଇ ପାରୁନାହିଁ। ଏପରିକି ବିଭିନ୍ନ ରାଜ୍ୟରେ ଅନେକ ଟିକାଦାନ କେନ୍ଦ୍ର ବନ୍ଦ ହୋଇଗଲାଣି। ଟିକା ଅଭାବକୁ ନେଇ ସରକାର ସମାଲୋଚିତ ହୋଇଛନ୍ତି। ତେବେ ସୋମବାର କେରଳ ହାଇକୋର୍ଟରେ…

ନୂଆ ଆକାନ୍ତଙ୍କ ସଂଖ୍ୟା ୨ ଲକ୍ଷରୁ କମ୍‌: ମୃତ୍ୟୁ ସଂଖ୍ୟା ଯୋଗୁ ସ୍ଥିତି ଅସମ୍ଭାଳ…

ନୂଆଦିଲ୍ଲୀ,୨୫।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଆତଙ୍କ ସୃଷ୍ଟି କରିଛି। ଲକ୍‌ଡାଉନ୍‌ ପ୍ରଭାବରୁ ଧୀରେଧୀରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବାବେଳେ ମୃତକଙ୍କ ସଂଖ୍ୟା କିନ୍ତୁ ବଢ଼ି ଚାଲିଛି। ଗତ ୨୪…

ଟିକା ନ ନେଲେ ଦରମା ବନ୍ଦ…

ପାଟନା,୨୪।୫: ବିହାରର ସାରନରୁ ଏକ ଚକିତ କରିଦେବା ଭଳି ଘଟଣା ସାମ୍ନାକୁ ଆସିଛି। ଯାହା ଏବେ ଚର୍ଚ୍ଚାର ପରିସରକୁ ଆସିଛି। ସାରନ ଜିଲାପାଳ ଏକ ଅଜବ ନିର୍ଦ୍ଦେଶନାମା ଜାରି କରିଛନ୍ତି। ଯେଉଁ ସରକାରୀ କର୍ମଚାରୀମାନେ କୋଭିଡ ଟିକା ନେବେ ନାହିଁ, ସେମାନଙ୍କୁ…

ବିନା ଅନ୍‌ଲାଇନ୍‌ ରେଜିଷ୍ଟ୍ରେଶନ୍‌ରେ ବି ୧୮ରୁ ୪୪ ବର୍ଷ ବୟସ୍କ ନେଇପାରିବେ ଟିକା

ନୂଆଦିଲ୍ଲୀ,୨୪।୫: କରୋନା ଭାକ୍ସିନକୁ ନେଇ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ବର୍ତ୍ତମାନ ୧୮ରୁ ୪୪ବର୍ଷର ଲୋକମାନେ ଅନ୍‌ଲାଇନ୍‌ରେ ରେଜିଷ୍ଟ୍ରେସନ୍‌ ନ କରି ମଧ୍ୟ କୋଭିଡ ଟିକା ନେଇପାରିବେ। ଏଣିକି ଅନ୍‌ଲାଇନ୍‌ରେ ନ କରି ସିଧାସଳଖ ଟିକାକରଣ କେନ୍ଦ୍ରରେ…

ଜୁନ ୧ଯାଏ ବଢ଼ିଲା ଲକ୍‌ଡାଉନ

ପାଟନା,୨୪।୫: କରୋନା ଭାଇରସ୍‌ର ଦ୍ୱିତୀୟ ଲହର ଜାରି ରହିଛି। ଲକ୍‌ଡାଉନ୍‌ ଯୋଗୁ ଦୈନିକ ସଂକ୍ରମଣ ହାର ହ୍ରାସ ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। ବିହାରରେ କରୋନାର ବର୍ଦ୍ଧିତ ପ୍ରକୋପକୁ ଦୃଷ୍ଟିରେ ରଖି ରାଜ୍ୟରେ ଜାରି ହୋଇଥିବା ଲକ୍‌ଡାଉନ୍‌ ଅବଧିକୁ…

ମାଡ଼ି ଆସିଲା ବିପଦ: ବ୍ଲାକ୍‌-ହ୍ବାଇଟ୍‌ ପରେ ଏବେ ୟେଲୋ ଫଙ୍ଗସ୍‌ ଆତଙ୍କ..

ଗାଜିଆବାଦ୍‌,୨୪।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। କରୋନା ଭୂତାଣୁ ସହିତ ବ୍ଲାକ୍‌ ଏବଂ ହ୍ବାଇଟ୍‌ ଫଙ୍ଗସ୍‌ ନେଇ ଦେଶରେ ସଙ୍କଟ ଦେଖାଦେଇଛି। ଏବେ ଉତ୍ତରପ୍ରଦେଶର ଗାଜିଆବାଦ୍‌ରେ ୟେଲୋ ଫଙ୍ଗସ୍‌ର ପ୍ରଥମ ଘଟଣା ନଜରକୁ ଆସିଛି। ସମ୍ପୃକ୍ତ…

ଭାରତରେ ମିଳିବ ‘ଆଣ୍ଟିବଡ଼ି କକ୍‌ଟେଲ’: ପ୍ରତି ଡୋଜ୍‌ ଦାମ୍‌ ୫୯,୭୫୦ ଟଙ୍କା..

ନୂଆଦିଲ୍ଲୀ,୨୪।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଲୋକଙ୍କୁ ସାଧାରଣ ଏବଂ ମଧ୍ୟମ ଲକ୍ଷଣ ପ୍ରକାଶ ପାଉଥିବା କରୋନା ଆକ୍ରାନ୍ତଙ୍କ ଚିକିତ୍ସା ଲାଗି ଭାରତ ବଜାରରେ ସୁଇଜରଲାଣ୍ଡ ଔଷଧ କମ୍ପାନୀ ରୋଚେ ଦ୍ୱାରା ପ୍ରସ୍ତୁତ ହୋଇଥିବା ‘ଆଣ୍ଟିବଡ଼ି କକ୍‌ଟେଲ’ ଏବେ…

ଟିକା ନ ନେବାକୁ ଭୟରେ ନଦୀକୁ ଡେଇଁଲେ ୨୦୦ ଗ୍ରାମବାସୀ…

ଲକ୍ଷ୍ନୌ,୨୪।୫: ଉତ୍ତରପ୍ରଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। ଏପରିସ୍ଥଳେ ରାଜ୍ୟରେ ଟିକାକରଣ ଅଭିଯାନ ଜାରି ରହିଛି। ତେବେ ଗ୍ରାମାଞ୍ଚଳରେ ଟିକା ନେଇ ଲୋକଙ୍କ ମଧ୍ୟରେ ଭୟ ସୃଷ୍ଟି ହୋଇଛି। ସ୍ଥାନୀୟ ବାରାବାଙ୍କିର ସିସୋଦା ଗାଁରେ ଟିକାଦେବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?