ପଞ୍ଜାବ ପରେ ଏହି ରାଜ୍ୟକୁ ଟିକା ଯୋଗାଇବାକୁ ମନା କଲା ଫାଇଜର-ମର୍ଡନା
ନୂଆଦିଲ୍ଲୀ,୨୪।୫: ଦେଶର କେତେକ ରାଜ୍ୟରେ କରୋନା ଗ୍ରାଫ୍ ଉପରମୁହାଁ ହୋଇଥିବା ବେଳେ ଦୈନିକ ସଂକ୍ରମଣ ସହ ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି। ଏଭଳି ସ୍ଥିତିରେ କରୋନା ସହ ମୁକାବିଲା ପାଇଁ ଭାକ୍ସିନକୁ ସରକାର ଅସ୍ତ୍ର କରିଛନ୍ତି। ଇତିମଧ୍ୟରେ ଦେଶରେ…
ବ୍ଲାକ୍ ଫଙ୍ଗସ୍ ଆତଙ୍କ, ୫୪୨୪ରୋଗୀ ଚିହ୍ନଟ: ହର୍ଷବର୍ଦ୍ଧନ
ନୂଆଦିଲ୍ଲୀ,୨୪।୫: ଦେଶରେ କରୋନା ମହାମାରୀର ଦ୍ୱିତୀୟ ଲହର ଶେଷ ହୋଇ ନ ଥିବା ବେଳେ ଏବେ ବ୍ଲାକ୍ ଫଙ୍ଗସ୍ ସମସ୍ତଙ୍କ ନିଦ ହଜାଇ ଦେଇଛି। ସୋମବାର କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଡ.ହର୍ଷବର୍ଦ୍ଧନଙ୍କ ଅଧ୍ୟକ୍ଷତାରେ ଏକ ମନ୍ତ୍ରୀସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ…
ପରିଚୟ ପତ୍ର ନ ଥିଲେ ବି ଦିଆଯିବ କରୋନା ଟିକା: ସ୍ବାସ୍ଥ୍ୟ ମନ୍ତ୍ରଣାଳୟ…
ନୂଆଦିଲ୍ଲୀ,୨୪।୫: ଦେଶରେ କରୋନା ମହାମାରୀ ସଂକ୍ରମଣକୁ ରୋକିବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ଟିକାକରଣ ପାଇଁ ଆଧାର କାର୍ଡ, ଭୋଟର ପରିଚୟ ପତ୍ର, ପାସପୋର୍ଟ, ଡ୍ରାଇଭିଂ ଲାଇସେନ୍ସ, ପ୍ୟାନ୍ କାର୍ଡ, ଏନ୍ପିଆର୍…
କରୋନା ସଙ୍କଟ ମଧ୍ୟରେ ଯୁବକଙ୍କ ନିଆରା ମାସ୍କ: ଭିଡିଓ ଭାଇରାଲ
ଲକ୍ଷ୍ନୌ,୨୪।୫: କରୋନା ସଙ୍କଟରୁ ବର୍ତ୍ତିବା ପାଇଁ ମାସ୍କ ପରିଧାନକୁ ଗବେଷକମାନେ ଅଧିକ ଗୁରୁତ୍ୱ ଦେବା ସହ ଏହାକୁ ରାମବାଣ ବୋଲି କହୁଛନ୍ତି। ଆଉ ଏହି ନିୟମକୁ ଅନେକ ଲୋକ ପାଳନ କରୁଥିବା ଆଉ କେତେକ ପାଳନ କରୁ ନ ଥିବା ଦେଖିବାକୁ…
ତୃତୀୟ ଲହର ପାଇଁ ପ୍ରସ୍ତୁତି: ୧୨ ବର୍ଷ ପର୍ଯ୍ୟନ୍ତ ବୟସ୍କ ପିଲାଙ୍କ ମାତାପିତାଙ୍କୁ ପ୍ରଥମେ ଦିଆଯିବ ଭାକ୍ସିନ୍…
ଲକ୍ଷ୍ନୌ,୨୪।୫: କରୋନା ମହାମାରୀ ଭୂତାଣୁ ସଂକ୍ରମଣର ତୃତୀୟ ଲହର ଆଶଙ୍କାକୁ ଦୃଷ୍ଟିରେ ରଖି ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାର ପ୍ରସ୍ତୁତି ଆରମ୍ଭ କରିଛନ୍ତି। ରାଜ୍ୟରେ ୧୨ ବର୍ଷ ପର୍ଯ୍ୟନ୍ତ ବୟସ୍କ ପିଲାଙ୍କ ମାତାପିତାଙ୍କୁ ଭାକ୍ସିନ୍ ଦେବାରେ ଅଗ୍ରାଧିକାର ପ୍ରଦାନ କରାଯିବ।…
କରୋନା ପୃଥିବୀରେ ନ ବ୍ୟାପିବା ପୂର୍ବରୁ ଉହାନ୍ ଲ୍ୟାବ୍ର ଗବେଷକ ହୋଇଥିଲେ ଆକ୍ରାନ୍ତ: ଓ୍ବାଲ ଷ୍ଟ୍ରିଟ୍ ଜର୍ନାଲ…
ଓ୍ବାଶିଂଟନ,୨୪।୫: କକରୋନା ମହାମାରୀ ଭୂତାଣୁ ସଂକ୍ରମଣ ପ୍ରଥମେ ଚାଇନାର ଉହାନରେ ଦେଖାଦେଇଥିଲା। ଉହାନ୍ ଲ୍ୟାବ୍ରୁ ଏହା ଅସାବଧାନତାରୁ ବାହାରକୁ ଆସିଥିବାର ସନ୍ଦେହ ଏବେ ସତ୍ୟରେ ପରିଣତ ହେବାକୁ ଯାଉଛି। ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ନ ବ୍ୟାପିବା ପୂର୍ବରୁ ଉହାନ୍ ଲ୍ୟାବ୍ରେ…
କରୋନା ଭୂତାଣୁ ପ୍ରାକୃତିକ ଅବା ଲ୍ୟାବ୍ରେ ତିଆରି, ବିଶେଷଜ୍ଞ ଦେଲେ ଏଭଳି ଉତ୍ତର…
ଓ୍ବାଶିଂଟନ,୨୪।୫: କରୋନା ମହାମାରୀ ଭୂତାଣୁ ସଂକ୍ରମଣ ପ୍ରଥମେ ଚାଇନାର ଉହାନରେ ଦେଖାଦେଇଥିଲା। ଉହାନ୍ ଲ୍ୟାବ୍ରୁ ଏହା ଅସାବଧାନତାରୁ ବାହାରକୁ ଆସିଥିବା ସନ୍ଦେହ କରାଯାଉଛି। ତେବେ ଏପରିସ୍ଥଳେ ଆମେରିକାର ବିଶେଷଜ୍ଞ ଡ. ଆନ୍ଥୋନୀ ଫାଉଚି ଗୁରୁତ୍ୱପୂର୍ଣ୍ଣ ମତାମତ ଦେଇଛନ୍ତି। ସେ କହିଛନ୍ତି ଯେ,…
ତୃତୀୟ ଲହର ଆଶଙ୍କା ନେଇ ଆତଙ୍କ: ରାଜସ୍ଥାନରେ ୬୦୦ରୁ ଅଧିକ ଶିଶୁ ଆକ୍ରାନ୍ତ…
ଜୟପୁର,୨୪।୫: କରୋନାର ତୃତୀୟ ଲହର ଆଶଙ୍କା ନେଇ ଦେଶରେ ଆତଙ୍କ ସୃଷ୍ଟି ହୋଇଛି। ରାଜସ୍ଥାନର ଦୌସା ଏବଂ ଡୁଙ୍ଗରପୁର ଦୁଇ ଜିଲାରେ ୬୦୦ରୁ ଅଧିକ ଶିଶୁ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେମାନଙ୍କଠାରେ କରୋନା ଲକ୍ଷଣ ପ୍ରକାଶ ପାଇଛି। ଏହାକୁ ନେଇ ରାଜ୍ୟ…
ରାଜ୍ୟକୁ ଟିକା ଯୋଗାଇବାକୁ ମନାକଲା ମଡର୍ନା
ଚଣ୍ଡିଗଡ଼, ୨୪।୫: ଦେଶରେ ସମସ୍ତଙ୍କୁ ଟିକା ଦେବା ଲାଗି କୋଭିଡ୍ ଭାକ୍ସିନର ଘୋର ଅଭାବ ଦେଖାଦେଇଛି। ଏପରିସ୍ଥଳେ ପଞ୍ଜାବ ସମେତ ବିଭିନ୍ନ ରାଜ୍ୟ ସରକାର ବିଦେଶରୁ ସିଧାସଳଖ ଟିକା କିଣିବା ପାଇଁ ଯୋଜନା କରିବା ସହ କେତେକ ରାଜ୍ୟ ବିଶ୍ୱସ୍ତରୀୟ ଟେଣ୍ଡର…
ହେଳା କଲେ ଭେଳା ବୁଡ଼େ
ନୂଆଦିଲ୍ଲୀ,୨୪ା୫: ଭାରତ ସମେତ ୧୧ ଦେଶ କୋଭିଡ୍-୧୯ ଭୂତାଣୁକୁ ହେୟଜ୍ଞାନ କରି ଉଚିତ ଢଙ୍ଗରେ ଏହାର ମୁକାବିଲା କରି ନାହାନ୍ତି। ଫଳରେ ଏହି ରାଷ୍ଟ୍ରଗୁଡ଼ିକର ଲୋକପ୍ରିୟ ସରକାରଙ୍କୁ ମହାମାରୀ ମହଙ୍ଗା ପଡ଼ିଛି ବୋଲି ସ୍ବିଡେନ୍ର ଭେରାଇଟିଜ୍ ଅଫ୍ ଡେମୋକ୍ରାସି (ଭି-ଡେମ୍) ଇନ୍ଷ୍ଟିଚ୍ୟୁଟ୍…
ପୁଣି ରେକର୍ଡ ଭାଙ୍ଗିଲା ମୃତ୍ୟୁସଂଖ୍ୟା: ଦିନକରେ କରୋନା ନେଲା ୩୨ ଜୀବନ
ଭୁବନେଶ୍ୱର,୨୪।୫(ବ୍ୟୁରୋ): ରାଜ୍ୟରେ ସୋମବାର କରୋନାରେ ୨୨ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୫୧୬ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୨୨ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ…
ଆସ୍ଥା ହରାଇବା ପରେ ତତ୍ପରତା
ନୂଆଦିଲ୍ଲୀ,୨୪ା୫: ଦେଶବାସୀ କରୋନା ମହାମାରୀ ସହ ଯୁଝୁଥିବାବେଳେ ଭାଜପା ନେତାମାନଙ୍କ ଦେଖା ମିଳୁନାହିଁ। ଏଥିଯୋଗୁ କେନ୍ଦ୍ର ତଥା ଅନେକ ରାଜ୍ୟରେ କ୍ଷମତାସୀନ ଭାଜପା ପ୍ରତି ଲୋକଙ୍କ ଆସ୍ଥା ତୁଟିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଲୋକଙ୍କ କଷ୍ଟ ଯନ୍ତ୍ରଣା ସମୟରେ ସେମାନଙ୍କ…
Archives


