କରୋନା ଭାଇରସ୍‌

କମୁଛି ନୂଆ ଆକ୍ରାନ୍ତଙ୍କ ସଂଖ୍ୟା: ବଢୁଛି ମୃତ୍ୟୁ ସଂଖ୍ୟା…

ନୂଆଦିଲ୍ଲୀ,୨୪।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଆତଙ୍କ ସୃଷ୍ଟି କରିଛି। ଲକ୍‌ଡାଉନ୍‌ ପ୍ରଭାବରୁ ଧୀରେଧୀରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବାବେଳେ ମୃତକଙ୍କ ସଂଖ୍ୟା କିନ୍ତୁ ବଢ଼ି ଚାଲିଛି। ଗତ ୨୪…

ରାଜ୍ୟରେ ଆଜି ୧୧,୦୫୯ ସଂକ୍ରମିତ ଚିହ୍ନଟ:କଟକରୁ ସର୍ବାଧିକ

ଭୁବନେଶ୍ୱର,୨୪।୫(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁଛି। ସୋମବାର ରାଜ୍ୟରେ ୧୧,୦୫୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୬୧୯୩ ଜଣ କ୍ୱାରାଣ୍ଟାଇନ୍‌ରେ ଥିଲେ। ବାକି ୪୮୬୬ ଟି ହେଉଛି ଲୋକାଲ କେସ। ଆଜି କଟକ ଜିଲାରୁ…

କରୋନା: ଆଜିଠୁ ଘରକୁ ଘର ବୁଲି ସର୍ଭେ

ଭୁବନେଶ୍ୱର, ୨୪।୫(ବ୍ୟୁରୋ): କରୋନା ସଂକ୍ରମଣର ଚେନ୍‌ରେ ବ୍ରେକ୍‌ ଲଗାଇବା ପାଇଁ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି। ଏହି ପରିପ୍ରେକ୍ଷୀରେ ସୋମବାରଠାରୁ ଘରକୁ ଘର ବୁଲି ସର୍ଭେ ଆରମ୍ଭ ହେବ। ଅଗଷ୍ଟ ୨୩ ତାରିଖ ପର୍ଯ୍ୟନ୍ତ ୩ ମାସ ପାଇଁ ସାରା…

ତୃତୀୟ ଲହରରେ ଶିଶୁ ଆକ୍ରାନ୍ତ ହେବା ଆଶଙ୍କା: ସମସ୍ତ ରାଜ୍ୟଠାରୁ ରିପୋର୍ଟ ଲୋଡ଼ିଲା ଏନ୍‌ସିପିସିଆର୍‌..

ନୂଆଦିଲ୍ଲୀ,୨୩।୫: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ତୀବ୍ରବେଗରେ ବ୍ୟାପିବାରେ ଲାଗିଛି। ତୃତୀୟ ଲହର ଆଶଙ୍କା ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ତୃତୀୟ ଲହରରେ ଶିଶୁ ଆକ୍ରାନ୍ତ ହେବାର ଆଶଙ୍କାକୁ ଦୃଷ୍ଟିରେ ରଖି ଜାତୀୟ…

ଟିକା ନ ନେଲେ ମେ’ ମାସର ଦରମା ବନ୍ଦ: ନିର୍ଦ୍ଦେଶ ଜାରି କଲେ ଜିଲାପାଳ…

ଛପରା,୨୩।୫: କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ତୀବ୍ରବେଗରେ ବ୍ୟାପିବାରେ ଲାଗିଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ଦେଶରେ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ତେବେ ବିଭିନ୍ନ ଗୁଜବକୁ ବିଶ୍ୱାସ ବହୁ ଲୋକ ଟିକା ନେବାକୁ ଭୟ କରୁଛନ୍ତି। ବିହାରର ଛପରା…

ଘରେ ରହି ପରୀକ୍ଷା ଦେବେ ଦ୍ୱାଦଶ ଶ୍ରେଣୀ ଛାତ୍ରୀଛାତ୍ର: ଏହି ରାଜ୍ୟ ସରକାର ନେଲେ ନିଷ୍ପତ୍ତି…

ରାୟପୁର,୨୩।୫: କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ତୀବ୍ରବେଗରେ ବ୍ୟାପିବାରେ ଲାଗିଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ଦ୍ୱାଦଶ ଶ୍ରେଣୀ ପରୀକ୍ଷାକୁ କିଛି ଦିନ ପାଇଁ ଘୁଞ୍ଚାଇ ଦିଆଯାଇଥିଲା। ତେବେ ସଂକ୍ରମଣ ଥମିବାର ନାଁ ଧରୁ ନ ଥିବାରୁ ଛତିଶଗଡ଼ ସରକାରଙ୍କ ପକ୍ଷରୁ…

କ୍ଷମତା ନିଶାରେ ସାଧାରଣ ଜନତାଙ୍କୁ ନିର୍ଯାତନା: ତାଲିକାରେ ରହିଛି ଏସବୁ ପ୍ରଶାସନିକ ଅଧିକାରୀଙ୍କ ନାମ…

ସୁରଜପୁର/ଇନ୍ଦୋର/ପଞ୍ଚକୁଲା/ଅଗରତାଲା,୨୩।୫: ପ୍ରଶାସନିକ ଅଧିକାରୀ କ୍ଷମତା ନିଶାରେ ସାଧାରଣ ଜନତାଙ୍କୁ ନିର୍ଯାତନା ଦେବା ଘଟଣା କିଛି ନୂଆ ନୁହେଁ। ଏବେ ଛତିଶଗଡରେ ସୁଜରପୁର କଲେକ୍ଟର ରଣବୀର ଶର୍ମା ଲକ୍‌ଡାଉନ୍‌ ସମୟରେ ଜଣେ ଯୁବକଙ୍କୁ ଚଟକଣି ମାରି ଚର୍ଚ୍ଚାର ପରିସରକୁ ଆସିଛନ୍ତି। ତାଙ୍କୁ ମୁଖ୍ୟମନ୍ତ୍ରୀ…

ମେ’ ୩୧ ପର୍ଯ୍ୟନ୍ତ ବଢ଼ିଲା ଲକ୍‌ଡାଉନ୍‌, ଯୁଦ୍ଧ ଏବେ ବି ରହିଛି ବାକି, କହିଲେ ମୁଖ୍ୟମନ୍ତ୍ରୀ..

ନୂଆଦିଲ୍ଲୀ,୨୩।୫: ଦିଲ୍ଲୀରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ତୀବ୍ରବେଗରେ ବ୍ୟାପିବାରେ ଲାଗିଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ପକ୍ଷରୁ ଲକ୍‌ଡାଉନ୍‌ ସମୟ ସୀମାକୁ ମେ’ ୩୧ ପର୍ଯ୍ୟନ୍ତ ବଢ଼ାଇ ଦିଆଯାଇଛି। ଦିଲ୍ଲୀରେ ଏପ୍ରିଲ୍‌ ୧୮ରୁ ଆରମ୍ଭ ହୋଇଥିବା…

ନୂଆ ଭାରିଆଣ୍ଟ୍‌ ପାଇଁ ଭାକ୍ସିନ୍‌ର ୨ଟି ଡୋଜ୍‌ ଜରୁରୀ…

ନୂଆଦିଲ୍ଲୀ/ଲଣ୍ଡନ,୨୩।୫: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ତୀବ୍ରବେଗରେ ବ୍ୟାପିବାରେ ଲାଗିଛି। ଦ୍ୱିତୀୟ ଲହରରେ ସୃଷ୍ଟି ହୋଇଥିବା ନୂଆ ଭାରିଆଣ୍ଟ୍‌ ବି-୧-୬୭୧-୨ ଅଧିକ ବେଗରେ ଲୋକଙ୍କୁ ଆକ୍ରାନ୍ତ କରୁଛି। ସଂକ୍ରମଣରୁ ଦୂରେଇ ରହିବା ପାଇଁ ଭାକ୍ସିନ୍‌ର ୨ଟି ଡୋଜ୍‌ ଜରୁରୀ।…

କଲେକ୍ଟରଙ୍କ ଷ୍ଟାଇଲରେ ଏସ୍‌ଡିଏମ୍‌ ବି ମାରିଲେ ଚଟକଣି, କରାଇଲେ ବସଉଠ…

ସୁରଜପୁର,୨୩।୫: ଛତିଶଗଡ଼ ସୁରଜପୁର କଲେକ୍ଟର ରଣବୀର ଶର୍ମା ଜଣେ ଯୁବକଙ୍କୁ ଚଟକଣି ମାରୁଥିବାରୁ ଭିଡ଼ିଓ ଭାଇରାଲ ହେବା ପରେ ସ୍ଥାନୀୟ ଏସ୍‌ଡ଼ିଏମ୍‌ ମଧ୍ୟ ହରଡ଼ଘଣାରେ ପଡ଼ିଛନ୍ତି। ଏସ୍‌ଡିଏମ୍‌ ପ୍ରକାଶ ସିଂ ରାଜପୁତ ଲକ୍‌ଡାଉନ୍‌ ସମୟରେ କଲେକ୍ଟରଙ୍କ ଷ୍ଟାଇଲ୍‌ରେ ଜଣେ ଯୁବକଙ୍କକୁ ଚଟକଣି…

ନାଜାଲ ଭାକ୍ସିନ୍‌ ଭାରତରେ ଛୋଟ ପିଲାଙ୍କୁ କରୋନାରୁ ଦେବ ସୁରକ୍ଷା: ବିଶ୍ୱସ୍ବାସ୍ଥ୍ୟ ସଂଗଠନ…

ଜେନେଭା/ନୂଆଦିଲ୍ଲୀ,୨୩।୫: ଭାରତରେ କରୋନାର ଦ୍ୱିତୀୟ ଲହର ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ତେବେ ତୃତୀୟ ଲହର ଆଶଙ୍କାକୁ ନେଇ ଦେଶ ସତର୍କ ରହିବା ଆବଶ୍ୟକ ବୋଲି ବିଶ୍ୱସ୍ବାସ୍ଥ୍ୟ ସଂଗଠନର ମୁଖ୍ୟ ବୈଜ୍ଞାନିକ ସୌମ୍ୟା ସ୍ବାମୀନାଥନ୍‌ ସୂଚନା ଦେଇଛନ୍ତି। ତୃତୀୟ ଲହରରେ ଛୋଟ…

ଯୁବକଙ୍କୁ ଚଟକଣି ମାରିଥିବା କଲେକ୍ଟରଙ୍କୁ କାର୍ଯ୍ୟରୁ ହଟାଇଲେ ମୁଖ୍ୟମନ୍ତ୍ରୀ…

ସୁରଜପୁର,୨୩।୫: ଲକ୍‌ଡାଉନ୍‌ ସମୟରେ ଜଣେ ଯୁବକଙ୍କୁ ଚଟକଣି ମାରିଥିବା ଛତିଶଗଡ଼ର ସୁରଜପୁର କଲେକ୍ଟର ରଣବୀର ଶର୍ମାଙ୍କୁ କାର୍ଯ୍ୟରୁ ହଟାଇ ଦିଆଯାଇଛି। ମୁଖ୍ୟମନ୍ତ୍ରୀ ଭୂପେଶ ବଘେଲା ରଣବୀରଙ୍କୁ ସୁରଜପୁର କଲେକ୍ଟର ପଦରୁ ହଟାଇବା ଲାଗି ନିର୍ଦ୍ଦେଶ ଦେଇଛନ୍ତି। ରଣବୀରଙ୍କ ସ୍ଥାନରେ ସୁରଜପୁରର ନୂଆ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri