କଲେକ୍ଟର ଯୁବକଙ୍କ କଥା ନ ଶୁଣି ପ୍ରଥମେ ଚଟକଣି ଦେଲେ, ଶେଷରେ କ୍ଷମା ବି ମାଗିଲେ…
ସୁରଜପୁର,୨୩।୫: ଏବେ ସୋସିଆଲ ମିଡ଼ିଆରେ ଛତିଶଗଡ଼ର ଜଣେ କଲେକ୍ଟରଙ୍କ ଭିଡ଼ିଓ ଭାଇରାଲ ହେବାରେ ଲାଗିଛି। ରାଜ୍ୟରେ କରୋନା ସଂକ୍ରମଣ ଯୋଗୁ ଲକ୍ଡାଉନ୍ ଜାରି ହୋଇଛି। ଅମାନିଆଙ୍କ ପାଇଁ କଡ଼ା କଟକଣା କରାଯାଇଛି। ତେବେ ବେଳେବେଳେ କେତେକ ନିରୀହ ଲୋକଙ୍କୁ ପ୍ରଶାସନର ନିର୍ଯାତନାର…
ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ତଳମୁହାଁ: ହେଲେ ବି ଲିଭୁନି ଜୁଇ…
ନୂଆଦିଲ୍ଲୀ,୨୩।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଭୟଙ୍କର ବେଗରେ ବ୍ୟାପିବାରେ ଲାଗିଛି। ତେବେ ଲକ୍ଡାଉନ୍ ପ୍ରଭାବରୁ ଧୀରେଧୀରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବାବେଳେ ମୃତକଙ୍କ ସଂଖ୍ୟା ପୂର୍ବପରି ରହିଛି। ଗତ…
ଦିଲ୍ଲୀରେ ଟିକାକରଣ ବନ୍ଦ
ନୂଆଦିଲ୍ଲୀ, ୨୩।୫: ଦିଲ୍ଲୀରେ ଭାକ୍ସିନ ଅଭାବରୁ ୧୮ରୁ ୪୪ ବର୍ଷ ବୟସ ବର୍ଗର ହିତାଧିକାରୀମାନଙ୍କ ନିମନ୍ତେ ଟିକାକରଣ କାର୍ଯ୍ୟକ୍ରମକୁ ଶନିବାରଠାରୁ ବନ୍ଦ ରଖାଯାଇଛି। ଏ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ ଏକ ଖବରଦାତା ସମ୍ମିଳନୀରେ ଘୋଷଣା କରିଛନ୍ତି। ଦିଲ୍ଲୀରେ ସମସ୍ତଙ୍କୁ ଟିକା…
ବ୍ଲାକ୍ ଫଙ୍ଗସ୍ ଔଷଧ ଯୋଗାଅ
ନୂଆଦିଲ୍ଲୀ, ୨୩।୫(ପି.ଟି.): ବିଭିନ୍ନ ରାଜ୍ୟରେ କରୋନାରୁ ଆରୋଗ୍ୟ ହୋଇଥିବା ଅନେକଙ୍କଠାରେ ବ୍ଲାକ୍ ଫଙ୍ଗସ୍ ସଂକ୍ରମଣ ଚିନ୍ତାର କାରଣ ପାଲଟିଛି। ଏହି ରୋଗର ଚିକିତ୍ସା ପାଇଁ ଆବଶ୍ୟକ ଔଷଧ ନ ମିଳିବା ସ୍ଥିତିକୁ ଆହୁରି ସଙ୍ଗିନ କରିଛି। ତେଣୁ ବ୍ଲାକ୍ ଫଙ୍ଗସ୍ ଚିକିତ୍ସା…
୬ ରାଜ୍ୟରେ ମୃତ୍ୟୁ ସଂଖ୍ୟା ଅଧିକ
ନୂଆଦିଲ୍ଲୀ, ୨୩।୫(ପି.ଟି.): ଭାରତରେ ଦୈନିକ ସଂକ୍ରମଣ କ୍ରମାଗତ ୬ ଦିନ ହେଲା ୩ ଲକ୍ଷ ତଳେ ରହିଛି। ଶନିବାର ସକାଳ ୮ଟା ସୁଦ୍ଧା ଗତ ୨୪ ଘଣ୍ଟା ମଧ୍ୟରେ ୨.୫୭ ଲକ୍ଷ କରୋନା ଆକ୍ରାନ୍ତ ହୋଇଥିବାବେଳ ୪,୧୯୪ ଜଣଙ୍କର ମୃତ୍ୟୁ ଘଟିଛି।…
ଲକ୍ଡାଉନ୍ରେ ପୋଲିସ ହିଂସ୍ର
ଉନ୍ନାଓ, ୨୩।୫: ଲକ୍ଡାଉନ୍ ସମୟରେ ଜୀବନ ଜୀବିକା ବିପଦରେ ପଡ଼ିଥିବାବେଳେ ପୋଲିସ ବର୍ବରତା ସୀମା ଟପୁଛି। ଭାଜପା ଶାସିତ ଉତ୍ତରପ୍ରଦେଶର ଉନ୍ନାଓରେ ଜଣେ ୧୮ ବର୍ଷୀୟ ପରିବା ବିକାଳିଙ୍କୁ ପୋଲିସ ପିଟି ହତ୍ୟା କରିଛି। ପୋଲିସ ତା’ର ବ୍ରିଟିଶ୍ ଅମଳର ଅତ୍ୟାଚାର…
ମେ’ ଶେଷ ସୁଦ୍ଧା ଭାରତକୁ ମିଳିବ ୩୦ ଲକ୍ଷ ସ୍ପୁଟନିକ୍-ଭି ଡୋଜ୍: ଅଗଷ୍ଟରେ ଉତ୍ପାଦନ ହେବ ଆରମ୍ଭ…
ନୂଆଦିଲ୍ଲୀ,୨୨।୫: ଭାରତରେ କରୋନା ମହାମାରୀ ଅଣାୟତ୍ତ ହେବାରେ ଲାଗିଛି। ଏପରିସ୍ଥଳେ ଦେଶରେ କୋଭାକ୍ସିନ୍ ଏବଂ କୋଭିଶିଲ୍ଡର ସାର୍ବଜନୀକ ଟିକାକରଣ ଜାରି ରହିଛି। ଦେଶରେ ରୁଷିଆ ଟିକା ସ୍ପୁଟନିକ୍-ଭି ଟିକାକୁ ମଧ୍ୟ ବ୍ୟବହାର ପାଇଁ ଅନୁମତି ମିଳିସାରିଛି। ମେ’ ଶେଷ ସୁଦ୍ଧା ଭାରତକୂ…
ମେ’ ମାସରେ ତାଣ୍ଡବ ରଚିଛି କରୋନା: ୨୧ ଦିନରେ ୮୩ ହଜାରରୁ ଅଧିକ ଆକ୍ରାନ୍ତଙ୍କ ମୃତ୍ୟୁ…
ନୂଆଦିଲ୍ଲୀ,୨୨।୫: ଭାରତରେ କରୋନା ମହାମାରୀ ଅଣାୟତ୍ତ ହେବାରେ ଲାଗିଛି। ମେ’ ମାସରେ ଦେଶରେ କରୋନା ତାଣ୍ଡବ ରଚି ରେକର୍ଡ କରିଛି। ମେ’ ୧ରୁ ୨୧ ମଧ୍ୟରେ ଦେଶରେ ୮୩ ହଜାର ୧୩୫ ଜଣଙ୍କ ମୃତ୍ୟୁ କରୋନା ମହାମାରୀ ଯୋଗୁ ଘଟିଛି। ଏହି…
ଗଞ୍ଜାମରେ ୪.୭୫ଲକ୍ଷ ଲୋକଙ୍କ ହେଲାଣି ସ୍ବାସ୍ଥ୍ୟ ସ୍କ୍ରିନିଂ
ଛତ୍ରପୁର,୨୨।୫(ଡି.ଏନ୍.ଏ.): ରାଜ୍ୟରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି। ଏଥିଲାଗି ଘରକୁ ଘର ଯାଇ ସମସ୍ତ ପରିବାର ସଦସ୍ୟଙ୍କ ସ୍ବାସ୍ଥ୍ୟ ସ୍କ୍ରିନିଂ ଉପରେ ସରକାର ଗୁରୁତ୍ୱ ଦେଇଛନ୍ତି। ଫଳରେ ୨୪ତାରିଖରୁ ଘରକୁ ଘର ଯାଇ ସମସ୍ତ ପରିବାର ସଦସ୍ୟଙ୍କ ସ୍ବାସ୍ଥ୍ୟ…
ପଦ୍ମପୁରରେ ସବ୍ଜେଲ୍ରେ ପଶିଲା କରୋନା
ପଦ୍ମପୁର,୨୨।୫(ଡି.ଏନ୍.ଏ.): ବରଗଡ଼ ଜିଲା ପଦ୍ମପୁର ସବ୍ଜେଲ୍ରେ ୮୩ଜଣ କଏଦୀ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଜେଲ୍ରେ ମୋଟ ୧୨୫କଏଦୀଙ୍କ ସ୍ବାବ ଟେଷ୍ଟ କରାଯାଇଥିବା ବେଳେ ସେମାନଙ୍କ ମଧ୍ୟରୁ ୮୩ଜଣଙ୍କ କରୋନା ପଜିଟିଭ୍ ବାହାରିଛି। ତେବେ ଚିହ୍ନଟ ହୋଇଥିବା ସମସ୍ତ ଆକ୍ରାନ୍ତଙ୍କୁ ଆଇସୋଲେଶନ୍ରେ…
ଭାରତୀୟ ଭାରିଆଣ୍ଟ୍ ଶବ୍ଦ ବ୍ୟବହାର ନ କରିବାକୁ ସୋସିଆଲ ମିଡ଼ିଆ ପ୍ଲାଟଫର୍ମକୁ କଡ଼ା ନିର୍ଦ୍ଦେଶ…
ନୂଆଦିଲ୍ଲୀ,୨୨।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଭୟଙ୍କର ବେଗରେ ବ୍ୟାପିବାରେ ଲାଗିଛି। ଏପରିସ୍ଥଳେ ସୋସିଆଲ୍ ମିଡ଼ିଆରେ ଭାରତୀୟ ଭାରିଆଣ୍ଟ୍ ଶବ୍ଦର ବ୍ୟବହାର ନ କରିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର…
ଦ୍ୱିତୀୟ ଲହରରେ କରୋନା ନେଲାଣି ୪୨୦ ଡାକ୍ତରଙ୍କ ଜୀବନ …
ନୂଆଦିଲ୍ଲୀ,୨୨।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଭୟଙ୍କର ବେଗରେ ବ୍ୟାପିବାରେ ଲାଗିଛି। ଦ୍ୱିତୀୟ ଲହରରେ ବର୍ତ୍ତମାନ ସୁଦ୍ଧା କରୋନା ୪୨୦ ଡାକ୍ତରଙ୍କ ଜୀବନ ନେଇଥିବା ଭାରତୀୟ ମେଡ଼ିକାଲ ଆସୋସିଏଶନ(ଆଇଏମ୍ଏ) ପକ୍ଷରୁ…
Archives


