କରୋନା ଭାଇରସ୍‌

ଭୋଟ ମାଗିବାକୁ ଗାଁ ଆସିଲେ ମିଳିବ ଠେଙ୍ଗାମାଡ଼: ଭାଜପା ବିଧାୟକଙ୍କୁ ଗ୍ରାମବାସୀଙ୍କ ଜବାବ…

ଡେରାଡୁନ୍‌,୨୦।୫: ଉତ୍ତରାଖଣ୍ଡରେ କରୋନା ମହାମାରୀ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ଭାଜପା ବିଧାୟକ ଦେଶରାଜ କର୍ନଓ୍ବାଲଙ୍କୁ ଝବରେଡ଼ା ଗାଁର ଲୋକେ ଛାଟ ଦେଖାଇଛନ୍ତି। ଦେଶରାଜ ଝବରେଡା ଗାଁକୁ ଉପେକ୍ଷା କରିଥିବା ଅଭିଯୋଗ କରି ଗ୍ରାମବାସୀମାନେ କହିଛନ୍ତି ଯେ, ଆଗାମୀ ନିର୍ବାଚନରେ…

ହାଏରେ ବିଧାତା: ପଦ୍ମବିଭୂଷଣ ରଘୁନାଥ ମହାପାତ୍ରଙ୍କ ବଡ଼ ପୁଅ ବି କରୋନାରେ ଚାଲିଗଲେ

ଭୁବନେଶ୍ୱର,୨୦।୫(ବ୍ୟୁରୋ): ବିଧିର ବିଧାନ ବଡ଼ ବିଚିତ୍ର। ଦଇବ ଦାଉ ସାଧିଲା। ଗୋଟିଏ ପରିବାରରୁ ଆଗପଛ ହୋଇ ବାପା ଏବଂ ୨ ପୁଅଙ୍କୁ ନେଇଯାଇଛି କରୋନା। ୧୨ଦିନ ପୂର୍ବରୁ ବାପା ପରପାରିକୁ ଚାଲିଯାଇଥିବା ବେଳେ ବୁଧବାର ସାନ ପୁଅଙ୍କର ମୃତ୍ୟୁ ଘଟିଥିଲା। ତେବେ…

ମୋଦିଙ୍କୁ ଘେରିଲେ ଦିଦି: ଭାକ୍ସିନ୍‌-ଔଷଧ-ଯୋଜନା କିଛି ନାହିଁ, କଥା ବି କହିବାକୁ ଦେଉ ନାହାନ୍ତି ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ,୨୦।୫: ଦେଶରେ ଜାରି ରହିଥିବା କରୋନା ମହାମାରୀ ସଙ୍କଟର ସ୍ଥିତି ସମୀକ୍ଷା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୧୦ ରାଜ୍ୟର ଜିଲାପାଳଙ୍କ ସହିତ ଗୁରୁବାର ଭିଡ଼ିଓ କନଫେରେନ୍ସିଂରେ ଏକ ବୈଠକରେ ଯୋଗଦେଇଥିଲେ। ଏଥିରେ ସମ୍ପୃକ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀମାନେ ମଧ୍ୟ ଉପସ୍ଥିତ ଥିଲେ।…

ଏମ୍‌କେସିଜିରେ ଅକ୍ସିଜେନ ଷ୍ଟୋରେଜ ଭେସେଲ ସିଷ୍ଟମ ସ୍ଥାପନ: ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

ଛତ୍ରପୁର,୨୦।୫(ଡି.ଏନ୍‌.ଏ.): ରାଜ୍ୟରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି। ଦୈନିକ ସଂକ୍ରମଣ ସମସ୍ତ ରେକର୍ଡ ଭାଙ୍ଗୁଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି। ପରିସ୍ଥିତି ଏଭଳି ହୋଇଛି ଯେ, କରୋନାରେ ଆକ୍ରାନ୍ତ ହୋଇଥିବା ମୃତ ବ୍ୟକ୍ତିଙ୍କ ଅନ୍ତିମ…

ଛତ୍ରପୁର ହସ୍ପିଟାଲରେ ସ୍ଥାପନ ହେବ ଅକ୍ସିଜେନ ପ୍ଲାଣ୍ଟ

ଛତ୍ରପୁର,୨୦।୫(ଡି.ଏନ୍‌.ଏ.): ରାଜ୍ୟରେ କରୋନା ସ୍ଥିତି ଦିନକୁ ଦିନ ଉଦ୍‌ବେଗଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଅତ୍ୟନ୍ତ ଭୟାନକ ହୋଇଥିବା ବେଳେ ଦୈନିକ ସଂକ୍ରମଣ ଓ ରୋଗୀଙ୍କ ମୃତ୍ୟୁସଂଖ୍ୟା ବଢ଼ିବାରେ ଲାଗିଛି। ଇତିମଧ୍ୟରେ କରୋନା ସହ ଲଢ଼ିବା ପାଇଁ ଗଞ୍ଜାମ ଜ଼ିଲା…

କରୋନା ମଧ୍ୟରେ ବ୍ଲାକ୍‌ ଫଙ୍ଗସ୍‌ ଆତଙ୍କ: ରାଜସ୍ଥାନରେ ଚିହ୍ନଟ ହେଲେ ୭ଶହରୁ ଊର୍ଦ୍ଧ୍ୱ ଆକ୍ରାନ୍ତ

ଜୟପୁର,୨୦।୫: କରୋନା ସଙ୍କଟ ମଧ୍ୟରେ ବ୍ଲାକ୍‌ ଫଙ୍ଗସ୍‌ ସଂକ୍ରମଣ ଏବେ ଚିନ୍ତା ବଢ଼ାଇଦେଇଛି। ଦେଶର ଅନେକ ରାଜ୍ୟରେ ଏହି ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। କେବଳ ରାଜସ୍ଥାନରେ ୭୦୦ବ୍ଲାକ୍‌ ଫଙ୍ଗସ୍‌ ରୋଗୀ ଚିହ୍ନଟ ହୋଇଥିବା ବେଳେ ସରକାର ଏବେ ଆକ୍ସନମୁଡରେ…

ଭାକ୍ସିନ୍‌ ବିକି ୯ ଜଣ ପାଲଟିଛନ୍ତି କୋଟିପତି: ମୋଡେର୍ନା ସିଇଓ ଶୀର୍ଷରେ..

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୦।୫: ପୃଥିବୀରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଏପରିସ୍ଥଳେ କରୋନା ସଂକ୍ରମଣ ରୋକିବା ପାଇଁ ଉପଯୋଗୀ ସାବ୍ୟସ୍ତ ହେଉଥିବା ସାନିଟାଇଜର, ମାସ୍କ୍‌, ହ୍ୟାଣ୍ଡ୍‌ଓ୍ବାଶ୍‌ ଆଦିର ଚାହିଦା ବଢ଼ିଛି। ଏସବୁ ପ୍ରସ୍ତୁତ କରି ବହୁ ଲୋକଙ୍କ ଆର୍ଥିକ…

୭ଦିନ ପାଇଁ ସିଲ୍‌ ହେଲା ୭ଦୋକାନ

ପଦ୍ମପୁର,୨୦।୫(ଡି.ଏନ୍‌.ଏ): କୋଭିଡ ନିୟମ ଉଲ୍ଲଂଘନ ଅଭିଯୋଗରେ ଭଦ୍ରକ ଜିଲା ବାସୁଦେବପୁର ବ୍ଲକର ୩ଟି ଗାଁର ୭ଟି ଦୋକାନକୁ ସିଲ୍‌ କରାଯାଇଛି। ବେତଡା ବଜାରର ନଛିପୁରରେ ଥିବା ଦେଶୀ ମଦ ଦୋକାନ ଓ ବିଦେଶୀ ମଦ ଦୋକାନ, ୨ଟି ଲୁଗା ଦୋକାନ, ଗୋପାଳପୁରର…

ଏବେ ଘରେ କରିହେବ କରୋନା ଟେଷ୍ଟ୍‌: ରାପିଡ୍‌ ଆଣ୍ଟିଜେନ୍‌ କିଟ୍‌ର ବିକ୍ରିକୁ ମଞ୍ଜୁରୀ…

ନୂଆଦିଲ୍ଲୀ,୨୦।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଏପରିସ୍ଥଳେ କରୋନା ସଂକ୍ରମଣ ରୋକିବା ପାଇଁ ଲୋକେ ଯେପରି ଘରେ ଟେଷ୍ଟ୍‌ କରିପାରିବେ ତାହା ଉପରେ ଗୁରୁତ୍ୱାରୋପ କରାଯାଉଛି। ଲୋକଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି କରୋନା ପରୀକ୍ଷାରେ…

କଠୋର ନିୟମରେ ହାରିଛି କରୋନା

କରୋନାର ପ୍ରଥମ ଲହରରେ ପ୍ରଥମରୁ କଡ଼ା କଟକଣା ଜାରି କରି ବିଶ୍ୱରେ ପ୍ରଶଂସା ସାଉଁଟିଥିଲା ଭାରତ। ହେଲେ ଦ୍ୱିତୀୟ ଲହର ଦେଶର ବ୍ୟବସ୍ଥାଗତ ଅପାରଗତାକୁ ପଦାରେ ପକାଇ ଦେଇଛି। ସହରାଞ୍ଚଳ ପରେ ଏବେ ଗ୍ରାମାଞ୍ଚଳ କୋଭିଡ୍‌ କବ୍‌ଜାରେ। ଆଗାମୀ ଦିନରେ ଦେଶ…

ଦିଲ୍ଲୀ ପରେ ମୁମ୍ବାଇରେ ମୋଦି ବିରୋଧୀ ପୋଷ୍ଟର…

ମୁମ୍ବାଇ,୨୦।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଥିବାବେଳେ ଭାକ୍ସିନ୍‌ ଅଭାବକୁ ନେଇ ରାଜଧାନୀ ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧୀ ବିବାଦୀୟ ପୋଷ୍ଟର ଲଗାଯାଇଥିଲା। ଏହି ମାମଲାରେ ୨୫ ଜଣଙ୍କୁ ଗିରଫ କରାଯାଇଥିଲା। ଏବେ ଏଭଳି ପୋଷ୍ଟର ମହାରାଷ୍ଟ୍ରର ମୁମ୍ବାଇରେ…

ନାମ ପଞ୍ଜୀକରଣ ପରେ ବି ମିଳୁନି ଟିକା

କଟକ ଅଫିସ, ୨୦।୫: କଟକ ସହରରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। କରୋନା କବଳରୁ ରକ୍ଷା ପାଇବା ପାଇଁ ଟିକା ନେବାକୁ ଲୋକଙ୍କ ମଧ୍ୟରେ ଆଗ୍ରହ ବଢିବାରେ ଲାଗିଛି। ବର୍ତ୍ତମାନ ସହରର ୧୯ଟି ଟିକାକରଣ କେନ୍ଦ୍ରରେ ଟିକାଦାନ ଚାଲିଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri