କରୋନା ଭାଇରସ୍‌

ଗୃହ ସଙ୍ଗରୋଧକାରୀଙ୍କୁ ଗ୍ରୀନ୍‌, ରେଡ୍‌ ଫ୍ଲାଗ୍‌ରେ ବର୍ଗୀକରଣ

ଭୁବନେଶ୍ୱର, ୨୦।୫(ବ୍ୟୁରୋ): କରୋନା ସଂକ୍ରମିତଙ୍କ ସ୍ବାସ୍ଥ୍ୟ ସମ୍ବନ୍ଧୀୟ ସୁପରିଚାଳନା ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ନୂଆ ପଦକ୍ଷେପ ଗ୍ରହଣ କରାଯାଇଛି। ଗୃହ ସଙ୍ଗରୋଧରେ ଥିବା ରୋଗୀଙ୍କୁ ନିୟମିତ ଆବଶ୍ୟକ ସେବା ଯୋଗାଇ ଦେବା ପାଇଁ ବର୍ଗୀକରଣ କରାଯାଇଛି। ସ୍ବଳ୍ପ…

ଲକ୍‌ଡାଉନ୍‌: ୧୪ ଦିନରେ ୨୦ ଲକ୍ଷରୁ ଊର୍ଦ୍ଧ୍ୱ ଜରିମାନା ଆଦାୟ

ଭୁବନେଶ୍ୱର,୨୦।୫(ବ୍ୟୁରୋ): ସଂକ୍ରମଣ ଶୃଙ୍ଖଳ ଭାଙ୍ଗିବା ଗତ ୫ ତାରିଖରୁ ରାଜ୍ୟରେ ଲାଗୁ ହୋଇଥିବା ୧୪ ଦିନିଆ ଲକ୍‌ଡାନ୍‌କୁ ଜୁନ୍‌ ୧ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ବୁଧବାରଠାରୁ ଦ୍ୱିତୀୟ ପର୍ଯ୍ୟାୟ ବା ଲକ୍‌ଡାଉନ୍‌ ୨.୦ ଆରମ୍ଭ ହୋଇଥିବାବେଳେ ରାଜଧାନୀ ଭୁବନେଶ୍ୱରରେ କମିଶନରେଟ ପୋଲିସ…

ଡାକ୍ତରୀ ଦଳକୁ ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସା

ଭୁବନେଶ୍ୱର, ୨୦।୫(ବ୍ୟୁରୋ): ନିକଟରେ କରୋନାକୁ ହରାଇଥିବା ନବଜନ୍ମିତ ଶିଶୁ ଈଶାନୀ ଅଗ୍ରୱାଲ(ଗୁଡ଼ିଆ)ଙ୍କୁ ଚିକିତ୍ସା କରିଥିବା ଡା. ଅରିଜିତ ମହାପାତ୍ର ଓ ତାଙ୍କ ଦଳକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଶଂସା କରିଛନ୍ତି। ବୁଧବାର ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି କହିଛନ୍ତି, ଗୁଡ଼ିଆ ଭେଣ୍ଟିଲେଟରରେ ରହି…

କରୋନାରେ ହାରିଗଲେ ପୂର୍ବତନ ଏନ୍‌ଏସ୍‌ଜି ମୁଖ୍ୟ

ନୂଆଦିଲ୍ଲୀ, ୨୦।୫: ଏନ୍‌ଏସ୍‌ଜିର ପୂର୍ବତନ ମୁଖ୍ୟ ଜେ.କେ. ଦତ୍ତଙ୍କର ବୁଧବାର କରୋନାରେ ମୃତ୍ୟୁ ଘଟିଛି। ସେ ମେଦାନ୍ତ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ୨୬/୧୧ ମୁମ୍ବାଇ ଆତଙ୍କବାଦୀ ଆକ୍ରମଣ ବେଳେ ଅପରେଶନ ବ୍ଲାକ୍‌ ଟର୍ନାଡୋର ନେତୃତ୍ୱ ନେଇଥିଲେ ଦତ୍ତ। ସବୁବେଳେ ସେ ଆଗରେ…

ଆମକୁ କାମରେ ଲଗାଅ

ନୂଆଦିଲ୍ଲୀ, ୨୦।୫: ରୁଷିଆ, ଚାଇନା ଏବଂ ୟୁକ୍ରେନ୍‌ରେ ମେଡିକାଲ ଡିଗ୍ରୀ ହାସଲ କରିଥିବା ପ୍ରାୟ ୯୦,୦୦୦ ଭାରତୀୟ ଡାକ୍ତର ସ୍ଥାନୀୟ ଲାଇସେନ୍ସ ଅପେକ୍ଷାରେ ବସି ରହିଥିବାବେଳେ କରୋନାରେ ଚିକିତ୍ସାରେ ସେମାନଙ୍କୁ ନିଯୁକ୍ତ କରିବା ଲାଗି ଭାରତ ସରକାରଙ୍କୁ ଅନୁରୋଧ କରିଛନ୍ତି। ମହାମାରୀ…

ଯେତେ ଢାଙ୍କିଲେ ବି ଲୁଚୁନାହିଁ

ନୂଆଦିଲ୍ଲୀ,୨୦ା୫: ଭାରତରେ କୋଭିଡ୍‌ ମୃତ୍ୟୁସଂଖ୍ୟା ଲୁଚାଯାଉଥିବା ନେଇ କେବଳ ଦେଶରେ ନୁହେଁ, ବରଂ ବିଦେଶରେ ମଧ୍ୟ ଚର୍ଚ୍ଚା ହେଲାଣି। ଏହାକୁ ନେଇ ବିଭିନ୍ନ ମହଲରେ ଉଦ୍‌ବେଗ ପ୍ରକାଶ ପାଇବାରେ ଲାଗିଛି। ଘାତକ ଭାଇରସ୍‌ର ଦ୍ୱିତୀୟ ଲହର ସୋମବାର ୪,୩୨୯ ସଂକ୍ରମିତଙ୍କ ଜୀବନ…

ଜୁଲାଇରେ ଶେଷ ହେବ ଦ୍ୱିତୀୟ ଲହର

ନୂଆଦିଲ୍ଲୀ, ୨୦।୫: କରୋନାର ଦ୍ୱିତୀୟ ଲହର ଚଳିତ ବର୍ଷ ଜୁଲାଇ ସୁଦ୍ଧା ଶେଷ ହୋଇଯିବ। ଏହାର ୬ରୁ ୮ ମାସ ପରେ ମହାମାରୀର ତୃତୀୟ ଲହର ଆସିବା ଆକଳନ କରାଯାଉଛି ବୋଲି କେନ୍ଦ୍ର ସରକାରଙ୍କ ଦ୍ୱାରା ନିଯୁକ୍ତ ୩ ଜଣିଆ ବୈଜ୍ଞାନିକ…

ଗାଁ କଲ୍ୟାଣ ସମିତିକୁ ୨୦ ହଜାର

ଭୁବନେଶ୍ୱର,୨୦।୫(ବ୍ୟୁରୋ): କୋଭିଡ୍‌ ପରିଚାଳନା ପାଇଁ ଗାଁ କଲ୍ୟାଣ ସମିତିକୁ ସାମିଲ କରାଯାଇଛି। ଏ ବାବଦକୁ ସମିତିକୁ ମିଳିବ ସର୍ବାଧିକ ୨୦ ହଜାର ଟଙ୍କା। ୨୦୨୧-୨୨ ବର୍ଷ ପାଇଁ ୪ଟି କିସ୍ତିରେ ଏହି ଟଙ୍କା ମିଳିବ। ଏନେଇ ବୁଧବାର ସ୍ବାସ୍ଥ୍ୟ ବିଭାଗ ଅତିରିକ୍ତ…

ନୂଆ ପ୍ରିଭେସି ନୀତି ପ୍ରତ୍ୟାହାର ଲାଗି ହ୍ବାଟ୍ସଆପ୍‌କୁ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୦।୫: ମେସେଜିଂ ସେବା ପ୍ରଦାନକାରୀ କମ୍ପାନୀ ହ୍ବାଟ୍ସଆପ୍‌ର ନୂଆ ପ୍ରିଭେସି ନୀତି ଦେଶ ମଧ୍ୟରେ ବିବାଦୀୟ ହୋଇପଡ଼ିଛି। ନୂଆ ଅପ୍‌ଡେଟ୍‌ରେ ୟୁଜରଙ୍କ ଲାଗି ରହିଥିବା ବିଭିନ୍ନ ପ୍ରସ୍ତାବକୁ ବିରୋଧ କରାଯିବାରୁ ଏହାକୁ ଚଳିତ ମାସ ଲାଗୁ ନ କରିବାକୁ କମ୍ପାନୀ ନିକଟରେ…

ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ବଢ଼ିଲା: ୨୪ ଘଣ୍ଟାରେ ୩,୮୭୪ ମୃତ…

ନୂଆଦିଲ୍ଲୀ,୨୦।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଭୟଙ୍କର ବେଗରେ ବ୍ୟାପିବାରେ ଲାଗିଛି। ତେବେ ଲକ୍‌ଡାଉନ୍‌ ପ୍ରଭାବରୁ ଧୀରେଧୀରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବାବେଳେ ମୃତକଙ୍କ ସଂଖ୍ୟା ପୂର୍ବପରି ରହିଛି। ଗତ…

ନିର୍ବନ୍ଧ ସରିଥିଲା, ୨୩ରେ ହୋଇଥାନ୍ତା ବାହାଘର

ବରୀ,୨୦।୫(ଡି.ଏନ.ଏ.): ନିର୍ବନ୍ଧ ହୋଇ ସରିଥିଲା। ବାହାଘର ପାଇଁ ପ୍ରସ୍ତୁତି ଚାଲିଥିଲା। ଆସନ୍ତା ୨୩ ତାରିଖ ରବିବାର ହୋଇଥାନ୍ତା ବାହାଘର। ମାତ୍ର ବିବାହର ଦିନ କେଇଟା ପୂର୍ବରୁ କରୋନାରେ ଆକ୍ରାନ୍ତ ହୋଇ ଚାଲିଗଲା ଯୁବକଙ୍କ ଜୀବନ। ଏଭଳି ଘଟଣା ଘଟିଛି ଯାଜପୁର ଜିଲା…

ପୁଣି କରୋନା ନେଲା ୨୫ ଜୀବନ

ଭୁବନେଶ୍ୱର,୨୦।୫(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ରେକର୍ଡ ଭାଙ୍ଗୁଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ କରୋନାଜନିତ ୨୫ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୨୪୦୩କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri