କରୋନା ଭାଇରସ୍‌

ପୁଅର ମୃତ୍ୟୁ ଖବର ଶୁଣି ଆଖିବୁଜିଲେ ମା

ଚୌଦ୍ୱାର,୨୦।୫(ଡି.ଏନ.ଏ.): ମୃତ୍ୟୁ କେତେବେଳେ କେମିତି ଆସେ ତାହା କେହି ଜାଣିପାରନ୍ତି ନାହିଁ। ବର୍ତ୍ତମାନ ରାତିପାହିଲେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟୁଥିବା ଖବର ଶୁଣିବାକୁ ମିଳୁଛି। କେଉଁଠି ମାଆବାପା ଆଗରେ ପୁଅ ଚାଲିଯାଉଛି ତ ଆଉ କେଉଁଠି ପିଲାଙ୍କ ଆଗରେ ମାଆବାପାଙ୍କ ଜୀବନ…

ରେକର୍ଡ ଭାଙ୍ଗୁଛି ଦୈନିକ ସଂକ୍ରମଣ: ରାଜ୍ୟରେ ପୁଣି ୧୧,୪୯୮ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୦।୫(ବ୍ୟୁରୋ): ରାଜ୍ୟରେ ବୋଲ ମାନୁନି କରୋନା। ଗତ କିଛି ଦିନ ହେଲା ଦୈନିକ ସଂକ୍ରମଣ ରେକର୍ଡ ଭାଙ୍ଗୁଥିବା ବେଳେ ୧୧ହଜାର ଉପରେ ରହୁଛି ଆକ୍ରାନ୍ତଙ୍କ ସଂଖ୍ୟା। ରାଜ୍ୟରେ ଲକ୍‌ଡାଉନ କଟକଣା ସତ୍ତ୍ୱେ ଗତ ୨୪ ଘଣ୍ଟାରେ ୧୧,୪୯୮ ନୂଆ କରୋନା ଆକ୍ରାନ୍ତ…

‘ଟେଷ୍ଟିଂ ଅଭିଯାନରେ ସବୁ ଦଳ ଲୋକଙ୍କୁ ସାମିଲ କରାଯାଉ’

ଭୁବନେଶ୍ୱର, ୨୦।୫(ବ୍ୟୁରୋ): ଦଳମତ ନିର୍ବିଶେଷରେ ଓଡ଼ିଶାର ସମସ୍ତ ଲୋକଙ୍କୁ ଟେଷ୍ଟିଂ ଅଭିଯାନରେ ସାମିଲ କରାଯାଇ ଏହାକୁ ଜନ ଆନ୍ଦୋଳନରେ ପରିଣତ କରିବା ପାଇଁ ଏକ ଭିଡିଓ ବାର୍ତ୍ତା ମାଧ୍ୟମରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଅନୁରୋଧ କରିଛନ୍ତି। ଗ୍ରାମାଞ୍ଚଳରେ ଲୋକଙ୍କ ମନରେ କରୋନା…

ଲକ୍‌ଡାଉନ ବେଳେ ଗାଁ ଛାଡ଼ିବାକୁ ନୋଟିସ

ବଲାଙ୍ଗୀର ଅଫିସ, ୨୦।୫: କୋଭିଡ୍‌ ମହାମାରୀ ସମୟରେ ଲୋକଙ୍କୁ ଅଯଥାରେ ଘରୁ ନ ବାହାରିବାକୁ କେନ୍ଦ୍ର ଓ ରାଜ୍ୟ ସରକାର ନିର୍ଦ୍ଦେଶାବଳୀ ଜାରି କରିଛନ୍ତି। ଏହାଦ୍ୱାରା କୋଭିଡ୍‌ ସଂକ୍ରମଣ ଚେନ୍‌ ବ୍ୟାହତ ହେବ ବୋଲି କୁହାଯାଉଛି। ତେବେ ବଲାଙ୍ଗୀର ଜିଲା ପ୍ରଶାସନ…

୨୦ରୁ ହାଇକୋର୍ଟ ଶଟ୍‌ଡାଉନ୍‌

କଟକ ଅଫିସ, ୨୦।୫: କରୋନା ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ଆସନ୍ତା ୨୦ରୁ ୨୭ ତାରିଖ ପର୍ଯ୍ୟନ୍ତ ହାଇକୋର୍ଟ ସମ୍ପୂର୍ଣ୍ଣ ଶଟ୍‌ଡାଉନ୍‌ କରାଯାଇଛି । ଆସନ୍ତା ୨୮ ତାରିଖରୁ ପୁନର୍ବାର ରୋଷ୍ଟର କୋର୍ଟ କାର୍ଯ୍ୟକାରୀ ହେବ। ତେବେ ୨୦ରୁ ୨୭ ତାରିଖ…

ଅକ୍ସିଜେନ୍‌, ଔଷଧ କଳାବଜାର ରୋକ

ଭୁବନେଶ୍ୱର,୨୦।୫(ବ୍ୟୁରୋ): କରୋନା ସଙ୍କଟ ମଧ୍ୟରେ ଆକ୍ରାନ୍ତଙ୍କ ଜୀବନ ରକ୍ଷା ପାଇଁ ଅତି ଜରୁରୀ ହୋଇଥିବା ମେଡିକାଲ ଅକ୍ସିଜେନ ଓ ଔଷଧ କଳାବଜାର ହେଉଛି। ଏନେଇ ରାଜ୍ୟ ମାନବାଧିକାର ଆୟୋଗ (ଓଏଚ୍‌ଆର୍‌ସି) କ୍ଷୁବ୍ଧ ହୋଇଛନ୍ତି। ନିଜ ଆଡୁ ରୁଜୁ ହୋଇଥିବା ମାମଲାର ବିଚାର…

୩ ମାସ ପରେ ଭାକ୍ସିନ ନେଇପାରିବେ କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତି: ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଦେଲା ମଞ୍ଜୁରୀ

ନୂଆଦିଲ୍ଲୀ, ୧୯।୫: ନ୍ୟାସନାଲ ଏକ୍ସପର୍ଟ ଗ୍ରୁପ୍‌ ଅନ୍‌ ଭାକ୍ସିନ ଆଡ୍‌ମିନିଷ୍ଟ୍ରଶନ୍‌ (ଏନ୍‌ଇଜିଭିଏସି) ପକ୍ଷରୁ କରୋନା ଭାକ୍ସିନ ଟିକାକରଣ ନେଇ ଦିଆଯାଇଥିବା ପରାମର୍ଶ ଉପରେ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ମଞ୍ଜୁରୀ ପ୍ରଦାନ କରିଛି। ଏଣିକି କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତି ୩ମାସ ପରେ ଭାକ୍ସିନ…

ବ୍ଲାକ୍‌ ଫଙ୍ଗସ୍‌କୁ ମହାମାରୀ ଘୋଷଣା କଲେ ରାଜସ୍ଥାନ ସରକାର

ଜୟପୁର,୧୯।୫: କରୋନା ସଂକ୍ରମଣରୁ ଠିକ୍‌ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ଦେଖାଦେଉଥିବା ବ୍ଲାକ୍‌ ଫଙ୍ଗସ୍‌କୁ ମହାମାରୀ ଘୋଷଣା କଲେ ରାଜସ୍ଥାନ ସରକାର। ରାଜସ୍ଥାନ ମହାମାରୀ ଅଧିନିୟମ ୨୦୨୦ ଅନୁଯାୟୀ ବୁଧବାର ସମଗ୍ର ରାଜ୍ୟରେ ବ୍ଲାକ୍‌ ଫଙ୍ଗସ୍‌କୁ ମହାମାରୀ ବୋଲି ଘୋଷଣା କରାଯାଇଛି। ରାଜ୍ୟର…

ସାଇକେଲ୍‌ରେ ବୁଲୁଥିବା ଜିଲାପାଳଙ୍କୁ ଅଟକାଇଲେ ମହିଳା କନଷ୍ଟେବଳ

ଭିଲଓ୍ବାଡା,୧୯।୫: କରୋନା ପ୍ରକୋପ ଯୋଗୁ ରାଜସ୍ଥାନ ଭିଲଓ୍ବାଡାରେ ଲକ୍‌ଡାଉନ ଜାରି ରହିଛି। କଟକଣା ସତ୍ତ୍ୱେ ବି କେତେକ ଅମାନିଆ ବାହାରେ ବୁଲୁଥିବାର ନଜିର ରହିଛି। ଫଳରେ ଲକ୍‌ଡାଉନ ସ୍ଥିତି ସମୀକ୍ଷା ପାଇଁ ସହର ପରିକ୍ରମାରେ ବାହାରିଥିଲେ ନିଜେ ଜିଲାପାଳ। ଏହି ସମୟରେ…

କରୋନାର ଚମତ୍କାରୀ ଆୟୁର୍ବେଦ ଔଷଧ ନେବାକୁ ଲମ୍ବା ଲାଇନ୍‌…

ବିଶାଖାପଟ୍ଟନମ୍‌,୧୯।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଏପରିସ୍ଥଳେ ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ତେବେ ଆନ୍ଧ୍ରପ୍ରଦେଶର ନେଲୋର ଜିଲାର କୃଷ୍ଣାପଟ୍ଟନମ୍‌ ଗାଁରେ କରୋନାର ଚମତ୍କାରୀ ଆୟୁର୍ବେଦ ଔଷଧ ନେବାକୁ ଲମ୍ବା…

କରୋନା ଟିକା ନେଲେ ନପୁଂସକ ହେବା ଭୟ: ଟିକାକେନ୍ଦ୍ର ପଡ଼ିଛି ଖାଲି..

ମୁମ୍ବାଇ,୧୯।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଏପରିସ୍ଥଳେ ସରକାରଙ୍କ ପକ୍ଷରୁ ଜାରି ରହିଥିବା ସାର୍ବଜନୀକ ଟିକାକରଣ ଅଭିଯାନ କେତେକ ରାଜ୍ୟରେ ଲୋକଙ୍କ ମଧ୍ୟରେ ସଚେତନତା ଅଭାବରୁ ସଫଳ ହୋଇ ପାରୁନାହିଁ। ମହାରାଷ୍ଟ୍ରର ଧାନେରା ତହସିଲ୍‌ର…

ତୃତୀୟ ଲହର କବଳରୁ ଶିଶୁଙ୍କୁ ସୁରକ୍ଷିତ ରଖିବା ଲାଗି ଗଠନ ହେବ ସ୍ବତନ୍ତ୍ର ଟାସ୍କ୍‌ ଫୋର୍ସ..

ନୂଆଦିଲ୍ଲୀ,୧୯।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ରାଜଧାନୀ ଦିଲ୍ଲୀରେ କରୋନା ତାଣ୍ଡବ ରଚିଛି। ସମ୍ଭାବ୍ୟ ତୃତୀୟ ଲହରକୁ ଦୃଷ୍ଟିରେ ରଖି ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ସରକାର ଯୋଜନା ପ୍ରସ୍ତୁତ କରିଛନ୍ତି। ତୃତୀୟ ଲହରରେ ଶିଶୁଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri