କରୋନା ଭାଇରସ୍‌

ଏହି ରାଜ୍ୟରେ ଦେଖାଗଲା ବ୍ଲାକ୍‌ଫଙ୍ଗସ୍‌ର ପ୍ରଥମ ମାମଲା: ଏଥିରେ ଆକ୍ରାନ୍ତ ବ୍ୟକ୍ତିଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୧୯।୫: କରୋନା ଭାଇରସ୍‌ର ଦ୍ୱିତୀୟ ଲହରର ସାମ୍ନା କରୁଥିବା ଦିଲ୍ଲୀରେ ଏବେ ବ୍ଲାକ୍‌ ଫଙ୍ଗସ୍‌ର ପ୍ରଥମ ମାମଲା ସାମ୍ନାକୁ ଆସିଛି। ଏଥିଯୋଗୁ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି। ମେ’ ୧୬ରେ ଦିଲ୍ଲୀର ବେଶ୍‌ ଜଣାଶୁଣା ମୁଲଚନ୍ଦ ହସ୍ପିଟାଲରେ ଏହି ମାମାଲା ଦେଖିବାକୁ…

ଭାକ୍ସିନ୍‌ ଅଭାବ ପୂରଣ ପାଇଁ ଗଡ଼କରୀଙ୍କ ନୂଆ ପରାମର୍ଶ: ୧୫-୨୦ ଦିନରେ ହେବ ସମସ୍ୟାର ସମାଧାନ…

ନୂଆଦିଲ୍ଲୀ,୧୯।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ତାଣ୍ଡବ ରଚିଛି। ଏପରିସ୍ଥଳେ ଭାକ୍ସିନ୍‌ ଏବଂ କରୋନା ଔଷଧର ଅଭାବ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ତେବେ ଏହି ସମସ୍ୟାର ସମାଧାନ ପାଇଁ କେନ୍ଦ୍ରୀୟ ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡ଼କରି ପରାମର୍ଶ ଦେଇଛନ୍ତି।…

କରୋନାରେ ଗଲା ଆଉ ଜଣେ ବିଧାୟକଙ୍କ ଜୀବନ

ଜୟପୁର,୧୯।୫: ଦେଶରେ କରୋନା ପ୍ରକୋପ ଜାରି ରହିଛି। ଗତ ୩ ଦିନ ହେଲା ଭାରତରେ ଦୈନିକ ସଂକ୍ରମଣ ହ୍ରାସ ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି। ଏହି ମହାମାରୀ ଆଉ କେତେ ଯେ ଦୁର୍ଦ୍ଦଶା ଦେଖାଇବ ତାହା…

୩ମାସ ପରେ ଭାକ୍ସିନ ନେଇପାରିବେ ପ୍ଲାଜମା ନେଇଥିବା ଆକ୍ରାନ୍ତ

ନୂଆଦିଲ୍ଲୀ,୧୯।୫: ପୂର୍ବରୁ ଭାରତରେ ଦେଖାଦେଇଥିବା କରୋନା ଭାଇରସ୍‌ର ଭାରିଆଣ୍ଟରେ ଆକ୍ରାନ୍ତଙ୍କ ଚିକିତ୍ସା ଲାଗି ପ୍ଲାଜମା ଥେରାପି ରାମବାଣ ସଦୃଶ ଥିଲା। ହେଲେ ବର୍ତ୍ତମାନ ଦେଖାଯାଇଥିବା କରୋନାର ନୂଆ ଭାରିଆଣ୍ଟରେ ପ୍ଲାଜମା ଥେରାପି ଆଉ କାମ ଦେଉନାହିଁ। ତେଣୁ କୋଭିଡ ଚିକିତ୍ସା ପ୍ରୋଟୋକଲ୍‌ରୁ…

କରୋନା ଲଢ଼େଇରେ ଅଣ୍ଟା ଭିଡ଼ିଲା ଇସ୍ରୋ: ତିଆରି କଲା ସ୍ବଦେଶୀ ଅକ୍ସିଜେନ୍‌ କନସେନଟ୍ରେଟର..

ନୂଆଦିଲ୍ଲୀ,୧୯।୫: ଦେଶରେ କରୋନା ମହାମାରୀର ଦ୍ୱିତୀୟ ଲହର ଯୋଗୁ ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। ଏପରିସ୍ଥଳେ ଇସ୍ରୋ କରୋନା ଲଢ଼େଇ ପାଇଁ ଅଣ୍ଟା ଭିଡ଼ିଛି। ଇସ୍ରୋ ପକ୍ଷରୁ ସ୍ବଦେଶୀ ଜ୍ଞାନକୌଶଳରେ ଅକ୍ସିଜେନ୍‌ କନସେନଟ୍ରେଟର ତିଆରି କରିଛି। ଇସ୍ରୋର ବିକ୍ରମ ସରାଭାଇ ମହାକାଶ…

ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ମତାମତ ନୁହେଁ ଭାରତର ବକ୍ତବ୍ୟ: ଜୟଶଙ୍କର..

ନୂଆଦିଲ୍ଲୀ,୧୯।୫: ଦେଶରେ ଜାରି ରହିଥିବା କରୋନା ମହାମାରୀ ସଂକ୍ରମଣ ନେଇ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ମତାମତ ନେଇ ଭାରତ ସିଙ୍ଗାପୁର ସମ୍ପର୍କରେ ଫାଟ ସୃଷ୍ଟି ହେବା ପୂର୍ବରୁ ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କରଙ୍କ ପକ୍ଷରୁ ପଦକ୍ଷେପ ଗ୍ରହଣ କରାଯାଇଛି। ଜୟଶଙ୍କର…

୨୬ ଦିନରେ ଗଲା ୩୭ଜଣଙ୍କ ଜୀବନ: ପଦାରେ ପଡ଼ିଲା ପ୍ରଶାସନର ଅବ୍ୟବସ୍ଥା

ମୁଜଫରପୁର,୧୯।୫: ବିହାରରେ କରୋନା ସ୍ଥିତି ଅଣାୟତ୍ତ ହେବାରେ ଲାଗିଥିବା ବେଳେ ଏବେ ଏହାର ପ୍ରଭାବ ଗ୍ରାମାଞ୍ଚଳରେ ମଧ୍ୟ ଦେଖିବାକୁ ମିଳିଛି। ରାଜ୍ୟ ଗ୍ରାମାଞ୍ଚଳର ପଞ୍ଚାୟତରେ ଥିବା ସ୍ବାସ୍ଥ୍ୟକେନ୍ଦ୍ରଗୁଡ଼ିକର ଅବସ୍ଥା ନ କହିଲେ ଭଲ। ଏଭଳି ସ୍ଥିତିରେ କିଭଳି ସେଠାରେ କରୋନା ଚିକିତ୍ସା…

‘ଦିଲ୍ଲୀରେ କେହି ବି ବଞ୍ଚି ପାରିବେନି’, କହିଥିବା ପ୍ରଫେସରଙ୍କର କରୋନାରେ ପରଲୋକ…

ନୂଆଦିଲ୍ଲୀ,୧୯।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଏପରିସ୍ଥଳେ ଦିଲ୍ଲୀର କରୋନା ସ୍ଥିତି ଗୁରୁତର ରହିଛି। ‘ଦିଲ୍ଲୀରେ କେହି ବି ବଞ୍ଚି ପାରିବେନି’ କହିଥିବା ଜାମିଆ ମିଲିଆ ଇସଲାମିଆ ବିଶ୍ୱବିଦ୍ୟାଳୟର ଆସୋସିଏଟ୍‌ ପ୍ରଫେସର ନାବିଲା ସାଦିକ୍‌ଙ୍କର…

୯ ମାସ ହେଲା ଧୂଳି ଖାଉଛି ପିଏମ୍‌ କେୟାର୍ସର ୨୫ ଭେଣ୍ଟିଲେଟର…

ଦରଭଙ୍ଗା,୧୯।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଏପରିସ୍ଥଳେ କରୋନା ଆକ୍ରାନ୍ତଙ୍କ ଚିକିତ୍ସା ପାଇଁ ପିଏମ୍‌ କେୟାର୍ସ ଫଣ୍ଡ୍‌ ପକ୍ଷରୁ ଯୋଗାଇ ଦିଆଯାଇଥିବା ଭେଣ୍ଟିଲେଟର ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଲଗାତାର ବିବାଦ ଘେରରେ…

ପୁଣି ରାଜ୍ୟରେ ଆଜି କରୋନା ନେଲା ୨୧ ଜୀବନ

ଭୁବନେଶ୍ୱର,୧୯।୫(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନାରେ ୨୧ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୩୭୮ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୨୨ ମୃତକଙ୍କ ମଧ୍ୟରୁ କଳାହାଣ୍ଡି ଜିଲାରୁ ସର୍ବାଧିକ…

କରୋନା ଗ୍ରାଫ୍‌ କମିଲେ ବି ଲିଭୁନି ଜୁଇ ନିଆଁ: ୨୪ ଘଣ୍ଟାରେ ୪,୫୨୯ ମୃତ…

ନୂଆଦିଲ୍ଲୀ,୧୯।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଭୟଙ୍କର ବେଗରେ ବ୍ୟାପିବାରେ ଲାଗିଛି। ତେବେ ଲକ୍‌ଡାଉନ୍‌ ପ୍ରଭାବରୁ ଧୀରେଧୀରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବାବେଳେ ମୃତକଙ୍କ ସଂଖ୍ୟା ପୂର୍ବପରି ରହିଛି। ଗତ…

ଭୁଲ୍‌ କୋଭିଡ୍‌ ତଥ୍ୟ ପ୍ରତି ସତର୍କ ରୁହ

ଓ୍ବାଶିଂଟନ୍‌, ୧୯ା୫: ଭାରତରେ କରୋନାର ଘାତକ ଦ୍ୱିତୀୟ ଲହର ଜାରି ଥିବାବେଳେ ଭାରତୀୟ-ଆମେରିକୀୟ ଏବଂ ଭାରତୀୟଙ୍କୁ କରୋନା ସମ୍ପର୍କିତ ମିଥ୍ୟା ଖବର ପ୍ରତି ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି ଆମେରିକାର ସର୍ଜନ ଜେନେରାଲ ବିବେକ ମୂର୍ତ୍ତି। ବିଶେଷ କରି ସୋସିଆଲ ମିଡିଆରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?