କରୋନା ଭାଇରସ୍‌

୨ରୁ ୧୮ ବର୍ଷଙ୍କ ପାଇଁ କୋଭାକ୍ସିନ ଟ୍ରାଏଲ

ନୂଆଦିଲ୍ଲୀ, ୧୯ା୫: ଆଗାମୀ ୧୦ରୁ ୧୨ ଦିନ ମଧ୍ୟରେ ଦେଶରେ ୨ରୁ ୧୮ ବର୍ଷ ବୟସ ବର୍ଗଙ୍କ ପାଇଁ ଭାରତ ବାୟୋଟେକ୍‌ର ‘କୋଭାକ୍ସିନ’ ଟିକା ଟ୍ରାଏଲ ଆରମ୍ଭ ହେବ। ଏ ନେଇ ନୀତି ଆୟୋଗ(ସ୍ବାସ୍ଥ୍ୟ)ର ସଦସ୍ୟ ଭି. କେ. ପଲ୍‌ ମଙ୍ଗଳବାର…

ଅବସ୍ଥା କହୁଛି ନେତୃତ୍ୱ କେମିତି

ନୂଆଦିଲ୍ଲୀ,୧୯ା୫: ଭାରତର ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ)ର ପୂର୍ବତନ ଗଭର୍ନର ରଘୁରାମ ରାଜନ ନିକଟରେ କୋଭିଡ୍‌-୧୯ ମହାମାରୀକୁ ଦେଶ ପାଇଁ ସ୍ବାଧୀନତା ପରେ ସବୁଠୁ ବଡ଼ ଚ୍ୟାଲେଞ୍ଜ ଭାବେ ଅଭିହିତ କରିଥିଲେ। ଏହାସହ ଦେଶର ନେତୃତ୍ୱ କେମିତି ରହିଛି ତାହା ସାମ୍ପ୍ରତିକ ଅବସ୍ଥାରୁ…

ଶିଶୁଙ୍କ ଉପରେ କରୋନା ପ୍ରକୋପ: ସିଙ୍ଗାପୁର ବିମାନ ଉଡାଣ ବନ୍ଦ କରିବାକୁ ନିବେଦନ କଲେ କେଜରିଓ୍ବାଲ

ନୂଆଦିଲ୍ଲୀ,୧୮।୫: ଦେଶରେ କରୋନାର ଦ୍ୱିତୀୟ ଲହରର ଭୟ ଲୋକଙ୍କ ମନରୁ ଦୂର ହୋଇ ନ ଥିବା ବେଳେ ତୃତୀୟ ଲହର ଆସିବା ନେଇ ଆହୁରି ଭୟଭୀତ କରାଇଦେଇଛି। କାରଣ ତୃତୀୟ ଲହରରେ ଅତ୍ୟଧିକ ଶିଶୁ ପ୍ରଭାବିତ ହେବେ ବୋଲି କୁହାଯାଉଛି। ତେବେ…

ଦିଆ ମିର୍ଜାଙ୍କୁ କରୋନା ଟିକା ନେବା ପାଇଁ ମନାକଲେ ଡାକ୍ତର: ଜାଣନ୍ତୁ କାହିଁକି

ମୁମ୍ବାଇ: ଭାତରରେ କରୋନା ଭାଇରସ୍‌ର ଦ୍ୱିତୀୟ ଲହର ଜାରି ରହିଥିବା ବେଳେ ଟିକାକରଣକୁ ସରକାର ତ୍ୱରାନ୍ବିତ କରିଛନ୍ତି। ଇତିମଧ୍ୟରେ ଅନେକ ଲୋକ ନିଜର ଟିକାକରଣ କରାଇ ଏହି ଭୟାନକ ଭାଇରସ୍‌ ସହ ଲଢ଼ିବା ପାଇଁ ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି କରାଇଛନ୍ତି।…

୩୦୦ରୁ ଅଧିକ ଗଣମାଧ୍ୟମ ପ୍ରତିନିଧିଙ୍କ ଜୀବନ ନେଲାଣି କରୋନା…

ନୂଆଦିଲ୍ଲୀ,୧୮।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନା ଧରୁନି। କରୋନା ଯୋଦ୍ଧା ପାଲଟିଥିବା ଗଣମାଧ୍ୟମ ପ୍ରତିନିଧିଙ୍କ ମଧ୍ୟରୁ ଇତିମଧ୍ୟରେ ୩୦୦ ଜଣଙ୍କ ଜୀବନ କରୋନା ନେଇ ସାରିଲାଣି। ପ୍ରଥମ ଲହର ତୁଳନାରେ ଦ୍ୱିତୀୟ ଲହରରେ ଅଧିକ ଗଣମାଧ୍ୟମ ପ୍ରତିନିଧି କରୋନାରେ…

ରଖେ ହରି ମାରେ କିଏ…

ମୁମ୍ବାଇ,୧୮।୫: ବାତ୍ୟା ତାଉକ୍‌ତାଏ ମହାରାଷ୍ଟ୍ର ଓ ଗୁଜରାଟରେ ତାଣ୍ଡବ ରଚିଛି। ଦୁଇ ରାଜ୍ୟରେ ବହୁ ମାତ୍ରାରେ ବାତ୍ୟା କ୍ଷୟକ୍ଷତି ଘଟାଇଥିବା ବେଳେ ଅନେକଙ୍କ ଜୀବନ ହାନି ଘଟିଛି। ଆଉ କେତେକ ସ୍ଥାନରେ ବଡ଼ ବଡ଼ ଗଛ ଓ ହୋର୍ଡିଂ ଭାଙ୍ଗିଯିବାରୁ ରାସ୍ତା…

କରୋନାକୁ ହରାଇବା ଯୋଜନା: ପ୍ରତିଦିନ ହେବ ୪୫ ଲକ୍ଷ ଟେଷ୍ଟ୍‌…

ନୂଆଦିଲ୍ଲୀ,୧୮।୫: ଦେଶରେ କରୋନା ମହାମାରୀକୁ ହରାଇବା ଲାଗି କେନ୍ଦ୍ର ସରକାରଙ୍କ ପକ୍ଷରୁ ନମୁନା ଟେଷ୍ଟ୍‌ ଉପରେ ଗୁରୁତ୍ୱାରୋପ କରାଯାଇଛି। ଦ୍ୱିତୀୟ ଲହର ପରେ ତୃତୀୟ ଲହର ଆସିବାର ଆଶଙ୍କା ନେଇ ବିଶେଷଜ୍ଞ କମିଟିର ଚେତାବନୀ ପରେ ସରକାର କରୋନା ସଂକ୍ରମଣ ରୋକିବା…

କରୋନାରେ କେନ୍ଦ୍ରମନ୍ତ୍ରୀଙ୍କ ଭାଇଙ୍କର ପରଲୋକ

ଲକ୍ଷ୍ନୌ,୧୮।୫: ଉତ୍ତରପ୍ରଦେଶ ମୁଜଫରପୁରନଗରର ଭାଜପା ଏମ୍‌ପି ତଥା କେନ୍ଦ୍ରମନ୍ତ୍ରୀ ସଞ୍ଜୀବ ବଲିଆନଙ୍କ ଭାଇ ଜିତେନ୍ଦ୍ର ବଲିଆନଙ୍କ କରୋନାରେ ପରଲୋକ ଘଟିଛି। ଗତ କିଛି ଦିନ ତଳେ ଜିତେନ୍ଦ୍ର କରୋନାରେ ଆକ୍ରାନ୍ତ ହୋଇଥିବା ବେଳେ ତାଙ୍କୁ ଋଷିକେଶ ଏମ୍ସ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା।…

ତୃତୀୟ ଲହର ପୂର୍ବରୁ ଶିଶୁଙ୍କ ମଧ୍ୟରେ ବଢୁଛି କରୋନା ସଂକ୍ରମଣ: ୧୫ ଦିନରେ ୧୯ ହଜାରରୁ ଅଧିକ ଆକ୍ରାନ୍ତ…

ନୂଆଦିଲ୍ଲୀ,୧୮।୫: ଦେଶରେ କରୋନା ମହାମାରୀ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ତୃତୀୟ ଲହରରେ ଶିଶୁମାନେ ଆକ୍ରାନ୍ତ ହେବାର ଆଶଙ୍କା ରହିଥିବା ନେଇ ବିଶେଷଜ୍ଞମାନେ ଚେତାବନୀ ଦେଇଥିଲେ। ଏବେ ଦେଶରେ କରୋନାର ଦ୍ୱିତୀୟ ଲହର ଜାରି ରହିଛି। ତେବେ ତୃତୀୟ ଲହର ପୂର୍ବରୁ…

ମାସ୍କ ପିନ୍ଧି ନ ଥିବା ମହିଳାଙ୍କୁ ତାଗିଦ୍‌: ପୋଲିସକୁ ମିଳିଲା ଶକ୍ତ ଚଟକଣା

ଭୋପାଳ,୧୮।୫: ଦେଶରେ କରୋନା ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଦେଶରେ ଆତଙ୍କ ଖେଳାଇଥିବା ବେଳେ ଏବେ ବି ଲୋକେ ଚେତୁନାହାନ୍ତି। କରୋନା ବିରୋଧରେ ଲଢ଼େଇ ପାଇଁ ଯେଉଁଠି ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରିବା ସହ ମାସ୍କ…

ଜିଲାପାଳମାନେ କରୋନା ଲଢ଼େଇର ଫିଲ୍ଡ୍‌ କମାଣ୍ଡର: ମୋଦି…

ନୂଆଦିଲ୍ଲୀ,୧୮।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ଅସମ୍ଭାଳ ହେବାରେ ଲାଗିଛି। ଏପରିସ୍ଥଳେ ସୁରକ୍ଷା ବ୍ୟବସ୍ଥା ସମୀକ୍ଷା କରିବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୯ ରାଜ୍ୟର ୪୬ ଜିଲାପାଳ ଏବଂ ଚଣ୍ଡିଗଡ଼ ପ୍ରଶାସନଙ୍କ ସହିତ ଭିଡ଼ିଓ କନଫରେନ୍ସିଂ କରିଛନ୍ତି। ଜିଲାପାଳମାନେ କରୋନା…

ଆଇସିୟୁ ଛାତରୁ ପଡ଼ୁଛି ପାଣି: ରୋଗୀ ହନ୍ତସନ୍ତ

ଭୋପାଳ,୧୮।୫: କରୋନା ସମୟରେ ହସ୍ପିଟାଲରେ ରୋଗୀଙ୍କୁ ଭଲ ସ୍ବାସ୍ଥ୍ୟସେବା ଯୋଗାଇଦିଆଯାଉଛି ବୋଲି ସରକାର ଡିଣ୍ଡିମ ପିଟୁଛନ୍ତି। ହେଲେ ମଧ୍ୟପ୍ରଦେଶ ରାଜଗଡ଼ ଜିଲାରୁ ଆସିଥିବା ଏକ ଭିଡିଓ ଏହାର ବାସ୍ତବିକ ଚିତ୍ର ସାମ୍ନାକୁ ଆଣିଛି। ସୂଚନାଯୋଗ୍ୟ, ଗତବର୍ଷ ରାଜଗଡ଼ ଜିଲାର ଏକ ସରକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?