କରୋନା ଭାଇରସ୍‌

ଘରୋଇ ହସ୍ପିଟାଲରେ ମାଗଣାରେ ହେବ କରୋନା ଚିକିତ୍ସା: ମୁଖ୍ୟମନ୍ତ୍ରୀ

ପଣଜୀ,୧୬।୫: ଗୋଆରେ କରୋନା ସ୍ଥିତି ସଙ୍ଗୀନ ହେବାରେ ଲାଗିଛି। ଗତ କିଛି ଦିନ ହେବ ହସ୍ପିଟାଲରେ ଅକ୍ସିଜେନ ଅଭାବରୁ ଅନେକ କରୋନା ରୋଗୀଙ୍କ ମୃତ୍ୟୁ ଘଟୁଛି। ଯାହାକୁ ନେଇ ପ୍ରଶାସନର କାର୍ଯ୍ୟ ଉପରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ହେଲେ ଏହି ଅଭିଯୋଗକୁ…

ବ୍ଲାକ୍‌ ଫଙ୍ଗସ୍‌ ଆତଙ୍କ: ଜୀବନ ବଞ୍ଚାଇବା ଲାଗି କଢ଼ାଗଲା ଆଖି…

ଯୋଧପୁୁର,୧୬।୫: କରୋନାରେ ମହାମାରୀ ସଂକ୍ରମଣ ସହିତ ଦେଶରେ ବ୍ଲାକ୍‌ ଫଙ୍ଗସ୍‌ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଧୀରେଧୀରେ ବ୍ଲାକ୍‌ ଫଙ୍ଗସ୍‌ କାୟା ବିସ୍ତାର କରିବାରେ ଲାଗିଛି। ଜଣେ ମହିଳାଙ୍କ ଜୀବନ ବଞ୍ଚାଇବା ଲାଗି ବ୍ଲାକ୍‌ ଫଙ୍ଗସ୍‌ରେ ସଂକ୍ରମିତ ହୋଇଥିବା ଆଖିକୁ ଅପରେଶନ…

ହସ୍ପିଟାଲରେ ମିଳୁନି ବେଡ୍‌: ଘରେ ମରୁଛନ୍ତି ଲୋକେ…

ବେଙ୍ଗାଲୁରୁ,୧୬।୫: କରୋନାରେ ମହାମାରୀ ସଂକ୍ରମଣ ଯୋଗୁ କର୍ନାଟକରେ ସ୍ଥିତି ଅସମ୍ଭାଳ ହୋଇଛି। ଆକ୍ରାନ୍ତଙ୍କ ସଂଖ୍ୟା ପ୍ରତିଦିନ ବଢୁଥିବାରୁ ହସ୍ପିଟାଲରେ ବେଡ୍‌ ମିଳୁନି। ଏପରିସ୍ଥଳେ ଲୋକେ ଘରେ ରହି ଚିକିତ୍ସିତ ହୋଇ ଶେଷରେ ମରୁଛନ୍ତି। ଗତବର୍ଷ ବ୍ରିଟେନ୍‌ରେ ଦେଖାଦେଇଥିବା ସ୍ଥିତି କର୍ନାଟକରେ ସୃଷ୍ଟି…

କରୋନାରେ ଆକ୍ରାନ୍ତ ହୋଇ କଂଗ୍ରେସ ଏମ୍‌ପିଙ୍କ ପରଲୋକ…

ନୂଆଦିଲ୍ଲୀ,୧୬।୫: କରୋନାରେ ଆକ୍ରାନ୍ତ ହୋଇ କଂଗ୍ରେସର ରାଜ୍ୟସଭା ଏମ୍‌ପି ରାଜୀବ ସାତଭ୍‌ଙ୍କର ରବିବାର ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୪୬ ବର୍ଷ ହୋଇଥିଲା। ଏସମ୍ପର୍କରେ କଂଗ୍ରେସ ପ୍ରବକ୍ତା ରଣଦୀପ୍‌ ସୁର୍ଜଓ୍ବୋଲା ଟୁଇଟ୍‌ କରି ସୂଚନା ଦେଇଛନ୍ତି। ଏପ୍ରିଲ୍‌ ୨୨ରେ ରାଜୀବଙ୍କ ନମୁନା…

ବିଗ୍‌ ବି ନେଲେ ଦ୍ୱିତୀୟ ଡୋଜ୍‌…

ମୁମ୍ବାଇ,୧୬।୫: ବିଗ୍‌ ବି ଅମିତାଭ ବଚ୍ଚନ ରବିବାର ଦ୍ୱିତୀୟ ଡୋଜ୍‌ କରୋନା ଟିକା ନେଇଛନ୍ତି। ଏସମ୍ପର୍କରେ ସେ ନିଜ ଇନଷ୍ଟାଗ୍ରାମ୍‌ ହ୍ୟାଣ୍ଡେଲରେ ଫଟୋ ଅପ୍‌ଲୋଡ୍‌ କରିଛନ୍ତି। ଗତମାସରେ ସେ କରୋନା ଟିକାର ପ୍ରଥମ ଡୋଜ୍‌ ନେଇଥିଲେ। ସେ କହିଛନ୍ତି ‘ ଦୁସରା…

କରୋନା ଦ୍ୱିତୀୟ ଲହର: ଆକ୍ରାନ୍ତଙ୍କ ସଂଖ୍ୟା କମୁଛି, ମୃତକଙ୍କ ସଂଖ୍ୟା ବଢୁଛି…

ନୂଆଦିଲ୍ଲୀ,୧୬।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଭୟଙ୍କର ବେଗରେ ବ୍ୟାପିବାରେ ଲାଗିଛି। ତେବେ ଲକ୍‌ଡାଉନ୍‌ ପ୍ରଭାବରୁ ଧୀରେଧୀରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବାବେଳେ ମୃତକଙ୍କ ସଂଖ୍ୟା ବଢୁଛି। ଗତ ୨୪ ଘଣ୍ଟାରେ…

ସରକାରଙ୍କ ଟିକା ନୀତି ତୃତୀୟ ଲହରକୁ ଡାକିଆଣିବ

ନୂଆଦିଲ୍ଲୀ, ୧୬।୫(ପି.ଟି.): ଏକ ଉପଯୁକ୍ତ ଜାତୀୟ ଟିକା ରଣନୀତି ପ୍ରସ୍ତୁତି ଲାଗି କଂଗ୍ରେସ ନେତା ରାହୁଲ ଗାନ୍ଧୀ ଶନିବାର ଆହ୍ବାନ ଦେଇଛନ୍ତି। ସରକାରଙ୍କ ବିନାଶକାରୀ ଟିକା ନୀତି ଦେଶରେ କରୋନାର ବିଧ୍ୱଂସକାରୀ ତୃତୀୟ ଲହରକୁ ଡାକିଆଣିବ ବୋଲି ସେ କହିଛନ୍ତି। ଗଙ୍ଗାନଦୀରୁ…

ମୋଦି ବିରୋଧୀ ପୋଷ୍ଟର: ୧୫ ଗିରଫ

କରୋନା ମହାମାରୀ ନିୟନ୍ତ୍ରଣ ଓ ଟିକା ପରିଚାଳନାର ବିଫଳତାକୁ ନେଇ କେନ୍ଦ୍ରର ନରେନ୍ଦ୍ର ମୋଦି ସରକାର ସମାଲୋଚିତ ହୋଇଛନ୍ତି। କଂଗ୍ରେସ ସମେତ ବିଭିନ୍ନ ରାଜନୈତିକ ଦଳ ସରକାରଙ୍କ ଭୁଲ ନୀତିକୁ ନେଇ ପ୍ରଶ୍ନ ଉଠାଇଛନ୍ତି। ତେବେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଟିକା ନୀତିକୁ…

୧୦ ରାଜ୍ୟରେ ୮୫% ସଂକ୍ରମଣ

ନୂଆଦିଲ୍ଲୀ, ୧୬।୫(ପି.ଟି.): ମୋଟ କରୋନା ସଂକ୍ରମଣର ୮୫ ପ୍ରତିଶତ ୧୦ଟି ରାଜ୍ୟରେ ଦେଖିବାକୁ ମିଳିଛି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ତଥ୍ୟ ଅନୁଯାୟୀ ୧୧ ରାଜ୍ୟରେ ସକ୍ରିୟ ମାମଲା ୧ ଲକ୍ଷରୁ ଅଧିକ ରହିଥିବାବେଳେ ୮ ରାଜ୍ୟରେ ୫୦,୦୦୦ରୁ ୧ ଲକ୍ଷ ମଧ୍ୟରେ…

କଟକ, ଭୁବନେଶ୍ୱରର ୨୧୦ ପୋଲିସ କରୋନା ସଂକ୍ରମିତ

ଭୁବନେଶ୍ୱର,୧୫।୫(ବ୍ୟୁରୋ): ରାଜ୍ୟରେ ପ୍ରତିଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ହଜାର ଉପରେ ରହୁଛି। ସବୁଠୁ ବଡ଼ କଥା ହେଲା ଟୁଇନ୍‌ ସିଟି ଅର୍ଥାତ୍‌ କଟକ ଓ ଭୁବନେଶର ପୋଲିସ ଶିବିରରେ ମଧ୍ୟ କରୋନା ପ୍ରବେଶ କରିଛି। କମିଶନରେଟ୍‌ ପୋଲିସର ୨୧୦ରୁ ଅଧିକ…

ରାଜଧାନୀରେ ଆରମ୍ଭ ହେଲା ଅକ୍ସିଜେନ୍‌ ବ୍ୟାଙ୍କ୍‌: ୨ ଘଣ୍ଟାରେ ପହଞ୍ଚିବ ଘରେ …

ନୂଆଦିଲ୍ଲୀ,୧୫।୫: କରୋନା ଆକ୍ରାନ୍ତଙ୍କ ଅକ୍ସିଜେନ୍‌ ଅଭାବ ପୂରଣ କରିବା ଲାଗି ରାଜଧାନୀ ଦିଲ୍ଲୀରେ ଅକ୍ସିଜେନ୍‌ ବ୍ୟାଙ୍କ ଶନିବାରଠାରୁ ଆରମ୍ଭ କରାଯାଇଛି। ଏନେଇ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ସରକାର ପକ୍ଷରୁ ସୂଚନା ଦିଆଯାଇଛି। ଘରେ କ୍ୱାରାଣ୍ଟାଇନ୍‌ରେ ଥିବା ଆକ୍ରାନ୍ତଙ୍କୁ ମାତ୍ର ୨ ଘଣ୍ଟାରେ…

ଏହି ରାଜ୍ୟରେ ମେ’୩୦ ଯାଏ ଲକ୍‌ଡାଉନ

କୋଲକାତା,୧୫।୫: ରାଜ୍ୟରେ ବର୍ଦ୍ଧିତ କରୋନା ମାମଲାକୁ ଦେଖି ପଶ୍ଚିମବଙ୍ଗ ସରକାର ଏକ ବଡ଼ ଘୋଷଣା କରିଛନ୍ତି। ଶନିବାର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ରାଜ୍ୟରେ ଲକ୍‌ଡାଉନ ଘୋଷଣା କରିଛନ୍ତି। ରାଜ୍ୟରେ ମେ’ ୧୬ରୁ ୩୦ ମେ’ ଯାଏ ଲକ୍‌ଡାଉନ ଘୋଷଣା କରାଯାଇଛି। ଲକ୍‌ଡାଉନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri