ଲକ୍ଡାଉନ୍କୁ ଉଲ୍ଲଂଘନ ପଡ଼ିଲା ମହଙ୍ଗା: ୫୧,୮୭୮ ଅମାନିଆଙ୍କୁ ଜରିମାନା, ୫୧୭୪ଜଣଙ୍କ ନାଁରେ ମାମଲା ରୁଜୁ
ନୂଆଦିଲ୍ଲୀ,୧୫।୫: ରାଜଧାନୀ ଦିଲ୍ଲୀରେ କରୋନା ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। ଦିନକୁ ଦିନ ହଜାର ହଜାର ସଂଖ୍ୟାରେ କରୋନା ଆକ୍ରାନ୍ତ ଚିହ୍ନଟ ହେଉଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି। ପରିସ୍ଥିତି ଏଭଳି ଉପୁଜିଛି ଯେ, କରୋନାରେ ମୃତ୍ୟୁ…
ରବିବାର ଡିଆର୍ଡିଓ ଯୋଗାଇବ ୧୦ ହଜାର ଡୋଜ୍ ୨-ଡିଜି…
ନୂଆଦିଲ୍ଲୀ,୧୫।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ଆତଙ୍କ ସୃଷ୍ଟି କରିଛି। ଏପରିସ୍ଥଳେ ବିଭିନ୍ନ ହସ୍ପିଟାଲରେ ଅକ୍ସିଜେନ୍ ଅଭାବ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ତେବେ ସରକାର ଜରୁରୀକାଳୀନ ସ୍ଥିତିରେ ପ୍ରୟୋଗ କରିବା ଲାଗି ଡିଆର୍ଡିଓ ପକ୍ଷରୁ ବିକଶିତ କରାଯାଇଥିବା ନୂଆ ଔଷଧ…
କରୋନାରେ ମୁଖ୍ୟମନ୍ତ୍ରୀଙ୍କ ଭାଇଙ୍କର ମୃତ୍ୟୁ…
କୋଲକାତା,୧୫।୫: କରୋନାରେ ଆକ୍ରାନ୍ତ ହୋଇ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସାନ ଭାଇ ଅସିମ ବନ୍ଦୋପାଧ୍ୟାୟଙ୍କ ମୃତ୍ୟୁ ଘଟିଛି। ଗତ ଏକମାସ ଧରି ସେ କରୋନାରେ ଆକ୍ରାନ୍ତ ହୋଇ ମେଡ଼ିକୋ ସୁପର ସ୍ପେଶାଲିଟି ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ଶନିବାର ସକାଳେ ତାଙ୍କର…
ସାଢ଼େ ୪ଟାରେ ମୁଖ୍ୟ ସଚିବଙ୍କ ପ୍ରେସମିଟ
ଭୁବନେଶ୍ୱର,୧୫।୫(ବ୍ୟୁରୋ): ରାଜ୍ୟରେ କରୋନା ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। କରୋନା ମୁକାବିଲା ପାଇଁ ସରକାର ରାଜ୍ୟ୧୪ଦିନିଆ ଲକ୍ଡାଉନ ଘୋଷଣା କରିଛନ୍ତି। ହେଲେ ବି ପରିସ୍ଥିତିରେ ସଙ୍ଗୀନ ହେବାରେ ଲାଗିଛି। ଯାହାକୁ ନେଇ ଶନିବାର ଅପରାହ୍ନ ସାଢ଼େ ୪ଟାରେ ମୁଖ୍ୟ ଶାସନ ସଚିବ…
ସାହିତି୍ୟକ ନରେନ୍ଦ୍ର ବେହେରାଙ୍କ ପରଲୋକ
କଟକ ଅଫିସ, ୧୫ା୫: ସାହିତି୍ୟକ, ନାଟ୍ୟକାର, ଗୀତିକାର ତଥା ଅନୁବାଦକ ନରେନ୍ଦ୍ର ବେହେରାଙ୍କ ଗତ ୧୨ ତାରିଖରେ ଜାମସେଦପୁରଠାରେ ପରଲୋକ ହୋଇଯାଇଛି। ତାଙ୍କୁ ୭୩ ବର୍ଷ ବୟସ ହୋଇଥିଲା। ସେ କିଛିଦିନ ହେବ କରୋନାରେ ଆକ୍ରାନ୍ତ ହୋଇ ଜାମସେଦପୁରସ୍ଥିତ ଏକ ଘରୋଇ…
ଭାକ୍ସିନ୍ କିଣା-ଅକ୍ସିଜେନ୍ ପ୍ଲାଣ୍ଟ୍ ସ୍ଥାପନରେ ଖର୍ଚ୍ଚ ହେଉ ପିଏମ୍ କେୟାର୍ସ ଫଣ୍ଡ୍: ସୁପ୍ରିମ୍କୋର୍ଟରେ ଆବେଦନ…
ନୂଆଦିଲ୍ଲୀ,୧୫।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। ଏପରିସ୍ଥଳେ କରୋନା ଭାକ୍ସିନ୍ କିଣାଯାଇ ସମସ୍ତଙ୍କୁ ଟିକା ଦେବା ସହିତ ଦେଖାଦେଇଥିବା ଅକ୍ସିଜେନ ଅଭାବ ପୂରଣ ଲାଗି ପିଏମ୍ କେୟାର୍ସ ଫଣ୍ଡକୁ ଖର୍ଚ୍ଚ କରାଯାଉ ବୋଲି ସୁପ୍ରିମ୍କୋର୍ଟରେ ଏକ…
ହୋମ୍ କ୍ୱାରାଣ୍ଟାଇନ ଆକ୍ରାନ୍ତଙ୍କୁ କଂଗ୍ରେସ ଦେବ ଔଷଧ
ଭୁବନେଶ୍ୱର, ୧୫ା୫(ବ୍ୟୁରୋ): କରୋନା ମହାମାରୀର ୨ୟ ଲହର ଭୁବନେଶ୍ୱର, କଟକରେ ସଂକ୍ରମଣ ହାର ବଢ଼ି ଏକ ଭୟାନକ ପରିସ୍ଥିତି ସୃଷ୍ଟି କଲାଣି। ଏହି ମୁହୂର୍ତ୍ତରେ କୋଭିଡ୍ ଆକ୍ରାନ୍ତଙ୍କ ଆବଶ୍ୟକତାକୁ ଦୃଷ୍ଟିରେ ରଖି କଟକ ଜିଲା କଂଗ୍ରେସ ସଭାପତି ମାନସ ରଞ୍ଜନ ଚୌଧୁରୀ…
ଗଳାବାଟରେ ଚାଲିଛି ଚଳପ୍ରଚଳ
ଜଳେଶ୍ୱର, ୧୫ା୫(ଡି.ଏନ.ଏ.): କରୋନା ଭୂତାଣୁର ୨ୟ ଲହର ସମଗ୍ର ଦେଶରେ କାୟା ବିସ୍ତାର କରି ଚାଲିଥିବା ବେଳେ ପଶ୍ଚିମବଙ୍ଗ ମ୍ୟୁଟାଣ୍ଟକୁ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ କଠୋର ନୀତି ଅବଲମ୍ବନ କରାଯାଇଛି। ଓଡିଶା-ପଶ୍ଚିମବଙ୍ଗ ସୀମା ସିଲ୍ କରାଯିବା ସହିତ ଯାନବାହନ ଯାଞ୍ଚ…
ଆମ୍ବୁଲାନ୍ସରେ ଲାଗିଲା ଜିପିଏସ୍
ଭୁବନେଶ୍ୱର,୧୫ା୫(ବ୍ୟୁରୋ): କରୋନା ସଂକ୍ରମିତଙ୍କୁ ଯଥାଶୀଘ୍ର କୋଭିଡ୍ କେୟାର ହସ୍ପିଟାଲ(ସିଏଚ୍ସି) ଓ କୋଭିଡ୍ କେୟାର ସେଣ୍ଟର(ସିସିସି)କୁ ପଠାଇବା ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ଆଉ ଏକ ପଦକ୍ଷେପ ହାତକୁ ନେଇଛି। ଏବେ କୋଭିଡ୍ ସଂକ୍ରମିତଙ୍କୁ ହସ୍ପିଟାଲ ପଠାଇବା ପାଇଁ ୬୪ଟି ଆମ୍ବୁଲାନ୍ସ…
କୋଭିଡ୍ ହସ୍ପିଟାଲ ପରିଦର୍ଶନ କଲେ ଅଗ୍ନିଶମ ଡିଜି
ଭୁବନେଶ୍ୱର,୧୫ା୫(ବ୍ୟୁରୋ): ଅଗ୍ନିଶମ ଡିଜି ଏମ୍ ଅକ୍ଷୟ ଶୁକ୍ରବାର କଟକ ଓ ଭୁବନେଶ୍ୱର ଦ୍ୱୈତନଗରୀରେ ଥିବା ସମସ୍ତ କୋଭିଡ଼ ହସ୍ପିଟାଲ ପରିଦର୍ଶନ କରିଛନ୍ତି। ବିଭାଗର ଅନ୍ୟ ଅଧିକାରୀଙ୍କ ସହ ବିଭିନ୍ନ ହସ୍ପିଟାଲକୁ ଯାଇ ନିୟୋଜିତ ଅଗ୍ନିଶମ କର୍ମଚାରୀଙ୍କ ସହ ଆଲୋଚନା କରିଥିଲେ। ହସ୍ପିଟାଲରେ…
ମାସ୍କର ଠିକ୍ ବ୍ୟବହାର ବିଶଲ୍ୟକରଣୀ ଭଳି କାମ କରିବ
ଭୁବନେଶ୍ୱର, ୧୫ା୫(ବ୍ୟୁରୋ): କରୋନା ଭୂତାଣୁ ବାୟୁ ମାଧ୍ୟମରେ ବ୍ୟାପୁଛି। ତେଣୁ ଠିକ୍ ଭାବେ ମାସ୍କ ପିନ୍ଧିବାକୁ ପରାମର୍ଶ ଦେଇଛନ୍ତି ସ୍ବାସ୍ଥ୍ୟ ବିଶେଷଜ୍ଞ। ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଆୟୋଜିତ ପରାମର୍ଶଭିତ୍ତିକ କାର୍ଯ୍ୟକ୍ରମରେ ଶୁକ୍ରବାର କଟକ ଏସ୍ସିବି ମେଡିକାଲର ପ୍ରଫେସର…
୮୪ଦିନ ପୂର୍ବରୁ କୋଭିଶିଲ୍ଡର ଦ୍ୱିତୀୟ ଡୋଜ୍ ମନା
ଭୁବନେଶ୍ୱର, ୧୫ା୫(ବ୍ୟୁରୋ): କରୋନା ଟିକା କୋଭିଶିଲ୍ଡର ଦୁଇଟି ଡୋଜ୍ ମଧ୍ୟରେ ଥିବା ବ୍ୟବଧାନ ବୃଦ୍ଧି ପ୍ରସ୍ତାବକୁ କେନ୍ଦ୍ର ସରକାରଙ୍କ ଅନୁମୋଦନ ପରେ ଏ ନେଇ ସାନି ଗାଇଡ୍ଲାଇନ ଜାରି କରିଛନ୍ତି ରାଜ୍ୟ ସରକାର। ଶୁକ୍ରବାର ସ୍ବାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ…
Archives


