Odisha Elections 2024

କରୋନା ଭାଇରସ୍‌

ପୃ୍‌ଥିବୀର ୫୦ ପ୍ରତିଶତ ଆକ୍ରାନ୍ତ ପ୍ରତିଦିନ ଭାରତରେ ହେଉଛନ୍ତି ଚିହ୍ନଟ: ଗୋଟିଏ ଦିନରେ ୩ ଲକ୍ଷ ୨୬ ହଜାରରୁ ଅଧିକ ଆକ୍ରାନ୍ତ ଚିହ୍ନଟ…

ନୂଆଦିଲ୍ଲୀ,୧୫।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଭୟଙ୍କର ବେଗରେ ବ୍ୟାପିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୬ ହଜାର ୯୮ରେ ପହଞ୍ଚିଛି।...

ପୁଣି କରୋନା ନେଲା ୨୧ ଜୀବନ

ଭୁବନେଶ୍ୱର,୧୫।୫(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ରେକର୍ଡ ଭାଙ୍ଗୁଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ କରୋନାଜନିତ ୨୧ଜଣଙ୍କ ମୃତ୍ୟୁ ଘଟିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା...

ରେକର୍ଡ ଭାଙ୍ଗୁଛି ଦୈନିକ ସଂକ୍ରମଣ: ରାଜ୍ୟରେ ପୁଣି ୧୧,୮୦୫ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୧୫।୫(ବ୍ୟୁରୋ): ରାଜ୍ୟରେ କରୋନା ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। ଦିନକୁ ଦିନ ରାଜ୍ୟରେ କରୋନା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୧,୮୦୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଶନିବାର ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୬,୬୧୧ କ୍ୱାରାଣ୍ଟାଇନ୍‌ର...

ଘରୋଇ ଲାବ୍‌କୁ ସରକାରଙ୍କ ଚେତାବନୀ

ଭୁବନେଶ୍ୱର, ୧୫ା୫(ବ୍ୟୁରୋ): କରୋନା ଟେଷ୍ଟ୍‌ ପ୍ରସଙ୍ଗରେ ଘରୋଇ ଲାବ୍‌କୁ କଡ଼ା ଚେତାବନୀ ଦେଇଛନ୍ତି ରାଜ୍ୟ ସରକାର। ଆର୍‌ଟି-ପିସିଆର୍‌ ଟେଷ୍ଟ ପାଇଁ ଧାର୍ଯ୍ୟ ଦର ଠାରୁ ଅଧିକ ଟଙ୍କା ନେଲେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ। ଏ ନେଇ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ...

ଘାରିଲା ବ୍ଲାକ୍‌ ଫଙ୍ଗସ୍‌ ଚିନ୍ତା

ଭୁବନେଶ୍ୱର,୧୫ା୫(ବ୍ୟୁରୋ): ରାଜ୍ୟରେ କୋରାନାର ଦ୍ୱିତୀୟ ଲହର ହନ୍ତସନ୍ତ କରୁଥିବା ବେଳେ ମ୍ୟୁକୋରମାଇକୋସିସ୍‌ ବା ବ୍ଲାକ୍‌ ଫଙ୍ଗସ୍‌ ଚିନ୍ତା ବଢ଼ାଇ ଦେଇଛି। କୋରାନାରୁ ସୁସ୍ଥ ହେଉଥିବା କେତେଜଣ ବ୍ୟକ୍ତିଙ୍କଠାରେ ବ୍ଲାକ୍‌ ଫଙ୍ଗସ୍‌ ସଂକ୍ରମଣ ଦେଖିବାକୁ ମିଳୁଛି। ମହାରାଷ୍ଟ୍ର, ଦିଲ୍ଲୀ, ରାଜସ୍ଥାନ, ମଧ୍ୟପ୍ରଦେଶ...

କରୋନା ଯୋଦ୍ଧାଙ୍କ ଚିକିତ୍ସା ଖର୍ଚ୍ଚ ବହନ କରିବେ ସରକାର

ଭୋପାଳ,୧୪।୫: କରୋନା ଭାଇରସ୍‌ ମହାମାରୀ ଭିତରେ ନିଜ ଜୀବନକୁ ବାଜି ଲଗାଇ ଖବର ସଂଗ୍ରହ କରି ଲୋକଙ୍କ ପାଖରେ ଖବର ପହଞ୍ଚାଉଥିବା ସାମ୍ବାଦିକଙ୍କ ଚିନ୍ତା ଏବେ ସରକାରଙ୍କୁ ଘାରିଛି। ଏହି ସମୟରେ ଅନେକ ସାମ୍ବାଦିକ କରୋନାରେ ଆକ୍ରାନ୍ତ ହେଉଥିବା ବେଳେ...

ଅଦୃଶ୍ୟ ଶତ୍ରୁ ସହ ଲଢ଼େଇ କରୁଛି ଭାରତ: ମୋଦି

ନୂଆଦିଲ୍ଲୀ,୧୪।୫: ଦେଶରେ କରୋନା ପ୍ରକୋପ ଜାରି ରହିଛି। ଏହାରି ଭିତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ସାଢ଼େ ୯କୋଟିରୁ ଊର୍ଦ୍ଧ୍ୱ ଚାଷୀଙ୍କ ଖାତାକୁ ୧୯,୦୦୦ କୋଟି ଟଙ୍କା ଟ୍ରାନ୍ସଫର କରିଛନ୍ତି। ଭିଡିଓ କନ୍‌ଫରେନ୍ସିଂ ଜରିଆରେ ମୋଦି କିଶାନ ସମ୍ମାନ ନିଧି...

ପିଲା-ବୃଦ୍ଧଙ୍କୁ ସହାୟତା କରିବେ ଏହି ରାଜ୍ୟ ସରକାର

ନୂଆଦିଲ୍ଲୀ,୧୪।୫: ଦେଶରେ କରୋନା ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। ପ୍ରତିଦିନ ହଜାର ହଜାର ସଂଖ୍ୟାରେ କରୋନା ଆକ୍ରାନ୍ତ ଚିହ୍ନଟ ହେଉଥିବା ବେଳେ ମୃତ୍ୟୁ ସଂଖ୍ୟା ବି ବୃଦ୍ଧି ପାଇବାରେ ଲାଗିଛି। ଏହାରି ଭିତରେ ସରକାର ଟିକାକରଣକୁ ତ୍ୱରାନ୍ବିତ କରିବା ପାଇଁ...

ବାଲି ତଳେ ଲୁଚିଛି ସତ…

କାନପୁର,୧୪।୫: କରୋନାର ଦ୍ୱିତୀୟ ଲହର ଦେଶରେ ତାଣ୍ଡବ ରଚୁଥିବା ବେଳେ ହଜାର ହଜାର ଲୋକଙ୍କ ପ୍ରାଣହାନୀ ଘଟୁଛି। ଫଳରେ ଅନ୍ତିମ ସଂସ୍କାର ପାଇଁ ଶ୍ମଶାନ ଘାଟରେ ଜାଗା ମିଳୁ ନ ଥିବା ବେଳେ ମୃତଦେହଗୁଡ଼ିକୁ ଏଣେତେଣେ ପୋତାଯାଉଥିବା ଘଟଣା ବହୁଥର...

୧୦ରାଜ୍ୟରେ ବ୍ଲାକ୍‌ ଫଙ୍ଗସ୍‌ ଆତଙ୍କ

ନୂଆଦିଲ୍ଲୀ,୧୪।୫: ଦେଶରେ କରୋନା ସଂକ୍ରମଣ ବଢ଼ିଚାଲିଥିବାବେଳେ ଏବେ ବିଭିନ୍ନ ରାଜ୍ୟରେ ବିରଳ ମ୍ୟୁକୋରମାଇକୋସିସ୍‌ ବା ବ୍ଲାକ୍‌ ଫଙ୍ଗସ୍‌ ସଂକ୍ରମଣ ଚିନ୍ତା ବଢ଼ାଇ ଦେଇଛି। ଏହି ଫଙ୍ଗସ୍‌ ଆଖି, ସାଇନସସ୍‌, ମସ୍ତିଷ୍କ, ଫୁସ୍‌ଫୁସ୍‌କୁ ସଂକ୍ରମଣ କରି ନଷ୍ଟ କରିଦେବା ସହ ଜୀବନ...

ଭାକ୍ସିନ ଡୋଜ୍‌ ସମ୍ପୂର୍ଣ୍ଣ କରିଥିଲେ ମାସ୍କ ପିନ୍ଧିବା ଅନାବଶ୍ୟକ: ସିଡିସି

ୱାଶିିଂଟନ,୧୪।୫: ସାରା ବିଶ୍ୱରେ କରୋନା ଭାଇରସ୍‌ ସଂକ୍ରମଣ ଆତଙ୍କ ଖେଳାଇଥିବା ବେଳେ ଏହାର ମୁକାବିଲା ପାଇଁ ବିଭିନ୍ନ ଦେଶ କରୋନା ଟିକାକରଣକୁ ତ୍ୱରାନିତ କରିଛନ୍ତି। ଇତିମଧ୍ୟରେ ଆମେରିକାରୁ ଏକ ବଡ଼ ଖବର ଆସିଛି। କରୋନା ଭାକ୍ସିନ ଡୋଜ୍‌ ସମ୍ପୂର୍ଣ୍ଣ କରିଥିବା...

ପୁଣି ଅକ୍ସିଜେନ ଅଭାବ ନେଲା ୧୩ ଜୀବନ

ପାଣାଜି,୧୪।୫: ଦେଶରେ କରୋନା ଭାଇରସ୍‌ ଦ୍ୱିତୀୟ ଲହର ଆତଙ୍କ ଖେଳାଇଥିବା ବେଳେ ଅଧିକ ସମସ୍ୟା ସୃଷ୍ଟି କରୁଛି ଅକ୍ସିଜେନ ଅଭାବ। ଅକ୍ସିଜେନ ଅଭାବ ଯୋଗୁ ଦେଶରେ ଅନେକ ଲୋକଙ୍କ ଜୀବନ ଗଲାଣି। ସରକାର ସବୁ ରାଜ୍ୟରେ ଅକ୍ସିଜେନ ପହଞ୍ଚାଇବା ପାଇଁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri