କରୋନା ଭାଇରସ୍‌

ମୃତ୍ୟୁ ଘଟିଥିବା ନିର୍ବାଚନ କର୍ମଚାରୀଙ୍କ ପରିବାରକୁ ମିଳୁ କୋଟିଏ ଟଙ୍କାର ସହାୟତା: ହାଇକୋର୍ଟ …

ଲକ୍ଷ୍ନୌ,୧୨।୫: ଉତ୍ତରପ୍ରଦେଶ ପଞ୍ଚାୟତ ନିର୍ବାଚନରେ ନିଯୁକ୍ତ ହୋଇଥିବା କେତେକଙ୍କର ମୃତ୍ୟୁ ଘଟିଛି। ସେମାନଙ୍କ ପରିବାର ସଦସ୍ୟଙ୍କୁ ଅନୁକମ୍ପା ମୂଳକ ସହାୟତା ଯୋଗାଇ ଦେବା ନେଇ ଆହ୍ଲାବାଦ୍‌ ହାଇକୋର୍ଟରେ ଏକ ଜନସ୍ବାର୍ଥ ମାମଲା ଦାଏର କରାଯାଇଥିଲା। ଏହାର ବିଚାର କରି ବିଚାରପତି ସିଦ୍ଧାର୍ଥ…

ଅଧିକ ଟିକାଦାନ କରାଯାଇଥିବା ଦେଶରେ ଦୁଇଗୁଣା ହେଲା ଆକ୍ରାନ୍ତଙ୍କ ସଂଖ୍ୟା…

ଭିକ୍ଟୋରିଆ,୧୨।୫: ସର୍ବାଧିକ ଟିକାଦାନ କରାଯାଇଥିବା ଆଫ୍ରିକୀୟ ଦେଶ ସେଶେଲ୍ସ୍‌ରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହଠାତ୍‌ ବୃଦ୍ଧି ପାଇ ଦୁଇଗୁଣା ହୋଇଛି। ମେ’ ୭ ପରେ ଏଠାରେ ଲଗାତାର କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି ବୋଲି ଦେଶର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ…

୪୪ ଦେଶକୁ ବ୍ୟାପିଲା ଭାରତୀୟ ଭାରିଆଣ୍ଟ୍‌…

ଜେନେଭା,୧୨।୫: ଭାରତରେ ଦେଖା ଦେଇଥିବା କରୋନା ମହାମାରୀ ଭାରିଆଣ୍ଟ୍‌ ୪୪ ଦେଶକୁ ବ୍ୟାପିଥିବା ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ କୁହାଯାଇଛି। ଭାରତର କରୋନା ବିସ୍ଫୋରଣ ପାଇଁ କରୋନାର ବି.୧.୬୧୭ ଭାରିଆଣ୍ଟ୍‌ ଦାୟୀ। ଅକ୍ଟୋବରରେ କରୋନାର ବି.୧.୬୧୭ ଭାରିଆଣ୍ଟ୍‌ ଭାରତରେ ପ୍ରଥମେ ମିଳିଥିଲା।…

ମଦ ଦୋକାନରେ କରୋନା ମାର୍ଗଦର୍ଶିକା ଉଲ୍ଲଂଘନ…

ନୋଏଡା,୧୨।୫: କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ଦେଶରେ ସଙ୍କଟ ଜାରି ରହିଛି। ଉତ୍ତରପ୍ରଦେଶରେ ପ୍ରତିଦିନ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ବଢୁଥିବାରୁ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାରଙ୍କର ଚିନ୍ତା ବୃଦ୍ଧି ପାଇଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ଉତ୍ତରପ୍ରଦେଶରେ…

ଦିଲ୍ଲୀରୁ ଖୁସି ଖବର: ୨ ରୁ ୧୮ବର୍ଷ ପର୍ଯ୍ୟନ୍ତ ପିଲାଙ୍କଠାରେ ଟିକା ପରୀକ୍ଷା କରିବ ଭାରତ ବାୟୋଟେକ୍‌…

ନୂଆଦିଲ୍ଲୀ,୧୨।୫: କରୋନା ମହାମାରୀ ସଂକ୍ରମଣ ଯୋଗୁ ଦେଶରେ ସ୍ଥିତି ସଙ୍କଟ ଜନକ ହୋଇଛି। କରୋନା ଲଢ଼େଇ ବିରୋଧରେ ଟିକା ଏକମାତ୍ର ଅସ୍ତ୍ର ବୋଲି ବିଶ୍ୱସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ କୁହାଯାଇଛି। ତେବେ ଭାରତରେ ସାର୍ବଜନୀକ ଟିକାଦାନ ଜାରି ରହିଛି। ଏପରିସ୍ଥଳେ ୨ ବର୍ଷ…

ଏଭରେଷ୍ଟରେ କୋଭିଡ୍‌ ରେଖା ଟାଣୁଛି ଚାଇନା

ବେଜିଂ, ୧୨ା୫: ବିଶ୍ୱର ସର୍ବୋଚ୍ଚ ପର୍ବତ ଏଭରେଷ୍ଟରେ ଚାଇନା କୋଭିଡ୍‌ ରେଖା ଟାଣିବାକୁ ଯୋଜନା କରିଛି। ନେପାଳରେ କରୋନା ସଂକ୍ରମଣର ବ୍ୟାପକ ଭାବେ ବଢ଼ିଚାଲିଥିବାବେଳେ ସେହି ଦେଶର ପର୍ବତାରୋହୀ ଯେପରି ଚାଇନା ନାଗରିକଙ୍କୁ ଭୂତାଣୁ ନ ବାଣ୍ଟନ୍ତୁ ସେଥିପାଇଁ ବେଜିଂ ଏହି…

ଚାଇନା ଜନସଂଖ୍ୟା ବୃଦ୍ଧି ମନ୍ଥର

ବେଜିଂ, ୧୨ା୫: ଗତ ଦଶନ୍ଧି ମଧ୍ୟରେ ଚାଇନାର ଜନସଂଖ୍ୟା ବୃଦ୍ଧି ମନ୍ଥର ହୋଇଛି। ୧୦ ବର୍ଷ ମଧ୍ୟରେ ଏହା ୭ କୋଟି ୨୦ ଲକ୍ଷ ବୃଦ୍ଧି ପାଇ ମୋଟ ଲୋକସଂଖ୍ୟା ୧୪୧ କୋଟି ଟପିଛି। ମଙ୍ଗଳବାର ଜାତୀୟ ପରିସଂଖ୍ୟାନ ବ୍ୟୁରୋ ପକ୍ଷରୁ…

ଭାରତକୁ ଟୁଇଟର ଦେଲା ୧୧୦ କୋଟି

ଓ୍ବାଶିଂଟନ୍‌, ୧୨ା୫: କରୋନା ମୁକାବିଲାରେ ଭାରତକୁ ସହାୟତା କରିବାକୁ ୧୫ ମିଲିୟନ ଆମେରିକୀୟ ଡଲାର(ପ୍ରାୟ ୧୧୦,୨୨,୧୭,୨୫୦ ଟଙ୍କା) ଦାନ କରିଛି ମାଇକ୍ରୋବ୍ଲଗିଂ ସାଇଟ୍‌ ଟୁଇଟର। ଏ ନେଇ ଟୁଇଟର ସିଇଓ ଜ୍ୟାକ୍‌ ପାଟ୍ରିକ୍‌ ଡୋର୍‌ସେ ସୋମବାର ଟୁଇଟ୍‌ କରି ସୂଚନା ଦେଇଛନ୍ତି।…

ବିଶ୍ୱକୁ ବିପଦ ଭାରତ ଭାରିଆଣ୍ଟ

ନୂଆଦିଲ୍ଲୀ, ୧୨ା୫: ଭାରତରେ ଗତବର୍ଷ ଅକ୍ଟୋବରରେ ଦେଖାଦେଇଥିବା କରୋନା ଭାରିଆଣ୍ଟ ବି.୧.୬୧୭ ସାରା ବିଶ୍ୱ ପାଇଁ ଚିନ୍ତାଜନକ ବୋଲି କହିଛି ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ(ଡବ୍ଲ୍ୟୁଏଚ୍‌ଓ)। ଏହି ମ୍ୟୁଟାଣ୍ଟ ଅନ୍ୟ ଭାରିଆଣ୍ଟ ତୁଳନାରେ ଅଧିକ ସଂକ୍ରାମକ। ୩୦ରୁ ଅଧିକ ଦେଶରେ ଏହି ଭାରିଆଣ୍ଟ…

ଦାହ କରିପାରୁ ନାହାନ୍ତି

ନୂଆଦିଲ୍ଲୀ/ପାଟନା,୧୨ା୫: ଯେତେ ଲୁଚାଇଲେ ବି ଲୁଚୁନାହିଁ ସତ। ହସ୍ପିଟାଲରେ ଅକ୍ସିଜେନ ଓ ଅନ୍ୟ ଜରୁରୀ ସେବା ନ ପାଇ କରୋନା ରୋଗୀ ମରୁଛନ୍ତି। ଶ୍ମଶାନରେ ଶବ ଦାହ କରିବାକୁ ବି ଜାଗା ନାହିଁ। ମୃତଦେହ ସତ୍କାର କରି କରି ଥକିପଡ଼ିଲେଣି। ତେଣୁ…

ପୁଣି ବଢ଼ିଲା ଆକ୍ରାନ୍ତ-ମୃତକଙ୍କ ସଂଖ୍ୟା: ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୪୨୦୦ ଟପିଲା…

ନୂଆଦିଲ୍ଲୀ,୧୨।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। ଏହାଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ଦେଖା ଦେଇଛି। କରୋନାର ଦ୍ୱିତୀୟ ଲହର ଭୟଙ୍କର ବେଗରେ ବ୍ୟାପିବାରେ ଲାଗିଛି। ତେବେ ଲକ୍‌ଡାଉନ୍‌ ଯୋଗୁ ଆକ୍ରାନ୍ତଙ୍କ ସମେତ ମୃତକଙ୍କ ସଂଖ୍ୟା ସୋମବାର,…

୨୦୦ ମାଓବାଦୀ କରୋନାରେ ଆକ୍ରାନ୍ତ: ୧୦ ଜଣଙ୍କର ଘଟିଲାଣି ମୃତ୍ୟୁ…

ବସ୍ତର,୧୧।୫: ଜଙ୍ଗଲରେ ବିନା ସ୍ବାସ୍ଥ୍ୟ ସୁରକ୍ଷାରେ ଥିବା ମାଓବାଦୀଙ୍କ ମଧ୍ୟରୁ ପ୍ରାୟ ୨୦୦ ଜଣ କରୋନାରେ ଆକ୍ରାନ୍ତ ହୋଇଥିବା ବସ୍ତର ଜିଲାର ଏସ୍‌ପି ଅଭିଷେକ ପଲ୍ଲବ ସୂଚନା ଦେଇଛନ୍ତି। ସେମାନଙ୍କ ମଧ୍ୟରୁ ଇତି ମଧ୍ୟରେ ୧୦ ଜଣଙ୍କ ମୃତ୍ୟୁ ଘଟି ସାରିଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri