କରୋନା ଭାଇରସ୍‌

ଏଭରେଷ୍ଟରେ କୋଭିଡ୍‌ ରେଖା ଟାଣୁଛି ଚାଇନା

ବେଜିଂ, ୧୨ା୫: ବିଶ୍ୱର ସର୍ବୋଚ୍ଚ ପର୍ବତ ଏଭରେଷ୍ଟରେ ଚାଇନା କୋଭିଡ୍‌ ରେଖା ଟାଣିବାକୁ ଯୋଜନା କରିଛି। ନେପାଳରେ କରୋନା ସଂକ୍ରମଣର ବ୍ୟାପକ ଭାବେ ବଢ଼ିଚାଲିଥିବାବେଳେ ସେହି ଦେଶର ପର୍ବତାରୋହୀ ଯେପରି ଚାଇନା ନାଗରିକଙ୍କୁ ଭୂତାଣୁ ନ ବାଣ୍ଟନ୍ତୁ ସେଥିପାଇଁ ବେଜିଂ...

ଚାଇନା ଜନସଂଖ୍ୟା ବୃଦ୍ଧି ମନ୍ଥର

ବେଜିଂ, ୧୨ା୫: ଗତ ଦଶନ୍ଧି ମଧ୍ୟରେ ଚାଇନାର ଜନସଂଖ୍ୟା ବୃଦ୍ଧି ମନ୍ଥର ହୋଇଛି। ୧୦ ବର୍ଷ ମଧ୍ୟରେ ଏହା ୭ କୋଟି ୨୦ ଲକ୍ଷ ବୃଦ୍ଧି ପାଇ ମୋଟ ଲୋକସଂଖ୍ୟା ୧୪୧ କୋଟି ଟପିଛି। ମଙ୍ଗଳବାର ଜାତୀୟ ପରିସଂଖ୍ୟାନ ବ୍ୟୁରୋ...

ଭାରତକୁ ଟୁଇଟର ଦେଲା ୧୧୦ କୋଟି

ଓ୍ବାଶିଂଟନ୍‌, ୧୨ା୫: କରୋନା ମୁକାବିଲାରେ ଭାରତକୁ ସହାୟତା କରିବାକୁ ୧୫ ମିଲିୟନ ଆମେରିକୀୟ ଡଲାର(ପ୍ରାୟ ୧୧୦,୨୨,୧୭,୨୫୦ ଟଙ୍କା) ଦାନ କରିଛି ମାଇକ୍ରୋବ୍ଲଗିଂ ସାଇଟ୍‌ ଟୁଇଟର। ଏ ନେଇ ଟୁଇଟର ସିଇଓ ଜ୍ୟାକ୍‌ ପାଟ୍ରିକ୍‌ ଡୋର୍‌ସେ ସୋମବାର ଟୁଇଟ୍‌ କରି ସୂଚନା...

ବିଶ୍ୱକୁ ବିପଦ ଭାରତ ଭାରିଆଣ୍ଟ

ନୂଆଦିଲ୍ଲୀ, ୧୨ା୫: ଭାରତରେ ଗତବର୍ଷ ଅକ୍ଟୋବରରେ ଦେଖାଦେଇଥିବା କରୋନା ଭାରିଆଣ୍ଟ ବି.୧.୬୧୭ ସାରା ବିଶ୍ୱ ପାଇଁ ଚିନ୍ତାଜନକ ବୋଲି କହିଛି ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ(ଡବ୍ଲ୍ୟୁଏଚ୍‌ଓ)। ଏହି ମ୍ୟୁଟାଣ୍ଟ ଅନ୍ୟ ଭାରିଆଣ୍ଟ ତୁଳନାରେ ଅଧିକ ସଂକ୍ରାମକ। ୩୦ରୁ ଅଧିକ ଦେଶରେ ଏହି...

ଦାହ କରିପାରୁ ନାହାନ୍ତି

ନୂଆଦିଲ୍ଲୀ/ପାଟନା,୧୨ା୫: ଯେତେ ଲୁଚାଇଲେ ବି ଲୁଚୁନାହିଁ ସତ। ହସ୍ପିଟାଲରେ ଅକ୍ସିଜେନ ଓ ଅନ୍ୟ ଜରୁରୀ ସେବା ନ ପାଇ କରୋନା ରୋଗୀ ମରୁଛନ୍ତି। ଶ୍ମଶାନରେ ଶବ ଦାହ କରିବାକୁ ବି ଜାଗା ନାହିଁ। ମୃତଦେହ ସତ୍କାର କରି କରି ଥକିପଡ଼ିଲେଣି।...

ପୁଣି ବଢ଼ିଲା ଆକ୍ରାନ୍ତ-ମୃତକଙ୍କ ସଂଖ୍ୟା: ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୪୨୦୦ ଟପିଲା…

ନୂଆଦିଲ୍ଲୀ,୧୨।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। ଏହାଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ଦେଖା ଦେଇଛି। କରୋନାର ଦ୍ୱିତୀୟ ଲହର ଭୟଙ୍କର ବେଗରେ ବ୍ୟାପିବାରେ ଲାଗିଛି। ତେବେ ଲକ୍‌ଡାଉନ୍‌ ଯୋଗୁ ଆକ୍ରାନ୍ତଙ୍କ ସମେତ ମୃତକଙ୍କ ସଂଖ୍ୟା...

୨୦୦ ମାଓବାଦୀ କରୋନାରେ ଆକ୍ରାନ୍ତ: ୧୦ ଜଣଙ୍କର ଘଟିଲାଣି ମୃତ୍ୟୁ…

ବସ୍ତର,୧୧।୫: ଜଙ୍ଗଲରେ ବିନା ସ୍ବାସ୍ଥ୍ୟ ସୁରକ୍ଷାରେ ଥିବା ମାଓବାଦୀଙ୍କ ମଧ୍ୟରୁ ପ୍ରାୟ ୨୦୦ ଜଣ କରୋନାରେ ଆକ୍ରାନ୍ତ ହୋଇଥିବା ବସ୍ତର ଜିଲାର ଏସ୍‌ପି ଅଭିଷେକ ପଲ୍ଲବ ସୂଚନା ଦେଇଛନ୍ତି। ସେମାନଙ୍କ ମଧ୍ୟରୁ ଇତି ମଧ୍ୟରେ ୧୦ ଜଣଙ୍କ ମୃତ୍ୟୁ ଘଟି...

ଗାଁ ପାଲଟୁଛି କରୋନା ହଟ୍‌ସ୍ପଟ୍‌: ସଚେତନତା ଅଭାବରୁ ବଢୁଛି ସଂକ୍ରମଣ…

ନୂଆଦିଲ୍ଲୀ,୧୧।୫: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ସଙ୍କଟ ସୃଷ୍ଟି କରିଛି। ବିଭିନ୍ନ ସହରାଞ୍ଚଳରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ଅସମ୍ଭାଳ ହୋଇଥିବାବେଳେ ଧୀରେଧୀରେ ଏଭଳି ସ୍ଥିତି ଗ୍ରାମାଞ୍ଚଳରେ ଦେଖିବାକୁ ମିଳୁଛି। ସହରରେ କରୋନା ମାର୍ଗଦର୍ଶିକା ପାଳନ ପାଇଁ...

ଟିକା ନେବା ପରେ ୭ ଜଣରେ ଜଣେ ହସ୍ପିଟାଲ କର୍ମଚାରୀ ହେଉଛନ୍ତି କରୋନାରେ ଆକ୍ରାନ୍ତ…

ନୂଆଦିଲ୍ଲୀ,୧୧।୫: ଦେଶରେ କରୋନା ମହାମାରୀ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ସାଧାରଣ ଲୋକଙ୍କ ସହିତ ହସ୍ପିଟାଲ କର୍ମଚାରୀମାନେ ମଧ୍ୟ କରୋନାରେ ଆକ୍ରାନ୍ତ ହେବାରେ ଲାଗିଛନ୍ତି। ତେବେ ଟିକା ନେବା ପରେ ପ୍ରତି ୭ ଜଣରେ ଜଣେ ହସ୍ପିଟାଲ କର୍ମଚାରୀ କରୋନାରେ...

ଆରମ୍ଭ ହେଲା ଅକ୍ସିଜେନ୍‌ ବ୍ୟାଙ୍କ: ୨୫୦୦ ପୈଠ କରି ନିଅନ୍ତୁ ସିଲିଣ୍ଡର…

ନୋଏଡା,୧୧।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ସଙ୍କଟ ଦେଖାଦେଇଛି। ଏପରିସ୍ଥଳେ ବିଭିନ୍ନ ହସ୍ପିଟାଲରେ ସୃଷ୍ଟି ହୋଇଥିବା ଅକ୍ସିଜେନ୍‌ ଅଭାବ ସ୍ଥିତିକୁ ଅଧିକ ଜଟିଳ କରିଛି। ନୋଏଡାରେ ଏନେଇ ଅକ୍ସିଜେନ୍‌ ବ୍ୟାଙ୍କର ଶୁଭାରମ୍ଭ କରାଯାଇଛି। ଏଥିପାଇଁ ସିକ୍ୟୁରିଟି ମନି ଭାବେ ୨୫୦୦...

କେଉଁ ବ୍ଲଡ୍‌ ଗ୍ରୁପ୍‌ଙ୍କୁ କରୋନା ସଂକ୍ରମଣ ଆଶଙ୍କା ଅଧିକ, ଜାଣନ୍ତୁ…

ନୂଆଦିଲ୍ଲୀ,୧୧।୫: କରୋନା ସଂକ୍ରମଣରୁ ଦୂରେଇ ରହିବା ପାଇଁ ଦେଶରେ ସାର୍ବଜନୀକ ଟିକାଦାନ ଜାରି ରହିଛି। ତେବେ କେତେକ ନିର୍ଦ୍ଦିଷ୍ଟ ବ୍ଲଡ୍‌ ଗ୍ରୁପ୍‌ ବ୍ୟକ୍ତିଙ୍କୁ କରୋନା ସଂକ୍ରମଣ ଆଶଙ୍କା ଅଧିକ ରହିଥାଏ। କାଉନସିଲ୍‌ ଅଫ୍‌ ସାଇଣ୍ଟିଫିକ୍‌ ଆଣ୍ହ ଇଣ୍ଡଷ୍ଟ୍ରିଆଲ୍‌ ରିସର୍ଚ୍ଚ (ସିଏସ୍‌ଆଇଆର୍‌)...

ଦ୍ୱିତୀୟ ଡୋଜ୍‌ ନେବେ କେବେ, ଜାଣନ୍ତୁ…

ନୂଆଦିଲ୍ଲୀ,୧୧।୫: କରୋନା ସଂକ୍ରମଣରୁ ଦୂରେଇ ରହିବା ପାଇଁ ଦେଶରେ ସାର୍ବଜନୀକ ଟିକାଦାନ ଜାରି ରହିଛି। ଏପରିସ୍ଥଳେ ଟିକାର ପ୍ରଥମ ଡୋଜ୍‌ ନେଇଥିବା ଲୋକଙ୍କ ମଧ୍ୟରେ ଦ୍ୱିତୀୟ ଡୋଜ୍‌ କେବେ ନେବେ ସେନେଇ ବିଭିନ୍ନ ପ୍ରଶ୍ନ ଉଙ୍କି ମାରୁଛି। ତେବେ ଜାତୀୟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri