କରୋନା ଭାଇରସ୍‌

କରୋନା ରୋଗୀଙ୍କୁ ବିକଳାଙ୍ଗ କରୁଛି ବ୍ଲାକ୍‌ ଫଙ୍ଗସ୍‌

ନୂଆଦିଲ୍ଲୀ, ୧୦।୫: ଭାରତରେ କରୋନା ମହାମାରୀର ଦ୍ୱିତୀୟ ଲହର ଭୟଙ୍କର ଭାବେ ମାଡ଼ିଚାଲିଛି। ଏଥିରେ ଦୈନିକ ୪ ଲକ୍ଷରୁ ଊର୍ଦ୍ଧ୍ୱ ସଂକ୍ରମିତ ହେଉଥିବାବେଳେ ହଜାର ହଜାର ଲୋକଙ୍କ ଜୀବନ ଯାଉଛି। ଏବେ ଗୁଜରାଟ, ଦିଲ୍ଲୀ, ମହାରାଷ୍ଟ୍ର ଆଦି ରାଜ୍ୟରେ କରୋନାରୁ ସୁସ୍ଥ…

କବିଙ୍କ ଆକାଉଣ୍ଟ ବ୍ଲକ୍‌ କଲା ଫେସ୍‌ବୁକ୍‌

ଥିରୁଭାନନ୍ତପୁରମ୍‌,୧୦ା୫: କେରଳର କବି କେ. ସତ୍‌ଚିଦାନନ୍ଦନ ଫେସ୍‌ବୁକ୍‌ରେ ଏକ ଭିଡିଓ ପୋଷ୍ଟ କରିଥିଲେ। ରାଜ୍ୟରେ ସଦ୍ୟ ଅନୁଷ୍ଠିତ ବିଧାନସଭା ନିର୍ବାଚନରେ ଭାଜପା ହାରିବ ବୋଲି ଏଥିରେ ବ୍ୟଙ୍ଗ କରାଯାଇଥିଲା। ଉକ୍ତ ପୋଷ୍ଟ ପରେ ଫେସ୍‌ବୁକ୍‌ ତାଙ୍କ ଆକାଉଣ୍ଟକୁ ୨୪ ଘଣ୍ଟା ପାଇଁ…

ହାର୍ଟ ବିଟ୍‌କୁ ପ୍ରଭାବିତ କରୁଛି କରୋନା ଭୂତାଣୁ…

ନୂଆଦିଲ୍ଲୀ, ୯।୫: କରୋନା ଭୂତାଣୁ ଯୋଗୁ ଗଳାରେ ସଂକ୍ରମଣ ପରେ ଫୁସ୍‌ଫୁସ୍‌ ସଂକ୍ରମିତ ହୋଇଥାଏ। ତେବେ ଏବେ କରୋନା ଭୂତାଣୁ ସଂକ୍ରମଣ ଯୋଗୁ କେତେକଙ୍କଠାରେ ହାର୍ଟ ସମସ୍ୟା ଦେଖାଦେଉଛି। କେତେକ ଲୋକଙ୍କ ମଧ୍ୟ ଏହାଯୋଗୁ ମୃତ୍ୟୁ ଘଟି ସାରିଛି। ଏସମ୍ପର୍କରେ ହୃଦ୍‌ରୋଗ…

ଭ୍ୟାରିଆଣ୍ଟ୍‌ର ଭୟଙ୍କର ବେଗ ଯୋଗୁ ଭାକ୍ସିନ୍‌ ହୋଇପାରେ ପ୍ରଭାବହୀନ: ବିଶ୍ୱ ସ୍ବାସ୍ଥ୍ୟ ସଂଗଠନର ଚେତାବନୀ…

ନୂଆଦିଲ୍ଲୀ, ୯।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ବେଲଗାମ୍‌ ହେବାରେ ଲାଗିଛି। ଏପରିସ୍ଥଳେ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ଭାରତକୁ ଚେତାବନୀ ଦେଇଛି। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ କହିଛି ଯେ, ଭାରତରେ କରୋନାର ପରିବର୍ତ୍ତିତ ଭ୍ୟାରିଆଣ୍ଟ୍‌ ଭୟଙ୍କର ବେଗରେ ବ୍ୟାପିବାରେ ଲାଗିଛି।…

୨୯୮ ବଗିରେ କୋଭିଡ୍‌ ଆଇସୋଲେଶନ ସେଣ୍ଟର…

ନୂଆଦିଲ୍ଲୀ, ୯।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ଭୟଙ୍କର ବେଗରେ ବ୍ୟାପିବାରେ ଲାଗିଛି। ଏପରିସ୍ଥଳେ ଭାରତୀୟ ରେଲଓ୍ବେ ପକ୍ଷରୁ ୨୯୮ ବଗିରେ ଆକ୍ରାନ୍ତଙ୍କ ପାଇଁ କୋଭିଡ୍‌ ଆଇସୋଲେଶନ ସେଣ୍ଟର ନିର୍ମାଣ କରାଯାଇଛି। ଏଗୁଡ଼ିକୁ କୋଭିଡ୍‌ କେୟାର କୋଚ୍‌ ଭାବେ ନାମିତ କରାଯାଇଛି।…

ପଞ୍ଚାୟତକୁ ୮,୯୨୩.୮ କୋଟିର କରୋନା ଅନୁଦାନ…

ନୂଆଦିଲ୍ଲୀ, ୯।୫: କରୋନା ମହାମାରୀ ସଂକ୍ରମଣକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ୨୫ଟି ରାଜ୍ୟର ବିଭିନ୍ନ ଗ୍ରାମ ପଞ୍ଚାୟତକୁ ୮,୯୨୩.୮ କୋଟିର ଅନୁଦାନ ଘୋଷଣା କରିଛନ୍ତି। ଏନେଇ ଅର୍ଥମନ୍ତ୍ରଣାଳୟର ଅର୍ଥ ବିଭାଗ ପକ୍ଷରୁ ଶନିବାର ଘୋଷଣା କରାଯାଇଛି। ଏସମ୍ପର୍କରେ ରବିବାର ଅର୍ଥନ୍ତ୍ରଣାଳୟ…

କରୋନା ଔଷଧ-ଅକ୍ସିଜେନ୍‌ ସିଲିଣ୍ଡର ହେଉ ଟିକସ ମୁକ୍ତ: ମମତା…

କୋଲକାତା, ୯।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ବଢ଼ିଚାଲିଛି। ସାଧାରଣ ଲୋକଙ୍କ ସୁବିଧା ପାଇଁ କରୋନା ଔଷଧ,ଅକ୍ସିଜେନ୍‌ ସିଲିଣ୍ଡରକୁ ଟିକସ ମୁକ୍ତ କରିବା ଲାଗି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ରବିବାର ଚିଠି ଲେଖିଛନ୍ତି। ଦେଶରେ ସ୍ବାସ୍ଥ୍ୟ…

ପିଏମ୍‌ ଆବାସ ନୁହେଁ, ଦେଶକୁ ଆବଶ୍ୟକ ନିଶ୍ୱାସର ଜୀବନ ଧାରା: ରାହୁଲ…

ନୂଆଦିଲ୍ଲୀ, ୯।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ବେଲଗାମ୍‌ ହେବାରେ ଲାଗିଛି। ଏପରିସ୍ଥଳେ ସେଣ୍ଟ୍ରାଲ ଭିଷ୍ଟା ପରିଯୋଜନା ନେଇ ବିବାଦ ଆରମ୍ଭ ହୋଇ ଯାଇଛି। କଂଗ୍ରେସ ପକ୍ଷରୁ ରାହୁଲ ଗାନ୍ଧୀ ଟୁଇଟ୍‌ କରି କହିଛନ୍ତି ଯେ, ଦେଶକୁ ପ୍ରଧାନମନ୍ତ୍ରୀ(ପିଏମ୍‌) ଆବାସର ଆବଶ୍ୟକତା…

ପୁଣି ସପ୍ତାହେ ବଢ଼ିଲା ଲକ୍‌ଡାଉନ୍‌…

ନୂଆଦିଲ୍ଲୀ, ୯।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ଅସମ୍ଭାଳ ହେବାରେ ଲାଗିଛି। ରାଜଧାନୀ ଦିଲ୍ଲୀର ଅବସ୍ଥା ସଙ୍କଟ ଜନକ ରହିଛି। ସଂକ୍ରମଣକୁ ରୋକିବା ଲାଗି ଦିଲ୍ଲୀ ସରକାର ଜାରି ରହିଥିବା ଲକ୍‌ଡାଉନ୍‌ ସମୟ ସୀମାକୁ ପୁଣି ସପ୍ତାହେ ବୃଦ୍ଧି କରିଛନ୍ତି। ଏନେଇ…

ଖାଲି ପେଟରେ ପିଅନ୍ତୁ ଗୋମୂତ୍ର, କରୋନା ସଂକ୍ରମଣରୁ ରହିବେ ଦୂରେଇ: ଭାଜପା ବିଧାୟକ

ଲକ୍ଷ୍ନୌ, ୯।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ବେକାବୁ ହୋଇଛି। ଏପରିସ୍ଥଳେ ଭାଜପାର ଜଣେ ବିଧାୟକ ଖାଲି ପେଟରେ ଗୋମୂତ୍ର ପିଇଲେ ଆଉ କରୋନା ସଂକ୍ରମଣ ହେବ ନାହିଁ ବୋଲି କହିଛନ୍ତି। ଉତ୍ତରପ୍ରଦେଶ ବାଲିଆ ଜିଲାର ବୈରିଆ ବିଧାନସଭା ଆସନର ବିଧାୟକ…

ମୋଦିଙ୍କ କାର୍ଯ୍ୟ ଅକ୍ଷମଣୀୟ, ଜାତୀୟ ବିପର୍ଯ୍ୟୟ ଲାଗି ଦାୟୀ କେନ୍ଦ୍ର ସରକାର: ଲାନ୍ସେଟ୍‌ ପତ୍ରିକା

ନୂଆଦିଲ୍ଲୀ, ୯।୫: ଭାରତରେ ଦେଖା ଦେଇଥିବା କରୋନା ମହାମାରୀର ଅସମ୍ଭାଳ ସ୍ଥିତି ନେଇ ମେଡ଼ିକାଲ ରିସର୍ଚ୍ଚ ଜର୍ନାଲ ଦି ଲାନ୍ସେଟ୍‌ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତଥା କେନ୍ଦ୍ର ସରକାରଙ୍କ ଉପରେ ଦୋଷ ଲଦାଯାଇଛି। ଏହାର ସମ୍ପାଦକୀୟରେ ଉଲ୍ଲେଖ କରାଯାଇଛି ଯେ, ମୋଦିଙ୍କ…

କରୋନା ଏବେ ଗାଁ ମୁହାଁ…

ନୂଆଦିଲ୍ଲୀ,୯।୫: ଦେଶର ବିଭିନ୍ନ ସହରାଞ୍ଚଳରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ଅଣାୟତ୍ତ ହୋଇଥିବାବେଳେ ଧୀରେଧୀରେ ଗ୍ରାମୀଣ ଅଞ୍ଚଳରେ ମଧ୍ୟ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଦ୍ୱିତୀୟ ଲହର ଏବେ ଗାଁ ମୁହାଁ ହେବାଯୋଗୁ କେନ୍ଦ୍ର ସରକାରଙ୍କ ସହିତ ବିଭିନ୍ନ ରାଜ୍ୟ ସରକାରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?