ଦିଲ୍ଲୀରୁ ଖୁସି ଖବର: ନୂଆ ଔଷଧକୁ ମିଳିଲା ମଞ୍ଜୁରୀ, ଅକ୍ସିଜେନ୍ ଆବଶ୍ୟକତା ହେବ କମ୍…
ନୂଆଦିଲ୍ଲୀ,୮।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ଆତଙ୍କ ସୃଷ୍ଟି କରିଛି। ଏପରିସ୍ଥଳେ ବିଭିନ୍ନ ହସ୍ପିଟାଲରେ ଅକ୍ସିଜେନ୍ ଅଭାବ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ତେବେ ସରକାର ଜରୁରୀକାଳୀନ ସ୍ଥିତିରେ ପ୍ରୟୋଗ କରିବା ଲାଗି ନୂଆ ଔଷଧ ୨-ଡିଓକ୍ସି-ଡି-ଗ୍ଲୁକୋଜ୍(୨-ଡିଜି)କୁ ମଞ୍ଜୁରୀ ମିଳିଛି। ଏହାକୁ…
୩୦ ହଜାର କୋଟି ଖର୍ଚ୍ଚ କରି ସମସ୍ତଙ୍କୁ ଦିଆଯାଉ କରୋନା ଟିକା: ମମତା…
କୋଲକାତା,୮।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ମଧ୍ୟ ଜାରି ରହିଛି। ଏପରିସ୍ଥଳେ ସମସ୍ତଙ୍କୁ କରୋନା ଟିକା ଦେବାକୁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଦାବୀ କରିଛନ୍ତି। ସେ ଶନିବାର ବିଧାନସଭାରେ କହିଛନ୍ତି…
ଚିନ୍ତା ବଢ଼ାଇଲାଣି କଟକ: ଗୋଷ୍ଠୀ ସଂକ୍ରମଣ ଆଶଙ୍କା
କଟକ ଅଫିସ,୮।୫: ରାଜ୍ୟରେ ଦିନକୁ ଦିନ କରୋନା ସ୍ଥିତି ବିଗିଡ଼ିବାରେ ଲାଗିଛି। ଏହି ମହାମାରୀ ଗୋଟିଏ ପରେ ଗୋଟିଏ ଜିଲାରେ ତା’ର କାୟା ବିସ୍ତାର କଲାଣି। ଏପରିକି ଦୈନିକ ସଂକ୍ରମଣ ୧୦୦୦୦ ଉପରେ ରହୁଛି। ବର୍ତ୍ତମାନ ସବୁଠୁ ଚିନ୍ତାଜନକ ବିଷୟ ହେଲା…
ନିଶୁଳ୍କ ହେବ କରୋନା ମୃତକଙ୍କ ଅନ୍ତିମ ସଂସ୍କାର…
ଲକ୍ଷ୍ନୌ,୮।୫: ଏଣିକି କରୋନା ମୃତକଙ୍କ ଅନ୍ତିମ ସଂସ୍କାର ନିଶୁଳ୍କ କରାଯିବ। ଏନେଇ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ନିର୍ଦ୍ଦେଶ ଜାରି କରିଛନ୍ତି। ସହର ଅବା ଗ୍ରାମୀଣ ଅଞ୍ଚଳରେ ଥିବା ସମସ୍ତ ଶ୍ମଶାନ ଏହି ସୁବିଧା ଉପଲବ୍ଧ ହେବ ବୋଲି ସେ କହିଛନ୍ତି।…
ମନ୍ତ୍ରୀ ପ୍ରତାପ ଜେନା କରୋନା ସଂକ୍ରମିତ
ଭୁବନେଶ୍ୱର,୮।୫(ବ୍ୟୁରୋ): ଆଇନ ଓ ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା କରୋନା ସଂକ୍ରମିତ ହୋଇଥିବା ନିଜେ ଟୁଇଟ୍ କରି ଏହି ସୂଚନା ଦେଇଛନ୍ତି । ସେ ଟୁଇଟ୍ରେ ଲେଖିଛନ୍ତି, ମୋ’ ରିପୋର୍ଟ ପଜିଟିଭ୍ ଆସିଛି। ଏବେ ତାଙ୍କର ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଛି। ତେବେ…
ଟାଇମ୍ସ୍ ରିପୋର୍ଟ ନେଇ ଭାରତ ସରକାରଙ୍କ ବଢ଼ିଲା ଚିନ୍ତା…
ନୂଆଦିଲ୍ଲୀ,୮।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଏପରିସ୍ଥଳେ ଖ୍ୟାତି ସମ୍ପନ୍ନ ଅନ୍ତର୍ଜାତୀୟ ପତ୍ରିକା ଟାଇମ୍ସ୍ରେ ପ୍ରକାଶିତ ଏକ ସର୍ଭେ ରିପୋର୍ଟ ନେଇ ଭାରତ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ରିପୋର୍ଟରେ ଉଲ୍ଲେଖ କରାଯାଇଛି ଯେ, ଜଳବାୟୁ ପରିବର୍ତ୍ତନର ପ୍ରଭାବ…
ଲୋକଙ୍କ ଜୀବନ ଯାଉ ପଛେ, ସରକାରଙ୍କ ଜିଏସ୍ଟି ରହୁ: ରାହୁଲ…
ନୂଆଦିଲ୍ଲୀ,୮।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଥିବାବେଳେ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। କରୋନା ଭାକ୍ସିନ୍ ଦାମ୍ ନେଇ କିଛି ଦିନ ତଳେ ବେଶ୍ ସରଗରମ ଚର୍ଚ୍ଚା ହୋଇଥିଲା। ଏବେ ଭାକ୍ସିନ୍ ଉପରେ ଲାଗୁ ହେଉଥିବା ଜିଏସ୍ଟି ନେଇ…
କଙ୍ଗନା କରୋନା ପଜିଟିଭ୍…
ମୁମ୍ବାଇ,୮।୫: ବଲିଉଡ୍ ଅଭିନେତ୍ରୀ କଙ୍ଗନା ରାଣାଓ୍ବତ୍ଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍ ଆସିଛି। ଏନେଇ ସେ ଟୁଇଟ୍ କରି ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, ଏଭଳି ହେବ ବୋଲି ତାଙ୍କର ଆଶା ନ ଥିଲା। କରୋନା ଭୂତାଣୁ ତାଙ୍କ…
ଭାକ୍ସିନ୍ ବୋହିନେବ ଡ୍ରୋନ୍: ମିଳିଲା ମଞ୍ଜୁରୀ…
ହାଇଦ୍ରାବାଦ୍,୮।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ତାଣ୍ଡବ ରଚିିଛି। ଏପରିସ୍ଥଳେ ଭାକ୍ସିନ୍ ଯୋଗାଣ କାର୍ଯ୍ୟ ଡ୍ରୋନ୍ ଦ୍ୱାରା କରାଯିବା ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ବିମାନ ଚଳାଚଳ ମନ୍ତ୍ରଣାଳୟ ପକ୍ଷରୁ ଏନେଇ ସ୍ବୀକୃତି ପ୍ରଦାନ କରାଯାଇଛି। ତେଲଙ୍ଗାନାରେ ଏଭଳି ଭାକ୍ସିନ୍ ଯୋଗାଣ କରାଯିବ…
ତୃତୀୟ ଲହର ଲାଗି ଯୋଜନାବଦ୍ଧ ଲଢ଼େଇ ଅପରିହାର୍ଯ୍ୟ…
ନୂଆଦିଲ୍ଲୀ,୮।୫: ଦେଶରେ କରୋନାର ତାଣ୍ଡବ ଜାରି ରହିଛି। ଦ୍ୱିତୀୟ ଲହରର ତାଣ୍ଡବ ଦେଶରୁ ନ ଯାଉଣୁ ଏବେ ତୃତୀୟ ଲହର ଆସିବା ନେଇ ସତର୍କ ସୂଚନା ଜାରି କରିଛନ୍ତି ବୈଜ୍ଞାନିକ। କଡ଼ା ପଦକ୍ଷେପ ଗ୍ରହଣ କରି ତୃତୀୟ ଲହର ସହିତ ଲଢ଼େଇ…
ମେ’ ୨୪ ପର୍ଯ୍ୟନ୍ତ ଲକ୍ଡାଉନ୍…
ଚେନ୍ନାଇ,୮।୫: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ତାମିଲନାଡୁରେ ୨ ସପ୍ତାହ ପାଇଁ ଲକ୍ଡାଉନ୍ ଘୋଷଣା କରାଯାଇଛି। ମେ’୧୦ରୁ ୨୪ ପର୍ଯ୍ୟନ୍ତ ରାଜ୍ୟରେ ସମ୍ପୂର୍ଣ୍ଣ ଲକ୍ଡାଉନ୍ ଜାରି ରହିବ ବୋଲି ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ତେଜରାତି ଦୋକାନ ସମେତ ଅନ୍ୟ ଖାଦ୍ୟ…
ରେକର୍ଡ ଭାଙ୍ଗୁଛି ମୃତ୍ୟୁ ସଂଖ୍ୟା: ରାଜ୍ୟରେ କରୋନା ନେଲା ଆଉ ୨୧ ମୁଣ୍ଡ
ଭୁବନେଶ୍ୱର,୮।୫(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ୁଛି। ଶନିବାର ରାଜ୍ୟରେ କରୋନା ଆଉ ୨୧ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୨୧୬୧କୁ ବୃଦ୍ଧି ପାଇଛି। ଏହି ୨୧ ମୃତକଙ୍କ…
Archives


