କରୋନା ଭାଇରସ୍‌

ଜଷ୍ଟିସ୍‌ ଇକ୍‌ବାଲଙ୍କ ଦେହାନ୍ତ

ନୂଆଦିଲ୍ଲୀ, ୮।୫: ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ୍‌ ଏମ୍‌.ଓ୍ବାଇ. ଇକ୍‌ବାଲଙ୍କର ଗୁରୁବାର ରାତିରେ ଗୁରୁଗ୍ରାମର ଏକ ଘରୋଇ ହସ୍ପିଟାଲରେ ପରଲୋକ ହୋଇଯାଇଛି। ତାଙ୍କୁ ୭୦ ବର୍ଷ ହୋଇଥିଲା। ତାଙ୍କର ସ୍ତ୍ରୀ ଓ ଦୁଇ ଝିଅ ଅଛନ୍ତି। ତାଙ୍କ ପରଲୋକରେ ସିଜେଆଇ...

କରୋନାରେ ଏନ୍‌ଜିଟି ରେଜିଷ୍ଟ୍ରାର ଜେନେରାଲଙ୍କ ପରଲୋକ

ନୂଆଦିଲ୍ଲୀ, ୮।୫: ନ୍ୟାଶନାଲ ଗ୍ରୀନ୍‌ ଟ୍ରିବ୍ୟୁନାଲ (ଏନ୍‌ଜିଟି) ମୁଖ୍ୟ ବେଞ୍ଚ୍‌, ନୂଆଦିଲ୍ଲୀର ରେଜିଷ୍ଟ୍ରାର ଜେନେରାଲ ଆଶୁ ଗର୍ଗଙ୍କର ଶୁକ୍ରବାର ସକାଳେ ପରଲୋକ ହୋଇଯାଇଛି। ସେ କରୋନାରେ ଆକ୍ରାନ୍ତ ଥିଲେ। ୨୦୨୦ ଜାନୁୟାରୀ ୧୪ରେ ଗର୍ଗ ଏନ୍‌ଜିଟି ରେଜିଷ୍ଟ୍ରାର ଜେନେରାଲ ଭାବେ...

ବ୍ୟବସ୍ଥା ନୁହେଁ, ମୋଦି ସରକାର ବିଫଳ

ନୂଆଦିଲ୍ଲୀ,୮ା୫: କୋଭିଡ୍‌-୧୯ ସଙ୍କଟରୁ ଦେଶକୁ ମୁକୁଳାଇବାରେ ବ୍ୟବସ୍ଥା ବିଫଳ ହୋଇନାହିଁ, ବରଂ ମୋଦି ସରକାର ବିଫଳ ହୋଇଛନ୍ତି ବୋଲି ଶୁକ୍ରବାର କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ସମାଲୋଚନା କରିଛନ୍ତି। ମହାମାରୀ କରୋନା ସ୍ଥିତିକୁ ନେଇ କଂଗ୍ରେସ ପାର୍ଲାମେଣ୍ଟାରି ପାର୍ଟିର ଭର୍ଚୁଆଲ...

କଠୋର ହେବାକୁ ବାଧ୍ୟ କରନାହିଁ

ନୂଆଦିଲ୍ଲୀ,୮ା୫: ଅଦାଲତ ଅର୍ଡର ସତ୍ତ୍ୱେ କେନ୍ଦ୍ର ୭୦୦ ମେଟ୍ରିକ୍‌ ଟନ୍‌ ଅକ୍ସିଜେନ ଯୋଗାଇ ଦେଉନାହିଁ ବୋଲି ଦିଲ୍ଲୀ ସରକାର ଅଭିଯୋଗ ଆଣିଛନ୍ତି। ଆମକୁ କଠୋର ହେବାକୁ ବାଧ୍ୟ କରନାହିଁ ବୋଲି ଶୁକ୍ରବାର ସୁପ୍ରିମକୋର୍ଟ ଚେତାବନୀ ଦେଇଛନ୍ତି। କର୍ତ୍ତୃପକ୍ଷ ଦିଲ୍ଲୀକୁ ଦୈନିକ...

ସୁନ୍ଦରଗଡ଼ରୁ ଆଜି ୨୦୭୩ ପଜିଟିଭ୍‌ ଚିହ୍ନଟ

ସୁନ୍ଦରଗଡ଼,୭।୫(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲାରେ କରୋନା ଗ୍ରାଫ୍‌ ଏବେ ଉପର ମୁହାଁ ହୋଇଛି। କିଛିଦିନ ହେବ ଦୈନିକ ସଂକ୍ରମଣ ୧ ହଜାରେ ଉପରେ ରହୁଥବା ବେଳେ ଗତ ୨୪ ଘଣ୍ଟାରେ ଏହା ଲମ୍ବ ଡିଆଁ ମାରି ଦୁଇଗୁଣରେ ପହଞ୍ଚିଛି। ଅର୍ଥାତ୍‌ ଆଜି...

ଆଜି ରାଜ୍ୟରୁ ସର୍ବାଧିକ ୧୯ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୨୧୪୦କୁ ବୃଦ୍ଧି

ଭୁବନେଶ୍ୱର,୭ା୫(ବ୍ୟୁରୋ): ଦିନକୁ ଦିନ ରାଜ୍ୟରେ କରୋନା ସ୍ଥିତି ବିଗିଡ଼ିବାରେ ଲାଗିଛି। ଗୋଟିଏ ପଟେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। କରୋନା ଶୁକ୍ରବାର ୧୯ ଜଣଙ୍କ ଜୀବନ ନେଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର...

୨୦୨୪ ପର୍ଯ୍ୟନ୍ତ ରହିବ କରୋନା, ବଢ଼ାଇବାକୁ ପଡ଼ିବ ଭାକ୍ସିନ୍‌ ଉତ୍ପାଦନ: ଫ୍ରାନ୍ସ୍‌…

ପ୍ୟାରିସ୍‌,୬।୫: କରୋନା ମହାମାରୀ ସଂକ୍ରମଣ ନେଇ ଜି-୭ ସମ୍ମିଳନୀରେ ଫ୍ରାନ୍ସ୍‌ ପକ୍ଷରୁ ଚେତାବନୀ ଦିଆଯାଇଛି। ଭାକ୍ସିନ୍‌ ଉତ୍ପାଦନ ନ ବଢ଼ାଇଲେ କରୋନା ସଂକ୍ରମଣ ୨୦୨୪ ପର୍ଯ୍ୟନ୍ତ ରହିବ ବୋଲି ଫ୍ରାନ୍ସ୍‌ ପକ୍ଷରୁ ବହିର୍ବ୍ୟାପାର ମନ୍ତ୍ରୀ ଜିନ୍‌ ୟବେସ୍‌ ଲି ଡ୍ରିଆନ୍‌...

ତୃତୀୟ ଲହରରେ ଶିଶୁ-କିଶୋରଙ୍କୁ କିଭଳି ମିଳିବ ସୁରକ୍ଷା: ଜବାବ୍‌ ତଲବ କଲେ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ,୬।୫: କରୋନା ମହାମାରୀ ସଂକ୍ରମଣ ଯୋଗୁ ଦିଲ୍ଲୀର ବିଭିନ୍ନ ହସ୍ପିଟାଲରେ ଦେଖାଦେଇଥିବା ଅକ୍ସିଜେନ୍‌ ଅଭାବ ମାମଲାର ବିଚାର ସମୟରେ ସୁପ୍ରିମ୍‌କୋର୍ଟ ଦିଲ୍ଲୀ ସରକାରଙ୍କୁ ଜବାବ୍‌ ତଲବ କରିଛନ୍ତି। ଆଗକୁ ଆସିବାକୁ ଥିବା କରୋନାରେ ତୃତୀୟ ଲହରରେ ଶିଶୁ ଏବଂ କିଶୋର...

ଦିଲ୍ଲୀକୁ ଯୋଗାଇ ଦିଆଯାଇଛି ୭୩୦ ମେଟ୍ରିକ୍‌ ଟନ୍‌ ଅକ୍ସିଜେନ୍‌: କେନ୍ଦ୍ର

ନୂଆଦିଲ୍ଲୀ,୬।୫: କରୋନା ମହାମାରୀ ସଂକ୍ରମଣ ସଙ୍କଟ ସମୟରେ ଦିଲ୍ଲୀର ବିଭିନ୍ନ ହସ୍ପିଟାଲରେ ଦେଖାଦେଇଥିବା ଅକ୍ସିଜେନ୍‌ ଅଭାବ ମାମଲାରେ କେନ୍ଦ୍ର ସରକାର ସୁପ୍ରିମ୍‌କୋର୍ଟରେ ନିଜର ଉତ୍ତର ରଖିଛନ୍ତି। କେନ୍ଦ୍ର ସରକାର କହିଛନ୍ତି ଯେ, ଆବଶ୍ୟକତାଠାରୁ ଅଧିକ ପରିମାଣର ଅକ୍ସିଜେନ୍‌ ଦିଲ୍ଲୀକୁ ଯୋଗାଇ...

କରୋନାରେ ସିଆରପିଏଫ୍‌ ଡିଆଇଜି ସୁନୀଲ କୁମାର ପାର୍ଥଙ୍କ ଦେହାନ୍ତ

ଭୁବନେଶ୍ୱର,୬।୫(ବ୍ୟୁରୋ): ଭୁବନେଶ୍ୱର ସିଆରପିଏଫ୍‌ ଡିଆଇଜି ସୁନୀଲ କୁମାର ପାର୍ଥଙ୍କ କରୋନାରେ ଗୁରୁବାର ଦେହାନ୍ତ ହୋଇଛି। ଚିକିତ୍ସାଧୀନ ଅବସ୍ଥାରେ ଭୁବନେଶ୍ୱରସ୍ଥିତ ଏକ ହସ୍ପିଟାଲରେ ତାଙ୍କର ପରଲୋକ ହୋଇଛି। ମୃତ୍ୟୁବେଳକୁ ତାଙ୍କୁ ୫୪ ବର୍ଷ ହୋଇଥିଲା। ଭୁବନେଶ୍ୱର ସିଆରପିଏଫ୍‌ରେ ଏ ପର୍ଯ୍ୟନ୍ତ କରୋନାରେ...

ଗଛରେ ସାଲାଇନ୍‌ ଟାଙ୍ଗି କରୋନା ଆକ୍ରାନ୍ତଙ୍କ ଚିକିତ୍ସା: ଭିଡ଼ିଓ ଭାଇରାଲ…

ଭୋପାଳ,୬।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ଅଣାୟତ୍ତ ହେବାରେ ଲାଗିଛି। ଏପରିସ୍ଥଳେ ଗ୍ରାମୀଣ ଅଞ୍ଚଳରେ କେତେକ ଆକ୍ରାନ୍ତ ଚିକିତ୍ସା ଲାଗି ହସ୍ପିଟାଲକୁ ଯିବାକୁ ଅମଙ୍ଗ ହେଉଛନ୍ତି। ଏଭଳି ଲୋକଙ୍କୁ ଚିକିତ୍ସା ଆଳରେ ବହୁ ଠକାମୀର ଶିକାର ହେବାକୁ ପଡୁଛି। କିଛି...

ହୋମ୍‌ ଆଇସୋଲେଶନ୍‌ ଆକ୍ରାନ୍ତଙ୍କୁ ଯୋଗାଇ ଦିଆଯିବ ଅକ୍ସିଜେନ୍‌…

ନୂଆଦିଲ୍ଲୀ,୬।୫: ଦେଶରେ କରୋନାର ତାଣ୍ଡବ ଜାରି ରହିଛି। ଏପରିସ୍ଥଳେ ନୂଆଦିଲ୍ଲୀର ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। ଅକ୍ସିଜେନ୍‌ ଅଭାବ ନେଇ ଦିଲ୍ଲୀର ବିଭିନ୍ନ ହସ୍ପିଟାଲରେ ଦେଖାଦେଇଥିବା ସଙ୍କଟରେ ସୁଧାର ହେବାରେ ଲାଗିଛି। ଏପରିସ୍ଥଳେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଘୋଷଣା କରିଛନ୍ତି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri