କରୋନା ଭାଇରସ୍‌

ଦେୟ କମାଇବାକୁ ସ୍କୁଲ୍‌ ବାଧ୍ୟ

ନୂଆଦିଲ୍ଲୀ, ୫।୫: ମହାମାରୀ ଯୋଗୁ ବର୍ଷେରୁ ଊର୍ଦ୍ଧ୍ୱ ସମୟ ହେଲା କେବଳ ଅନ୍‌ଲାଇନରେ ପାଠପଢ଼ା ଚାଲିଛି। ଏହାକୁ ନେଇ ସୁପ୍ରିମକୋର୍ଟ କେତେକ ଉଲ୍ଲେଖନୀୟ ମତାମତ ଦେଇଛନ୍ତି, ଯାହା ସ୍କୁଲ୍‌ କଲେଜ ଓ ଅନ୍ୟାନ୍ୟ ଶିକ୍ଷାନୁଷ୍ଠାନ ପାଇଁ ପ୍ରଯୁଜ୍ୟ। ଜଷ୍ଟିସ୍‌ ଏ.ଏମ୍‌....

ଭୂତାଣୁଠୁ ଅଧିକ ଲକ୍‌ଡାଉନ୍‌ ଭୟ

ନୂଆଦିଲ୍ଲୀ,୫ା୫: ଦେଶରେ ଥମୁନାହିଁ କରୋନା ଭାଇରସ୍‌ ତାଣ୍ଡବ। ପ୍ରତିଦିନ ଲକ୍ଷ ଲକ୍ଷ ନୂଆ ମାମଲା ସାମ୍ନାକୁ ଆସୁଥିବାବେଳେ ମୃତ୍ୟୁସଂଖ୍ୟାରେ ମଧ୍ୟ ରୋକ ଲଗାଯାଇ ପାରୁନାହିଁ। ଭୂତାଣୁ ସଂକ୍ରମଣ ରୋକିବା ଲାଗି କେତେକ ରାଜ୍ୟରେ ଆଂଶିକ, ସପ୍ତାହାନ୍ତ କିମ୍ବା ସମ୍ପୂର୍ଣ୍ଣ ଲକ୍‌ଡାଉନ୍‌...

ଅଷ୍ଟ୍ରିଚ୍‌ ଭଳି ତୁମେ ମୁହଁ ପୋତିପାରିବ

ନୂଆଦିଲ୍ଲୀ,୫ା୫: ତୁମେ ଅଷ୍ଟ୍ରିଚ୍‌ (ଓଟପକ୍ଷୀ) ଭଳି ବାଲିରେ ମୁଣ୍ଡ ପୋତିପାରିବ। କିନ୍ତୁ ଆମେ ପାରିବୁ ନାହିଁ ବୋଲି ମଙ୍ଗଳବାର କେନ୍ଦ୍ର ସରକାରଙ୍କୁ ଭର୍ତ୍ସନା କରିଛନ୍ତି ଦିଲ୍ଲୀ ହାଇକୋର୍ଟ। ଦିଲ୍ଲୀରେ ମେଡିକାଲ ଅକ୍ସିଜେନ ଅଭାବରୁ ଚିକିତ୍ସାଧୀନ କରୋନା ସଂକ୍ରମିତଙ୍କ ମୃତ୍ୟୁ ସଂଖ୍ୟା...

ଆଜି ରାଜ୍ୟରୁ ସୁସ୍ଥ ହେଲେ ୬୧୬୪ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୪।୫(ବ୍ୟୁରୋ): ମଙ୍ଗଳବାର ରାଜ୍ୟରୁ ୬୧୬୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଖୋର୍ଦ୍ଧାରୁ ସର୍ବାଧିକ ୮୯୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ସୁନ୍ଦରଗଡ଼ରୁ ୭୮୧ ଏବଂ...

ଆଜି ରାଜଧାନୀରୁ ୧୧୧୬ ପଜିଟିଭ୍‌ ଚିହ୍ନଟ, ବଢୁଛି ସ୍ଥାନୀୟ ସଂକ୍ରମଣ

ଭୁବନେଶ୍ୱର,୪।୫(ବ୍ୟୁରୋ): ମଙ୍ଗଳବାର ରାଜଧାନୀ ଭୁବନେଶ୍ୱରରୁ ୧୧୧୬ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୭୭ ଜଣ ଚିହ୍ନଟ ହୋଇଥିବା ବେଳେ ୯୩୯ ଜଣ ସ୍ଥାନୀୟ ସଂକ୍ରମିତ ବୋଲି ବିଏମ୍‌ସି ଟୁଇଟ୍‌ କରି ସୂଚନା ଦେଇଛି। ସେହିପରି ଆଜି ରାଜଧାନୀରୁ ୬୫୫...

କୋଭିଡ୍‌ ପରିଚାଳନାରେ ଡାକ୍ତରୀ ଛାତ୍ରଙ୍କୁ ନିୟୋଜିତ କଲେ ସରକାର

ଭୁବନେଶ୍ୱର,୩।୫(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ମାମଲା ଦିନକୁ ଦିନ ବଢ଼ି ଚାଲିଥିବା ବେଳେ ମୃତ୍ୟୁ ସଂଖ୍ୟାରେ ମଧ୍ୟ ବ୍ରେକ୍‌ ଲାଗୁନି। ତେବେ ଏହାର ମୁକାବିଲା ଓ ପରିଚାଳନାରେ ରାଜ୍ୟ ସରକାର ଡାକ୍ତରୀ ଛାତ୍ରୀଛାତ୍ରଙ୍କୁ ନିୟୋଜିତ କରିଥିବା ନେଇ ରାଜ୍ୟ ସ୍ବାସ୍ଥ୍ୟ...

ଆଜି ଆଉ ୫ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୨୦୭୩କୁ ବୃଦ୍ଧି

ଭୁବନେଶ୍ୱର,୩ା୫(ବ୍ୟୁରୋ): ଦିନକୁ ଦିନ ରାଜ୍ୟରେ କରୋନା ସ୍ଥିତି ବିଗିଡ଼ିବାରେ ଲାଗିଛି। ଗୋଟିଏ ପଟେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। କରୋନା ସୋମବାର ୫ ଜଣଙ୍କ ଜୀବନ ନେଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର...

ଆଜି ରାଜ୍ୟରୁ ୮୯୧୪ କରୋନା ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୩।୫(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବଢ଼ିବାରେ ଲାଗିଛି। ତେବେ ସୋମବାର ରାଜ୍ୟରୁ ୬,୫୯୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪,୭୧,୫୩୬ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ...

କିଏ ଅସଲି-ନକଲି କିଏ, ଜାଣିବେ କିପରି…

ନୂଆଦିଲ୍ଲୀ,୨।୫: ଭାରତରେ କରୋନା ମହାମାରୀ ସଂକ୍ରମଣ ନେଇ ଅସମ୍ଭାଳ ସ୍ଥିତି ସୃଷ୍ଟି ହୋଇଛି। ଏପରିସ୍ଥଳେ ରେମ୍‌ଡେସିଭିର୍‌ ଇଞ୍ଜେକଶନ୍‌ର ନକଲି କାରବାର ଯୋଗୁ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ତେବେ କେଉଁ ରେମ୍‌ଡେସିଭିର୍‌ ଇଞ୍ଜେକଶନ୍‌ ଅସଲି ଏବଂ କିଏ ନକଲି ତାହା...

ଭାରତରୁ ଆସୁଥିବା ଲୋକଙ୍କ ପ୍ରତି ରୋକ ଲଗାଇଲା ଏହି ଦେଶ, କହିଲା ନିୟମ ଭାଙ୍ଗିଲେ କଡ଼ା କାର୍ଯ୍ୟାନୁଷ୍ଠାନ

କାନ୍‌ବେରା,୨।୫: ଭାରତରେ ବର୍ତ୍ତମାନ କରୋନା ସଂକ୍ରମଣ ବଢ଼ିଚାଲିଛି। ପ୍ରତିଦିନ ଲକ୍ଷଲକ୍ଷ ନୂଆ ମାମଲା ସାମ୍ନାକୁ ଆସୁଛି। ଏହାକୁ ଦୃଷ୍ଟିରେ ରଖି ବିଶ୍ୱର କେତେକ ଦେଶ ନିଜ ଦେଶର ନାଗରିକଙ୍କ ସୁରକ୍ଷା ପାଇଁ ଭାରତ ନ ଯିବା ଏବଂ ଭାରତରୁ ଆସୁଥିବା...

କରୋନା ସ୍ଥିତି ଅସମ୍ଭାଳ: ଭଗବାନ ଭରସା…

ନୂଆଦିଲ୍ଲୀ,୨।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ଅଣାୟତ୍ତ ସ୍ଥିତି ସୃଷ୍ଟି ହୋଇଛି। ସ୍ଥିତି ବେକାବୁ ହେବା ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ଦେଖା ଦେଇଛି। କରୋନାର ଦ୍ୱିତୀୟ ଲହର ଭୟଙ୍କର ବେଗରେ ବ୍ୟାପିବାରେ ଲାଗିଛି। କରୋନା ସଂକ୍ରମଣ ପୂର୍ବର ସମସ୍ତ...

ବୋଲ ମାନୁନି କରୋନା: ଆଜି ବି ୮ହଜାର ପାର୍‌ କଲା ସଂକ୍ରମିତଙ୍କ ସଂଖ୍ୟା; କେବଳ ଖୋର୍ଦ୍ଧାରୁ ୧,୨୭୫

ଭୁବନେଶ୍ୱର,୨।୫(ବ୍ୟୁରୋ): ରାଜ୍ୟରେ ବେକାବୁ କରୋନା ସଂକ୍ରମଣ। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୮୦୧୫ କୋଭିଡ୍‌ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪୫୬୮ କ୍ୱାରାଣ୍ଟାଇନ୍‌ରୁ ଥିବା ବେଳେ ୩୪୪୭ ଲୋକାଲ କେସ୍‌ ରହିଛି। ଏହାକୁ ମିଶାଇ ରାଜ୍ୟରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri