କରୋନା ଭାଇରସ୍‌

ମହାମାରୀ ତାଣ୍ଡବ ଚେତାବନୀକୁ ଅଣଦେଖା କରିଛନ୍ତି ମୋଦି ସରକାର…

ନୂଆଦିଲ୍ଲୀ,୧।୫: ଭାରତରେ କରୋନା ମହାମାରୀ ଯୋଗୁ ପ୍ରତିଦିନ ମୃତ୍ୟୁ ସଂଖ୍ୟା ସହିତ ସମତାଳରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଛି। ଫଳରେ ଦେଶର ବିଭିନ୍ନ ଶ୍ମଶାନରେ ଚିତା ଲିଭିବାର ନାଁ ଧରୁନି। ଦେଶରେ ଏଭଳି ସ୍ଥିତି ସୃଷ୍ଟି ହେବ ବୋଲି ମାର୍ଚ୍ଚ…

ମେୟର ହାତ ଯୋଡ଼ିଲେ,ଲୋକଙ୍କୁ କଲେ ଏଭଳି ଅନୁରୋଧ…

ମୁମ୍ବାଇ,୧।୫: କରୋନା ମହାମାରୀ ସଂକ୍ରମଣ ଯୋଗୁ ଭାରତରେ ଅବସ୍ଥା ଅଣାୟତ୍ତ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଦେଖାଦେଇଥିବା ରାଜ୍ୟଗୁଡ଼ିକ ମଧ୍ୟରେ ମହାରାଷ୍ଟ୍ରର ସ୍ଥିତି ସଙ୍କଟ ଜନକ ରହିଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ମୁମ୍ବାଇର ମେୟର କିଶୋରୀ ପେଡ଼ନେକର ହାତଯୋଡ଼ି ଲୋକଙ୍କୁ…

ଭାରତୀୟ ଯାତ୍ରୀଙ୍କୁ ଅଷ୍ଟ୍ରେଲିଆ ମନା: ଉଲ୍ଲଂଘନ କଲେ ଜେଲଦଣ୍ଡ-ଜରିମାନା…

ସିଡ୍‌ନୀ,୧।୫: କରୋନା ମହାମାରୀ ସଂକ୍ରମଣ ଯୋଗୁ ଭାରତରେ ଅବସ୍ଥା ଅସମ୍ଭାଳ ହେବାରେ ଲାଗିଛି। ଏପରିସ୍ଥଳେ କେତେକ ଦେଶ ସୁରକ୍ଷା ଦୃଷ୍ଟିରୁ ଭାରତୀୟ ଯାତ୍ରୀଙ୍କ ଉପରେ କଟକଣା ଲଗାଇ ସାରିଛନ୍ତି। ଏବେ ଅଷ୍ଟ୍ରେଲିଆ ସରକାରଙ୍କ ପକ୍ଷରୁ ଭାରତୀୟ ଯାତ୍ରୀଙ୍କ ଉପରେ ସାମୟିକ ପ୍ରତିବନ୍ଧକ…

କୋଭିଡ୍‌ କେୟାର ସେଣ୍ଟରରେ ଅଗ୍ନିକାଣ୍ଡ: ୧୬ ମୃତ…

ଅହମଦାବାଦ୍‌,୧।୫: ଗୁଜରାଟର ଭାରୁଚ୍‌ ସ୍ଥିିତ ଏକ କୋଭିଡ୍‌ କେୟାର ସେଣ୍ଟରରେ ଅଗ୍ନିକାଣ୍ଡ ଘଟି ୧୪ଜଣ ଆକ୍ରାନ୍ତଙ୍କ ସମେତ ୨ ଜଣ ଷ୍ଟାଫ୍‌ ନର୍ସଙ୍କ ମୃତ୍ୟୁ ଘଟିଛି। ଶୁକ୍ରବାର-ଶନିବାର ମଧ୍ୟରାତ୍ର ୧୨ଟା ୩୦ରେ ଏଭଳି ଅଭାବନୀୟ ଘଟଣା ଘଟିଛି। କୋଭିଡ୍‌ କେୟାର ସେଣ୍ଟରରେ…

କରୋନାରେ ଶାହାବୁଦ୍ଦିନ୍‌ଙ୍କ ପରଲୋକ ନେଇ ଗୁଜବ…

ନୂଆଦିଲ୍ଳୀ/ପାଟନା,୧।୫: କରୋନାରେ ଆକ୍ରାନ୍ତ ହୋଇ ବିହାରର ଆରଜେଡିର ପୂର୍ବତନ ଏମ୍‌ପି ମହମ୍ମଦ ଶାହାବୁଦ୍ଦିନ୍‌ଙ୍କ ପରଲୋକ ଘଟିଥିବା ନେଇ ଶନିବାର ଗୁଜବ ସୃଷ୍ଟି ହୋଇଛି। ସେ ଦିଲ୍ଲୀର ପଣ୍ଡିତ ଦିନଦୟାଲ ଉପାଧ୍ୟାୟ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ଚିକିତ୍ସାଧୀନ ଅବସ୍ଥାରେ ଶନିବାର ତାଙ୍କର ମୃତ୍ୟୁ…

ରାଜ୍ୟରେ କରୋନା ନେଲା ଆଉ ୧୧ ମୁଣ୍ଡ: ଡରାଇଲାଣି ଖୋର୍ଦ୍ଧା

ଭୁବନେଶ୍ୱର,୧।୫(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ୁଛି। ଶନିବାର ରାଜ୍ୟରେ କରୋନା ଆଉ ୧୧ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୨୦୫୪କୁ ବୃଦ୍ଧି ପାଇଛି। ଏହି ୧୦ ମୃତକଙ୍କ…

କରୋନା ଭାଙ୍ଗିଲା ସବୁ ରେକର୍ଡ: ରାଜ୍ୟରେ ଦିନକରେ ୧୦ ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ; କେବଳ ଖୋର୍ଦ୍ଧାରୁ…

ଭୁବନେଶ୍ୱର,୧।୫(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଛି। ପରିସ୍ଥିତି ଭୟଙ୍କର ହେବାରେ ଲାଗିଛି। ଶନିବାର ରାଜ୍ୟରେ ସବୁ ରେକର୍ଡ ଭାଙ୍ଗିଛି କରୋନା। ଦିନକରେ ରାଜ୍ୟରେ ୧୦,୪୧୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୫୮୮୭ ଚିହ୍ନଟ…

କେତେ ମାସ ପର୍ଯ୍ୟନ୍ତ ରହିବ କରୋନା ସଂକ୍ରମଣ, ବିଶେଷଜ୍ଞ କହିଲେ ଏପରି…

ଓ୍ବାଶିଂଟନ,୧।୫: କରୋନା ମହାମାରୀ ସଂକ୍ରମଣ ଯୋଗୁ ପୃଥିବୀରେ ସଙ୍କଟ ଜନକ ସ୍ଥିତି ସୃଷ୍ଟି ହେବାରେ ଲାଗିଛି। ଏପରିସ୍ଥଳେ କରୋନା ସଂକ୍ରମଣ ନେଇ ଲୋକଙ୍କ ମଧ୍ୟରେ କୋକୁଆ ଭୟ ଦେଖାଦେଇଛି। କରୋନାର ଲକ୍ଷଣ ପ୍ରକାଶ ପାଇଥିବା ଲୋକଙ୍କଠାରେ ସଂକ୍ରମଣ ୬ ମାସ ପର୍ଯ୍ୟନ୍ତ…

ସବୁ ରେକର୍ଡ ଭାଙ୍ଗିଲା କରୋନା: ଗୋଟିଏ ଦିନରେ ଆକ୍ରାନ୍ତଙ୍କ ସଂଖ୍ୟା ଟପିଲା ୪ ଲକ୍ଷ…

ନୂଆଦିଲ୍ଲୀ,୧।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ଅସମ୍ଭାଳ ସ୍ଥିତି ସୃଷ୍ଟି ହୋଇଛି। ସ୍ଥିତି ବେଲଗାମ୍‌ ହେବା ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ଦେଖା ଦେଇଛି। କରୋନାର ଦ୍ୱିତୀୟ ଲହର ଭୟଙ୍କର ବେଗରେ ବ୍ୟାପିବାରେ ଲାଗିଛି। କରୋନା ସଂକ୍ରମଣ ପୂର୍ବର ସମସ୍ତ ରେକର୍ଡ…

ଦିଲ୍ଲୀ ଉପରାଜ୍ୟପାଳ ସଂକ୍ରମିତ

ନୂଆଦିଲ୍ଲୀ, ୧।୫(ପି.ଟି.): ଦିଲ୍ଲୀ ଉପରାଜ୍ୟପାଳ (ଏଲ୍‌ଜି) ଅନିଲ ବୈଜାଲ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେ ନିଜ ବାସଭବନରେ ଆଇସୋଲେଶନରେ ରହିଥିବାବେଳେ ଦିଲ୍ଲୀ ସ୍ଥିତି ଉପରେ ନଜର ରଖିଥିବା କହିଛନ୍ତି। ତାଙ୍କଠାରେ ସାମାନ୍ୟ ଲକ୍ଷଣ ଦେଖାଦେବା ପରେ ସେ କୋଭିଡ୍‌ ପରୀକ୍ଷା…

ଆଜିଠୁ ତୃତୀୟ ପର୍ଯ୍ୟାୟ ଟିକାକରଣ

ନୂଆଦିଲ୍ଲୀ, ୧।୫(ପି.ଟି.): ଦେଶରେ ଗତ କିଛିଦିନ ହେଲା ପ୍ରତ୍ୟହ ୩ ଲକ୍ଷରୁ ଊର୍ଦ୍ଧ୍ୱ ସଂକ୍ରମିତ ହେଉଥିବାବେଳେ ହଜାର ହଜାର ଲୋକଙ୍କ ଜୀବନ ନେଉଛି କରୋନା ମହାମାରୀ। ସଂକ୍ରମଣରୁ ରକ୍ଷା ପାଇବା ଲାଗି ଟିକାକରଣକୁ ବ୍ୟାପକ କରିବା ବ୍ୟତୀତ ଅନ୍ୟ ଉପାୟ ନାହିଁ।…

ସରକାର ନୁହେଁ, ଅଦାଲତ ଭରସା

ନୂଆଦିଲ୍ଲୀ,୧ା୫: ନୋଭେଲ କରୋନା ଭାଇରସ୍‌ର ଦ୍ୱିତୀୟ ଲହର ଭାରତକୁ ଆଣିଛି ମହାବିପତ୍ତି। ୧୦ରୁ ଊର୍ଦ୍ଧ୍ୱ ରାଜ୍ୟରେ ଅଣାୟତ୍ତ ସ୍ଥିତି। ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ। ହସ୍ପିଟାଲରେ ଶଯ୍ୟାଠୁ ନେଇ ଅକ୍ସିଜେନ, ରେମ୍‌ଡେସିଭିର ଭଳି ଜରୁରୀ ଇଞ୍ଜେକ୍ସନ ଓ ଜୀବନ ରକ୍ଷାକାରୀ ଔଷଧର ଘୋର ଅଭାବ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri