ସାବଧାନ ! ବନ୍ଦ ଘରେ ଅଧିକ-ଖୋଲା ପବନରେ କମ୍ ସଂକ୍ରମଣ ଆଶଙ୍କା…
ଓ୍ବାଶିଂଟନ,୨୮।୪: କରୋନା ମହାମାରୀ ସଂକ୍ରମଣ ଯୋଗୁ ପୃଥିବୀରେ ସଙ୍କଟ ଜନକ ସ୍ଥିତି ସୃଷ୍ଟି ହୋଇଛି। କରୋନା ଭୂତାଣୁ ସଂକ୍ରମଣ ବନ୍ଦ ଘରେ ଅଧିକ ହୋଇଥାଏ। ଅପରପକ୍ଷରେ ବାହାର ଖୋଲା ପବନରେ ସଂକ୍ରମଣ ଆଶଙ୍କା କମ୍ ରହିଥାଏ। ବନ୍ଦ ଘରେ ସଂକ୍ରମଣ ହେବା…
କରୋନାରେ ପୂର୍ବତନ କଂଗ୍ରେସ ଏମ୍ପିଙ୍କ ପରଲୋକ…
ମୁମ୍ବାଇ,୨୮।୪: କରୋନାରେ ଆକ୍ରାନ୍ତ ହୋଇ କଂଗ୍ରେସର ପୂର୍ବତନ ଏମ୍ପି ଏକନାଥ ଗାଇକ୍ୱାଡ଼େଙ୍କର ବୁଧବାର ପୂର୍ବାହ୍ନ ୧୦ଟାରେ ମୃତ୍ୟୁ ଘଟିଛି। ମୁମ୍ବାଇର ବ୍ରିଜ୍ କ୍ୟାଣ୍ଡି ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୮୧ ବର୍ଷ ବୟସ ହୋଇଥିଲା। ୧୯୪୦…
୧୫୦ ଜିଲାରେ ଜାରି ହେବ ଲକ୍ଡାଉନ୍: ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଦେଲା ପ୍ରସ୍ତାବ…
ନୂଆଦିଲ୍ଲୀ,୨୮।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ କୋକୁଆ ଭୟ ସୃଷ୍ଟି ହୋଇଛି। ଏପରିସ୍ଥଳେ ସଂକ୍ରମଣରୁ ଦୂରେଇ ରହିବା ପାଇଁ ଦେଶର ୧୫୦ଟି ଜିଲାରେ ଲକ୍ଡାଉନ୍ ଜାରି କରିବା ଲାଗି କେନ୍ଦ୍ରୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ପ୍ରସ୍ତାବ ଦିଆଯାଇଛି। ୧୫ ପ୍ରତିଶତ…
୩୧ ମେ’ ପର୍ଯ୍ୟନ୍ତ ଅନ୍ଲାଇନ୍ କ୍ଲାସ୍ ବନ୍ଦ…
ଭୋପାଳ,୨୮।୪: କରୋନା ମହାମାରୀ ସଂକ୍ରମଣ ଯୋଗୁ ଦେଶରେ ସମସ୍ତ ସ୍କୁଲ କଲେଜକୁ ବନ୍ଦ କରି ଦିଆଯାଇଛି। ଏପରିସ୍ଥଳେ ପ୍ରଥମରୁ ଆରମ୍ଭ କରି ନବମ ଏବଂ ଏକାଦଶ ଶ୍ରେଣୀ ଛାତ୍ରୀଛାତ୍ରଙ୍କ ଅନ୍ଲାଇନ୍ କ୍ଲାସ୍ ଜାରି ରହିଛି। ତେବେ ମହାମାରୀ ସଙ୍କଟ ସମୟରେ ଛାତ୍ରୀଛାତ୍ର…
ଲିଭୁନି ଚିତା: ଅନ୍ତିମ ସଂସ୍କାର ଲାଗି ଧାଡ଼ିରେ ଅପେକ୍ଷା…
ନୂଆଦିଲ୍ଲୀ,୨୮।୪: ଭାରତର କରୋନା ମହାମାରୀ ସଂକ୍ରମଣ ସଙ୍କଟ ସ୍ଥିତି ସୃଷ୍ଟି କରିଛି। ଗତ ବର୍ଷଠାରୁ ବର୍ତ୍ତମାନ ସୁଦ୍ଧା କରୋନାରେ ଆକ୍ରାନ୍ତ ହୋଇ ଦେଶର ୨ ଲକ୍ଷ ୧ ହଜାର ୧୮୭ ଜଣଙ୍କ ମୃତ୍ୟୁ ଘଟିଲାଣି। ପ୍ରଥମ ଲହର ତୁଳନାରେ ଦ୍ୱିତୀୟ ଲହର…
ଦେଶରେ ମୃତ୍ୟୁସଂଖ୍ୟା ୨ ଲକ୍ଷ ଟପିଲା: ଜାଣନ୍ତୁ ସାରା ବିଶ୍ୱରେ ଭାରତର ସ୍ଥିତି କେଉଁଠି
ନୂଆଦିଲ୍ଲୀ,୨୮।୪: ଭାରତରେ କରୋନାର ଦ୍ୱିତୀୟ ଲହର ବିପର୍ଯ୍ୟୟ ସୃଷ୍ଟି କରିଛି। ଏହାର ଫଳସସ୍ବରୂପ ପ୍ରତିଦିନ ସଂକ୍ରମିତଙ୍କ ସଂଖ୍ୟା ବଢିବା ସହ ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଇଛି। ବୁଧବାର ମୃତକଙ୍କ ସଂଖ୍ୟା ୨ ଲକ୍ଷ ଅତିକ୍ରମ କରିଛି। ବୁଧବାର ପ୍ରଥମ ଥର…
କରୋନାରେ ବାଜପେୟୀଙ୍କ ଭାଣିଜୀଙ୍କ ପରଲୋକ
ରାୟପୁର, ୨୮ା୪: କଂଗ୍ରେସ ନେତ୍ରୀ ତଥା ପୂର୍ବତନ ଏମ୍ପି କରୁଣା ଶୁକ୍ଳାଙ୍କ ମଙ୍ଗଳବାର ରାୟପୁରର ଏକ ଘରୋଇ ହସ୍ପିଟାଲରେ ପରଲୋକ ଘଟିଛି। ତାଙ୍କୁ ୭୦ ବର୍ଷ ବୟସ ହୋଇଥିଲା। ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଭାଣିଜୀ କରୁଣା କରୋନାରେ…
ରାଜ୍ୟରେ ଆଖି ବୁଜିଲେ ୧୦ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୨୮।୪(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନାରେ ୧୦ ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୧୭ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୧୦ ମୃତକଙ୍କ ମଧ୍ୟରୁ ପୁରୀ ଓ…
ବିପତ୍ତି ବେଳେ ବଦାନ୍ୟତା
କାନପୁର, ୨୮ା୪: ଆକାଉଣ୍ଟରେ ମାତ୍ର ୮୫୦ ଟଙ୍କା ଛାଡ଼ି ସେଥିରେ ରଖିଥିବା ସମସ୍ତ ୨ ଲକ୍ଷ ଟଙ୍କାକୁ କେରଳ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ଫଣ୍ଡ୍କୁ ଦାନ କରି ମଣିଷପଣିଆର ଉଦାହରଣ ସୃଷ୍ଟି କରିଛନ୍ତି ଉତ୍ତରପ୍ରଦେଶ କାନପୁରର ଜଣେ ବିଡ଼ି ଶ୍ରମିକ ଜନାର୍ଦ୍ଦନ। କେରଳ…
ହୃଦୟ ବିଦାରକ ସ୍ଥିତି
ନୂଆଦିଲ୍ଲୀ,୨୮ା୪: ରାଜନୈତିକ ରାଜଧାନୀ ଦିଲ୍ଲୀ ଓ ଆର୍ଥିକ ରାଜଧାନୀ ମୁମ୍ବାଇରେ ତାଲାବନ୍ଦ ହୋଇଛି। ଦୁଇ ବଡ଼ ସହରର ପ୍ରଶସ୍ତ ରାସ୍ତାଗୁଡ଼ିକରେ ସାଇରନ୍ ବଜାଇ ଆମ୍ବୁଲାନ୍ସ ଦୌଡ଼ୁଛି। ସଂକ୍ରମଣ ସୁନାମିରେ ସ୍ବାସ୍ଥ୍ୟ ଭିତ୍ତିଭୂମି ଧୋଇ ହୋଇଯାଇଛି। ହାତରେ ପର୍ଯ୍ୟାପ୍ତ ଭାକ୍ସିନ ନାହିଁ। ଅକ୍ସିଜେନ,…
ପୁଣି ରେକର୍ଡ ଭାଙ୍ଗିଲା କରୋନା: ଗୋଟିଏ ଦିନରେ ୩ ହଜାର ଟପିଲା ମୃତ୍ୟୁ ସଂଖ୍ୟା…
ନୂଆଦିଲ୍ଲୀ,୨୮।୪: ଦେଶରେ କରୋନା ସଂକ୍ରମଣ ଯୋଗୁ ଅଣାୟତ୍ତ ସ୍ଥିତି ସୃଷ୍ଟି ହୋଇଛି। ସ୍ଥିତି ବେକାବୁ୍ ହେବା ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ଦେଖା ଦେଇଛି। କରୋନାର ଦ୍ୱିତୀୟ ଲହର ଭୟଙ୍କର ବେଗରେ ବ୍ୟାପିବାରେ ଲାଗିଛି। ଲଗାତାର ୭ ଦିନ ଧରି ଦେଶରେ…
କୁକୁର ଟାଣି ନେଲା ମୃତଦେହ: ଶ୍ମଶାନରେ ଏଭଳି ଦୃଶ୍ୟ…
ଗାଜିଆବାଦ୍,୨୭।୪: କରୋନା ସଂକ୍ରମଣ ଯୋଗୁ ଦେଶରେ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ସଂଖ୍ୟା ପ୍ରତିଦିନ ବଢୁଥିବାରୁ ଅନ୍ତିମ ସଂସ୍କାର ଲାଗି ଶ୍ମଶାନରେ ସମସ୍ୟା ସୃଷ୍ଟି ହୋଇଛି। ଏପରସ୍ଥେଳେ ଉତ୍ତରପ୍ରଦେଶ ଗାଜିଆବାଦ୍ସ୍ଥିତ ହିଣ୍ଡନ ଶ୍ମଶାନରେ କୁକୁର ଜଣେ…
Archives


