କରୋନା ଭାଇରସ୍‌

ପହିଲାରୁ ତୃତୀୟ ପର୍ଯ୍ୟାୟ ଟିକାକରଣ

ଭୁବନେଶ୍ୱର, ୨୭।୪(ବ୍ୟୁରୋ): ମେ’ ପହିଲାରୁ ରାଜ୍ୟରେ ତୃତୀୟ ପର୍ଯ୍ୟାୟ ଟିକାକରଣ ଆରମ୍ଭ ହେବ। ଏଥିପାଇଁ ଆସନ୍ତା ୨୮ ତାରିଖରୁ ନାମ ପଞ୍ଜୀକରଣ ହେବ। ଟିକାକରଣ ନିମନ୍ତେ କୋୱିନ ପୋର୍ଟାଲ ଓ ଆରୋଗ୍ୟ ସେତୁ ଆପ୍‌ରେ ପଞ୍ଜୀକରଣର ବ୍ୟବସ୍ଥା ରହିଛି। ପ୍ରଥମେ ପଞ୍ଜୀକରଣ…

ବିନା ମାସ୍କ୍‌ରେ ନାଚିଲେ ଲୋକେ: ସଂକ୍ରମଣ ସମୟରେ ବଡ଼ ମ୍ୟୁଜିକ୍‌ କନସର୍ଟ…

ଓ୍ବିଲିଂଟନ,୨୭।୪: କରୋନା ମହାମାରୀ ସଂକ୍ରମଣ ଯୋଗୁ ପୃଥିବୀରେ ସଙ୍କଟ ଦେଖାଦେଇଛି। ଏପରିସ୍ଥଳେ ସଂକ୍ରମଣରୁ ଦୂରେଇ ରହିବା ପାଇଁ ବିଶ୍ୱସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ମାର୍ଗଦର୍ଶିକା ଜାରି ହୋଇଛି। ମାସ୍କ୍‌ ପିନ୍ଧିବା ଏବଂ ସାମାଜିକ ଦୂରତା ବଜାୟ ରଖିବାକୁ ପରାମର୍ଶ ଦିଆଯାଇଛି। ତେବେ ସାରା…

ସ୍ଥିତି ଅସମ୍ଭାଳ: କରୋନା ବେଲଗାମ୍‌…

ନୂଆଦିଲ୍ଲୀ,୨୭।୪: ଦେଶରେ କରୋନା ସଂକ୍ରମଣ ଯୋଗୁ ଅସମ୍ଭାଳ ସ୍ଥିତି ସୃଷ୍ଟି ହୋଇଛି। ସ୍ଥିତି ବେଲଗାମ୍‌ ହେବା ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ଦେଖା ଦେଇଛି। କରୋନାର ଦ୍ୱିତୀୟ ଲହର ଭୟଙ୍କର ବେଗରେ ବ୍ୟାପିବାରେ ଲାଗିଛି। ଲଗାତାର ୬ ଦିନ ଧରି ଦେଶରେ…

ରାଜ୍ୟରେ କରୋନା ନେଲା ଆଉ ୧୦ ମୁଣ୍ଡ: ୨ ହଜାର ଟପିଲା ମୃତକଙ୍କ ସଂଖ୍ୟା

ଭୁବନେଶ୍ୱର,୨୭।୪(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ୁଛି। ମଙ୍ଗଳବାର ରାଜ୍ୟରେ କରୋନା ଆଉ ୧୦ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୨୦୦୭କୁ ବୃଦ୍ଧି ପାଇଛି। ଏହି ୧୦ ମୃତକଙ୍କ…

ରାଜ୍ୟରେ କରୋନାର ଭୟଙ୍କର ସ୍ଥିତି: ଲଗାତାର ୬ ହଜାର ଉପରେ ରହୁଛି ସଂକ୍ରମିତଙ୍କ ସଂଖ୍ୟା; କେବଳ ଖୋର୍ଦ୍ଧାରୁ…

ଭୁବନେଶ୍ୱର,୨୭।୪(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଛି। ପରିସ୍ଥିତି ଭୟଙ୍କର ହେବାରେ ଲାଗିଛି। ମଙ୍ଗଳବାର ରାଜ୍ୟରେ ୬,୦୭୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୩୫୨୨ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୨୫୫୧ ଜଣ ଲୋକାଲ କେସ୍‌ ଥିବା…

ଜରିମାନା ଦେଲେ ପ୍ରଧାନମନ୍ତ୍ରୀ

କରୋନା ସଂକ୍ରମଣରୁ ବର୍ତ୍ତିବା ପାଇଁ ମାସ୍କ ଅପରିହାର୍ଯ୍ୟ ହୋଇଥିବାବେଳେ ଏହି ନିୟମ ଉଲ୍ଲଂଘନ କରିଛନ୍ତି ଥାଇଲାଣ୍ଡ ପ୍ରଧାନମନ୍ତ୍ରୀ ପ୍ରୟୁତ୍‌ ଚାନ୍‌-ଓ-ଚା। ଏଥିପାଇଁ ଦଣ୍ଡ ସ୍ବରୂପ ତାଙ୍କୁ ୬ ହଜାର ବହଟ୍‌ ବା ପ୍ରାୟ ୧୪ ହଜାର ଟଙ୍କା ଜରିମାନା ହୋଇଛି। ପ୍ରୟୁତ…

ଚରଣାମୃତ ଭଳି ମିଳୁଛି ଅକ୍ସିଜେନ

ନୂଆଦିଲ୍ଲୀ,୨୭ା୪: ନୋଭେଲ କରୋନା ଭାଇରସ୍‌ର ପ୍ରଚଣ୍ଡ ପ୍ରହାର ଓ ଏହାର ମୁକାବିଲାରେ ବିଫଳତା ଭାରତୀୟ ଅର୍ଥନୀତିକୁ ଉଜାଡ଼ିଦେଇଛି। ଅର୍ଥ ବ୍ୟବସ୍ଥା ଅଣ୍ଟା ସଳଖି ଛିଡ଼ା ନ ହେଉଣୁ ସ୍ଥିତି ସୁଧୁରିଯାଇଛି ବୋଲି ତରବରିଆ ଭାବେ ପ୍ରଚାର କରିଦିଆଯିବାରୁ ଘାତକ ଭୂତାଣୁ ପୁଣି…

ବଢ଼ିବ କଣ୍ଟେନମେଣ୍ଟ ଜୋନ୍‌

ନୂଆଦିଲ୍ଲୀ, ୨୭।୪: ଦେଶରେ କରୋନା ସଂକ୍ରମଣ ଦ୍ରୁତ ବେଗରେ ମାଡ଼ିଚାଲିଥିବାବେଳେ ଏହାକୁ ରୋକିବା ପାଇଁ କେନ୍ଦ୍ର ସରକାର ସୋମବାର ରାଜ୍ୟଗୁଡ଼ିକ ପାଇଁ ସବିଶେଷ କଣ୍ଟେନମେଣ୍ଟ ଯୋଜନା ଜାରି କରିଛନ୍ତି। ଗୋଟିଏ ଦିନରେ ସର୍ବାଧିକ ୩,୫୨,୯୯୧ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହେବା…

ସାମାନ୍ୟ ଥଣ୍ଡା-କାଶକୁ ଡରନ୍ତୁ ନାହିଁ, ହୋଇଯାନ୍ତୁ ଖୁସି: କାରଣ..

ଗ୍ଲାସଗୋ,୨୬।୪: ବିଶ୍ୱବ୍ୟାପୀ କରୋନା ମହାମାରୀ ବିପର୍ଯ୍ୟୟର କାରଣ ହୋଇଛି। ଭାରତରେ ପରିସ୍ଥିତି ଖରାପ ହେବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ରେକର୍ଡ ୩ ଲକ୍ଷ ୫୩ ହଜାର ନୂତନ କରୋନା ରୋଗୀ ଚିହ୍ନଟ ହୋଇଥିବାବେଳେ ୨୮୦୦ରୁ ଅଧିକ ଲୋକଙ୍କର…

ନିର୍ବାଚନ ଆୟୋଗ ଅଫିସରଙ୍କ ବିରୋଧରେ ହତ୍ୟା ମାମଲା ଦାଏର କରାଯିବା ଆବଶ୍ୟକ: ହାଇକୋର୍ଟ…

ଚେନ୍ନାଇ,୨୬।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ଏପରିସ୍ଥଳେ ବିଭିନ୍ନ ରାଜ୍ୟରେ ନିର୍ବାଚନ କରାଯାଉଛି। ନିର୍ବାଚନ ରାଲି ସହିତ ଅନ୍ୟ ପ୍ରଚାର କାର୍ଯ୍ୟକ୍ରମ ଯୋଗୁ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ଏନେଇ ନିର୍ବାଚନ ଆୟୋଗ ଅଫିସରଙ୍କ ପକ୍ଷରୁ ଅନୁମତି…

ସାବଧାନ! ଦିନକୁ ଚିହ୍ନଟ ହେବେ ୬ ଲକ୍ଷରୁ ଅଧିକ ଆକ୍ରାନ୍ତ: ନୀତି ଆୟୋଗ…

ନୂଆଦିଲ୍ଲୀ,୨୬।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ଏବେ ପ୍ରତି ଦିନ ୩ ଲକ୍ଷ ୪୫ ହଜାରରୁ ଅଧିକ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଉଛି। ତେବେ ଏବେ କରୋନାର ଟ୍ରେଲର ଚାଲିଛି। ପୂରା ଫିଲ୍ମ ବାକି ରହିଛି ବୋଲି…

ଏପ୍ରିଲ ୨୭ରୁ ୧୪ ଦିନିଆ ଲକ୍‌ଡାଉନ୍‌ ଘୋଷଣା

ବେଙ୍ଗାଲୁରୁ,୨୬।୪: କରୋନାର ଦ୍ୱିତୀୟ ଲହର ଦେଶରେ ହଇଚଇ ସୃଷ୍ଟି କରିଛି। କ୍ରମାଗତ କରୋନା ସଂକ୍ରମଣ ରୋଗୀଙ୍କ ସଂଖ୍ୟା ବୃଦ୍ଧି ଏବଂ ମୃତ୍ୟୁ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି କରିଛି। କର୍ନାଟକରେ କରୋନା ସଂକ୍ରମଣର ବେଗରେ ବ୍ରେକ ଲଗାଇବା ପାଇଁ ଏପ୍ରିଲ ୨୭…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?