କରୋନା ଭାଇରସ୍‌

ମଙ୍ଗଳବାରଠାରୁ ଜାରି ହେଲା ୧୪ ଦିନିଆ ଲକ୍‌ଡାଉନ୍‌…

ବେଙ୍ଗାଲୁରୁ,୨୬।୪: କର୍ନାଟକରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ଏଭଳିସ୍ଥଳେ ସଂକ୍ରମଣ ରୋକିବା ପାଇଁ ରାଜ୍ୟର ମୁଖ୍ୟମନ୍ତ୍ରୀ ବି.ଏସ୍‌. ୟେଦୁରପ୍ପା ସରକାରଙ୍କ ପକ୍ଷରୁ ୧୪ ଦିନିଆ ଲକ୍‌ଡାଉନ୍‌ ସୋମବାର ଘୋଷଣା କରାଯାଇଛି। ମଙ୍ଗଳବାର ରାତ୍ର ୯ଟାଠାରୁ ରାଜ୍ୟରେ ଲକ୍‌ଡାଉନ୍‌ ଜାରି…

କେଉଁଠି ସ୍ତ୍ରୀଙ୍କ କୋଳରେ ସ୍ବାମୀ ତ ଅନ୍ୟ କେଉଁଠି କାର ଛାତରେ ମୃତଦେହ: ତାଣ୍ଡବ ରଚିଛି କରୋନା…

ନୂଆଦିଲ୍ଲୀ,୨୬।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ଆକ୍ରାନ୍ତଙ୍କ ଦୁଃଖ ବଢ଼ିବାରେ ଲାଗିଛି। କରୋନା ତାଣ୍ଡବରେ ଚାରିଆଡ଼େ ହାହାକାର ସୃଷ୍ଟି ହୋଇଛି। ପ୍ରିୟଜନଙ୍କୁ ହରାଇ ଥିବା ଲୋକଙ୍କ ଆଖିରୁ ଲୁହଧାର ଝରିବାରେ ଲାଗିଛି। ଏବେ ଉତ୍ତରପ୍ରଦେଶର ଆଗ୍ରା ସହରର…

୨୫ ହଜାର ବର୍ଷ ଧରି କନ୍ଦାଉଛି କରୋନା, କହିଲେ ବିଶେଷଜ୍ଞ…

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୬।୪: ପୃଥିବୀରେ ସମ୍ପ୍ରତି ଦେଖା ଦେଇଥିବା କରୋନା ମହାମାରୀ ନେଇ ଏକ ନୂଆ ଗବେଷଣା ରିପୋର୍ଟ ପ୍ରକାଶ ପାଇଛି। ରିପୋର୍ଟ ଉଲ୍ଲେଖ କରାଯାଇଛି ଯେ, ଏବେ ନୁହେଁ କରୋନା ମହାମାରୀ ଗତ ୨୫ ହଜାର ବର୍ଷ ଧରି ମାନବ ସଭ୍ୟତାକୁ କନ୍ଦାଉଛି।…

ମହାମାରୀ ହାତରେ ଜୀବନ ଡୋର: ଅକ୍ସିଜେନ୍‌ ପ୍ଲାଣ୍ଟ୍‌ ଆଗରେ ଲମ୍ବା ଲାଇନ୍‌…

ନୂଆଦିଲ୍ଲୀ,୨୬।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରଚିଛି। ଏପରିସ୍ଥଳେ ବିଭିନ୍ନ ହସ୍ପିଟାଲରେ ଅକ୍ସିଜେନ୍‌ର ଅଭାବ ଦେଖାଦେଇଛି। ମହାମାରୀ ହାତରେ ମଣିଷଙ୍କ ଜୀବନ ଡୋର ରହିଥିବାବେଳେ ନିଶ୍ୱାସ ଫେରି ପାଇବାକୁ ଆକ୍ରାନ୍ତ ପ୍ରୟାସ କରୁଛନ୍ତି। ତେବେ ଅକ୍ସିଜେନ୍‌ ସିଲିଣ୍ଡର ଅଭାବରୁ ଏହା…

ଏଭଳି କଲେ ଆଉ ହେବନି କରୋନା, କହିଲେ ଏହି ଡାକ୍ତର…

ନୂଆଦିଲ୍ଲୀ, ୨୬।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରଚିଛି। ଏପରିସ୍ଥଳେ ସଂକ୍ରମଣରୁ ଦୂରେଇ ରହିବା ପାଇଁ କେତେକ ସହଜ ଉପାୟ ଆପଣେଇବା ଲାଗି ମେଦାନ୍ତ ମେଡ଼ିସିଟି ହସ୍ପିଟାଲର ଅଧ୍ୟକ୍ଷ ଡ. ନରେଶ ତ୍ରେହାନ ପରାମର୍ଶ ଦେଇଛନ୍ତି। ପ୍ରତିଦିନ ପ୍ରାଣାୟମ କରିବା…

କେଉଁମାନଙ୍କୁ କରୋନା ଟିକା ନେବା ମନା…

ନୂଆଦିଲ୍ଲୀ, ୨୬।୪: ଦେଶରେ କରୋନା ମହାମାରୀ ତାଣ୍ଡବ ରଚିଛି। ଏପରିସ୍ଥଳେ ସଂକ୍ରମଣରୁ ଦୂରେଇ ରହିବା ପାଇଁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ଭାରତ ବାୟୋଟେକ୍‌ର କୋଭାକ୍ସିନ୍‌ ଏବଂ ସେରମ୍‌ ଇନଷ୍ଟିଚ୍ୟୁଟ୍‌ ଦ୍ୱାରା ପ୍ରସ୍ତୁତ କୋଭିଶିଲ୍ଡ ଟିକାଦାନ ଭାରତରେ କରାଯାଉଛି। ତେବେ…

ଏହି ଅପରାଧ ଯୋଗୁ ବିବାହ ବେଦୀରୁ ବରଙ୍କୁ ଉଠାଇ ନେଲେ ପୋଲିସ…

ଜଳନ୍ଧର,୨୬।୪: ପପଞ୍ଜାବରେ କରୋନା ସଂକ୍ରମଣ ଅସମ୍ଭାଳ ହେବାରେ ଲାଗିଛି। ଏପରିସ୍ଥଳେ ରାଜ୍ୟ ସରକାରଙ୍କ ପକ୍ଷରୁ ସପ୍ତାହନ୍ତ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଏହା ସହିତ ବିବାହ ଉତ୍ସବରେ ୨୦ ଜଣ ଲୋକ ସାମିଲ ହେବାକୁ ନିର୍ଦ୍ଦେଶ ଜାରି ହୋଇଛି। ତେବେ ଜଳନ୍ଧର ଅଞ୍ଚଳରେ…

ଭାରତ ଭଳି ଆମେ ବି ସହାୟତା ଯୋଗାଇ ଦେବୁ: ବାଇଡେନ୍‌…

ଓ୍ବାଶିଂଟନ,୨୬।୪: ଦେଶରେ କରୋନା ସଂକ୍ରମଣ ଅସମ୍ଭାଳ ହେବାରେ ଲାଗିଛି। ଏପରିସ୍ଥଳେ ଆମେରିକା ରାଷ୍ଟ୍ରପତି କହିଛନ୍ତି ଯେ, ଆମେ ବିପଦରେ ପଡ଼ିଥିବାବେଳେ ଭାରତ ଆବଶ୍ୟକ ସହାୟତା ଯୋଗାଇ ଦେଇଥିଲା। ଏବେ ଆମର ପାଳି। ଭାରତର ସଙ୍କଟ ସମୟରେ ଆମେରିକା ସହାୟତା ଯୋଗାଇ ଦେବ…

ମାସ୍କ ପିନ୍ଧି ପୋଲିଂବୁଥ୍‌ରେ ଭୋଟର: ସପ୍ତମ ପର୍ଯ୍ୟାୟ ମତଦାନ ଜାରି…

କୋଲକାତା,୨୬।୪: କରୋନା ମହାମାରୀ ସଂକ୍ରମଣ ମଧ୍ୟରେ ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନ ପାଇଁ ସପ୍ତମ ପର୍ଯ୍ୟାୟ ମତଦାନ ସୋମବାର ସକାଳ ୭ଟାଠାରୁ ଆରମ୍ଭ ହୋଇଛି। ଭୋଟରମାନେ ମାସ୍କ୍‌ ପିନ୍ଧି ମତଦାନ କେନ୍ଦ୍ରରେ ପହଞ୍ଚି ଭୋଟିଂ ଜାରି ରଖିଛନ୍ତି। ସପ୍ତମ ପର୍ଯ୍ୟାୟରେ ୫ଟି ଜିଲାରେ…

ଭାରତକୁ ଭାକ୍ସିନ୍‌ କଞ୍ଚା ମାଲ୍‌ ଦେବାକୁ ରାଜି ହେଲା ଆମେରିକା…

ନୂଆଦିଲ୍ଳୀ,୨୬।୪: ଦେଶରେ କରୋନା ସଂକ୍ରମଣ ବେକାବୁ ହେବାରେ ଲାଗିଛି। ଏପରିସ୍ଥଳେ ଆମେରିକା ଭାକ୍ସିନ୍‌ ପ୍ରସ୍ତୁତି ଲାଗି ବ୍ୟବହୃତ ହେଉଥିବା କଞ୍ଚାମାଲ୍‌ ଯୋଗାଇବାକୁ ମନା କରିଥିଲା। ତେବେ ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ୍‌ ଡୋଭାଲ୍‌ଙ୍କ କୂଟନୀତି କାମ ଦେଇଛି। ସେ ନ୍ୟାଶନାଲ ସିକ୍ୟୁରିଟି…

କରୋନାରେ ଟିଏମ୍‌ସି ପ୍ରାର୍ଥୀ ମୃତ

କୋଲକାତା, ୨୬ା୪: ଉତ୍ତର ୨୪ ପ୍ରଗଣା ଜିଲା ଖର୍ଦାହ ନିର୍ବାଚନମଣ୍ଡଳୀର ଟିଏମ୍‌ସି ପ୍ରାର୍ଥୀ କାଜଲ ସିହ୍ନାଙ୍କ ରବିବାର ପରଲୋକ ଘଟିଛି। ତାଙ୍କୁ ୫୯ ବର୍ଷ ହୋଇଥିଲା। ଦୁଇ ଦିନ ପୂର୍ବେ ତାଙ୍କ କୋଭିଡ୍‌ ରିପୋର୍ଟ ପଜିଟିଭ୍‌ ଆସିଥିବାବେଳେ କୋଲକାତାର ଏକ ହସ୍ପିଟାଲରେ…

ପ୍ରତି ମିନିଟରେ ୨୪୩ ସଂକ୍ରମିତ

ନୂଆଦିଲ୍ଲୀ, ୨୬।୪: ଭାରତରେ କରୋନା ସଙ୍କଟ ଦିନକୁ ଦିନ ଭୟଙ୍କର ରୂପ ନେବାରେ ଲାଗିଛି। କିଛିଦିନ ହେଲା ଦୈନିକ ସଂକ୍ରମଣ ୩ ଲକ୍ଷ ଉପରେ ରହିଥିବାବେଳେ ମୃତ୍ୟୁସଂଖ୍ୟା ମଧ୍ୟ ବଢ଼ିଚାଲିଛି। ସୁନାମି ଭଳି ମାଡ଼ିଚାଲିଛି କରୋନା। ପ୍ରତି ମିନିଟରେ ୨୪୩ ଜଣ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri