କରୋନା ଭାଇରସ୍‌

କହିଥିଲେ, ଦେଲେ ନାହିଁ

ନୂଆଦିଲ୍ଲୀ,୨୬ା୪: ଦେଶରେ କରୋନା ସଂକ୍ରମଣ ବଢ଼ୁଥିବା ଦେଖି ବିଭିନ୍ନ ରାଜ୍ୟର ଦାବି ପରେ ମେ’ ୧ ତାରିଖରୁ ୧୮-୪୪ ବର୍ଷୀୟଙ୍କୁ କୋଭିଡ୍‌-୧୯ ଟିକା ନେବା ପାଇଁ କେନ୍ଦ୍ର ସରକାର ଅନୁମତି ପ୍ରଦାନ କରିଛନ୍ତି। ତେବେ ଏହି ଆୟୁ ବର୍ଗର ନାଗରିକଙ୍କୁ ଭାକ୍ସିନ…

ଆଜି ରାଜ୍ୟରୁ ୯ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୧୯୯୭କୁ ବୃଦ୍ଧି

ଭୁବନେଶ୍ୱର,୨୬।୪(ବ୍ୟୁରୋ): ଦିନକୁ ଦିନ ରାଜ୍ୟରେ କରୋନା ସ୍ଥିତି ବିଗିଡ଼ିବାରେ ଲାଗିଛି। ଗୋଟିଏ ପଟେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। କରୋନା ଆଜି ୯ ଜଣଙ୍କ ଜୀବନ ନେଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ…

ଚାରିଆଡ଼େ ହାହାକାର: ମୃତ୍ୟୁ ସଂଖ୍ୟା ଟପିଲା ୨୮୦୦…

ନୂଆଦିଲ୍ଲୀ,୨୬।୪: ଦେଶରେ କରୋନା ସଂକ୍ରମଣ ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। ସ୍ଥିତି ବେଲଗାମ ହେବା ଯୋଗୁ ଲୋକଙ୍କ ମଧ୍ୟରେ କୋକୁଆ ଭୟ ସୃଷ୍ଟି ହୋଇଛି। କରୋନାର ଦ୍ୱିତୀୟ ଲହର ଭୟଙ୍କର ବେଗରେ ବ୍ୟାପିବାରେ ଲାଗିଥିବାରୁ କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କ ଚିନ୍ତା…

ରାଜ୍ୟରୁ ୬୫୯୯ କରୋନା ଆକ୍ରାନ୍ତ ଚିହ୍ନଟ, ଆଜି ବି ଖୋର୍ଦ୍ଧା ଆଗରେ

ଭୁବନେଶ୍ୱର,୨୬।୪(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବଢ଼ିବାରେ ଲାଗିଛି। ତେବେ ସୋମବାର ରାଜ୍ୟରୁ ୬,୫୯୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪,୧୪,୦୫୬ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ…

ଋତୁସ୍ରାବ ସମୟରେ ମହିଳାମାନେ ନେଇପାରିବେ କି କରୋନା ଟିକା: ଜାଣନ୍ତୁ କ’ଣ କହିଲେ ସରକାର

ନୂଆଦିଲ୍ଲୀ,୨୫।୪: କରୋନାର ପ୍ରଥମ ଲହର ଅପେକ୍ଷା ଦ୍ବିତୀୟ ଲହରରେ ସଂକ୍ରମଣ ସଂଖ୍ୟା ବୃଦ୍ଧି ପାଇଛି। ଏହାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ଟିକାକରଣ କାର୍ଯ୍ୟକ୍ରମରୁ ଜୋରଦାର କରିବା ପାଇଁ ପ୍ରୟାସ କରୁଛନ୍ତି। ତେବେ ଟିକାକରଣକୁ ନେଇ ସୋସିଆଲ ମିଡିଆରେ ଅନେକ ଗୁଜବ…

କେବେ ମିଳିବ କରୋନାରୁ ମୁକ୍ତି, ବିଶେଷଜ୍ଞ କହିଲେ ଏଭଳି …

ନୂଆଦିଲ୍ଲୀ,୨୫।୪: କରୋନା ମହାମାରୀ ସଂକ୍ରମଣ ଯୋଗୁ ଦେଶରେ ଅବସ୍ଥା ବେଲଗାମ୍‌ ହେବାରେ ଲାଗିଥିବାବେଳେ ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷରୁ ଅଧିକ ରହିବା ସହିତ ମୃତକଙ୍କ ସଂଖ୍ୟା ବଢ଼ି ଚାଲିଛି। ଏପରିସ୍ଥଳେ କରୋନା ମହାମାରୀରୁ କେବେ ମୁକ୍ତି ମିଳିବ ସେ…

ବଡ଼ ନିଷ୍ପତ୍ତି ନେଲେ ମୋଦି ସରକାର: ହସ୍ପିଟାଲରେ ନିର୍ମାଣ ହେବ ୫୫୧ ଅକ୍ସିଜେନ୍‌ ପ୍ଲାଣ୍ଟ୍‌…

ନୂଆଦିଲ୍ଳୀ,୨୫।୪: କରୋନା ମହାମାରୀ ସଂକ୍ରମଣ ଯୋଗୁ ଦେଶରେ ଅବସ୍ଥା ଅଣାୟତ୍ତ ହେବାରେ ଲାଗିଥିବାବେଳେ ବିଭିନ୍ନ ହସ୍ପିଟାଲରେ ଅକ୍ସିଜେନ୍‌ ଅଭାବ ଯୋଗୁ କରୋନା ଆକ୍ରାନ୍ତଙ୍କ ସମେତ ଅନ୍ୟ ରୋଗୀଙ୍କ ମୃତ୍ୟୁ ଘଟୁଛି। ତେବେ ଅକ୍ସିଜେନ୍‌ ଯୋଗାଣ ତ୍ୱରାନ୍ବିତ ହେବା ଯୋଗୁ ଏବେ ସ୍ଥିତିରେ…

ପାର୍କରେ ହେବ ଅନ୍ତିମ ସଂସ୍କାର: ପ୍ରଶାସନର ନିଷ୍ପତ୍ତି…

ନୂଆଦିଲ୍ଳୀ,୨୫।୪: କରୋନା ମହାମାରୀ ସଂକ୍ରମଣ ଯୋଗୁ ଦେଶରେ ଅବସ୍ଥା ଅଣାୟତ୍ତ ହେବାରେ ଲାଗିଛି। ରାଜଧାନୀ ଦିଲ୍ଲୀରେ ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। ପ୍ରତିଦିନ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏପରିସ୍ଥଳେ ଶ୍ମଶାନରେ ମୃତକଙ୍କ ଅନ୍ତିିମ ସଂସ୍କାର କରିବା ଲାଗି ଘଣ୍ଟା ଘଣ୍ଟା…

କରୋନା ଲଢ଼େଇରେ ମହିଳା ଆଗରେ: ପୁରୁଷଙ୍କ ତୁଳନାରେ ଅଧିକ ଆଣ୍ଟିବଡ଼ି…

ନୂଆଦିଲ୍ଳୀ,୨୫।୪: କରୋନା ମହାମାରୀ ସଂକ୍ରମଣ ଯୋଗୁ ଦେଶରେ ଅବସ୍ଥା ଅଣାୟତ୍ତ ହେବାରେ ଲାଗିଛି। ତେବେ କରୋନା ଲଢ଼େଇରେ ମହିଳା ଆଗରେ ରହିଛନ୍ତି। ମହିଳାଙ୍କ ତୁଳନାରେ ଅଧିକ ପୁରୁଷ କରୋନାରେ ଆକ୍ରାନ୍ତ ହୋଇଥାନ୍ତି ବୋଲି ମୁମ୍ବାଇ ମହାନଗର ନିଗମରେ ହୋଇଥିବା ଏକ ସେରୋ…

ଶ୍ରୀଲଙ୍କାରୁ ମିଳିଲା କରୋନାର ନୂଆ ଷ୍ଟ୍ରେନ୍‌, ଯାହା ସବୁଠୁ ମାରାତ୍ମକ; ଜାଣନ୍ତୁ ଏ ସମ୍ପର୍କରେ…

କଲମ୍ବୋ,୨୫।୪: ଭାରତ ସମେତ ବିଶ୍ୱରେ କରୋନା ସଂକ୍ରମଣ ଅଣାୟତ୍ତ ହୋଇପଡ଼ିଛି। ଏଭଳି ପରିସ୍ଥିତିରେ ଆଉ ଏକ ଦୁଃଖଦ ଖବର ଆସିଛି ପଡ଼ୋଶୀ ଶ୍ରୀଲଙ୍କାରୁ। ଏଠାରେ କରୋନା ଭୂତାଣୁର ଏକ ନୂଆ ଷ୍ଟ୍ରେନ୍‌ ଦେଖିବାକୁ ମିଳିଛି। ଯାହା ସବୁଠାରୁ ମାରାତ୍ମକ ଅଟେ। ଏହି…

ରାଜଧାନୀରେ ପୁଣି ସପ୍ତାହେ ବଢ଼ିଲା ଲକ୍‌ଡାଉନ୍‌…

ନୂଆଦିଲ୍ଳୀ,୨୫।୪: କରୋନା ମହାମାରୀ ସଂକ୍ରମଣ ଯୋଗୁ ରାଜଧାନୀ ଦିଲ୍ଲୀରେ ଅବସ୍ଥା ଅଣାୟତ୍ତ ହେବାରେ ଲାଗିଛି। ଏପରିସ୍ଥଳେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଲାଗୁ ହୋଇଥିବା ଲକ୍‌ ଡ଼ାଉନ୍‌ ସମୟସୀମାକୁ ପୁଣି ସପ୍ତାହେ ପାଇଁ ବଢ଼ାଇବା ସମ୍ପର୍କରେ ରବିବାର ଘୋଷଣା କରିଛନ୍ତି। ଫଳରେ ଏଠାରେ…

ଧାଡ଼ିଧାଡ଼ି ମୃତଦେହ: କରୋନା ଲଢ଼େଇରେ ହାରି ଯାଉଛନ୍ତି ଆକ୍ରାନ୍ତ…

ଗାଜିଆବାଦ୍‌,୨୫।୪: କରୋନା ମହାମାରୀ ସଂକ୍ରମଣ ଯୋଗୁ ଦେଶରେ କୋକୁଆ ଭୟ ଦେଖାଦେଇଛି। କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। ମୃତକଙ୍କ ଅନ୍ତିମ ସଂସ୍କାର କରିବା ଏକ କଷ୍ଟକର ବ୍ୟାପାର ପାଲଟିଛି। ଉତ୍ତରପ୍ରଦେଶ ଗାଜିଆବାଦ୍‌ରେ ଶ୍ମଶାନ ନିକଟରେ ଥିବା ରାସ୍ତା କଡ଼ରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri