ଆଜି ରାଜ୍ୟରେ ଆଖି ବୁଜିଲେ ଆଉ ୭ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୨୨।୪(ବ୍ୟୁରୋ): ଦିନକୁ ଦିନ ରାଜ୍ୟରେ କରୋନା କାୟା ବିସ୍ତାର କରିଚାଲିଛି। ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। କରୋନା ଆଜି ଆଉ ୭ ଜଣଙ୍କ ଜୀବନ ନେଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ…
ଅକ୍ସିଜେନ୍ ନାହିଁ, ରୋଗୀଙ୍କୁ ଫେରାଇ ନିଅ: ହସ୍ପିଟାଲର ଅଡ଼ିଓ ଭାଇରାଲ…
ଲକ୍ଷ୍ନୌ,୨୨।୪: କରୋନା ସଂକ୍ରମଣ ନେଇ ଅସମ୍ଭାଳ ସ୍ଥିତି ସୃଷ୍ଟି ହୋଇଛି। ଏପରିସ୍ଥଳେ ଅକ୍ସିଜେନ୍ ଅଭାବ ଯୋଗୁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଉଛି। ହସ୍ପିଟାଲ ଆସୁଥିବା ରୋଗୀଙ୍କୁ ଏବେ ଫେରିବାକୁ ପଡୁଛି। ହସ୍ପିଟାଲରେ ଅକ୍ସିଜେନ୍ ଷ୍ଟକ୍ ନ ଥିବା କହି…
ଆଜି ରାଜ୍ୟରେ ୬୦୦୦ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ସବୁଠୁ ଆଗରେ ଖୋର୍ଦ୍ଧା
ଭୁବନେଶ୍ୱର,୨୨।୪(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବଢ଼ିବାରେ ଲାଗିଛି। ଗୁରୁବାର ରାଜ୍ୟରୁ ୬,୧୬୪ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୮୮,୪୭୯ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ…
କାମ ନ ଥାଇ ଘରୁ ବାହାରିଲେ ଜରିମାନା ୧୦ ହଜାର…
ମୁମ୍ବାଇ,୨୨।୪: ଦେଶରେ କରୋନା ସଂକ୍ରମଣ ବେକାବୁ ହେବାରେ ଲାଗିଛି। ସ୍ଥିତି ଧୀରେଧୀରେ ଅଣାୟତ୍ତ ହେବା ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ବଢିଛାଲିଛି। ମହାରାଷ୍ଟ୍ରରେ କରୋନା ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ସୁରକ୍ଷା ଦୃଷ୍ଟିରୁ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍ରେ ସରକାରଙ୍କ ପକ୍ଷରୁ…
କରୋନାରେ ସୀତାରାମ ୟେଚୁରୀଙ୍କ ପୁଅ ଆଶିଷଙ୍କ ପରଲୋକ..
କୋଲକାତା,୨୨।୪: କରୋନାରେ ସିପିଆଇ(ଏମ୍) ନେତା ସୀତାରାମ ୟେଚୁରୀଙ୍କ ପୁଅ ଆଶିଷ ୟେଚୁରୀଙ୍କର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୩୪ ବର୍ଷ ହୋଇଥିଲା। ଗୁରୁଗ୍ରାମ୍ର ମେଦାନ୍ତ ହସ୍ପିଟାଲରେ ଆଶିଷ ଚିକିତ୍ସିତ ହେଉଥିଲେ। ଦୁଇ ସପ୍ତାହ ପୂର୍ବରୁ ତାଙ୍କୁ ଦିଲ୍ଲୀର ହୋଲି ଫ୍ୟାମିଲି…
ପରଲୋକରେ ଶଶାଙ୍କ ଘୋଷ
କୋଲକାତା,୨୨ା୪: ବିଶିଷ୍ଟ ବଙ୍ଗଳା କବି ପଦ୍ମଭୂଷଣ ଶଶାଙ୍କ ଘୋଷଙ୍କ ବୁଧବାର ପରଲୋକ ହୋଇଛି। ତାଙ୍କୁ ୮୯ ବର୍ଷ ହେଉଥିଲା। ୧୯୩୨ ଫେବୃୟାରୀ ୫ରେ ବାଂଲାଦେଶର ଚାନ୍ଦପୁର ଜିଲାରେ ଜନ୍ମିତ ଶଶାଙ୍କ ଘୋଷ ଏକାଧିକ ରୋଗରେ ପୀଡ଼ିତ ଥିଲେ। ଏପ୍ରିଲ ୨୪ରେ ସେ…
ରାଜ୍ୟକୁ ୪୦୦ରେ କୋଭିଶିଲ୍ଡ
ନୂଆଦିଲ୍ଲୀ, ୨୨।୪: କୋଭିଶିଲ୍ଡ ଟିକା ରାଜ୍ୟ ସରକାରଙ୍କୁ ୪୦୦ ଟଙ୍କାରେ ଏବଂ ଘରୋଇ ହସ୍ପିଟାଲଗୁଡ଼ିକୁ ୬୦୦ ଟଙ୍କାରେ ଯୋଗାଇ ଦିଆଯିବ ବୋଲି ସିରମ୍ ଇନ୍ଷ୍ଟିଚ୍ୟୁଟ ପକ୍ଷରୁ ବୁଧବାର ସୂଚନା ଦିଆଯାଇଛି। ତେବେ କେନ୍ଦ୍ର ସରକାରଙ୍କୁ ପୂର୍ବ ଭଳି ୧୫୦ ଟଙ୍କାରେ ଟିକା…
କୋଭାକ୍ସିନ ୭୮% ଫଳପ୍ରଦ
ହାଇଦ୍ରାବାଦ, ୨୨।୪: ଭାରତ ବାୟୋଟେକ୍ ପ୍ରସ୍ତୁତ ‘କୋଭାକ୍ଦିନ’ ମୋଟାମୋଟି ଭାବେ ୭୮% ଫଳପ୍ରଦ ବୋଲି ତୃତୀୟ ପର୍ଯ୍ୟାୟ କ୍ଲିନିକାଲ ପରୀକ୍ଷାରୁ ଜଣାପଡ଼ିଛି। ତେବେ ଗୁରୁତର କୋଭିଡ୍ ରୋଗୀଙ୍କ ପାଇଁ ଏହା ୧୦୦% ଫଳପ୍ରଦ । ତୃତୀୟ ପର୍ଯ୍ୟାୟ ପରୀକ୍ଷାର ପ୍ରଥମ ବିଶ୍ଳେଷଣରୁ…
ଅକ୍ସିଜେନ୍ ଯୋଗାଣ ବନ୍ଦ କରିଦେଲେ: ୨୪ ମୃତ
ନାସିକ/ମୁମ୍ବାଇ,୨୨ା୪: ସର୍ବାଧିକ କରୋନା ପ୍ରଭାବିତ ମହାରାଷ୍ଟ୍ରରେ ଘୋର ଅକ୍ସିଜେନ ସଙ୍କଟ ଦେଖାଦେଇଥିବାବେଳେ ବୁଧବାର ନାସିକର ଏକ ହସ୍ପିଟାଲରେ ଅମ୍ଳଜାନ ଭର୍ତ୍ତି ଟ୍ୟାଙ୍କର ଲିକ୍ ହୋଇଛି। କିନ୍ତୁ ଏହାକୁ ଠିକ୍ ଭାବେ ପରିଚାଳନା କରି ନ ପାରି ଅକ୍ସିଜେନ ଯୋଗାଣ ବନ୍ଦ କରିଦେବାରୁ…
କରୋନା ଭାଙ୍ଗିଲା ରେକର୍ଡ: ଆକ୍ରାନ୍ତଙ୍କ ସଂଖ୍ୟା ଗୋଟିଏ ଦିନରେ ଟପିଲା ୩ ଲକ୍ଷ…
ନୂଆଦିଲ୍ଲୀ,୨୨।୪: ଦେଶରେ କରୋନା ସଂକ୍ରମଣ ବେକାବୁ ହେବାରେ ଲାଗିଛି। ସ୍ଥିତି ଧୀରେଧୀରେ ଅଣାୟତ୍ତ ହେବା ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ବଢିଛାଲିଛି। କରୋନା ସଂକ୍ରମଣ ପୂର୍ବରୁ ସମସ୍ତ ରେକର୍ଡ ଭାଙ୍ଗିବାରେ ଲାଗିିଛି। କରୋନାର ଦ୍ୱିତୀୟ ଲହର ଭୟଙ୍କର ବେଗରେ ବ୍ୟାପିବାରେ ଲାଗିଥିବାରୁ…
କୋଭାକ୍ସିନ୍ ଡବଲ ମ୍ୟୁଟାଣ୍ଟ୍ ଷ୍ଟ୍ରେନ୍କୁ କରିବ ନଷ୍ଟ…
ନୂଆଦିଲ୍ଲୀ,୨୧।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ଦେଖାଦେଇଛି। ସୁରକ୍ଷା ଦୃଷ୍ଟିରୁ ଦେଶବ୍ୟାପୀ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ଲୋକଙ୍କୁ କୋଭାକ୍ସିନ୍ ଏବଂ କୋଭିଶିଲ୍ଡ ଟିକା ଦିଆଯାଉଛି। ସ୍ବଦେଶୀ ଜ୍ଞାନକୌଶଳରେ ଭାରତ ବାୟୋଟେକ୍ ଦ୍ୱାରା ପ୍ରସ୍ତୁତ ହୋଇଥିବା କୋଭାକ୍ସିନ୍…
ଏହି କୋଭିଡ୍ ଭ୍ୟାରିଆଣ୍ଟ୍ ଦେଶରେ ରଚିଛି ତାଣ୍ଡବ…
ନୂଆଦିଲ୍ଲୀ,୨୧।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ଅସମ୍ଭାଳ ସ୍ଥିତିରେ ପହଞ୍ଚିଛି। ଦେଶରେ କରୋନାର ବି-୧-୬୧୮ ଭ୍ୟାରିଆଣ୍ଟ୍ ତାଣ୍ଡବ ରଚିଛି ବୋଲି ବିଶେଷଜ୍ଞ ସୂଚନା ଦେଇଛନ୍ତି। ଏହାକୁ ବି-୧-୬୧୭ର ଡବଲ ମ୍ୟୁଟାଣ୍ଟ୍ ମଧ୍ୟ କୁହାଯାଇଥାଏ। ଗତ ୬୦ ଦିନ ମଧ୍ୟରେ ସଂଗ୍ରହ ହୋଇଥିବା…
Archives


