କରୋନା ଭାଇରସ୍‌

ଅକ୍ସିଜେନ୍‌ ହାହାକାର

ନୂଆଦିଲ୍ଲୀ/ମୁମ୍ବାଇ,୨୧ା୪: ଭାଇରସ୍‌ ଚାଲିଗଲାଣି, ଆଉ କିଛି ହେବ ନାହିଁ। ଘାତକ ଭୂତାଣୁକୁ ନେଇ ସୁରକ୍ଷାର ଏଭଳି ମିଛ ଭାବନା ଭାରତୀୟମାନଙ୍କୁ ପୁଣିଥରେ ମହାମାରୀ କବଳକୁ ଟାଣିନେଇଛି। ଫଳରେ କୋଭିଡ୍‌-୧୯ ଭୂତାଣୁର ନୂଆ ଲହର ଦେଶକୁ ଏକ ବଡ଼ ବିପତ୍ତିକୁ ଡାକିଆଣିଛି। ସଂକ୍ରମଣ…

ଖୁସି ଖବର: ମାସ୍କ୍‌ ପିନ୍ଧିବାକୁ ମନା କଲେ ସରକାର…

ଜେରୁଜେଲମ୍‌,୨୦।୪: ପୃଥିବୀରେ କରୋନା ମହାମାରୀ ଆତଙ୍କ ସୃଷ୍ଟି କରିଛି। ସୁରକ୍ଷା ଦୃଷ୍ଟିରୁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ କରୋନା ମାର୍ଗଦର୍ଶିକା ଜାରି କରାଯାଇଛି । ମାସ୍କ୍‌ ପିନ୍ଧିବା, ନିୟମିତ ହାତ ଧୋଇବା ଏବଂ ସାମାଜିକ ଦୂରତା ବଜାୟ ରଖିବା ଆଦି ଏଥିରେ…

ସ୍ତ୍ରୀଙ୍କଠାରୁ ଦୂରେଇ ରହିଲେ ମୁଖ୍ୟମନ୍ତ୍ରୀ…

ନୂଆଦିଲ୍ଲୀ,୨୦।୪: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ତାଙ୍କ ସ୍ତ୍ରୀ ସୁନୀତା କେଜରିଓ୍ବାଲଙ୍କଠାରୁ ଦୂରେଇ ରହିଛନ୍ତି। ସୁନୀତାଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍‌ ଆସିବା ପରେ ମୁଖ୍ୟମନ୍ତ୍ରୀ ନିଜକୁ ଆଇସୋଲେଟ୍‌ କରି ରଖିଛନ୍ତି। ସେହିପରି ସୁନୀତା ଏବେ କ୍ୱାରାଣ୍ଟାଇନ୍‌ରେ ରହିଛନ୍ତି। ସୂଚନାଯୋଗ୍ୟ,…

ମସଜିଦ୍‌ରେ କୋଭିଡ଼ ସେଣ୍ଟର…

ଅହମଦାବାଦ,୨୦।୪: ଗୁଜରାଟରେ କରୋନା ସଂକ୍ରମଣ ବେଲଗାମ ହେବାରେ ଲାଗିଛି। ଦିନ କୁ ଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ହସ୍ପିଟାଲରେ ଆଉ ବେଡ୍‌ ଖାଲି ନାହିଁ। ଏହାକୁ ଦୃଷ୍ଟିରେ ରଖି ବଡ଼ୋଦରାର ଜାହାଙ୍ଗୀର୍‌ପୁରା ଠାରେ ଥିବା ଏକ ମସଜିଦ୍‌କୁ କୋଭିଡ଼…

ଉତ୍ତରପ୍ରଦେଶର ୫ ସହରରେ ଜାରି ହେବନି ଲକ୍‌ଡାଉନ୍‌: ସୁପ୍ରିମ୍‌କୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୦।୪: ଉତ୍ତରପ୍ରଦେଶର ୫ ସହରରେ ଜାରି ହେବନି ଲକ୍‌ଡାଉନ୍‌। ଏନେଇ ମଙ୍ଗଳବାର ସୁପ୍ରିମ୍‌କୋର୍ଟ ନିର୍ଦ୍ଦେଶ ଜାରି କରିଛନ୍ତି। ପୂର୍ବରୁ ଆହ୍ଲାବାଦ୍‌ ହାଇକୋର୍ଟ ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ଲକ୍ଷ୍ନୌ, ବରାଣାସୀ, କାନପୁର ନଗର, ପ୍ରୟାଗରାଜ ଏବଂ ଗୋରଖପୁରରେ ଲକ୍‌ଡାଉନ୍‌ ଜାରି…

ବିଏମ୍‌ସିର ବଡ଼ ଘୋଷଣା: ସମସ୍ତ ଧାର୍ମିକ ଅନୁଷ୍ଠାନ ବନ୍ଦ

ଭୁବନେଶ୍ୱର,୨୦।୪(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ି ଚାଲିଥିବା ବେଳେ ଚିନ୍ତା ବଢ଼ାଉଛି ରାଜଧାନୀ ଭୁବନେଶ୍ୱର। ଏ ନେଇ ଭୁବନେଶ୍ୱର ମହାନଗର ନିଗମ ବିଏମ୍‌ସି ପକ୍ଷରୁ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ବିଏମସି ଅଞ୍ଚଳରେ ଥିବା ସମସ୍ତ ଧାର୍ମିକ ଅନୁଷ୍ଠାନକୁ ବିଏମ୍‌ସି…

ଗର୍ଭବତୀ ଡିଏସ୍‌ପିଙ୍କ ଭିଡ଼ିଓ ଭାଇରାଲ…

ଦନ୍ତେଓ୍ବାଡ଼ା,୨୦।୪: ଛତିଶଗଡ଼ରେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। କରୋନା ମହାମାରୀ ଅଣାୟତ୍ତ ହେଉଥିବାରୁ ରାଜ୍ୟରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ତେବେ ସମ୍ପ୍ରତି ଦନ୍ତେଓ୍ବାଡ଼ାରେ କାର୍ଯ୍ୟ କରୁଥିବା ଗର୍ଭବତୀ ଡିଏସ୍‌ପିଙ୍କ ଶିଳ୍ପା ସାହୁଙ୍କର ଫଟୋ ଏବଂ ଭିଡ଼ିଓ ଏବେ ସୋସିଆଲ୍‌ ମିଡ଼ିଆରେ ଭାଇରାଲ…

ମାସ୍କ୍‌ ପିନ୍ଧିବା ମନା: ଜାରି ହେଲା ନିର୍ଦ୍ଦେଶ…

ଜେରୁଜେଲମ୍‌,୨୦।୪: ପୃଥିବୀରେ କରୋନା ମହାମାରୀ ଆତଙ୍କ ସୃଷ୍ଟି କରିଛି। ଏପରିସ୍ଥଳେ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ମାର୍ଗଦର୍ଶିକା ଜାରି କରାଯାଇଛି ଯେ, ମାସ୍କ୍‌ ପିନ୍ଧିବା ଏବଂ ସାମାଜିକ ଦୂରତା ବଜାୟ ରଖିବା କରୋନା ଲଢ଼େଇ ପାଇଁ ଗୁରୁତ୍ୱପୂର୍ଣ୍ଣ। ତେବେ ବିଶ୍ୱସ୍ବାସ୍ଥ୍ୟ ସଂଗଠନର…

ଲୋକେ ନିଜେ ଜାରି କଲେ ୧୦ ଦିନିଆ ଲକ୍‌ଡାଉନ୍‌…

ଅହମଦାବାଦ,୨୦।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ କୋକୁଆ ଭୟ ସୃଷ୍ଟି ହୋଇଛି। ଏପରିସ୍ଥଳେ କେତେକ ଅଞ୍ଚଳରେ ସ୍ଥାନୀୟ ଲୋକେ ସରକାର ଅବା ସ୍ଥାନୀୟ ପ୍ରଶାସନର ଅନୁମତି ବିନା ସୁରକ୍ଷାକୁ ଦୃଷ୍ଟିରେ ରଖି ଲକ୍‌ଡାଉନ୍‌ ଘୋଷଣା କରୁଛନ୍ତି। ଗୁଜରାଟର ଭାଲସାଡ୍‌ ସହରରେ…

ରାଜ୍ୟରେ କରୋନା ନେଲା ୫ ମୁଣ୍ଡ, କେବଳ ଏହି ଜିଲାରୁ ଅଛନ୍ତି ୩ ଜଣ

ଭୁବନେଶ୍ୱର,୨୦।୪(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ୁଛି। ମଙ୍ଗଳବାର ରାଜ୍ୟରେ କରୋନା ଆଉ ୫ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧,୯୫୩କୁ ବୃଦ୍ଧି ପାଇଛି। ଏହି ୫ ମୃତକଙ୍କ…

ମୁଖ୍ୟ ନିର୍ବାଚନ କମିଶନର କରୋନା ପଜିଟିଭ୍‌…

ନୂଆଦିଲ୍ଲୀ,୨୦।୪: ମୁଖ୍ୟ ନିର୍ବାଚନ କମିଶନର ସୁଶୀଲ ଚନ୍ଦ୍ରାଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ଏହରା ସହିତ ନିର୍ବାଚନ କମିଶନର ରାଜୀବ କୁମାରଙ୍କ ରିପୋର୍ଟ ମଧ୍ୟ କରୋନା ପଜିଟିଭ୍‌ ଆସିଛି। ଦୁଇ ଶୀର୍ଷ ଅଧିକାରୀ କରୋନାରେ ଆକ୍ରାନ୍ତ ହୋଇଥିବାରୁ ଏହାକୁ…

ରାଜ୍ୟରେ କରୋନାର ଭୟଙ୍କର ସ୍ଥିତି: ୫ ହଜାର ମୁହାଁ ହେଲା ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା, କେବଳ ଖୋର୍ଦ୍ଧାରୁ …

ଭୁବନେଶ୍ୱର,୨୦।୪(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଛି। ପରିସ୍ଥିତି ଭୟଙ୍କର ହେବାରେ ଲାଗିଛି। ମଙ୍ଗଳବାର ରାଜ୍ୟରେ ୪,୭୬୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୨୭୮୫ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୯୭୬ ଜଣ ଲୋକାଲ କେସ୍‌ ଥିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri