ସେନାକୁ ଦ୍ୱିତୀୟ ଲହର ସମ୍ଭାଳିବା ଦାୟିତ୍ୱ…
ନୂଆଦିଲ୍ଲୀ,୨୦।୪: ଦେଶରେ କରୋନା ସଂକ୍ରମଣ ଥମିବାର ନାଁ ଧରୁନି। କରୋନା ମହାମାରୀ ଅଣାୟତ୍ତ ହେଉଥିବାରୁ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ସେନାର ସହାୟତା ଲୋଡ଼ିଛନ୍ତି। ଏନେଇ ସେ ସେନାମୁଖ୍ୟ ଏମ୍ ଏମ୍. ନରାଓ୍ବଣେଙ୍କ ସହିତ ଆଲୋଚନା କରିଛନ୍ତି। ଏହା ସହିତ ରାଜନାଥ…
ଭାରତକୁ ଆମେରିକା-ବ୍ରିଟେନ୍ବାସୀଙ୍କୁ ଆସିବା ମନା…
ଓ୍ବାଶିଂଟନ/ନୂଆଦିଲ୍ଲୀ,୨୦।୪: କରୋନା ସଂକ୍ରମଣ ନେଇ ଭାରତରେ ଆତଙ୍କ ଦେଖାଦେଇଛି। କରୋନାର ଦ୍ୱିତୀୟ ଲହରରେ ଅଧିକ ସଂଖ୍ୟକ ଛୋଟ ପିଲା ଏବଂ ଯୁବବର୍ଗ ଆକ୍ରାନ୍ତ ହେବା ଯୋଗୁ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ସେହିପରି ଆକ୍ରାନ୍ତ ବୟସ୍କଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ପାଉଛି।…
ଆଇସିଏସ୍ଇ ଦଶମ ବୋର୍ଡ ପରୀକ୍ଷା ରଦ୍ଦ…
ନୂଆଦିଲ୍ଲୀ,୨୦।୪: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଆଇସିଏସ୍ଇ ପକ୍ଷରୁ ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷାକୁ ରଦ୍ଦ କରାଯାଇଛି। ଅପରପକ୍ଷରେ ନୂଆ ନିର୍ଦ୍ଦେଶ ପର୍ଯ୍ୟନ୍ତ ଦ୍ୱାଦଶ ଶ୍ରେଣୀ ପରୀକ୍ଷାକୁ ସ୍ଥଗିତ ରଖା ଯାଇଛି। ଏନେଇ ଆଇସିଏସ୍ଇ ବୋର୍ଡ ପକ୍ଷରୁ ନିଷ୍ପତ୍ତି ଗ୍ରହଣ କରାଯାଇଛି।…
କୋଭାକ୍ସ କାର୍ଯ୍ୟକ୍ରମକୁ ଗ୍ରେଟାଙ୍କ ସହାୟତା
ଜେନେଭା, ୨୦।୪: ଗରିବ ଦେଶଗୁଡ଼ିକୁ କୋଭିଡ୍ ଟିକା ଯୋଗାଣରେ ପାତରଅନ୍ତରକୁ ନେଇ ସ୍ବିଡେନର ଜଳବାୟୁ କର୍ମୀ ଗ୍ରେଟା ଥନ୍ବର୍ଗ ସମାଲୋଚନା କରିଛନ୍ତି। ଗରିବ ଦେଶଗୁଡ଼ିକୁ କରୋନା ଟିକା ଯୋଗାଣ ଲାଗି ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍ଓ)ର କୋଭାକ୍ସ କାର୍ଯ୍ୟକ୍ରମକୁ ଗ୍ରେଟା ତାଙ୍କ…
ବିପଦ ପୁଣି ଘନେଇଲା: ଆଉ ନାହିଁ ନିସ୍ତାର…
ନୂଆଦିଲ୍ଲୀ,୨୦।୪: ଦେଶରେ କରୋନା ସଂକ୍ରମଣ ବେଲଗାମ୍ ହେବାରେ ଲାଗିଛି। ସ୍ଥିତି ଧୀରେଧୀରେ ଅଣାୟତ୍ତ ହେବା ଯୋଗୁ ସଙ୍କଟ ବଢୁଛି। କରୋନା ସଂକ୍ରମଣ ଗତ ଥରର ସମସ୍ତ ରେକର୍ଡ ଭାଙ୍ଗି ଚାଲିିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୨…
ପାର୍ଲାମେଣ୍ଟର ସ୍ବତନ୍ତ୍ର ଅଧିବେଶନ ଡକାଯାଉ: ସଞ୍ଜୟ ରାଉତ
ମୁମ୍ବାଇ, ୨୦।୪: ସାରା ଦେଶରେ କରୋନା ସଂକ୍ରମଣ ଦ୍ରୁତ ବେଗରେ ବଢ଼ିଚାଲିଛି। କୋଭିଡ୍ ସ୍ଥିତି ଉପରେ ଆଲୋଚନା ଲାଗି କେନ୍ଦ୍ର ସରକାର ପାର୍ଲାମେଣ୍ଟର ଦୁଇଦିନିଆ ସ୍ବତନ୍ତ୍ର ଅଧିବେଶନ ଡାକିବାକୁ ଶିବସେନା ନେତା ସଞ୍ଜୟ ରାଉତ୍ ସୋମବାର ଦାବି କରିଛନ୍ତି। ଏନେଇ ସେ…
ଭୂତାଣୁ କବଳରେ ସ୍ବାସ୍ଥ୍ୟକର୍ମୀ
ଲକ୍ଷ୍ନୌ, ୨୦ା୪: କରୋନା ସହ ଲଢ଼େଇରେ ଡାକ୍ତର, ସ୍ବାସ୍ଥ୍ୟକର୍ମୀ ପ୍ରମୁଖ ଯୋଦ୍ଧା ହୋଇଥିଲେ ହେଁ ସେମାନେ ମଧ୍ୟ ଭୂତାଣୁ କବଳରୁ ବାଦ୍ ପଡ଼ିନାହାନ୍ତି। ଆକ୍ରାନ୍ତଙ୍କୁ ଚିକିତ୍ସା ଯୋଗାଉଥିବା ଡାକ୍ତର, ହସ୍ପିଟାଲ ଷ୍ଟାଫ୍, ନର୍ସ, ଟେକ୍ନିସିଆନ, ଓ୍ବାର୍ଡ ବଏଙ୍କ ସମେତ ଅନେକ ସ୍ବାସ୍ଥ୍ୟକର୍ମୀ…
ରାଜ୍ୟରେ ୯,୦୦୮ କୋଭିଡ୍ ବେଡ୍
ଭୁବନେଶ୍ୱର, ୨୦।୪(ବ୍ୟୁରୋ): ରାଜ୍ୟରେ ସଂକ୍ରମଣ ହୁହୁ ବଢ଼ୁଛି। ଅନୁରୂପ ଭାବେ କୋଭିଡ୍ ହସ୍ପିଟାଲରେ ରୋଗୀଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି। ଅନେକ ସ୍ଥାନରେ ବେଡ୍ ଅଭାବ ହେଲାଣି ବୋଲି ଖବର ଆସୁଛି। ବେଡ୍ ନ ପାଇଁ ମୃତ୍ୟୁ ହେଉଥିବା ମଧ୍ୟ ଖବର…
କରୋନାରେ ବିଚାରପତିଙ୍କ ମୃତ୍ୟୁ
ନୂଆଦିଲ୍ଲୀ, ୨୦ା୪: କରୋନାରେ ସଂକ୍ରମିତ ହୋଇଥିବା ଦିଲ୍ଲୀର ଜଣେ ଜିଲା ଜଜ୍ କୋବଇ ବେଣୁଗୋପାଳ(୪୭)ଙ୍କ ସୋମବାର ଏକ ସରକାର ହସ୍ପିଟାଲରେ ମୃତ୍ୟୁ ଘଟିଛି। ସପ୍ତାହେ ପୂର୍ବରୁ କରୋନାରେ ଆକ୍ରାନ୍ତ ହୋଇଥିବା ବେଣୁଗୋପାଳଙ୍କ ସ୍ବାସ୍ଥ୍ୟାବସ୍ଥା ଜଟିଳ ହେବାରୁ ରବିବାର ତାଙ୍କୁ ଆଇସିୟୁରେ ଭର୍ତ୍ତି…
ଦ୍ୱିତୀୟ ଲହରରେ ବୟସ୍କ ଅଧିକ ଅସୁରକ୍ଷିତ
ନୂଆଦିଲ୍ଲୀ, ୨୦।୪(ପି.ଟି.): କରୋନାର ପ୍ରଥମ ଲହର ଭଳି ଦ୍ୱିତୀୟ ଲହର ମଧ୍ୟ ବୟସ୍କଙ୍କ ପାଇଁ ଅଧିକ ବିପଜ୍ଜନକ ସାବ୍ୟସ୍ତ ହୋଇଛି। କାରଣ ୭୦ ପ୍ରତିଶତରୁ ଉର୍ଦ୍ଧ୍ୱ କୋଭିଡ୍ ରୋଗୀଙ୍କ ବୟସ ୪୦ ବର୍ଷରୁ ଅଧିକ ବୋଲି ଜଣାପଡ଼ିଥିବା ସ୍ବାସ୍ଥ୍ୟ ବିଶେଷଜ୍ଞ କହିଛନ୍ତି।…
ରାଜଧାନୀରୁ ୪୬୮ କରୋନା ଆକ୍ରାନ୍ତ ଚିହ୍ନଟ: ଲୋକାଲ କେସ୍ ବଢ଼ାଉଛି ଚିନ୍ତା
ଭୁବନେଶ୍ୱର,୧୯।୪(ବ୍ୟୁରୋ): ରାଜ୍ୟରେ କରୋନା ଚିନ୍ତା ବଢ଼ାଉଥିବା ବେଳେ ଭୁବନେଶ୍ୱରରେ ଏହା ବେକାବୁ ହେବାରେ ଲାଗିଲାଣି। ସୋମବାର ରାଜଧାନୀ ଭୁବନେଶ୍ୱରରୁ ୪୬୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୮୨ କ୍ୱାରାଣ୍ଟାଇନ୍ରେ ଥିବା ବେଳେ ୩୮୬ ଲୋକାଲ କେସ ରହିଛନ୍ତି। ସହିପରି…
ପୁଣି କରୋନା ଆକ୍ରାନ୍ତ ହେଲେ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକ
ଭୁବନେଶ୍ୱର,୧୯।୪(ବୁ୍ୟୁରୋ): ବିରୋଧୀ ଦଳ ନେତା ତଥା ଭାଜପାର ବରିଷ୍ଠ ନେତା ପ୍ରଦୀପ୍ତ ନାୟକ ପୁଣି କରୋନା ଆକ୍ରାନ୍ତ ହୋଇଛନ୍ତି। ସେ ପୂର୍ବରୁ ମଧ୍ୟ କରୋନା ପଜିଟିଭ୍ ହୋଇଥିଲେ। ତାଙ୍କର କୋଭିଡ ଟେଷ୍ଟ ପଜିଟିଭ୍ ଆସିଥିବା ସେ ନିଜେ ଟୁଇଟ୍ କରି ସୋମବାର…
Archives


