କୋଭିଡ୍ ହସ୍ପିଟାଲରେ ନିଅଁ।: ୫ ମୃତ
ରାୟପୁର, ୧୯ା୪: ଛତିଶଗଡ଼ ରାଜଧାନୀ ରାୟପୁରର ଏକ ଘରୋଇ ହସ୍ପିଟାଲର କୋଭିଡ୍ ଓ୍ବାର୍ଡରେ ଶନିବାର ଅଗ୍ନିକାଣ୍ଡ ଘଟିଛି। ଏଥିରେ ୫ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ସେଠାରେ ପ୍ରାୟ ୩୦ କରୋନା ସଂକ୍ରମିତଙ୍କ ଚିକିତ୍ସା ଚାଲିଥିଲା। ଘଟଣାର ତଦନ୍ତ ପାଇଁ ରାୟପୁର…
ଅକ୍ସିଜେନ୍ ଅଭାବରୁ ୧୦ ରୋଗୀଙ୍କ ମୃତ୍ୟୁ
ଭୋପାଳ, ୧୯।୪: ମଧ୍ୟପ୍ରଦେଶର ଶାହଡୋଲ ଜିଲାରେ ଥିବା ସରକାରୀ ମେଡିକାଲ କଲେଜରେ ତରଳ ଅକ୍ସିଜେନ୍ ଟ୍ୟାଙ୍କରେ କମ୍ ଚାପ ଯୋଗୁ ୧୦ ଜଣ କରୋନା ରୋଗୀଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ତେବେ ଜିଲା ପ୍ରଶାସନ ଏବଂ ହସ୍ପିଟାଲ କର୍ତ୍ତୃପକ୍ଷ ଉକ୍ତ…
ଆଉ ରକ୍ଷା ନାହିଁ: ସ୍ଥିତି ହେଲା ଅସମ୍ଭାଳ…
ନୂଆଦିଲ୍ଲୀ,୧୯।୪: ଦେଶରେ କରୋନା ସଂକ୍ରମଣ ଅସମ୍ଭାଳ ହେବାରେ ଲାଗିଛି। ସ୍ଥିତି ଧୀରେଧୀରେ ବେଲଗାମ ହେବା ଯୋଗୁ ଲୋକଙ୍କ ମଧ୍ୟ ଆତଙ୍କ ସୃଷ୍ଟି ହୋଇଛି। କରୋନା ସଂକ୍ରମଣ ପୂର୍ବର ସମସ୍ତ ରେକର୍ଡ ଭାଙ୍ଗିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ…
‘ପ୍ରଧାନମନ୍ତ୍ରୀ ନୁହନ୍ତି, ଭାଜପା ପ୍ରଚାରକ’
ନୂଆଦିଲ୍ଲୀ/କୋଲକାତା,୧୯ା୪: ମହାମାରୀ କରୋନା ଯୋଗୁ ଭାରତରେ ସ୍ବାସ୍ଥ୍ୟ ସଙ୍କଟ ସୃଷ୍ଟି ହୋଇଛି। ରବିବାର ୨,୬୧,୫୦୦ରୁ ଊର୍ଦ୍ଧ୍ୱ ନୂଆ ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ୧,୫୦୧ ଜଣ ଭୂତାଣୁ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ମହାରାଷ୍ଟ୍ର, ଉତ୍ତରପ୍ରଦେଶ, ଛତିଶଗଡ଼, ମଧ୍ୟପ୍ରଦେଶ, କର୍ନାଟକ, କେରଳ ସମେତ ଜାତୀୟ…
ଆଜି ରାଜ୍ୟରେ ୪୦୦୦ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ରେକର୍ଡ ଭାଙ୍ଗିଲା ସୁନ୍ଦରଗଡ଼
ଭୁବନେଶ୍ୱର,୧୯।୪(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବଢ଼ିବାରେ ଲାଗିଛି। ସୋମବାର ରାଜ୍ୟରୁ ୪,୪୪୫ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୭୨,୭୦୩ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ…
ନକଲି ଇଞ୍ଜେକଶନ୍, ମିଛ ଆର୍ଟି-ପିସିଆର୍ ରିପୋର୍ଟ ଯୋଗୁ ବଢୁଛି ସଙ୍କଟ…
ନୂଆଦିଲ୍ଲୀ,୧୮।୪: ଭାରତରେ କରୋନା ମହାମାରୀ ସଂକ୍ରମଣ ବଢ଼ିବାରେ ଲାଗିଛି। ଏପରିସ୍ଥଳେ ବଜାରରେ କରୋନାର ନକଲି ଇଞ୍ଜେକଶନ କାରବାର କରୁଥିବା ଲାଭଖୋର୍ ବେପାରୀଙ୍କ ସହିତ ନକଲି ଆର୍ଟି-ପିସିଆର୍ ରିପୋର୍ଟ ପ୍ରଦାନକାରୀଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏହାଦ୍ୱାରା ଆକ୍ରାନ୍ତଙ୍କ ସଂଖ୍ୟାରେ ଲଗାମ ଲଗାଇବା…
ସାବଧାନ ! ଓଠ-ମୁହଁ ନୀଳ ପଡୁଛି କି, ଶୀଘ୍ର ଡାକ୍ତରଙ୍କ ସହିତ କରନ୍ତୁ ପରାମର୍ଶ…
ନୂଆଦିଲ୍ଲୀ,୧୮।୪: ଭାରତରେ କରୋନା ସ୍ଥିତି ଅସମ୍ଭାଳ ହୋଇପଡ଼ିଥିବାବେଳେ ଲୋକଙ୍କଠାରେ ପ୍ରକାଶ ପାଉଥିବା କରୋନା ସଂକ୍ରମଣ ନେଇ ବିଶେଷଜ୍ଞମାନଙ୍କୁ ପକ୍ଷରୁ ସଚେତନତା ସୂଚନା ଜାରି କରାଯାଇଛି। ଶରୀରରେ କରୋନା ସମ୍ପର୍କିତ ଲକ୍ଷଣ କେତେକ ପ୍ରକାଶ ପାଇଲେ ତୁରନ୍ତ ଡାକ୍ତରଙ୍କ ସହିତ ପରାମର୍ଶ କରିବାକୁ…
କେନ୍ଦ୍ରମନ୍ତ୍ରୀଙ୍କ ଭାଇଙ୍କୁ ବି ମିଳୁନି ବେଡ୍: କଲେ ଗୁହାରି…
ନୂଆଦିଲ୍ଲୀ,୧୮।୪: ଭାରତରେ କରୋନା ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। କରୋନା ସଂକ୍ରମଣ ଦ୍ୱାରା ଅଧିକ ପ୍ରଭାବିତ ହୋଇଥିବା ରାଜ୍ୟଗୁଡ଼ିକର ବିଭିନ୍ନ ହସ୍ପିଟାଲରେ ଏବେ ବେଡ୍ର ଅଭାବ ଦେଖାଦେଇଛି। ପରିସ୍ଥିତି ଏଭଳି ହୋଇଛି ଯେ, କେନ୍ଦ୍ର ମନ୍ତ୍ରୀଙ୍କ ଭାଇଙ୍କୁ ମଧ୍ୟ ବେଡ୍ ମିଳିବା…
ଜେଇଇ ମେନ୍ ପରୀକ୍ଷା ସ୍ଥଗିତ: ପରେ ଘୋଷଣା ହେବ ନୂଆ ତାରିଖ…
ନୂଆଦିଲ୍ଲୀ,୧୮।୪: କରୋନା ମହାମାରୀ ସଂକ୍ରମଣ ଯୋଗୁ ଭାରତରେ ଆତଙ୍କ ସୃଷ୍ଟି ହୋଇଛି। ଏହାର ପ୍ରଭାବ ଶିକ୍ଷା ବ୍ୟବସ୍ଥା ଉପରେ ପଡ଼ିବାରେ ଲାଗିଛି। ସୁରକ୍ଷା ଦୃଷ୍ଟିରୁ ପୂର୍ବରୁ ଏପ୍ରିଲ୍ ୧୮ରେ ହେବାକୁ ଥିବା ଏନ୍ଇଇଟି ପିଜି ପରୀକ୍ଷାକୁ ବାତିଲ କରାଯାଇଥିଲା। ଏବେ ଏପ୍ରିଲ୍…
ରାଜ୍ୟରେ କରୋନା ନେଲା ୨ ମୁଣ୍ଡ
ଭୁବନେଶ୍ୱର,୧୮।୪(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ୁଛି। ରବିବାର ରାଜ୍ୟରେ କରୋନା ଆଉ ୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧,୯୪୪କୁ ବୃଦ୍ଧି ହୋଇଛି। ମୃତକ ଦ୍ୱୟ ବରଗଡ଼…
ସାବଧାନ ! ଛୋଟପିଲା-ଯୁବବର୍ଗଙ୍କ ଉପରେ ମାଡ଼ି ଆସୁଛି ବିପଦ…
ନୂଆଦିଲ୍ଳୀ,୧୮।୪: କରୋନା ସଂକ୍ରମଣ ନେଇ ଭାରତରେ ଆତଙ୍କ ଦେଖାଦେଇଛି। କରୋନାର ଦ୍ୱିତୀୟ ଲହରରେ ଅଧିକ ସଂଖ୍ୟକ ଛୋଟ ପିଲା ଏବଂ ଯୁବବର୍ଗ ଆକ୍ରାନ୍ତ ହେବା ଯୋଗୁ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଗତ ୨ ମାସ ମଧ୍ୟରେ ଦେଶରେ ୧୮ ବର୍ଷରୁ…
ରାଜ୍ୟରେ କରୋନାର ଭୟଙ୍କର ସ୍ଥିତି: ୪ ହଜାର ମୁହାଁହେଲା ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା, କେବଳ ଖୋର୍ଦ୍ଧାରୁ …
ଭୁବନେଶ୍ୱର,୧୮।୪(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଛି। ପରିସ୍ଥିତି ଭୟଙ୍କର ହେବାରେ ଲାଗିଛି। ରବିବାର ରାଜ୍ୟରେ ୩,୬୬୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୨୧୨୭ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୧୫୩୭ ଜଣ ଲୋକାଲ କେସ୍ ଥିବା…
Archives


