କରୋନା ଭାଇରସ୍‌

ପୁଣି ବଢ଼ିଲା ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ, ୨୭।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ତେବେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୨୧ ହଜାର ତଳେ ରହିଛି। ଗତ ୨୪…

ଚାଇନାରେ ପାଟିରେ ଦିଆଯାଉଥିବା କରୋନା ଟିକାକରଣ ଆରମ୍ଭ, ବେଜିଂରେ ମନୋରଞ୍ଜନ ପାର୍କ ବନ୍ଦ…

ବେଜିଂ,୨୭।୧୦ : ଚାଇନାର ସାଂଘାଇରେ ପାଟିରେ ଦିଆ ଯାଉଥିବା ଛୁଞ୍ଚି ବିହୀନ କରୋନା ଟିକାକରଣ ଆରମ୍ଭ ହୋଇଛି। ସହରର ଏକ ସରକାରୀ ସୋସିଆଲ ମିଡିଆ ଆକାଉଣ୍ଟରେ ପୋଷ୍ଟ କରାଯାଇଥିବା ଘୋଷଣା ଅନୁଯାୟୀ ଏହି ଟିକା ପାଟିରେ ଦିଆଯାଉଛି। ଇଞ୍ଜେକ୍ସନ ଟିକା ଗ୍ରହଣ…

ଆଜି ରାଜ୍ୟରେ ୩୯ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୨୬।୧୦(ବ୍ୟୁରୋ): ରାଜ୍ୟରେ ବୁଧବାର ୩୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୩ ଜଣ ପିଲା ଅଛନ୍ତି। ଚିହ୍ନଟ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୨୩ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୬ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା…

ଦୈନିକ ମୃତ୍ୟୁ ସଂଖ୍ୟା ଶୂନ,ଦୈନିକ ସଂକ୍ରମଣ ୯ ଶହ ତଳେ…

ନୂଆଦିଲ୍ଲୀ, ୨୬।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ତେବେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୨୨ ହଜାର ତଳେ ରହିଛି। ଗତ ୨୪…

ପୃଥିବୀକୁ କରୋନା ଟିକା ଯୋଗାଣରେ ଭାରତ ଆଗୁଆ, ସ୍ବୀକାର କଲା ଆମେରିକା…

ଓ୍ବାଶିଂଟନ,୨୬।୧୦ : କୋଭିଡ ମହାମାରୀ ସହ ଲଢ଼େଇ ସମୟରେ ଭାରତ ନିଜର ସାମର୍ଥ୍ୟକୁ ହୃଦୟଙ୍ଗମ କରିଛି। କରୋନା ସଂକ୍ରମଣକୁ ରୋକିବା ପାଇଁ ଭାରତ ପୃଥିବୀକୁ କରୋନା ଟିକା ଯୋଗାଣରେ ଅଗୁଆ ରହିଥିଲା। ଏହାକୁ ଆମେରିକା ସ୍ବୀକାର କରିଛି। ହ୍ବାଇଟ ହାଉସ ପକ୍ଷରୁ…

ଦୈନିକ ସଂକ୍ରମଣ ହଜାରେ ତଳେ, ମୃତ୍ୟୁ ସଂଖ୍ୟା ୧…

ନୂଆଦିଲ୍ଲୀ, ୨୫।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ତେବେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୨୩ ହଜାର ତଳେ ରହିଛି। ଗତ ୨୪…

ସକ୍ରିୟ ମାମଲା ୨୪ ହଜାର ତଳେ…

ନୂଆଦିଲ୍ଲୀ, ୨୪।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ତେବେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୨୫ହଜାର ତଳେ ରହିଛି। ଗତ ୨୪ ଘଣ୍ଟାରେ…

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୬୫ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୨ା୧୦(ବ୍ୟୁରୋ): ରାଜ୍ୟରୁ ଶନିବାର ଆଉ ୬୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୩,୨୬,୧୭୦ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…

ଦୈନିକ ମୃତ୍ୟୁ ସଂଖ୍ୟା ୧, ସକ୍ରିୟ ମାମଲା ୨୫ ହଜାର ତଳେ…

ନୂଆଦିଲ୍ଲୀ, ୨୨।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ତେବେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ତେବେ ଓମିକ୍ରନ୍‌ର ନୂଆ ସବ୍‌ ଭାରିଆଣ୍ଟ୍‌ ବିଏଫ.୭ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏହି ସବ୍‌…

କମୁଛି ସଂକ୍ରମଣ: ଚିହ୍ନଟ ହେଲେ ୫୭ କରୋନା ଆକ୍ରାନ୍ତ

ଭୁବନେଶର, ୨୨।୧୦(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୫୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍‌ ବୟସର ପିଲା ୮ ଜଣ ଆକ୍ରାନ୍ତି ରହିଛନ୍ତି। ସେହିପରି ୩୨ ଜଣ କ୍ୱାରାଣ୍ଟାଇନ୍‌…

ସୁଧୁରୁଛି କରୋନା ସ୍ଥିତି: ଆଜି ରାଜ୍ୟରୁ ୫୭ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୧ା୧୦(ବ୍ୟୁରୋ): ରାଜ୍ୟରୁ ଶୁକ୍ରବାର ୫୭ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୩୫,୭୫୧ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୩୪ ଜଣ ଚିହ୍ନଟ ହୋଇଥିବା…

କିଛି ଦେଶରେ ଆସିପାରେ କରୋନାର ଆଉ ଏକ ଲହର: ଡବ୍ଲୁଏଚଓ ଚିଫ୍ ସାଇଣ୍ଟିଷ୍ଟଙ୍କ ଚେତାବନୀ

ଜେନେଭା,୨୧ ।୧୦: ଦେଶରେ ଏବେ ଉତ୍ସବର ସମୟ ଚାଲିଥିବା ବେଳେ ଏହାରି ଭିତରେ କରୋନାର ଓମିକ୍ରନ ଭାରିଏଣ୍ଟର ସବ ଭାରିଏଣ୍ଟ ଏକ୍ସବିବି ଡରାଇବା ଆରମ୍ଭ କରି ଦେଇଛି । ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନର ମୁଖ୍ୟ ବୈଜ୍ଞାନିକ ବା ଚିଫ ସାଇଣ୍ଟିଷ୍ଟ ସୌମ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?