ପିପିଇ କିଟ୍ ପିନ୍ଧି ଅଭିଯୁକ୍ତଙ୍କୁ ବାନ୍ଧି ନେଲେ ପୋଲିସ ବାବୁ…
ଜବଲପୁର,୧୩।୪: ଏବେ ସୋସିଆଲ୍ ମିଡ଼ିଆରେ ଏକ ଭିଡ଼ିଓ ଭାଇରାଲ ହେବାରେ ଲାଗିଛି। କରୋନା ପଜିଟିିଭ୍ ଏବଂ କରୋନା ନେଗେଟିଭ୍ ଦୁଇ ଅଭିଯୁକ୍ତଙ୍କୁ ଜଣେ ପୋଲିସ ବାବୁ ପିପିଇ କିଟ୍ ପିନ୍ଧି ବାନ୍ଧି ନେଉଥିବାର ଦୃଶ୍ୟ ଭିଡ଼ିଓରେ ରହିଛି। ସେମାନଙ୍କ ବିରୋଧରେ ଚୋରି…
ହସ୍ପିଟାଲରେ ବେଡ୍ ଫୁଲ୍: ବାହାରେ ଆମ୍ବୁଲାନ୍ସ୍ରେ ଆକ୍ରାନ୍ତ…
ଅହମଦାବାଦ୍,୧୩।୪: ଗୁଜରାଟ ଅହମଦାବାଦରେ ପ୍ରତିଦିନ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ସ୍ଥିତି ବେକାବୁ ହେବାରେ ଲାଗିଛି। ସହରର ବଡ଼ ହସ୍ପିଟାଲ କୁହାଯାଉଥିବା ସ୍ଥାନୀୟ ସିଭିଲ୍ ହସ୍ପିଟାଲରେ ଥିବା ୧୨୦୦ ବେଡ୍ ଏବେ ଫୁଲ୍ ହୋଇ ଯାଇଛି। ବେଡ୍ ଖାଲି…
ରାଜ୍ୟରେ କରୋନାର ସଙ୍ଗିନ ସ୍ଥିତି: ଦିନକରେ ୧୭ ଶହ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା, ଆଖିବୁଜିଲେ ୨
ଭୁବନେଶ୍ୱର,୧୩।୪(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଛି। ପରିସ୍ଥିତି ସଙ୍ଗିନ ହେବାରେ ଲାଗିଛି। ମଙ୍ଗଳବାର ରାଜ୍ୟରେ ୧୭୮୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୧୦୩୫ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୭୪୯ ଜଣ ଲୋକାଲ କେସ୍ ଥିବା…
ସ୍ଥିତି ଅଣାୟତ୍ତ: ରେକର୍ଡ ଭାଙ୍ଗୁଛି କରୋନା
ନୂଆଦିଲ୍ଲୀ,୧୩।୪: ଦେଶରେ କରୋନାର ସଂକ୍ରମଣ ଯୋଗୁ ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଏବେ ୨ ଲକ୍ଷ ମୁହାଁ ହେବାରେ ଲାଗିଛି। କରୋନା ସଂକ୍ରମଣ ପୂର୍ବର ସମସ୍ତ ରେକର୍ଡ ଭାଙ୍ଗି କୋକୁଆ ଭୟ ସୃଷ୍ଟି କରିଛି।ଗତ ୨୪ ଘଣ୍ଟାରେ…
ଅନ୍ତିମ ସଂସ୍କାର ପାଇଁ ଶ୍ମଶାନ ଘାଟରେ ସରୁନି ଅପେକ୍ଷା
ରାୟପୁର,୧୨।୪: ଦେଶରେ କରୋନାର ଦ୍ୱିତୀୟ ଲହର ଜାରି ରହିଥିବା ବେଳେ ଏହାର ନୂଆ ଷ୍ଟ୍ରେନ୍ ଦ୍ରୁତି ଗତିରେ ବ୍ୟାପିବାରେ ଲାଗିଛି। ମହାରାଷ୍ଟ୍ର, ଦିଲ୍ଲୀ, ପଞ୍ଜାବ ଓ ମଧ୍ୟପ୍ରଦେଶ ସମେତ ୧୦ଟି ରାଜ୍ୟରେ କରୋନା ସ୍ଥିତି ଭୟାବହ ହେବାରେ ଲାଗିଛି। ସମସ୍ତ କଟକଣା…
ଜୀବିତ ବ୍ୟକ୍ତିଙ୍କ ଡେଥ୍ ସାର୍ଟିଫିକେଟ…
ପାଟନା,୧୨।୪: ଦେଶରେ କରୋନା ଆତଙ୍କ ଦିନକୁ ଦିନ ବୃଦ୍ଧି ପାଉଥିବା ବେଳେ ଶ୍ମଶାନ ଘାଟରେ ମଧ୍ୟ ଏହାର ଲମ୍ବା ଲାଇନ୍ ଦେଖିବାକୁ ମିଳୁଛି। କରୋନାକୁ ନେଇ ଯେଉଁଠି ଲୋକମାନଙ୍କୁ ଅତ୍ୟଧିକ ସଜାଗ, ସଚେତନତା ରହିବା ଜରୁରୀ ହୋଇପଡ଼ିଛି ସେଠାରେ କେତେକ ହସ୍ପିଟାଲରୁ…
ତଳମୁହାଁ ଅର୍ଥନୀତି, ଘରମୁହାଁ ପ୍ରବାସୀ
ନୂଆଦିଲ୍ଲୀ/ମୁମ୍ବାଇ,୧୨ା୪: କରୋନା ଭୂତାଣୁର ଦ୍ୱିତୀୟ ଲହର ପ୍ରଥମଠାରୁ ଆହୁରି ଘାତକ ହେବ ବୋଲି ଆଶଙ୍କା କରାଯାଉଥିବାବେଳେ ଭାରତର ଟିକାକରଣ ହାର ଅନ୍ତର୍ଜାତୀୟ ସ୍ତରରେ ପଛରେ ପଡ଼ିଯାଇଛି। ଟିକା ଯୋଗାଣ ଅଭାବରୁ ବଣ୍ଟନରେ ଅସୁବିଧା ଏବଂ ଏହାକୁ ନେଇ ଚାଲିଥିବା ରାଜନୀତି ମହାମାରୀଜନିତ…
ଦଶମ, ଦ୍ୱାଦଶ ବୋର୍ଡ ପରୀକ୍ଷା ସ୍ଥଗିତ
ମୁମ୍ବାଇ,୧୨।୪: ବର୍ଦ୍ଧିତ କରୋନା ମାମଲାକୁ ଦୃଷ୍ଟିରେ ରଖି ମହାରାଷ୍ଟ୍ର ଶିକ୍ଷା ବିଭାଗ ପକ୍ଷରୁ ସୋମବାର ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ରାଜ୍ୟରେ ନିର୍ଦ୍ଧାରିତ ସମୟରେ ହେବାକୁ ଥିବା ବୋର୍ଡ ପରୀକ୍ଷାକୁ ସ୍ଥଗିତ ରଖାଯାଇଛି। ମହାରାଷ୍ଟ୍ରରେ ବର୍ତ୍ତମାନର କରୋନା ସ୍ଥିତି ଅସମ୍ଭାଳ ହୋଇଥିବା…
ସଡ଼କରେ ଅନ୍ତିମ ସଂସ୍କାର…
ରାଞ୍ଚି,୧୨।୪: କରୋନା ସଂକ୍ରମଣ ଦେଶରେ ଲଗାତାର ବଢ଼ି ଚାଲିଛି। ପ୍ରତି ଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଝାଡ଼ଖଣ୍ଡରେ କରୋନା ଆକ୍ରାନ୍ତ ମୃତକଙ୍କ ସଂଖ୍ୟା ଅଧିକ ହେଉଥ୍ତ୍ବାରୁ ଶ୍ମଶାନରେ ଲମ୍ବା ଧାଡ଼ି ଲାଗି…
ଏଠାରେ ଲୋକେ ଜାରି କଲେ ୨ ଦିନିଆ ଲକ୍ଡାଉନ୍…
ଦାମୋହ,୧୨।୪: ମଧ୍ୟପ୍ରଦେଶରେ କରୋନା ସଂକ୍ରମଣ ବଢ଼ି ଚାଲିଛି। ପ୍ରତି ଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହ୍ବାନ ରାଜ୍ୟର କେତେକ ଅଞ୍ଚଳରେ ଓ୍ବିକ୍ଏଣ୍ଡ୍ ଲକ୍ଡାଉନ୍ ଘୋଷଣା କରିଛନ୍ତି। ତେବେ ଦାମୋହ ଜିଲାରେ ଉପନିର୍ବାଚନ ଥିବାରୁ ରାଜ୍ୟ…
ଆଖଡା ପରିଷଦର ଅଧ୍ୟକ୍ଷ କରୋନା ପଜିଟିଭ୍
ହରିଦ୍ୱାର,୧୨।୪: ସୋମବତୀ ଅମାବାସ୍ୟାରେ ଉତ୍ତରାଖଣ୍ଡର ହରିଦ୍ୱାରରେ ମହାକୁମ୍ଭ ମେଳାର ସାହି ସ୍ନାନ ଆୟୋଜିତ ହୋଇଛି। ହେଲେ ଏହି କାର୍ଯ୍ୟକ୍ରମ ପୂର୍ବରୁ ସାଧୁସନ୍ଥଙ୍କ ସଂସ୍ଥା ଅଖିଳ ଭାରତୀୟ ଆଖଡା ପରିଷଦର ଅଧ୍ୟକ୍ଷ ମହନ୍ତ ନରେନ୍ଦ୍ର ଗିରିଙ୍କ ସହ ଅଧାରୁ ଅଧିକ ସନ୍ଥ ଏବେ…
ପୋଲିସ ବାବୁ କରୋନା ଆକ୍ରାନ୍ତଙ୍କୁ ଗୋଇଠା ମାରି ଗୋଡ଼ାଇ ଗୋଡ଼ାଇ ନିସ୍ତୁକ ପିଟିଲେ…
ଖଣ୍ଡଓ୍ବା,୧୨।୪: ଦେଶରେ କରୋନା ସଂକ୍ରମଣ ନେଇ କୋକୁଆ ଭୟ ସୃଷ୍ଟି ହୋଇଛି। ଏପରିସ୍ଥଳେ ମଧ୍ୟପ୍ରଦେଶର ଖଣ୍ଡଓ୍ବା ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ଏହାର ଭିଡ଼ିଓ ଏବେ ସୋସିଆଲ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ସ୍ଥାନୀୟ ବଞ୍ଜାରି ଗାଁର ଜଣେ କରୋନା…
Archives


