କରୋନା ଭାଇରସ୍‌

ଘଣ୍ଟାକରେ ୩୮ ଜଣଙ୍କ ମୁଣ୍ଡ ନେଉଛି କରୋନା

ନୂଆଦିଲ୍ଲୀ,୧୨।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଦେଶବ୍ୟାପୀ ସାର୍ବଜନୀକ ଟିକାକରଣ ଜାରି ରହିଥିଲେ ମଧ୍ୟ କରୋନା ସହିତ ଲଢ଼େଇ ଧୀରେଧୀରେ କଷ୍ଟକର ହେବାରେ ଲାଗିଛି। ଦେଶରେ ପ୍ରତିଘଣ୍ଟାରେ ହାରାହାରି ୭ ହଜାର ୩୮ ଜଣ ନୂଆ…

ଉତ୍କଳ ବିଶ୍ୱବିଦ୍ୟାଳୟର ଆଉ ୪ ଛାତ୍ର କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୨।୪(ବ୍ୟୁରୋ): ଉତ୍କଳ ବିଶ୍ୱବିଦ୍ୟାଳୟର ଆଉ ୪ ଛାତ୍ର କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ସୂଚନା ମିଳିଛି। ସୋସିଓଲୋଜି ବିଭାଗର ଜଣେ ଛାତ୍ର କରୋନା ସଂକ୍ରମିତ ହେବାର ଗୋଟିଏ ଦିନ ପରେ ଆଉ ୪ ଜଣ ଛାତ୍ର କରୋନାରେ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି।…

କରୋନା ଟିକା ନାଚ ସୋସିଆଲ୍‌ ମିଡ଼ିଆରେ ଭାଇରାଲ…

ଥିରୁଭାନନ୍ତପୁରମ୍‌,୧୨।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ସଂକ୍ରମଣରୁ ଦୂରେଇ ରହିବା ଲାଗି ଦେଶବ୍ୟାପୀ ସାର୍ବଜନୀକ ଟିକାକରଣ କାର୍ଯ୍ୟ ଜାରି ରହିଛି। ଏପରିସ୍ଥଳେ ଟିକା ନେବା ପାଇଁ ଲୋକଙ୍କ ମଧ୍ୟରେ ସଚେତନତା ସୃଷ୍ଟି ଲାଗି କେରଳ ପୋଲିସ ପକ୍ଷରୁ…

ସୁପ୍ରିମ୍‌କୋର୍ଟର ଅଧା କର୍ମଚାରୀ କରୋନା ପଜିଟିଭ୍‌

ନୂଆଦିଲ୍ଲୀ,୧୨।୪: ସୁପ୍ରିମ୍‌କୋର୍ଟର ଅଧାରୁ ଅଧିକ କର୍ମଚାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେମାନଙ୍କର ନମୁନା ପରୀକ୍ଷା ରିପୋର୍ଟ ପଜିଟିଭ୍‌ ଆସିଛି। କୋର୍ଟର ଅଧିକାଂଶ କ୍ଲର୍କ ଏବଂ ତଳିଆ କର୍ମଚାରୀମାନେ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏହାଦ୍ୱାରା କୋର୍ଟର ସାଧାରଣ କାର୍ଯ୍ୟରେ ବାଧା ସୃଷ୍ଟି ହେବାର…

ଆଜି କରୋନାରେ ଆଖି ବୁଜିଲେ ୨ ଆକ୍ରାନ୍ତ

ଭୁବନେଶ୍ୱର,୧୨।୪(ବ୍ୟୁରୋ): ସୋମବାର କରୋନାରେ ରାଜ୍ୟରୁ ୨ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ମୃତକ ଦ୍ୱୟ ନୂଆପଡ଼ା ଜିଲାର ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୧୯୨୮ରେ ପହଞ୍ଚିଛି।…

୨ ଲକ୍ଷ ମୁହାଁ କରୋନା

ନୂଆଦିଲ୍ଲୀ,୧୨।୪: ଦେଶରେ କରୋନାର ସଂକ୍ରମଣ ଯୋଗୁ ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଏବେ ୨ ଲକ୍ଷ ମୁହାଁ ହେବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଲକ୍ଷେ ୬୮ ହଜାର ୯୧୨ରେ ପହଞ୍ଚିଛି।…

ଟିକା: ଉତ୍ସବ ବନାମ ସଙ୍କଟ

ଭୂତାଣୁର ନୂଆ ରୂପ ଆତଙ୍କ ସୃଷ୍ଟି କରିଛି ଦେଶ ଓ ବିଶ୍ୱରେ। ସଂକ୍ରମଣର ବର୍ଷକ ପରେ ମହାମାରୀ ମୁକାବିଲା ପାଇଁ ହାତରେ ଭାକ୍ସିନ ଅଛି ବୋଲି କେତେକାଂଶରେ ଆଶ୍ୱସ୍ତି ମିଳୁଥିଲା। ହେଲେ ଭାଇରସ୍‌ର ଦ୍ରୁତଗତିକୁ ରୋକି ନ ପାରିବା ଭାରତର ନେତୃବୃନ୍ଦଙ୍କ…

ଟିକା ନାହିଁ: ୯୦୦ କେନ୍ଦ୍ର ବନ୍ଦ

ଭୁବନେଶ୍ୱର,୧୨।୪(ବ୍ୟୁରୋ): ରାଜ୍ୟରେ କରୋନା ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। ଗୋଟିଏ ପଟେ ଦୈନିକ ସଂକ୍ରମଣ ବୃଦ୍ଧି ପାଉଥିବାବେଳେ ଅନ୍ୟପଟେ ସରକାରଙ୍କୁ ଟିକା ଚିନ୍ତା ଘାରିଛି। ଟିକା ଅଭାବ ଯୋଗୁ ରାଜ୍ୟରେ ଟିକାକରଣ ଘୋର ବାଧାପ୍ରାପ୍ତ ହୋଇଛି। ଦୈନିକ ୨ଲକ୍ଷ ଟିକାକରଣ ପାଇଁ…

୪ ଦିନିଆ ଟିକା ଉତ୍ସବ: ମୋଦିଙ୍କ ୪ ସୂତ୍ରୀ କରୋନା ଲଢ଼େଇ ଫର୍ମୂଲା

ନୂଆଦିଲ୍ଲୀ,୧୧।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ବେକାବୁ ହେବାରେ ଲାଗିଛି। ଏପରିସ୍ଥଳେ ଲୋକଙ୍କ ମଧ୍ୟରେ ଦେଶରେ ଜାରି ରହିଥିବା ସାର୍ବଜନୀକ ଟିକାକରଣ ଅଭିଯାନ ସମ୍ପର୍କରେ ସଚେତନତା ସୃଷ୍ଟି ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାରଠାରୁ ୪ ଦିନିଆ ଟିକା ଉତ୍ସବ କାର୍ଯ୍ୟକ୍ରମ…

ପୋଲିସ ଛାନିଆ: ୩ ବାଇକ୍‌ ଚୋରି ଅଭିଯୁକ୍ତ କରୋନା ପଜିଟିଭ୍‌

ମୁଜାଫରପୁର,୧୧।୪: ବିହାରର ମୁଜାଫରପୁର ଅଞ୍ଚଳର କରଜିଆ ଥାନାରେ ଏବେ ଆତଙ୍କ ସୃଷ୍ଟି ହୋଇଛି। ଧରାପଡ଼ିଥିବା ୩ ଜଣ ବାଇକ୍‌ ଚୋରି ଅଭିଯୁକ୍ତଙ୍କ ନମୁନା ରିପୋର୍ଟ କରୋନା ପଜିଟିଭ୍‌ ଆସିବା ପରେ ଥାନା କର୍ମଚାରୀଙ୍କ ମଧ୍ୟରେ କୋକୁଆ ଭୟ ବ୍ୟାପିବାରେ ଲାଗିଛି। କର୍ମଚାରୀମାନେ…

ଏହି ରାଜ୍ୟରେ ଜାରି ହେବ ୧୫ ଦିନିଆ ଲକ୍‌ଡାଉନ୍‌: ମୁଖ୍ୟମନ୍ତ୍ରୀ ଦେଲେ ସଙ୍କେତ…

ମୁମ୍ବାଇ,୧୧।୪: ଦେଶରେ କରୋନା ସଂକ୍ରମଣ ଥମିବାର ନା ଧରୁନି। ଏପରିସ୍ଥଳେ ମହାରାଷ୍ଟ୍ରର ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ପ୍ରତିଦିନ ରାଜ୍ୟରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୫୦ ହଜାରରୁ ଅଧିକ ରହୁଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେ ରାଜ୍ୟରେ…

ରାଜ୍ୟରେ କରୋନାର ସଙ୍ଗିନ ସ୍ଥିତି: ଦିନକରେ ୧୩୭୯ ଆକ୍ରାନ୍ତ ଚିହ୍ନଟ, ସୁନ୍ଦରଗଡ଼ରୁ ସର୍ବାଧିକ

ଭୁବନେଶ୍ୱର,୧୧।୪(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଛି। ପରିସ୍ଥିତି ସଙ୍ଗିନ ହେବାରେ ଲାଗିଛି। ରବିବାର ରାଜ୍ୟରେ ୧୩୭୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୮୦୮ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୫୭୧ ଜଣ ଲୋକାଲ କେସ୍‌ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?