୨୪ ଘଣ୍ଟାରେ ଦେଢ଼ଲକ୍ଷ ଟପିଲା କରୋନା
ନୂଆଦିଲ୍ଲୀ,୧୧।୪: ଦେଶରେ କରୋନାର ସଂକ୍ରମଣ ଯୋଗୁ ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଦେଢ଼ଲକ୍ଷ ଟପିଛିି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଲକ୍ଷେ ୫୨ ହଜାର ୮୭୯ରେ ପହଞ୍ଚିଛି। ସେହିପରି ଏହି ସମୟ ମଧ୍ୟରେ…
‘ପୂଜା କଲେ ମାସ୍କ ଦରକାର ନାହିଁ’
କରୋନାରୁ ମୁକ୍ତି ପାଇବାକୁ ମଧ୍ୟପ୍ରଦେଶର ଜଣେ ମନ୍ତ୍ରୀ ଏୟାରପୋର୍ଟରେ ପୂଜାର୍ଚ୍ଚନା ଘଟଣା ଚର୍ଚ୍ଚାର ବିଷୟ ପାଲଟିଛି। ଭାଜପା ନେତ୍ରୀ ତଥା ପର୍ଯ୍ୟଟନ ମନ୍ତ୍ରୀ ଉଷା ଠାକୁର ଇନ୍ଦୋର ବିମାନବନ୍ଦରଠାରେ ମାସ୍କ ନ ପିନ୍ଧି ଦେବୀ ଅହଲ୍ୟା ବାଇ ହୋଲ୍କରଙ୍କୁ ପୂଜା ସହ…
‘କୋଭିଡ୍ ନିୟମ ନ ମାନିଲେ ରାଲି ବନ୍ଦ ’
ନୂଆଦିଲ୍ଲୀ, ୧୧।୪(ପି.ଟି.): କରୋନା ସଂକ୍ରମଣ ବଢ଼ୁଥିବାରୁ ନିର୍ବାଚନ ପ୍ରଚାର ବେଳେ ମାସ୍କ ପିନ୍ଧିବା ଓ ସାମାଜିକ ଦୂରତ୍ୱ ରକ୍ଷା ଆଦି ଗାଇଡଲାଇନ ପାଳନ କରିବା ପାଇଁ ନିର୍ବାଚନ କମିଶନ ଷ୍ଟାର ପ୍ରଚାରକ ଓ ରାଜନେତାମାନଙ୍କୁ ପରାମର୍ଶ ଦେଇଛନ୍ତି। କୋଭିଡ୍ ଗାଇଡଲାଇନ ପାଳନ…
‘ଟିକା ନିଅଣ୍ଟ ପାଇଁ କେନ୍ଦ୍ର ଦାୟୀ’
ନୂଆଦିଲ୍ଲୀ, ୧୧।୪: ଦେଶରେ କୋଭିଡ୍ ଟିକାର ନିଅଣ୍ଟ ସ୍ଥିତି ପାଇଁ କଂଗ୍ରେସ ଅନ୍ତରୀଣ ଅଧ୍ୟକ୍ଷା ସୋନିଆ ଗାନ୍ଧୀ କେନ୍ଦ୍ର ସରକାରଙ୍କ ଭୁଲ୍ କୋଭିଡ୍ ପରିଚାଳନାକୁ ଦାୟୀ କରିଛନ୍ତି। ଦେଶର କୋଭିଡ୍ ସ୍ଥିତି ଏବଂ ସଂକ୍ରମଣ ମୁକାବିଲା ପ୍ରସ୍ତୁତି ସମ୍ପର୍କରେ ସୋନିଆ କଂଗ୍ରେସ…
ଆଜି ରାଜ୍ୟରେ ସୁସ୍ଥ ହେଲେ ୪୦୩ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୧୦।୪(ବ୍ୟୁରୋ): ଶନିବାର ରାଜ୍ୟରୁ ୪୦୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟୁଇଟ୍ରୁ ଜଣାପଡ଼ିଛି। ଆଜି ଖୋର୍ଦ୍ଧାରୁ ୭୩ ଜଣ ସୁସ୍ଥ ହୋଇଥିବା ବେଳେ କଳାହାଣ୍ଡିରୁ ୫୭ ଏବଂ ବରଗଡ଼ରୁ ୩୪ ଜଣ…
ଆଜି ରାଜଧାନୀରୁ ୧୭୧ ପଜିଟିଭ୍ ଚିହ୍ନଟ, ବଢୁଛି ସ୍ଥାନୀୟ ସଂକ୍ରମଣ
ଭୁବନେଶ୍ୱର,୧୦।୪(ବ୍ୟୁରୋ): ଶନିବାର ରାଜଧାନୀ ଭୁବନେଶ୍ୱରରୁ ୧୭୧ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୪୫ ଜଣ ଚିହ୍ନଟ ହୋଇଥିବା ବେଳେ ୧୨୬ ଜଣ ସ୍ଥାନୀୟ ସଂକ୍ରମିତ ବୋଲି ବିଏମ୍ସି ଟୁଇଟ୍ କରି ସୂଚନା ଦେଇଛି। ସେହିପରି ଆଜି ରାଜଧାନୀରୁ ୫୩ ଜଣ…
କରୋନାରେ କଂଗ୍ରେସ ବିଧାୟକଙ୍କ ପରଲୋକ
ମୁମ୍ବାଇ,୧୦।୪: ମହାରାଷ୍ଟ୍ରରେ କରୋନା ମହାମାରୀ ଆତଙ୍କ ସୃଷ୍ଟି କରିଛି। କରୋନାରେ ଆକ୍ରାନ୍ତ ହୋଇ ରାଜ୍ୟର ନାନ୍ଦେଦ୍ ଜିଲାର ଡେଗଲୋରର ବିଧାୟକ ରାଓସାହେବ ଅଣ୍ଟାପୁରକାରଙ୍କ ପରଲୋକ ଘଟିଛି। ଶୁକ୍ରବାର ବିଳମ୍ବିତ ରାତ୍ରରେ ମୁମ୍ବାଇର ଏକ ହସ୍ପିଟାଲରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି।…
୧୨ ଶହ ଟଙ୍କାରେ ମିଛ କରୋନା ରିପୋର୍ଟ…
ଲକ୍ଷ୍ନୌ,୧୦।୪: ଦେଶରେ କରୋନା ସଂକ୍ରମଣ ନେଇ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ମିଛ କରୋନା ରିପୋର୍ଟ ପ୍ରସ୍ତୁତ କରିବା ଅଭିଯୋଗରେ ୨ ଜଣଙ୍କୁ ଗିରଫ କରାଯାଇଛି। ଉତ୍ତରପ୍ରଦେଶ ବିଭୁତିଖଣ୍ଡ ଅଞ୍ଚଳରେ ଏକ ଡାଏଗ୍ନୋଷ୍ଟିକ୍ ସେଣ୍ଟରରେ ଏଭଳି ମିଛ କରୋନା ରିପୋର୍ଟ ପ୍ରସ୍ତୁତ…
ରାଜ୍ୟରେ ହୁ ହୁ ହୋଇ ବଢ଼ୁଛି କରୋନା: ସୁନ୍ଦରଗଡ଼ରୁ ସର୍ବାଧିକ
ଭୁବନେଶ୍ୱର,୧୦।୪(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଛି। ପରିସ୍ଥିତି ସଙ୍ଗୀନ ହେବାରେ ଲାଗିଛି। ଶନିବାର ରାଜ୍ୟରେ ୧୩୭୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୮୧୨ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୫୬୨ ଜଣ ଲୋକାଲ କେସ୍ ଥିବା…
କରୋନା ଟିକା ନେଇଛନ୍ତି କି, ନିଶ୍ଚିତ ପଢ଼ନ୍ତୁ…
ନୂଆଦିଲ୍ଳୀ,୧୦।୪: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଅଣାୟତ୍ତ ହେବାରେ ଲାଗିଛି। ସୁରକ୍ଷାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାରଙ୍କ ପକ୍ଷରୁ ଦେଶବ୍ୟାପୀ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ତେବେ କରୋନା ଟିକା ନେଇ ଲୋକଙ୍କ ମଧ୍ୟରେ ନାନା ପ୍ରକାର…
ଦେଢ଼ ଲକ୍ଷ ମୁହାଁ କରୋନା: ୨୪ ଘଣ୍ଟାରେ ଲକ୍ଷେ ୪୫ ହଜାରରୁ ଅଧିକ ଆକ୍ରାନ୍ତ ଚିହ୍ନଟ
ନୂଆଦିଲ୍ଲୀ,୧୦।୪: ଦେଶରେ କରୋନାର ସଂକ୍ରମଣ ବେକାବୁ ସ୍ଥିତିରେ ପହଞ୍ଚିଛି। ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଦେଢ଼ଲକ୍ଷ ମୁହାଁ ହେବାରେ ଲାଗିଛି। ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ବଢୁଥିବାରୁ ଏଭଳି ସ୍ଥିତି ସୃଷ୍ଟି ହୋଇଛି। ଦେଶରେ ଲଗାତାର ଗତ ୪ ଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା…
ଜରିମାନା ଦେଲେ ପ୍ରଧାନମନ୍ତ୍ରୀ
ନରଓ୍ବେ ପ୍ରଧାନମନ୍ତ୍ରୀ ଏର୍ନା ସୋଲବର୍ଗ କୋଭିଡ୍-୧୯ ନିୟମ ଭାଙ୍ଗି ଜରିମାନା ଦେଇଛନ୍ତି। ତାଙ୍କ ଜନ୍ମଦିନ ପାଳନ ପାଇଁ ଏକ ପାରିବାରିକ ଉତ୍ସବର ଆୟୋଜନ କରାଯାଇଥିଲା। ସେଠାରେ ସେ ସୋସିଆଲ ଡିଷ୍ଟାନ୍ସିଂ ନିୟମ ଉଲ୍ଲଂଘନ କରିଥିବାରୁ ତାଙ୍କଠାରୁ ୨୦,୦୦୦ କ୍ରାଉନ୍ (୨,୩୫୨ ଡଲାର)…
Archives


