କରୋନା ଭାଇରସ୍‌

ଲକ୍‌ଡାଉନ ନିୟମ ଭଙ୍ଗ କରିବା ପଡ଼ିଲା ମହଙ୍ଗା: ୩ଶହ ଥର ଉଠ୍‌-ବସ୍‌ ହେଲେ ବ୍ୟକ୍ତି

ମାନିଲା,୭।୪: ସାରା ବିଶ୍ୱରେ ପୁଣି ଥରେ କରୋନା ଆତଙ୍କ ଖେଳାଇଛି। ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ନୂଆ ଷ୍ଟ୍ରେନ୍‌ ଭୟଙ୍କର ରୂପ ଧାରଣ କରିଛି। ଭାକ୍ସିନ ଆସିବା ସତ୍ତ୍ୱେ ଏହାକୁ କାବୁ କରାଯାଇପାରିନାହିଁ। ତେଣୁ କରୋନା ମୁକାବିଲା…

ଇଟାଓ୍ବା ଜେଲରେ କରୋନା ଆତଙ୍କ: ୩୦ କଏଦୀ ଆକ୍ରାନ୍ତ

ଲକ୍ଷ୍ନୌ,୭।୪: ଉତ୍ତରପ୍ରଦେଶର ଇଟାଓ୍ବା ଜିଲା ଜେଲ୍‌ରେ କରୋନା ମହାମାରୀ ଆତଙ୍କ ସୃଷ୍ଟି କରିଛି। ଜେଲ୍‌ର ୩୦ ଜଣ କଏଦୀଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ରାଜ୍ୟରେ ପଞ୍ଚାୟତ ନିର୍ବାଚନ ଯୋଗୁ ପୋଲିସ ବାହିନୀ ସମେତ ଅନ୍ୟ ସୁରକ୍ଷାକର୍ମୀ ବିଭିନ୍ନ…

ଏହି ରାଜ୍ୟରେ ଲାଗୁ ହେଲା ଲକ୍‌ଡାଉନ

ରାୟପୁର,୭।୪: ଛତିଶଗଡ଼ରେ କରୋନା ମାମଲା ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଭୂପେଶ ବଘେଲ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଶୁକ୍ରବାର ସନ୍ଧ୍ୟା ୫ଟାରୁ ସୋମବାର ରାତି ପର୍ଯ୍ୟନ୍ତ ରାଜ୍ୟରେ ଲକ୍‌ଡାଉନ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ଏଥିସହ…

ପଞ୍ଜାବରେ ୮ ଘଣ୍ଟିଆ ନାଇଟ୍‌ କର୍ଫ୍ୟୁ

ଚଣ୍ଡିଗଡ଼,୭।୪: ଦିଲ୍ଲୀ ପରେ ଏବେ ପଞ୍ଜାବରେ ନାଇଟ୍‌ କର୍ଫ୍ୟୁ ଜାରି ହୋଇଛି। କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ପଞ୍ଜାବ ସରକାରଙ୍କ ପକ୍ଷରୁ ରାଜ୍ୟରେ ୮ ଘଣ୍ଟିଆ ନାଇଟ୍‌ କର୍ଫ୍ୟୁ ଘୋଷଣା କରାଯାଇଛି। ନାଇଟ୍‌ କର୍ଫ୍ୟୁ ରାତ୍ର ୯ରୁ ଭୋର୍‌ ୫ଟା ପର୍ଯ୍ୟନ୍ତ…

କରୋନାର ଦ୍ୱିତୀୟ ଲହର: ଛୋଟପିଲା-ଯୁବବର୍ଗ-ଗର୍ଭବତୀ ହେଉଛନ୍ତି ଅଧିକ ଆକ୍ରାନ୍ତ

ନୂଆଦିଲ୍ଲୀ,୭।୪: ଦେଶରେ କରୋନା ସଂକ୍ରମଣର ଦ୍ୱିତୀୟ ଲହର ଜାରି ରହିଛି। ଏପରିସ୍ଥଳେ ବିଶେଷଜ୍ଞଙ୍କ ପକ୍ଷରୁ ସତର୍କ ସୂଚନା ପ୍ରଦାନ କରାଯାଇଛି। ଛୋଟପିଲା, ଯୁବବର୍ଗ ଏବଂ ଗର୍ଭବତୀଙ୍କୁ ସାବଧାନ ରହିବାକୁ ପରାମର୍ଶ ଦିଆଯାଇଛି। କରୋନା ମାର୍ଗଦର୍ଶିକା ପାଳନ ସହିତ ମାସ୍କ୍‌ ପିନ୍ଧିବା ଏବଂ…

ମହାରାଷ୍ଟ୍ରରେ କରୋନା ଟିକା ଅଭାବ

ମୁମ୍ବାଇ,୭।୪: କରୋନା ସଂକ୍ରମଣ ଯୋଗୁ ମହାରାଷ୍ଟ୍ରରେ ସ୍ଥିତି ବେକାବୁ ହେବାରେ ଲାଗିଛି। ଏପରିସ୍ଥଳେ ରାଜ୍ୟରେ କରୋନା ଟିକାର ଅଭାବ ରହିଥିବା ସ୍ବାସ୍ଥ୍ୟମନ୍ତ୍ରୀ ରାଜେଶ ଟୋପେ ସୂଚନା ଦେଇଛନ୍ତି। ଆବଶ୍ୟକ ଟିକା ଯୋଗାଇ ଦେବାକୁ ସେ କେନ୍ଦ୍ର ସରକାରଙ୍କୁ ଅନୁରୋଧ କରିଛନ୍ତି। ଟିକା…

ବିପ୍ଲବ କୁମାର ଦେବ କରୋନା ପଜିଟିଭ୍‌

ଅଗରତାଲା,୭।୪: ତ୍ରିପୁରା ମୁଖ୍ୟମନ୍ତ୍ରୀ ବିପ୍ଲବ କୁମାର ଦେବଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ସେ ହୋମ୍‌ ଆଇସୋଲେଶନରେ ରହିଛନ୍ତି। ଏସମ୍ପର୍କରେ ବିପ୍ଲବ ନିଜ ଟୁଇଟର ହ୍ୟାଣ୍ଡେଲରେ ଟୁଇଟ୍‌ କରି ସୂଚନା ଦେଇଛନ୍ତି। ଡାକ୍ତରଙ୍କ ପରାମର୍ଶକ୍ରମେ ସେ ଘରେ ରହିଛନ୍ତି…

ପୁଣି ରାଜ୍ୟରେ ବନ୍ଦ ହେଲା ସ୍କୁଲ

ରାଞ୍ଚି,୭।୪: ଦେଶରେ କରୋନା ଭାଇରସ୍‌ ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ବର୍ଦ୍ଧିତ କରୋନା ମାମଲାକୁ ଦୃଷ୍ଟିରେ ରଖି ଝାଡ଼ଖଣ୍ଡରେ ପୁଣି ଥରେ ସ୍କୁଲ ବନ୍ଦ ପାଇଁ ନିଷ୍ପତ୍ତି ନିଆଯାଇଛି। ଏପ୍ରିଲ ୭ ତଥା ବୁଧବାର ଠାରୁ ରାଜ୍ୟରେ ସମସ୍ତ…

ରାଜ୍ୟରେ କରୋନା ନେଲା ଆଉ ଜଣଙ୍କ ଜୀବନ: ୧୯୨୩ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା

ଭୁବନେଶ୍ୱର, ୭।୪(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢୁଥିବା ବେଳେ କରୋନା ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ବୁଧବାର ୭୯୧ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ଜଣେ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ…

୪୦ ଡାକ୍ତର କରୋନା ପଜିଟିଭ୍‌

ଲକ୍ଷ୍ନୌ,୭।୪: ଉତ୍ତରପ୍ରଦେଶର ଲକ୍ଷ୍ନୌରେ ଥିବା କିଙ୍ଗ୍‌ ଜର୍ଜ ମେଡିକାଲ କଲେଜର ୪୦ ଜଣ ଡାକ୍ତରଙ୍କ ମନୁନା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ସେମାନଙ୍କ ମଧ୍ୟରେ କୁଳପତି ଡ. ବିପିନ୍‌ ପୁରୀ ଏବଂ ଚିକିତ୍ସା ଅଧିକ୍ଷକ ଡ. ହିମାଂଶୁ ମଧ୍ୟ ରହିଛନ୍ତି। ଆକ୍ରାନ୍ତ…

କାର୍‌ରେ ଏକା ଥିଲେ ବି ମାସ୍କ୍‌ ପିନ୍ଧିବା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୭।୪: ଦେଶରେ କରୋନାର ସଂକ୍ରମଣ ନେଇ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ରାଜଧାନୀ ଦିଲ୍ଲୀର ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ଦିଲ୍ଲୀ ପ୍ରଶାସନ ପକ୍ଷରୁ କରୋନା ମାର୍ଗଦର୍ଶିକା ପାଳନ କରିବାକୁ କଡ଼ାକଡ଼ି କରାଯାଇଛି। କାର୍‌ରେ ଏକା ଥିଲେ…

କରୋନାର ତୃତୀୟ ଲହର: ସମସ୍ତ ସ୍କୁଲ କଲେଜ ବନ୍ଦ

ଟୋରଣ୍ଟୋ,୭।୪: କାନାଡ଼ାରେ କରୋନାର ତୃତୀୟ ଲହର ଆରମ୍ଭ ହୋଇଛି। ସୁରକ୍ଷା ଦୃଷ୍ଟିରୁ ଟୋରଣ୍ଟୋରେ ଥିବା ସମସ୍ତ ସ୍କୁଲ କଲେଜକୁ ବନ୍ଦ କରାଯାଇଛି। ବୁଧବାରଠାରୁ ଟୋରଣ୍ଟୋ ବିଶ୍ୱବିଦ୍ୟାଳୟ ବନ୍ଦ ହୋଇଛି। ଚିକିତ୍ସା ଅଧିକାରୀ ଡାକ୍ତର ଏଲିନ୍‌ ଡେ ବିଲା କହିଛନ୍ତି ଯେ, କରୋନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?