କରୋନା ଭାଇରସ୍‌

ରାଜ୍ୟରେ ସୁସ୍ଥ ହେଲେ ଆଉ ୨୭୧୬ କରୋନା ଆକ୍ରାନ୍ତ: ଖୋର୍ଦ୍ଧା ଜିଲାରୁ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର,୨୧।୧୦(ବ୍ୟୁରୋ)-ରାଜ୍ୟରେ ବୁଧବାର ଆଉ ୨୭୧୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୫୮୬ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ସୁନ୍ଦରଗଡ଼ରୁ ୨୦୬, ଅନୁଗୋଳରୁ ୨୦୧, ମୟୂରଭଞ୍ଜରୁ ୧୫୬, କଟକରୁ ୧୧୯, ନୂଆପଡ଼ାରୁ ୧୦୬, ବଲାଙ୍ଗିରରୁ ୧୦୫, ବରଗଡ଼ରୁ ୧୦୦,...

ଆଜି ରାଜଧାନୀରୁ ୨୩୯ ପଜିଟିଭ୍‌ ଚିହ୍ନଟ, ସୁସ୍ଥ ହେଲେ ୩୦୨

ଭୁବନେଶ୍ୱର,୨୧ା୧୦(ବ୍ୟୁରୋ): ବୁଧବାର ରାଜଧାନୀରୁ ଆଉ ୨୩୯ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୬୩ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବା ବେଳେ ୧୭୬ ସ୍ଥାନୀୟ ସଂକ୍ରମିତ ବୋଲି ଟୁଇଟ୍‌ କରି ସୂଚନା ଦେଇଛି ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି)। ସେହିପରି...

ରାଜ୍ୟରେ କରୋନାରେ ଆଖି ବୁଜିଲେ ଆଉ ୧୩ ଆକ୍ରାନ୍ତ

ଭୁବନେଶ୍ୱର, ୨୧।୧୦(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନାରେ ଆଉ ୧୩ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୧୮୧କୁ ବୃଦ୍ଧି...

CORONAVIRUS UPDATE: ରାଜ୍ୟରେ ନୂଆ ୧୯୩୧ ପଜିଟିଭ ଚିହ୍ନଟ

ଭୁବନେଶ୍ୱର, ୨୧।୧୦(ବ୍ୟୁରୋ): ରାଜ୍ୟରେ ବୁଧବାର ୩୦ ଜିଲାରୁ ପୁଣି ୧୯୩୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ୨୭୪୧୮୧ ଆକ୍ରାନ୍ତଙ୍କ ସଂଖ୍ୟା ୨୭୪୧୮୧ରେ ପହଞ୍ଚିଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ...

ରାଜ୍ୟରେ ଅଢ଼େଇ ଲକ୍ଷ ଟପିଲା ଆରୋଗ୍ୟ ସଂଖ୍ୟା

ଭୁବନେଶ୍ୱର, ୨୦।୧୦: ଓଡ଼ିଶାରେ କରୋନାରୁ ଆରୋଗ୍ୟ ହୋଇଥିବା ଲୋକ ସଂଖ୍ୟା ଅଢ଼େଇ ଲକ୍ଷ ଅତିକ୍ରମ କରିଛି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ଦିଆଯାଇଥିବା ସୂଚନା ଅନୁଯାୟୀ, ମଙ୍ଗଳବାର ରାଜ୍ୟରେ ଆଉ ୨,୬୨୨ ଜଣ...

ରାଜଧାନୀରୁ ଚିହ୍ନଟ ହେଲେ ଆଉ ୨୨୯ ଆକ୍ରାନ୍ତ

ଭୁବନେଶ୍ୱର, ୨୦।୧୦: ରାଜଧାନୀ ଭୁବନେଶ୍ୱରରୁ ମଙ୍ଗଳବାର ଆଉ ୨୨୯ ଜଣ ନୂତନ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନରୁ ୪୭ ଜଣ ଏବଂ ଲୋକାଲ୍‌ କଣ୍ଟାକ୍ଟ କେସ୍‌ ୧୮୨ ଜଣ ରହିଛନ୍ତି ବୋଲି ଭୁବନେଶ୍ୱର ମହାନଗର ନିଗମ...

ଟିକା ନେଲେ ବି କରୋନା ସଂକ୍ରମଣଠାରୁ ରହି ହେବନି ଦୂରେଇ

ଲଣ୍ଡନ, ୨୦।୧୦: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ନେଇ ଆତଙ୍କ ଦେଖାଦେଇଛି। ଏପରିସ୍ଥଳେ ବ୍ରିଟେନ୍‌ର ବରିଷ୍ଠ ବୈଜ୍ଞାନିକ ପାଟ୍ରିକ୍‌ ଓ୍ବାଲେସ୍‌ଙ୍କ ମନ୍ତବ୍ୟ ନେଇ ଏବେ ଚର୍ଚ୍ଚା ଆରମ୍ଭ ହୋଇଛି। ପାଟ୍ରିକ୍‌ କହିଛନ୍ତି ଯେ, ପ୍ରତିଷେଧକ ଟିକା ନେଲେ ବି କରୋନା...

କରୋନା ଭାଇରସ: ଭାରତକୁ ପ୍ରଶଂସା କଲେ ବିଲ୍ ଗେଟ୍ସ

ନୂଆଦିଲ୍ଲୀ,୨୦ ।୧୦: ବିଶ୍ୱର ନାମୀ ଉଦ୍ଦ୍ୟୋପତି ତଥା ସପ୍ଟୱେୟାର କମ୍ପାନୀ ମାଇକ୍ରୋସପ୍ଟର ସହ-ସଂସ୍ଥାପକ ବିଲ୍ ଗେଟ୍ସ ପୁଣିଥରେ ଭାରତର ପ୍ରଶଂସା କରିଛନ୍ତି । କରୋନା ମହାମାରୀ ଲଢେଇରେ ଭାରତର ଯୋଗଦାନକୁ ସେ ପ୍ରଶଂସା କରିଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି...

କରୋନା ସଂକ୍ରମଣ ମସ୍ତିଷ୍କ ଉପରେ ପକାଉଛି ପ୍ରଭାବ: ଏମ୍ସ

ନୂଆଦିଲ୍ଲୀ,୨୦ ।୧୦: କରୋନା ସଂକ୍ରମଣ ପରେ ସୁସ୍ଥ ହେଉଥିବା ବ୍ୟକ୍ତିଙ୍କ ପାଖରେ ଆହୁରି କିଛି ଶାରୀରିକ ସମସ୍ୟା ଦେଖାଯାଉଛି ବୋଲି ପୂର୍ବରୁ କରାଯାଇଥିବା କିଛି ଗବେଷଣାରୁ ଜଣାପଡିଥିଲା । ଏବେ ନୂଆଦିଲ୍ଲୀ ସ୍ଥିତ ଅଲ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ୍ ମେଡିକାଲ...

ପୁଣି ରାଜ୍ୟରେ ୧୬ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨୦।୧୦(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଆଉ ୧୬ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୧୬୮ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ରାଜ୍ୟରେ...

CORONAVIRUS UPDATE: ରାଜ୍ୟରେ ୧୯୦୪ ନୂଆ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧା ଆଗରେ ଥିଲେ ବି କମିଛି ସଂଖ୍ୟା

ଭୁବନେଶ୍ୱର,୨୦।୧୦(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୧୯୦୪ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨୭୨୨୫୦କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆକ୍ରାନ୍ତଙ୍କ ମଧ୍ୟରୁ...

ଫେବୃୟାରୀ ବେଳକୁ ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଛୁଇଁବ ୬୫ କୋଟି

ନୂଆଦିଲ୍ଲୀ, ୨୦।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନା ଧରୁନି। ଏପରିସ୍ଥଳରେ କେନ୍ଦ୍ରୀୟ ସରକାରୀ କମିଟି ପକ୍ଷରୁ ଜାରି ହୋଇଥିବା ରିପୋର୍ଟ ନେଇ ଲୋକ ଆତଙ୍କିତ ହୋଇପଡ଼ିଛନ୍ତି। ଏହି ରିପୋର୍ଟରେ ଉଲ୍ଲେଖ ହୋଇଛି ଯେ, ଫେବୃୟାରୀ ବେଳକୁ ଦେଶରେ...

ଆଇସିୟୁରେ ଏସି ବ୍ୟବହାର ଯୋଗୁ କରୋନାରେ ଅଧିକ ସଂକ୍ରମିତ ହେଉଛନ୍ତି ଡାକ୍ତର!

ନୂଆଦିଲ୍ଲୀ,୨୦ ।୧୦: କରୋନା ମହାମାରୀ ଏବେ ତା’ର କାୟା ବିସ୍ତାର କରି ଚାଲିଛି । ଆଗକୁ ବିଭିନ୍ନ ପର୍ବପର୍ବାଣୀ ସାଙ୍ଗକୁ ଶୀତଋତୁ ଆସୁଥିବାରୁ କରୋନା ଆହୁରି ବଢିବ ବୋଲି ବିଶେଷଜ୍ଞମାନେ ଅନୁମାନ ଲଗାଇଛନ୍ତି । ତେଣୁ ଏହି ସମୟରେ ଅଧିକ...

ରାଜ୍ୟରେ ସୁସ୍ଥ ହେଲେ ଆଉ ୨୭୩୮ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୯।୧୦(ବ୍ୟୁରୋ)-ରାଜ୍ୟରେ ସୋମବାର ଆଉ ୨୭୩୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୩୯୯ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୧୮୯, ଅନୁଗୋଳରୁ ୧୭୪, ସୁନ୍ଦରଗଡରୁ ୧୫୪, ବାଲେଶ୍ୱରରୁ ୧୧୪, ମୟୂରଭଞ୍ଜରୁ ୧୧୦, ପୁରୀରୁ ୧୦୯, ସମ୍ବଲପୁରରୁ ୧୦୭,...

ଭୁବନେଶ୍ୱରରୁ ଆଜି ପୁଣି ୨୧୩ ପଜିିଟିଭ୍‌ ଚିହ୍ନଟ: ବଢ଼ୁଛି ଲୋକାଲ କେସ୍‌ ସଂଖ୍ୟା

ଭୁବନେଶ୍ୱର,୧୯।୧୦(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ସୋମବାର ଆଉ ୨୧୩ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୬୮ ଜଣ ରହିଥିବା ବେଳେ ଲୋକାଲ କେସ୍‌ ୧୪୫ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୩୦୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ...

ବରଗଡ଼ରୁ ୪୬ ନୂଆ କରୋନା ପଜିଟିଭ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟା ୮ହଜାର ଟପିଲା

ବରଗଡ଼ ଅଫିସ,୧୯।୧୦: ବରଗଡ଼ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ସୋମବାର ଜିଲାରୁ ପୁଣି ୪୬ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ବରଗଡ଼ ପୌରାଞ୍ଚଳରୁ ୬ ଝଣ ରହିଥିବା ବେଳେ ବରଗ ବ୍ଲକର...

୭ମାସ ପରେ ଖୋଲିଲା ସ୍କୁଲ

ଲକ୍ଷ୍ନୌ/ଚଣ୍ଡିଗଡ଼, ୧୯।୧୦: ଦୀର୍ଘ ୭ ମାସ ପରେ ପଞ୍ଜାବ ଏବଂ ଉତ୍ତରପ୍ରଦେଶରେ ସୋମବାର ସ୍କୁଲ ଖୋଲିଛି। ସରକାରୀ ମାର୍ଗଦର୍ଶିକାକୁ ପାଳନ କରାଯାଇ ନବମରୁ ଦ୍ୱାଦଶ ପର୍ଯ୍ୟନ୍ତ ଛାତ୍ରୀଛାତ୍ରଙ୍କୁ ସ୍କୁଲକୁ ଆସିବାକୁ ଅନୁମତି ପ୍ରଦାନ କରାଯାଇଛି। ସାମାଜିକ ଦୂରତା ନିୟମକୁ ପାଳନ...

ଆଜି ଆଉ ୧୭ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୧୧୫୨କୁ ବୃଦ୍ଧି

ଭୁବନେଶ୍ୱର,୧୯ା୧୦(ବ୍ୟୁରୋ): ସୋମବାର ରାଜ୍ୟରୁ ଆଉ ୧୭ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୧୧୫୨କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଖୋର୍ଦ୍ଧା ଏବଂ...