କରୋନା ଭାଇରସ୍‌

ଏଣିକି ସର୍ବସାଧାରଣରେ ମାସ୍କ ନ ପିନ୍ଧିଲେ ଲାଗିବନି ଜରିମାନା

ନୂଆଦିଲ୍ଲୀ,୨୦।୧୦: ବର୍ତ୍ତମାନଠାରୁ ରାଜ୍ୟରେ ସର୍ବସାଧାରଣ ସ୍ଥାନରେ ମାସ୍କ ପିନ୍ଧିବା ଆଉ ବାଧ୍ୟତାମୂଳକ ନୁହେଁ। ଗୁରୁବାର ଦିଲ୍ଲୀ ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣ (ଡିଡିଏମ୍‌ଏ) ବାଧ୍ୟତାମୂଳକ ମାସ୍କ କଟକଣାକୁ ସେପ୍ଟେମ୍ବର ୩୦ରୁ ଆଉ ବୃଦ୍ଧି ନ କରିବାକୁ ନିଷ୍ପତ୍ତି ନେଇଛି। ଏଥିସହ ସେପ୍ଟେମ୍ବର ୩୦…

୬ ଦେଶରେ ଓମିକ୍ରନ ସ୍ପାଉନ, ବିଶ୍ୱ ସ୍ବାସ୍ଥ୍ୟ ସଂଗଠନର ବଢ଼ିଲା ଚିନ୍ତା…

ଜେନେଭା,୨୦।୧୦ : ବିଶ୍ୱ ନାମରେ ଆତଙ୍କ ସୃଷ୍ଟି କରିଥିବା କରୋନା ସଂକ୍ରମଣ ପୁଣି ଥରେ ବଢ଼ିବାରେ ଲାଗିଛି। ଫଳରେ କରୋନା ମାର୍ଗଦର୍ଶିକା ପୁଣି ଫେରିବା ଆରମ୍ଭ କରିଛି। ଏବେ ପୁଣି ସମସ୍ତଙ୍କ ପାଇଁ ମାସ୍କ ପିନ୍ଧିବା ଜରୁରୀ ହୋଇ ପଡ଼ିଛି। ଅପରପକ୍ଷରେ,…

ଥମୁଛି ସଂକ୍ରମଣ, ସବ୍‌ ଭାରିଆଣ୍ଟ ନେଇ ଆତଙ୍କ,ପୁଣି ଫେରିଲା ମାସ୍କ…

ନୂଆଦିଲ୍ଲୀ, ୨୦।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ତେବେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୨୬ ହଜାର ତଳେ ରହିଛି। ଗତ ୨୪…

ରାଜ୍ୟରୁ ସୁସ୍ଥ ହେଲେ ଆଉ ୮୫ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୯ା୧୦(ବ୍ୟୁରୋ): ରାଜ୍ୟରୁ ବୁଧବାର ଆଉ ୮୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୩,୨୫,୯୫୮ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…

ଗୁଜରାଟ-ମହାରାଷ୍ଟ୍ର-କର୍ନାଟକରେ ଓମିକ୍ରୋନର ସବ-ଭାରିଆଣ୍ଟ…

ନୂଆଦିଲ୍ଲୀ,୧୯।୧୦ : ଓମିକ୍ରୋନର ନୂତନ ସବ ଭାରିଆଣ୍ଟ ଭାରତରେ ପ୍ରବେଶ କରିଛି। ଓମିକ୍ରୋନର ନୂତନ ସବ-ଭାରିଆଣ୍ଟ ଦେଶର ବିଭିନ୍ନ ରାଜ୍ୟରେ ଚିହ୍ନଟ ହୋଇଛି। ଓମିକ୍ରୋନର ୫-୬ ନୂତନ ସବ ଭାରିଆଣ୍ଟ ଦେଶରେ ଥିବା ନିଶ୍ଚିତ ହୋଇଛି। ଚାଇନାରେ କରୋନା ମାମଲା ବୃଦ୍ଧିରେ…

ବନ୍ଧୁକ ମୂନରେ ଲୋକଙ୍କୁ କରୋନା ମାର୍ଗଦର୍ଶିକା ପାଳନ କରିବାକୁ ବାଧ୍ୟ କରୁଛି ଚାଇନା…

ବେଜିଂ,୧୯।୧୦ : କରୋନା ଭୂତାଣୁ ସଂକ୍ରମଣ ଧୀରେ ଧୀରେ ସମଗ୍ର ବିଶ୍ୱରୁ ଅପସରି ଯାଉଥିବାବେଳେ ଚାଇନାରେ ପୁଣି ଏହା ଯୋଗୁ ବିପର୍ଯ୍ୟୟ ସୃଷ୍ଟି ହୋଇଛି। ଚାଇନା ଯଥାସମ୍ଭବ ଚେଷ୍ଟା କରୁଛି, କିନ୍ତୁ ସଂକ୍ରମଣ ନିୟନ୍ତ୍ରଣକୁ ଆସୁନାହିଁ। ନିୟନ୍ତ୍ରଣ କରିବା ପାଇଁ ଚାଇନା…

ଦୈନିକ ସଂକ୍ରମଣ-ସକ୍ରିୟ ମାମଲାରେ ବ୍ରେକ୍‌…

ନୂଆଦିଲ୍ଲୀ, ୧୯।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ତେବେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ତେବେ ଓମିକ୍ରନ୍‌ର ନୂଆ ସବ୍‌ ଭାରିଆଣ୍ଟ୍‌ ବିଏଫ.୭ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏହି ସବ୍‌…

ଓମିକ୍ରନ୍‌ର ନୂଆ ସବ୍‌-ଭାରିଆଣ୍ଟକୁ ନେଇ ଆଲର୍ଟ ମୋଡରେ ସରକାର: ବୈଠକ କଲେ ସ୍ବାସ୍ଥ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୧୮।୧୦: ଓମିକ୍ରନ୍‌ର ସବ୍‌-ଭାରିଆଣ୍ଟ ବିଏଫ୍‌-୭ ଭାରତରେ ଚିହ୍ନଟ ହେବା ପରେ କରୋନା ମାମଲା ପୁଣିଥରେ ବୃଦ୍ଧି ପାଇବା ନେଇ ଆଶଙ୍କା କରାଯାଉଛି। ଇତିମଧ୍ୟରେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭିଆ ଓମିକ୍ରନ୍‌ର ସବ୍‌-ଭାରିଆଣ୍ଟର ବିପଦକୁ ଦୃଷ୍ଟିରେ ରଖି ମଙ୍ଗଳବାର ସ୍ବାସ୍ଥ୍ୟ ବିଭାଗର ଅଧିକାରୀଙ୍କ…

୫ ତଳେ ଦୈନିକ ମୃତ୍ୟୁ ସଂଖ୍ୟା…

ନୂଆଦିଲ୍ଲୀ, ୧୮।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ତେବେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୨୭ ହଜାର ତଳେ ରହିଛି। ଗତ ୨୪…

କମୁଛି ସଂକ୍ରମଣ: ଆଜି ରାଜ୍ୟରୁ ୪୯ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୭ା୧୦(ବ୍ୟୁରୋ): ରାଜ୍ୟରୁ ସୋମବାର ୪୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୩୫,୫୦୩ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨୯ ଜଣ ଚିହ୍ନଟ ହୋଇଥିବା…

ଦେଶର କରୋନା ଟିକାକରଣ ଅସମ୍ପୂର୍ଣ୍ଣ, ନୂଆ ଭାରିଆଣ୍ଟ ମୁକାବିଲା ନେଇ ବଢ଼ିଲା ଚିନ୍ତା…

ନୂଆଦିଲ୍ଲୀ,୧୭।୧୦ : ପୁଣିଥରେ, କରୋନାର ଓମିକ୍ରନ ଭାରିଆଣ୍ଟର ଏକ ନୂତନ ସବ ଭାରିଆଣ୍ଟ ପୃଥିବୀର ଅନେକ ଦେଶରେ ଆତଙ୍କ ସୃଷ୍ଟି କରିଛି। ଏଭଳି ପରିସ୍ଥିତିରେ ଦେଶରେ ଚାଲିଥିବା କରୋନା ଟିକାକରଣ ଅଭିଯାନକୁ ଜୋରଦାର କରିବା ପାଇଁ ଉଦ୍ୟମ ଆରମ୍ଭ ହୋଇଛି। ସରକାରୀ…

ସକ୍ରିୟ ମାମଲା ୨୭ ହଜାର ତଳେ…

ନୂଆଦିଲ୍ଲୀ, ୧୭।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ତେବେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୨୭ ହଜାର ତଳେ ରହିଛି। ଗତ ୨୪…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?