ରାଜ୍ୟରେ ରେକର୍ଡ ଭାଙ୍ଗିଲା ଦୈନିକ ସଂକ୍ରମଣ: ସର୍ବାଧିକ ସୁନ୍ଦରଗଡ଼ରୁ
ଭୁବନେଶ୍ୱର, ୭।୪(ବ୍ୟୁରୋ): ରାଜ୍ୟରେ ଦ୍ରୁତଗତିରେ ବଢିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି । ଏହି କ୍ରମରେ ବୁଧବାର ୭୯୧ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ…
୨୪ ଘଣ୍ଟାରେ ଲକ୍ଷେ ୧୫ ହଜାରରୁ ଅଧିକ ଆକ୍ରାନ୍ତ ଚିହ୍ନଟ
ନୂଆଦିଲ୍ଲୀ,୭।୪: ଦେଶରେ କରୋନାର ସଂକ୍ରମଣ ଥମିବାର ନା ଧରୁନି। ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ବଢ଼ି ଚାଲିିଛି। ଦେଶରେ ଲଗାତାର ଗତ ୪ ଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୯୦ ହଜାରରୁ ଅଧିକ ରହିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ…
ରାତ୍ରୀକାଳୀନ କର୍ଫ୍ୟୁ ସମୟରେ କାହାକୁ ମିଳିବ ଇ-ପାସ୍
ନୂଆଦିଲ୍ଲୀ,୬।୪: ରାଜଧାନୀ ଦିଲ୍ଲୀରେ ବର୍ଦ୍ଧିତ କରୋନା ମାମଲାକୁ ଦେଖି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ରାଜ୍ୟରେ ମଙ୍ଗଳବାରଠୁଁ ରାତ୍ରୀକାଳୀନ କର୍ଫ୍ୟୁ ଲାଗୁ କରାଯାଇଛି। ଏପ୍ରିଲ ୩୦ ପର୍ଯ୍ୟନ୍ତ ରାତ୍ର ୧୦ଟାରୁ ସକାଳ ୫ଟା ଯାଏଁ ଏହି କର୍ଫ୍ୟୁ…
ପ୍ରତ୍ୟେକ ମିନିଟ୍ରେ ୨ଜଣ ସଂକ୍ରମିତ: କର୍ଫ୍ୟୁ ଲାଗି ନିର୍ଦ୍ଦେଶ ଦେଲେ ହାଇକୋର୍ଟ
ଅହମଦାବାଦ,୬।୪: ଭାରତରେ ପୁଣି ଥରେ କରୋନା କାୟା ମେଲାଇ ଚାଲିଛି। କରୋନାର ନୂଆ ଷ୍ଟ୍ରେନ୍ ଏବେ ଭୟଙ୍କର ରୂପ ଧାରଣ କରିଥିବା ବେଳେ ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏହିକ୍ରମରେ ଗୁଜରାଟରେ ପ୍ରତିଦିନ ପ୍ରାୟ ୩ହଜାର ଆକ୍ରାନ୍ତ…
ଆଜି ସନ୍ଧ୍ୟାରେ କରୋନା ସ୍ଥିତି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ: ହୋଇପାରେ ବଡ଼ ଘୋଷଣା
ଭୁବନେଶ୍ୱର, ୬।୪(ବ୍ୟୁରୋ): ଆଜି ସଂଧ୍ୟା ୫ଟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କରୋନା ସ୍ଥିତିର ସମୀକ୍ଷା କରିବେ। ବରିଷ୍ଠ ଅଧିକାରୀ ଓ ଜିଲାପାଳମାନଙ୍କ ସହ ସେ ଆଲୋଚନା କରିବେ। ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀ ଏସଂକ୍ରାନ୍ତରେ ବଡ଼ ଘୋଷଣା କରିପାରନ୍ତି ବୋଲି ଚର୍ଚ୍ଚା ହେଉଛି…
କୋଭିଡ୍ କଟକଣା ଉଲ୍ଲଂଘନ: ଭୁବନେଶ୍ୱରର ଘରୋଇ ଶିକ୍ଷାନୁଷ୍ଠାନକୁ ସିଲ୍ କଲା ବିଏମ୍ସି
ଭୁବନେଶ୍ୱର,୬।୪(ବ୍ୟୁରୋ): ଭୁବନେଶ୍ୱର ଏକ ଘରୋଇ ଶିକ୍ଷାନୁଷ୍ଠାନକୁ ମଙ୍ଗଳବାର ବିଏମ୍ସି ପକ୍ଷରୁ ସିଲ୍ କରାଯାଇଛି। କୋଭିଡ୍ କଟକଣା ଉଲ୍ଲଂଘନ ଅଭିଯୋଗରେ ଏହି ନିଷ୍ପତ୍ତି ନିଆଯାଇଥିବା ଜଣାପଡ଼ିଛି। ତେବେ ପୂର୍ବରୁ ଏହି ଶିକ୍ଷାନୁଷ୍ଠାନକୁ କାରଣ ଦର୍ଶାଅ ନୋଟିସ ଜାରି ହୋଇଥିଲା । ହେଲେ ସନ୍ତୋଷଜନକ…
କରୋନା ସଂକ୍ରମଣ ନେଇ ପ୍ରଚାର ହୋଇଛି ମିଥ୍ୟା ଖବର: ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ
ଜେନେଭା,୬।୪: ଭାରତରେ କରୋନା ସଂକ୍ରମଣ ଜାରି ରହିଛି। ତେବେ ଏହାକୁ ନେଇ ମିଥ୍ୟା ଖବର ସୋସିଆଲ୍ ମିଡ଼ିଆରେ ପ୍ରଚାର ହୋଇଥିବା ବିଶ୍ୱସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ସ୍ପଷ୍ଟୀକରଣ ଦିଆଯାଇଛି। ସୋସିଆଲ୍ ମିଡ଼ିଆରେ ପ୍ରଚାର ହୋଇଥିଲା ଯେ, ଏପ୍ରିଲ୍ ୧୫ ସୁଦ୍ଧା ଭାରତରେ କରୋନାରେ…
ଗୁଗଲର ନିଆରା ଡୁଡଲ: ମାସ୍କ ଲଗାଇ ଦେଲା ସଚେତନତା ବାର୍ତ୍ତା
ନୂଆଦିଲ୍ଲୀ,୬।୪: ଦେଶରେ କରୋନାର ଦ୍ୱିତୀୟ ଲହର ଜାରି ରହିଛି। ଏହାର ନୂଆ ଷ୍ଟ୍ରେନ୍ ଏବେ ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି। ଭାରତରେ କରୋନା ଭାକ୍ସିନ୍ ଆସିଯାଇଥିଲେ ମଧ୍ୟ ଏହାକୁ କାବୁ କରିହେଉନାହିଁ। ଫଳରେ ଦିନକୁ ଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି…
‘ଅନୁପମା’ ଫେମ୍ କରୋନା ପଜିଟିଭ: ଘର ବାହାରେ ଜନ୍ମଦିନ ପାଳନ କଲେ ପରିବାର ଲୋକେ
ମୁମ୍ବାଇ,୬।୪: ଟେଲି ଜଗତର ବେଶ୍ ପପୁଲାର ଶୋ’ ‘ଅନୁପମା’ ଫେମ୍ ରୁପାଲୀ ଗାଙ୍ଗୁଲୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ପଜିଟିଭ୍ ଚିହ୍ନଟ ହେବା ପରେ ସେ ହୋମ୍ କ୍ୱାରାଣ୍ଟାଇନ୍ରେ ଥିବା ଜଣାପଡ଼ିଛି। ତେବେ କରୋନାରେ ଆକ୍ରାନ୍ତ ହୋଇଥିବା ଯୋଗୁ ଚଳିତ ଥର ରୁପାଲୀ…
ରାଜଧାନୀରେ ନାଇଟ୍ କର୍ଫ୍ୟୁ
ନୂଆଦିଲ୍ଲୀ,୬।୪: ରାଜଧାନୀ ଦିଲ୍ଲୀରେ କରୋନା ସଂକ୍ରମଣ ନେଇ ଆତଙ୍କ ସୃଷ୍ଟି ହୋଇଛି। ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେରିଓ୍ବାଲ ରାଜଧାନୀରେ ନାଇଟ୍ କର୍ଫ୍ୟୁ ଜାରି ଲାଗି ନିର୍ଦ୍ଦେଶ ଦେଇଛନ୍ତି। ରାତ୍ର ୧୦ରୁ…
ରାଜ୍ୟରେ ହୁ ହୁ ହୋଇ ବଢ଼ୁଛି କରୋନା: ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୬।୪(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଛି। ପରିସ୍ଥିତି ସଙ୍ଗୀନ ହେବାରେ ଲାଗିଛି। ମଙ୍ଗଳବାର ରାଜ୍ୟରେ ୫୫୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୩୪୨ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୨୪୬ ଜଣ ଲୋକାଲ କେସ୍ ଥିବା…
ଦ୍ରୁତ ବେଗରେ ବଢ଼ୁଛି ସଂକ୍ରମଣ
ନୂଆଦିଲ୍ଲୀ, ୬।୪(ପି.ଟି.): କରୋନା ସଂକ୍ରମଣର ଦ୍ୱିତୀୟ ଲହର ପୂର୍ବାପେକ୍ଷା ଅଧିକ ଦ୍ରୁତ ବେଗରେ ମାଡ଼ିଚାଲିଛି। ଦୈନିକ ସଂକ୍ରମଣ ୨୦ହଜାରରୁ ୧ ଲକ୍ଷରେ ପହଞ୍ଚତ୍ବାକୁ ମାତ୍ର ୨୫ ଦିନ ସମୟ ଲାଗିଛି। ଗତବର୍ଷ ସେପ୍ଟେମ୍ବର ୧୭ରେ ସର୍ବାଧିକ ଦୈନିକ ସଂକ୍ରମଣ ୯୭,୮୯୪ରେ ପହଞ୍ଚତ୍ଥିଲା।…
Archives


