କରୋନା ଭାଇରସ୍‌

ଆଜି ରାଜ୍ୟରେ ୫୦୦ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୫।୪(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବଢ଼ିବାରେ ଲାଗିଛି। ସୋମବାର ରାଜ୍ୟରୁ ୫୭୩ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୪୩,୨୬୮ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ…

ଡ୍ରଗ୍ସ ମାମଲାରେ ଗିରଫ ହୋଇଥିବା ଏଜାଜ ଖାଁ କରୋନା ପଜିଟିଭ୍‌

ମୁମ୍ବାଇ,୫।୪: ସାରା ଦେଶରେ ପୁଣି ଥରେ କରୋନା କାୟା ବିସ୍ତାର କରିଚାଲିଛି। କରୋନାର ଦ୍ୱିତୀୟ ଲହର ଭୟାବହ ରୂପ ଧାରଣ କରିବାରେ ଲାଗିଛି। ଏହି ନୂଆ ଷ୍ଟ୍ରେନ୍‌ ଖୁବ୍‌ କମ୍‌ ସମୟରେ ଅଧିକ ଲୋକଙ୍କୁ ସଂକ୍ରମଣ କରିବାରେ ସକ୍ଷମ ହେଉଛି। ଏହି…

ହସ୍ପିଟାଲରେ ଭର୍ତ୍ତି ହେଲେ ଅକ୍ଷୟ କୁମାର

ମୁମ୍ବାଇ,୫।୪: ବଲିଉଡ୍‌ ଅଭିନେତା ଖିଲାଡି ବୟ ଅକ୍ଷୟ କୁମାରଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ତାଙ୍କର ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍‌ ଆସିଥିଲା। ଏହାପରେ ସେ ନିଜକୁ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ରଖିଥିଲେ। ତେବେ ସ୍ବାସ୍ଥ୍ୟାବସ୍ଥା ଖରାପ ହେବାରୁ ତାଙ୍କୁ ଏବେ ହସ୍ପିଟାଲରେ…

ଲକ୍ଷେ ଟପିଲା ଦୈନିକ ସଂକ୍ରମଣ

ନୂଆଦିଲ୍ଲୀ, ୫।୪: ଭାରତରେ ପ୍ରଥମ ଥର ପାଇଁ କରୋନା ଦୈନିକ ସଂକ୍ରମଣ ୧ ଲକ୍ଷ ଅତିକ୍ରମ କରିଛି। ରବିବାର ରାତି ୧୨ଟା ସୁଦ୍ଧା ଗୋଟିଏ ଦିନର ସଂକ୍ରମଣ ସର୍ବାଧିକ ୧,୦୩,୭୬୪ ରେକର୍ଡ କରାଯାଇଛି। ଏହାକୁ ମିଶାଇ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧,୨୫,୮୭,୮୯୧ରେ…

ଷ୍ଟେଟ୍‌ବ୍ୟାଙ୍କର ୭ କର୍ମଚାରୀଙ୍କୁ କରୋନା, ମୁଖ୍ୟ କାର୍ଯ୍ୟାଳୟ ସିଲ୍‌ କଲା ବିଏମ୍‌ସି

ଭୁବନେଶ୍ୱର,୪।୪(ବ୍ୟୁରୋ): ରାଜଧାନୀସ୍ଥିତ ଏସ୍‌ବିଆଇର ମୁଖ୍ୟ କାର୍ଯ୍ୟାଳୟ ରବିବାର ସିଲ୍‌ ହୋଇଛି। ଷ୍ଟେଟ୍‌ବ୍ୟାଙ୍କର ୭ କର୍ମଚାରୀ କରୋନା ପଜିଟିଭ୍‌ ଚିହ୍ନଟ ହେବା ପରେ ଏହି ପଦକ୍ଷେପ ନିଆଯାଇଥିବା ବିଏମ୍‌ସି କମିଶନର ପ୍ରେମଚନ୍ଦ୍ର ଚୌଧୁରୀ ସୂଚନା ଦେଇଛନ୍ତି। ୪୮ ଘଣ୍ଟା ଅର୍ଥାତ୍‌ ୨ ଦିନ…

ମଧ୍ୟପ୍ରଦେଶ-ମହାରାଷ୍ଟ୍ର ବର୍ଡର ସିଲ୍‌

ଭୋପାଳ,୪।୪: ମହାରାଷ୍ଟ୍ରରେ କରୋନା ସଂକ୍ରମଣ ଅଣାୟତ୍ତ ହେବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହ୍ବାନ ରାଜ୍ୟର ବର୍ଡର ସିଲ୍‌ କରିବାକୁ ନିର୍ଦ୍ଦେଶ ଜାରି କରିଛନ୍ତି। ମଧ୍ୟପ୍ରଦେଶ ଏବଂ ମହାରାଷ୍ଟ୍ର ବର୍ଡରକୁ ସିଲ୍‌ କରାଯିବା ସହିତ ଦୁଇ…

ମିନି ଲକ୍‌ଡାଉନ୍‌ ଜରୁରୀ: ଏମ୍ସ୍‌ ନିର୍ଦ୍ଦେଶକ

ନୂଆଦିଲ୍ଲୀ,୪।୪: ଦେଶରେ କରୋନା ସଂକ୍ରମଣ ଜାରି ରହିଛି। ଏପରିସ୍ଥଳେ ଦେଶରେ ଲକ୍‌ଡାଉନ୍‌ ଘୋଷଣା କରାଯିବା ନେଇ ଆଶଙ୍କା ସୃଷ୍ଟି ହୋଇଛି। ତେବେ ପୁଣି ଲକ୍‌ଡାଉନ୍‌ ଘୋଷଣା ହେଲେ ଦେଶର ଅର୍ଥନୀତି ଉପରେ ଗୁରୁତର ପ୍ରଭାବ ପଡ଼ିବ। ମାତ୍ର କରୋନା ସଂକ୍ରମଣକୁ ଯଦି…

ତିହାର ଜେଲରେ କ୍ଷମତାଠାରୁ ୨ ଗୁଣା ଅଧିକ କଏଦୀ: କରୋନା କାଳରେ ସୁରକ୍ଷା ଉପରେ ପ୍ରଶ୍ନ ଚିହ୍ନ

ନୂଆଦିଲ୍ଲୀ,୪।୪: ଦେଶରେ କରୋନା ସଂକ୍ରମଣ ଜାରି ରହିଛି। ଏପରିସ୍ଥଳେ ତିହାର ଜେଲରେ ବୃଦ୍ଧି ପାଉଥିବା କଏଦୀଙ୍କ ସଂଖ୍ୟା ନେଇ ପ୍ରଶାସନର ଚିନ୍ତା ବଢ଼ିବାରେ ଲାଗିଛି। ଜେଲର କ୍ଷମତା ୧୦ ହଜାର ୨୬ ଥିବାବେଳେ ଏଠାରେ ୨୦ ହଜାର ୪୧ ଜଣ କଏଦୀ…

କରୋନାର ସଙ୍ଗିନ ସ୍ଥିତି : ଝାରସୁଗୁଡ଼ା ଜିଲାର ୧୨ଟି ସ୍ଥାନକୁ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା

ଝାରସୁଗୁଡ଼ା ଅଫିସ, ୪।୪: ପଡ଼ୋଶୀ ରାଜ୍ୟ ଛତିଶଗଡ଼ରେ କରୋନା ସଂକ୍ରମଣ ହୁ ହୁ ହୋଇ ବୃଦ୍ଧି ପାଉଛି । ଏଭଳି ସ୍ଥିତିରେ ଝାରସୁଗୁଡ଼ା ଜିଲାରେ ଏହାର ପ୍ରଭାବ ଦେଖାଦେଇଛି । ଶନିବାର ଜିଲାରେ ୧୭ ପଜିଟିଭ୍‌ ଚିହ୍ନଟ ହୋଇଥିବା ବେଳେ ଏହି…

ମାଡ଼ି ଆସୁଛି ବିପଦ: ନୂଆ ଷ୍ଟ୍ରେନ୍‌ ୩ ଗୁଣା ଭୟଙ୍କର

ନୂଆଦିଲ୍ଲୀ,୪।୪: ଦେଶରେ କରୋନା ସଂକ୍ରମଣ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ନୂଆ ଷ୍ଟ୍ରେନ୍‌ ଯୋଗୁ ଆଗାମୀ ଦିନରେ ଭାରତ ଉପରେ ବିପଦ ମାଡ଼ି ଆସୁଛି। ନୂଆ ଷ୍ଟ୍ରେନ୍‌ ୩ ଗୁଣା ଭୟଙ୍କର। ଏହା ଅତି କମ୍‌ ସମୟରେ ଅଧିକ ଲୋକଙ୍କୁ କରୋନାରେ…

ରାଜ୍ୟରେ ହୁ ହୁ ହୋଇ ବଢ଼ୁଛି କରୋନା: ସୁନ୍ଦରଗଡ଼ରୁ ସର୍ବାଧିକ

ଭୁବନେଶ୍ୱର,୪।୪(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଛି। ପରିସ୍ଥିତି ସଙ୍ଗୀନ ହେବାରେ ଲାଗିଛି। ରବିବାର ରାଜ୍ୟରେ ୪୭୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୨୭୮ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୯୩ ଜଣ ଲୋକାଲ କେସ୍‌ ଥିବା…

କରୋନା ଟିକା ନେଲେ ମିଳୁଛି ନାକଫୁଲ-ହ୍ୟାଣ୍ଡ୍‌ ବ୍ଲେଣ୍ଡର ଉପହାର

ରାଜକୋଟ,୪।୪: ଦେଶରେ ସାର୍ବଜନୀକ କରୋନା ଟିକାକରଣ ଅଭିଯାନଜାରି ରହିଛି। ଏପରିସ୍ଥଳେ ଲୋକଙ୍କୁ ଟିକା ନେବା ପାଇଁ ସଚେତନ କରାଇବା ନିମନ୍ତେ ଗୁଜରାଟର ରାଜକୋଟରେ ଲୋକଙ୍କୁ ଉପହାର ପ୍ରଦାନ କରାଯାଉଛି। ରାଜକୋଟ ସ୍ବର୍ଣ୍ଣକାର ସମ୍ପ୍ରଦାୟ ପକ୍ଷରୁ ଏଭଳି ନିଆର ପଦକ୍ଷେପ ଗ୍ରହଣ କରାଯାଇଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri