କରୋନା ଭାଇରସ୍‌

ଅକ୍ଷୟ କୁମାର କରୋନା ପଜିଟିଭ୍‌

ମୁମ୍ବାଇ,୪।୪: ବଲିଉଡ୍‌ ଅଭିନେତା ଖିଲାଡି ବୟ ଅକ୍ଷୟ କୁମାରଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ଏନେି ଅକ୍ଷୟ ନିଜ ଟୁଇଟର ହ୍ୟାଣ୍ଡେଲରେ ଟୁଇଟ୍‌ କରି ସୂଚନା ଦେଇଛନ୍ତି। ସେ ନିଜକୁ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ରଖିଛନ୍ତି। ତାଙ୍କ ସହିତ ମିଳାମିଶା…

କରୋନା ଲକ୍ଷେ ମୁହାଁ : ୨୪ ଘଣ୍ଟାରେ ୯୩ ହଜାରରୁ ଅଧିକ ନୂଆ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୪।୪: ଦେଶରେ କରୋନାର ସଂକ୍ରମଣ ଥମିବାର ନା ଧରୁନି। ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ବଢ଼ି ଚାଲିିଛି। ଦେଶରେ ଲଗାତାର ଗତ ୩ ଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୮୦ ହଜାରରୁ ଅଧିକ ରହିଛି। କରୋନା ଲକ୍ଷେ ମୁହାଁ ହେବାରେ ଲାଗିଛି। ଗତ…

୧.୨୩ କୋଟି ଟପିଲା ସଂକ୍ରମଣ

ନୂଆଦିଲ୍ଲୀ, ୪।୪: ଭାରତରେ କରୋନା ସଂକ୍ରମଣର ଦ୍ୱିତୀୟ ଲହର ଉଦ୍‌ବେଗଜନକ ସ୍ଥିତିରେ ପହଞ୍ଚତ୍ଛି। କ୍ରମାଗତ ୨୪ ଦିନ ହେଲା ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ହୁ ହୁ ହୋଇ ବଢ଼ିଚାଲିଛି। ଗତ ୨୪ ଘଣ୍ଟା ମଧ୍ୟରେ ୮୯,୧୨୯ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଥିବାବେଳେ…

ସିଏମ୍‌ସିର ନୂଆ ଗାଇଡ୍‌ଲାଇନ୍‌: ବିବାହ ଉତ୍ସବରେ ୧୦୦, ଶୁଦ୍ଧି କାର୍ଯ୍ୟରେ ୫୦ ଲୋକଙ୍କୁ ଅନୁମତି

କଟକ ଅଫିସ, ୩।୪: ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମଣ ବଢ଼ିଚାଲିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ନୂଆ ଗାଇଡ୍‌ଲାଇନ୍‌ ଜାରି କରିଥିଲା। ତେବେ ଶନିବାର କଟକ ମହାନଗର ନିଗମ (ସିଏମ୍‌ସି) ନୂଆ ମାର୍ଗଦର୍ଶିକା ଜାରି…

ଦିଲ୍ଲୀ କ୍ୟାପିଟଲ୍ସ୍‌କୁ ଝଟ୍‌କା: ଅକ୍ଷର ପଟେଲ କରୋନା ପଜିଟିଭ୍‌

ନୂଆଦିଲ୍ଲୀ,୩।୪: ଦିଲ୍ଲୀ କ୍ୟାପିଟଲ୍ସ୍‌ କ୍ରିକେଟ ଟିମ୍‌କୁ ବଡ଼ ଝଟ୍‌କା ଲାଗିଛି। ୨୦୨୧ ଆଇପିଏଲ୍‌ ଆରମ୍ଭ ହେବାର କିଛି ଦିନ ପୂର୍ବରୁ ଦଳର ଷ୍ଟାର ଅଲରାଉଣ୍ଡର ଅକ୍ଷର ପଟେଲଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ଚେନ୍ନାଇ ସୁପର କିଙ୍ଗସ୍‌ ଏବଂ…

ଫାରୁକ୍‌ ଅବଦୁଲ୍ଲା ହସ୍ପିଟାଲରେ ଭର୍ତ୍ତି

ଶ୍ରୀନଗର,୩।୪: ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ନ୍ୟାଶନାଲ କନଫରେନ୍ସ୍‌ର ଅଧ୍ୟକ୍ଷ ଫାରୁକ୍‌ ଅବଦୁଲ୍ଲାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ମାର୍ଚ୍ଚ ୩୦ରେ ତାଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍‌ ଆସିଥିଲା। ଏହାପରେ ଫାରୁକ୍‌ ହୋମ୍‌ ହାଇସୋଲେଶନରେ ଥିଲେ। ତେବେ ସ୍ବାସ୍ଥ୍ୟାବସ୍ଥା ଅଧିକ…

ଫୋନ୍‌ରେ ଗପିବା ପଡ଼ିଲା ମହଙ୍ଗା: ଜଣଙ୍କୁ ୨ ଥର ଦେଲେ କରୋନା ଟିକା

କାନପୁର,୩।୪: ଭାରତରେ କରୋନାର ଦୋହରା ସଂକ୍ରମଣ ଆରମ୍ଭ ହୋଇଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ସାର୍ବଜନୀକ ଟିକାକରଣ ଅଭିଯାନ ମଧ୍ୟ ଜାରି ରହିଛି। ତେବେ ଉତ୍ତରପ୍ରଦେଶ ଲକ୍ଷ୍ନୌର ଦେହାତ ଅଞ୍ଚଳରେ ଜଣେ ଏଏନ୍‌ଏମ୍‌ ମୋବାଇଲ୍‌ରେ ଗପୁଥିବା ସମୟରେ ଭୁଲରେ ୨ ଥର କରୋନା…

କବର ଦେବାକୁ ସ୍ଥାନର ଅଭାବ: ପୁରୁଣା କବରସ୍ତାନରୁ ବାହାର କରାଯାଉଛି କଙ୍କାଳ

ବ୍ରାସିଲିଆ,୩।୪: କରୋନା ଆତଙ୍କ ଥମିବାର ନା ଧରୁନି। ଦକ୍ଷିଣ ଆମେରିକାର ବ୍ରାଜିଲରେ କରୋନାରେ ଆକ୍ରାନ୍ତ ହୋଇ ମୃତ୍ୟୁ ଘଟୁଥିବା ଲୋକଙ୍କୁ କବର ଦେବାକୁ ସ୍ଥାନର ଅଭାବ ଦେଖାଦେଇଛି। ସ୍ଥାନୀୟ ସାଓ ପାଉଲୋ ସହରରେ ଏଭଳି ସ୍ଥିତି ସୃଷ୍ଟି ହୋଇଛି। ତେଣୁ ପ୍ରଶାସନ…

ରାଜ୍ୟରେ କରୋନାର ସଙ୍ଗୀନ ସ୍ଥିତି: ଦିନକରେ ୪୫୨ ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୩।୪(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଛି। ପରିସ୍ଥିତି ସଙ୍ଗୀନ ହେବାରେ ଲାଗିଛି। ଶନିବାର ରାଜ୍ୟରେ ୪୫୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୨୬୭ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୮୫ ଜଣ ଲୋକାଲ କେସ୍‌ ଥିବା…

କରୋନା ଆତଙ୍କ: ୬୦୦ ବିଲ୍ଡିଂ ସିଲ୍‌

ମୁମ୍ବାଇ,୩।୪: ମହାରାଷ୍ଟ୍ରରେ କରୋନା ସଂକ୍ରମଣ ସ୍ଥିତି ବେକାବୁ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଯୋଗୁ ରାଜ୍ୟ ସରକାରଙ୍କ ପକ୍ଷରୁ କଡ଼ା ପଦକ୍ଷେପ ଗ୍ରହଣ କରାଯାଇଛି। ମୁମ୍ବାଇରେ ଇତିମଧ୍ୟରେ ୬୦୦ ବିଲ୍ଡିଂକୁ ସିଲ୍‌ କରାଯାଇଛି। ଯେଉଁସବୁ ବିଲ୍ଡିଂରେ କରୋନା ପଜିଟିଭ୍‌ ରହିଥିତ୍ବା…

ସାଢ଼େ ୬ ମାସ ପରେ କରୋନା ସ୍ଥିତି ଅଣାୟତ୍ତ: ଦିନକରେ ୮୯ ହଜାର ଟପିଲା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ,୩।୪: ଦେଶରେ କରୋନାର ସଂକ୍ରମଣର ଦ୍ୱିତୀୟ ଲହର ଜାରି ରହିଛି। ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ବଢ଼ିବାରେ ଲାଗିଛି। ଦେଶରେ ଲଗାତାର ଗତ ୨ ଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୮୦ ହଜାରରୁ ଅଧିକ ରହିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ…

ସେଣ୍ଟ୍‌ ଷ୍ଟିଫେନ୍ସ୍‌ କଲେଜର ୧୩ ଶିକ୍ଷାର୍ଥୀ, ୨ କର୍ମଚାରୀ କରୋନା ପଜିଟିଭ୍‌

ନୂଆଦିଲ୍ଲୀ,୩।୪: ଦିଲ୍ଲୀ ୟୁନିଭର୍ସିଟିର ସେଣ୍ଟ୍‌ ଷ୍ଟିଫେନ୍ସ୍‌ କଲେଜରେ କରୋନା ସଂକ୍ରମଣ ପହଞ୍ଚିଛି। କଲେଜର ୧୩ ଶିକ୍ଷାର୍ଥୀ ଏବଂ ୨ ଜଣ କର୍ମଚାରୀଙ୍କ ନମୁନା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ସୁରକ୍ଷାକୁ ଦୃଷ୍ଟିରେ ରଖି କଲେଜରେ କଡ଼ା କଟକଣା ଜାରି କରାଯାଇଛି। ଆକ୍ରାନ୍ତଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri