କରୋନା ଭାଇରସ୍‌

ଫାରୁକ୍‌ ଅବଦୁଲ୍ଲା ହସ୍ପିଟାଲରେ ଭର୍ତ୍ତି

ଶ୍ରୀନଗର,୩।୪: ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ନ୍ୟାଶନାଲ କନଫରେନ୍ସ୍‌ର ଅଧ୍ୟକ୍ଷ ଫାରୁକ୍‌ ଅବଦୁଲ୍ଲାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ମାର୍ଚ୍ଚ ୩୦ରେ ତାଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍‌ ଆସିଥିଲା। ଏହାପରେ ଫାରୁକ୍‌ ହୋମ୍‌ ହାଇସୋଲେଶନରେ ଥିଲେ। ତେବେ ସ୍ବାସ୍ଥ୍ୟାବସ୍ଥା...

ଫୋନ୍‌ରେ ଗପିବା ପଡ଼ିଲା ମହଙ୍ଗା: ଜଣଙ୍କୁ ୨ ଥର ଦେଲେ କରୋନା ଟିକା

କାନପୁର,୩।୪: ଭାରତରେ କରୋନାର ଦୋହରା ସଂକ୍ରମଣ ଆରମ୍ଭ ହୋଇଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ସାର୍ବଜନୀକ ଟିକାକରଣ ଅଭିଯାନ ମଧ୍ୟ ଜାରି ରହିଛି। ତେବେ ଉତ୍ତରପ୍ରଦେଶ ଲକ୍ଷ୍ନୌର ଦେହାତ ଅଞ୍ଚଳରେ ଜଣେ ଏଏନ୍‌ଏମ୍‌ ମୋବାଇଲ୍‌ରେ ଗପୁଥିବା ସମୟରେ ଭୁଲରେ ୨ ଥର...

କବର ଦେବାକୁ ସ୍ଥାନର ଅଭାବ: ପୁରୁଣା କବରସ୍ତାନରୁ ବାହାର କରାଯାଉଛି କଙ୍କାଳ

ବ୍ରାସିଲିଆ,୩।୪: କରୋନା ଆତଙ୍କ ଥମିବାର ନା ଧରୁନି। ଦକ୍ଷିଣ ଆମେରିକାର ବ୍ରାଜିଲରେ କରୋନାରେ ଆକ୍ରାନ୍ତ ହୋଇ ମୃତ୍ୟୁ ଘଟୁଥିବା ଲୋକଙ୍କୁ କବର ଦେବାକୁ ସ୍ଥାନର ଅଭାବ ଦେଖାଦେଇଛି। ସ୍ଥାନୀୟ ସାଓ ପାଉଲୋ ସହରରେ ଏଭଳି ସ୍ଥିତି ସୃଷ୍ଟି ହୋଇଛି। ତେଣୁ...

ରାଜ୍ୟରେ କରୋନାର ସଙ୍ଗୀନ ସ୍ଥିତି: ଦିନକରେ ୪୫୨ ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୩।୪(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଛି। ପରିସ୍ଥିତି ସଙ୍ଗୀନ ହେବାରେ ଲାଗିଛି। ଶନିବାର ରାଜ୍ୟରେ ୪୫୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୨୬୭ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୮୫ ଜଣ ଲୋକାଲ କେସ୍‌...

କରୋନା ଆତଙ୍କ: ୬୦୦ ବିଲ୍ଡିଂ ସିଲ୍‌

ମୁମ୍ବାଇ,୩।୪: ମହାରାଷ୍ଟ୍ରରେ କରୋନା ସଂକ୍ରମଣ ସ୍ଥିତି ବେକାବୁ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଯୋଗୁ ରାଜ୍ୟ ସରକାରଙ୍କ ପକ୍ଷରୁ କଡ଼ା ପଦକ୍ଷେପ ଗ୍ରହଣ କରାଯାଇଛି। ମୁମ୍ବାଇରେ ଇତିମଧ୍ୟରେ ୬୦୦ ବିଲ୍ଡିଂକୁ ସିଲ୍‌ କରାଯାଇଛି। ଯେଉଁସବୁ ବିଲ୍ଡିଂରେ କରୋନା ପଜିଟିଭ୍‌...

ସାଢ଼େ ୬ ମାସ ପରେ କରୋନା ସ୍ଥିତି ଅଣାୟତ୍ତ: ଦିନକରେ ୮୯ ହଜାର ଟପିଲା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ,୩।୪: ଦେଶରେ କରୋନାର ସଂକ୍ରମଣର ଦ୍ୱିତୀୟ ଲହର ଜାରି ରହିଛି। ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ବଢ଼ିବାରେ ଲାଗିଛି। ଦେଶରେ ଲଗାତାର ଗତ ୨ ଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୮୦ ହଜାରରୁ ଅଧିକ ରହିଛି। ଗତ ୨୪ ଘଣ୍ଟାରେ ଦେଶରେ...

ସେଣ୍ଟ୍‌ ଷ୍ଟିଫେନ୍ସ୍‌ କଲେଜର ୧୩ ଶିକ୍ଷାର୍ଥୀ, ୨ କର୍ମଚାରୀ କରୋନା ପଜିଟିଭ୍‌

ନୂଆଦିଲ୍ଲୀ,୩।୪: ଦିଲ୍ଲୀ ୟୁନିଭର୍ସିଟିର ସେଣ୍ଟ୍‌ ଷ୍ଟିଫେନ୍ସ୍‌ କଲେଜରେ କରୋନା ସଂକ୍ରମଣ ପହଞ୍ଚିଛି। କଲେଜର ୧୩ ଶିକ୍ଷାର୍ଥୀ ଏବଂ ୨ ଜଣ କର୍ମଚାରୀଙ୍କ ନମୁନା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ସୁରକ୍ଷାକୁ ଦୃଷ୍ଟିରେ ରଖି କଲେଜରେ କଡ଼ା କଟକଣା ଜାରି କରାଯାଇଛି।...

ଆଜି ରାଜ୍ୟରେ ୪୦୦ ପାର୍‌ କଲା କରୋନା

ଭୁବନେଶ୍ୱର,୨।୪(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବଢ଼ିବାରେ ଲାଗିଛି। ଶୁକ୍ରବାର ରାଜ୍ୟରୁ ୪୬୧ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୪୧,୭୭୨ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ...

ଟିକା ନେବା ପରେ ବି ୧୪ ଡାକ୍ତର କରୋନା ପଜିଟିଭ୍‌

ରୋହତକ,୧।୪: କରୋନାର ଦୋହରା ମାଡ଼ରେ ଦେଶରେ କୋକୁଆ ଭୟ ସୃଷ୍ଟି ହୋଇଛି। ଏପରିସ୍ଥଳେ ହରିୟାଣାରେ ଲୋକେ ଅଧିକ ଆତଙ୍କିତ ହୋଇପଡ଼ିଛନ୍ତି। ରୋହତକ ପିଜିଆଇଏମ୍‌ଏସ୍‌ ହସ୍ପିଟାଲରେ ୨୨ ଜଣ ଡାକ୍ତର କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସ୍ତ୍ରୀରୋଗ ବିଭାଗର ଡାକ୍ତରମାନଙ୍କ ନୁମୁନା ପରୀକ୍ଷା...

ପ୍ରତିଦିନ କରୋନା ଟିକା

ନୂଆଦିଲ୍ଲୀ,୧।୪: ଗୁରୁବାରଠାରୁ ୪୫ ବର୍ଷ ଅବା ଏହାଠାରୁ ଅଧିକ ବୟସ୍କଙ୍କୁ କରୋନା ଟିକାଦାନ ଆରମ୍ଭ ହୋଇଛି। ଏପ୍ରିଲ୍‌ରେ ମାସ ସାରା ସବୁଦିନ ଟିକାକରଣ କରାଯିବ। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି। ସରକାରୀ ଛୁଟି ଦିନ...

ବଜାରରେ ଘଣ୍ଟେ ରହିଲେ ଦେବାକୁ ପଡ଼ିବ ଜରିମାନା ୫୦୦

ନାସିକ୍‌,୧।୪: ମହାରାଷ୍ଟ୍ରରେ କରୋନା ସଂକ୍ରମଣ ଅଣାୟତ୍ତ ହେବାରେ ଲାଗିଛି। ଲୋକେ କେତେକ କ୍ଷେତ୍ରରେ ସରକାରଙ୍କ ପକ୍ଷରୁ ଜାରି ହୋଇଥିବା ମାର୍ଗଦର୍ଶିକାକୁ ପାଳନ କରୁ ନ ଥିବାରୁ ସ୍ଥିତି ଧୀରେଧୀରେ ଅସମ୍ଭାଳ ହେବାରେ ଲାଗିଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ନାସିକ୍‌ ପ୍ରଶାସନ...

ରାଜ୍ୟରେ ବଢ଼ି ଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ୟା, ଆଜି ୩୯୪ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧।୪(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଏବେ ବଢ଼ିବାରେ ଲାଗିଛି। ଗୁରୁବାର ରାଜ୍ୟରୁ ୩୯୪ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୪୧,୧୧୧ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri